ଚିଲିକା ସେଲ୍ଡକ୍ ଫକ୍ କାର୍ନିଭାଲ ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଦର୍ଶକ
ବାଲୁଗାଁ,୯ା୧୨ (ଡି.ଏନ.ଏ.): ଓଡ଼ିଶାର ସଂସ୍କୃତି ଓ ଲୋକକଳାକୁ ବଜାୟ ରଖିବା ଉଦ୍ଦେଶ୍ୟରେ ସ୍ଥାନୀୟ ବଡ଼କୁଳସ୍ଥିତ ଚିଲିକା ତଟଦେଶରେ ଅବସ୍ଥାପିତ ଓଡ଼ି ଆର୍ଟ ମ୍ୟୁଜିୟମ୍ ପରିସରରେ ଶନିବାରଠାରୁ ୫ଦିନ ବ୍ୟାପୀ ଚିଲିକା ସେଲ୍ଡକ୍ ଫକ୍ କାର୍ନିଭାଲ ଆରମ୍ଭ ହୋଇଛି ା ସନ୍ଧ୍ୟାରେ ସଂସ୍କୃତି…
ଭଏସ୍ ଅଫ ନୟାଗଡ଼ ସିଜିନ୍ ୨: ବାଜି ମାରିଲେ ମୋନାଲିସା
ନୟାଗଡ଼ ଅଫିସ,୯ା୧୨: ଜିଲାର ଯୁବ କଣ୍ଠଶିଳ୍ପୀଙ୍କୁ ଲୋକଲୋଚନ ଆଣିବା ଲକ୍ଷ୍ୟରେ ନୟାଗଡ଼ କ୍ଲବ ପକ୍ଷରୁ ଆୟୋଜିତ ଭଏସ୍ ଅଫ ନୟାଗଡ଼ ସିଜିନ୍-୨ରେ ମୋନଲିସା ସ୍ବାଇଁ ବାଜି ମାରିଛନ୍ତି। ଶନିବାର ସନ୍ଧ୍ୟାରେ ପଠାଣିସାମନ୍ତ ଅଡ଼ିଟୋରିୟମରେ ହୋଇଥିବା ଫାଇନାଲ ରାଉଣ୍ଡରେ ୧୦ ଜଣ ପ୍ରତିଯୋଗୀଙ୍କୁ…
ବିପଦପୂର୍ଣ୍ଣ ବାରଣ୍ଡାରେ ସ୍କୁଲର ମଧ୍ୟାହ୍ନଭୋଜନ
ନୂଆଗାଁ, ୭।୧୨(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା କାପ୍ତାପଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଭଙ୍ଗା ଘର ତଳେ ବିପଦ ପୂର୍ଣ୍ଣ ଅବସ୍ଥାରେ ମଧ୍ୟାହ୍ନଭୋଜନ ଖାଉଥିବା ଦେଖିବାକୁ ମିଳିଛି । ଏ ନେଇ ଅଭିଭାବକ…
ବଜ୍ରକୋଟରେ କଙ୍ଗାରୁ କୋର୍ଟ: ଭାଙ୍ଗିଲେ ଘର, ଶୀତ କାକରରେ ବାସନ୍ଦ ପରିବାର
ରଣପୁର, ୭।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଜ୍ରକୋଟରେ ଗୁରୁବାର ସନ୍ଧ୍ୟାରେ କଙ୍ଗାରୁ କୋର୍ଟ କରାଯାଇ ଭଗବାନ ଦଳେଇ ନାମକ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ଦିଆଯାଇଛି। ଏପରି କି ତାଙ୍କ ଘରୁ ୭ ହଜାର ଟଙ୍କା ସମେତ ଗୃହ ଉପକରଣ…
ବଜ୍ରକୋଟରେ କଙ୍ଗାରୁ କୋର୍ଟ: ଘର ଭାଙ୍ଗି ଲୁଟିନେଲେ ଟଙ୍କା, ଖାଦ୍ୟ ସାମଗ୍ରୀ; ଶୀତଦିନେ ଗଛ ତଳେ ଆଶ୍ରୟ ନେଲେ ପରିବାର
ରଣପୁର,୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଜ୍ରକୋଟ ଗ୍ରାମରେ ଗୁରୁବାର ସନ୍ଧ୍ୟାରେ କଙ୍ଗାରୁ କୋର୍ଟ କରାଯାଇ ଭଗବାନ ଦଳେଇଙ୍କ ଘରୁ ଲୁଟ୍ ହୋଇଛି। ଘରୁ ୭ହଜାର ଟଙ୍କା, ଚାଉଳ, ଗହମ ଆଦି ଖାଦ୍ୟ ସାମଗ୍ରୀ ଲୁଟ୍ କରିବା ସହ ତାଙ୍କର ଘର…
୪ ଦିନ ହେବ ନାବାଳିକା ନିଖୋଜ: ୩ଜଣଙ୍କୁ ଅଟକ ରଖି ବସି ରହିଛି ପୋଲିସ, ଚିନ୍ତାରେ ପରିବାର
ରଣପୁର,୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ଲୋଧାଚୁଆ ଅଞ୍ଚଳର ଜଣେ ୧୬ବର୍ଷୀୟା ନାବାଳିକା ୪ ଦିନ ହେବ ନିଖୋଜ ଅଛନ୍ତି। ସମ୍ପୃକ୍ତ ନାବାଳିକାଙ୍କୁ ବଜ୍ରକୋଟ ଅଞ୍ଚଳର ୩ଜଣ ଅସଦାଚରଣ କରି ଅପହରଣ କରି ନେଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଏନେଇ…
ଧ୍ୱଂସ ମୁଖରେ ଗିରି ଗୋବର୍ଦ୍ଧନ ପାହାଡ଼
ରଣପୁର,୫।୧୨(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ତହସିଲ କୁଳାସର ପଞ୍ଚାୟତ ନୀଳପଲ୍ଲୀ ଗଁ। ନିକଟରେ ରହିଛି ଗିରି ଗୋବର୍ଦ୍ଧନ ପାହାଡ । ଏହି ଐତିହ୍ୟ ସମ୍ପନ୍ନ ପାହାଡକୁ ଡିନାମାଇଟ୍ ଲଗାଇ ବିସ୍ଫୋରଣ କରାଯାଇ ପଥର ଚାଲାଣ ହେଉଛି। ଫଳରେ କଳା ମୁଗୁନି ପଥରର…
ଅସୁରକ୍ଷିତ ଶ୍ରେଣୀଗୃହ: ବାରଣ୍ଡାରେ ବସି ପାଠପଢୁଛନ୍ତି ପିଲା
ଖଣ୍ଡପଡା,୫।୧୨(ସ୍ବ.ପ୍ର.): ଦୀର୍ଘବର୍ଷରୁ ଅସୁରକ୍ଷିତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଯୋଗୁ କୋସକା ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଉଥିଲେ ମଧ୍ୟ କୌଣସି ପ୍ରତିକାର ବ୍ୟବସ୍ଥା କରା ଯାଉନାହିଁ।…
ମହାନଦୀ ପଠାରେ ମାଣପେଡି,ଖଟୁଲି ସଫା
ଖଣ୍ଡପଡା,୫।୧୨(ସ୍ବ.ପ୍ର.): ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମା’ଲକ୍ଷ୍ମୀଙ୍କୁ ମାର୍ଗଶିର ମାସର ପ୍ରତି ଗୁରୁବାର ଆରାଧନା କରାଯାଇଥାଏ। ଆସନ୍ତା ୧୨ ତାରିଖ ମାର୍ଗଶିର ମାସର ଶେଷ ଗୁରୁବାର । ମାତ୍ର ସେଦିନ ପଣ୍ଡୁ ପୂର୍ଣ୍ଣମୀ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଥିବାରୁ ଖଣ୍ଡପଡା…
ଆହୁରି ୧୫ ଦିନ ପରେ ମଣ୍ଡିରେ କିଣାହେବ ଧାନ: ଅଭାବୀ ବିକ୍ରିର ଶିକାର ହେଉଛି ଚାଷୀ
ନୟାଗଡ଼ ଅଫିସ,୫ା୧୨: ଗତ ୨୯ ତାରିଖରେ ଜିଲାରେ ସରକାରୀ ଭାବେ ଧାନମଣ୍ଡି ଉଦ୍ଘାଟିତ ହୋଇଥିଲା। ସେ ସମୟରେ ଡିସେମ୍ବର ୧୮ ତାରିଖ ପରେ ମଣ୍ଡିରେ ଧାନ କିଣା ହେବ ବୋଲି କୁହାଯାଇଥିଲା। କିନ୍ତୁ ଏହା ପୂର୍ବରୁ ଧାନ ବେପାରୀ (ଦଲାଲ) ମାନେ…
ବଳାତ୍କାର ଓ ଅପହରଣ ମାମଲାକୁ ୮ମାସ ବିତିଲା, ଅଭିଯୁକ୍ତଙ୍କୁ ଗିରଫ କରୁନି ପୋଲିିସ
ରଣପୁର,୪।୧୨(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ବାଣିକିଲୋ ପଞ୍ଚାୟତ ଅଞ୍ଚଳରେ ଜଣେ ୧୭ ବର୍ଷୀୟା ନାବାଳିକା କଲେଜ ଛାତ୍ରୀଙ୍କୁ ଅପହରଣ ଓ ବଳାକତ୍ାର କରାଯିବା ଘଟଣାକୁ ୮ମାସ ବିତି ଗଲାଣି। ତେବେ ଏ ଯାଏ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିନି।…
‘୨୦ ହଜାର ଦିଅ, ପକ୍କାଘର ନିଅ’
ନୟାଗଡ଼ ଅଫିସ,୪ା୧୨: ୨୦ ହଜାର ଟଙ୍କା ଦିଅ, ପକ୍କା ଘର ନିଅ। ଏହି ଉକ୍ତି ହେଉଛି ଖୋଦ୍ ଜଣେ ସରକାରୀ କର୍ମଚାରୀଙ୍କର। ଯୋଗ୍ୟ ତାଲିକାରେ ନାମ ଥିବା ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ନିଆଯାଇ ପକ୍କାଘର କାର୍ଯ୍ୟାଦେଶ ଦିଆଯାଉଛି। ଆଉ ଯିଏ…

