ନୟାଗଡ଼

ଡକାୟତି ଅଭିଯୋଗରେ ୪ ଗିରଫ

ଦଶପଲ୍ଲା,୮।୧୧(ଡି.ଏନ.ଏ.): ଦଶପଲ୍ଲା ସହ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରୁ ଡକାୟତି ଅଭିଯୋଗରେ ସମ୍ପୃକ୍ତ ଥିବା ୩ଜଣ ଏବଂ ଚୋରି ସାମଗ୍ରୀ ରଖିବା ଅଭିଯୋଗରେ ଜଣେ ଏପରି ମୋଟ ୪ ଅଭିଯୁକ୍ତଙ୍କୁ ଦଶପଲ୍ଲା ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ...

ବିଭିନ୍ନ ଦ୍ରବ୍ୟର ନକଲି କାରବାର

ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ସହରରେ ଦୁଇଜଣ ବ୍ୟବସାୟୀ ନକଲି ଜର୍ଦ୍ଦା ବିକ୍ରି କରୁଥିବା ଅଭିଯୋଗରେ ଟାଉନ ପୋଲିସ ଗୁରୁବାର ସେମାନଙ୍କୁ ଗିରଫ କରିଥିଲା। ସେମାନେ ହେଲେ ପୁରୁଣା ସହର ଦଣ୍ଡାସାହିର ସନ୍ତୋଷ କୁମାର ସାହୁ ଓ ଦଶପଲ୍ଲା ଥାନା ବାଘୁଆଫାସି...

୧୧ ତାରିଖରୁ ପ୍ରଦାନ କରାଯିବ ଜେଇ ଟିକା

ନୟାଗଡ଼ ଅଫିସ,୯।୧୧: ଆସନ୍ତା ୧୧ ତାରିଖରେ ଜିଲାରେ ପ୍ରଥମ ଥର ପାଇଁ ୧ରୁ ୧୫ ବର୍ଷର ସମସ୍ତ ପିଲାଙ୍କୁ ଜାପାନିଜ ଏନସେଫାଲାଇଟିସ (ଜେଇ) ଟିକା ପ୍ରଦାନ କରାଯିବ। ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମଓ) ଡା. ଶ୍ୱେତ କୁମାର ମହାପାତ୍ର...

ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀ ଶୁକ୍ରବାରଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀ ନୀଳମାଧବ ଜୀଉଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି। ଏହି ଅବସରରେ ଆଜି ସକାଳ ଓ ସନ୍ଧ୍ୟାରେ ଠାକୁରଙ୍କୁ ଲକ୍ଷ୍ମୀନାରାୟଣ ବେଶରେ ସଜ୍ଜିତ କରାଯାଇଥିଲା। ଠାକୁରଙ୍କ ଏହି ବେଶ...

ବିଦ୍ୟାଳୟ ବନ୍ଦକୁ ନେଇ ପ୍ରତିବାଦ : ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ନୟାଗଡ଼ ଅଫିସ, ୮।୧୧: ଗ୍ରାମରେ ଥିବା ବିଦ୍ୟାଳୟକୁ ବନ୍ଦ ନ କରିବା ପାଇଁ ନୟାଗଡ଼ ଜିଲା ଭାପୁର ବ୍ଲକ ଭଗବାନପୁର ପଞ୍ଚାୟତର ବେତଖୋଲି ଗ୍ରାମବାସୀ ଗୁରୁବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପିଲାମାନଙ୍କ ଷାଣ୍ମାସିକ ପରୀକ୍ଷା ଚାଲିଥିବାରୁ ଏଥିରେ ବାଧା ସୃଷ୍ଟି...

ପୂର୍ବ ଶତ୍ରୁତା: ଯୁବକଙ୍କୁ ଗୋଡ଼ାଇ ହାଣିଲେ

ରଣପୁର,୮ା୧୧(ସ୍ବ.ପ୍ର.): ପୂର୍ବ ଶତ୍ରୁତାକୁ ନେଇ ରଣପୁର ଥାନା ରାମଚନ୍ଦ୍ରପୁର ଗାଁର ଅଶୋକ କୁମାର ସେଠୀ(୩୨)ଙ୍କୁ ବୁଧବାର ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି। ଗ୍ରାମର ୩ ଯୁବକ ମୁହଁରେ ଗାମୁଛା ବାନ୍ଧି ଅଶୋକଙ୍କୁ ରଣପୁର-ଗୋପାଳପୁର ମୁଖ୍ୟ ରାସ୍ତାରେ ଖଣ୍ଡା ଓ ଭୁଜାଲି...

ଦହିବରା ଖାଇ ୩ ଗ୍ରାମର ୬୮ ଅସୁସ୍ଥ: ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ନୟାଗଡ଼ ଅଫିସ, ୭ା୧୧: ନୟାଗଡ଼ ଜିଲା ଗଣିଆ ବ୍ଲକର ବିଜୟନଗର, ଗଣିଆ ଓ ବେଲଗଡ଼ ଗ୍ରାମର ୬୮ଜଣ ଦହିବରା ଖାଇ ଗୁରୁବାର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ,...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ, ଜଣେ ଗୁରୁତର

ନୂଆଗାଁ, ୭।୧୧(ଡି.ଏନ୍‌.ଏ): ନୟାଗଡ଼ ଜିଲା ନୂଆଗାଁ ଥାନା ଅନ୍ଧାରଖଣି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁରୁବାର ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେ ହେଲେ ଅନ୍ଧାରଖଣି ଗ୍ରାମର ଲକ୍ଷ୍ମଣ ନାୟକ(୫୮)। ପ୍ରକାଶ...

ନାବାଳକଙ୍କୁ ସାବାଳକ ସଜାଇଲା ପୋଲିସ; ୩ ମାସ ହେଲାଣି ରହି ଆସୁଛନ୍ତି ଜେଲ୍‌ରେ

ନୟାଗଡ଼ ଅଫିସ,୬।୧୧-ନୟାଗଡ଼ ଜିଲା ଓଡ଼ଗାଁ ପୋଲିସ ଜଣେ ନାବାଳକଙ୍କୁ ସାବାଳକ ଦର୍ଶାଇ ଜେଲ୍‌କୁ ପଠାଇଛନ୍ତି। ସମ୍ପୃକ୍ତ ନାବାଳକ ୩ ମାସ ହେଲାଣି ନୟାଗଡ଼ ଖୁଣ୍ଟୁବନ୍ଧସ୍ଥିତ ଉପକାରାଗାରରେ ରହି ଆସୁଛନ୍ତି। ଯେ, ଓଡ଼ଗାଁ ଥାନା ବନ୍ଧସାହି ଗ୍ରାମର ଜଣେ ୧୭ ବର୍ଷୀୟ...

କନ୍ଧନୟାଗଡ଼ରେ ପାଇଖାନା ଦୁର୍ନୀତିର ତଦନ୍ତ; ପ୍ରାରମ୍ଭରୁ ଦୁର୍ନୀତି ଚାପିବାକୁ ପ୍ରୟାସ, ଫସର ଫାଟିଲା ଜିଲାପାଳଙ୍କ ନିର୍ଦ୍ଦେଶ

ରଣପୁର,୭ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କନ୍ଧନୟାଗଡ ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନରେ ନିର୍ମାଣ ହେଉଥିବା ପାଇଖାନା ଦୁର୍ନୀତିର ବୁଧବାର ତଦନ୍ତ ହୋଇଛି । ବ୍ଲକ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାଥ ସାହୁଙ୍କ ନେତୃତ୍ୱରେ ଏକ ୬ଜଣିଆ ଟିମ୍‌ ତଦନ୍ତ...

ଗଛକୁ ଧକ୍କା ଦେଇ ପଲ୍‌ସର ଦୁର୍ଘଟଣାଗ୍ରସ୍ତ, ଯୁବକ ମୃତ

ନୂଆଗାଁ, ୬।୧୧(ଡି.ଏନ.ଏ): ନୟାଗଡ ଜିଲା ନୂଆଗାଁ ଥାନା ମହିତମା ନିକଟରେ ବାଇକ ଦୁର୍ଘଟଣାରେ ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ତାଙ୍କ ପରିଚୟ ମିଳିପାରି ନାହଁି । ମିଳିଥିବା ସୂଚନା ଅନୁଯାୟୀ, ମହିତମା ଛକ ଠାରୁ ଅଳ୍ପ କିଛି...

ଆନ୍ତଃ ଜିଲା ମୋବାଇଲ ଚୋର ଗିରଫ

ଭାପୁର,୬ା୧୧(ଡି.ଏନ.ଏ.)-ଜଣେ ଆନ୍ତଃଜିଲା ମୋବାଇଲ ଚୋରକୁ ନୟାଗଡ ଜିଲା ଭାପୁର ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି ା ଗିରଫ ଅଭିଯୁକ୍ତଙ୍କ ନାମ ଦୁର୍ଗାଚରଣ ସାହୁ(୩୮)। ତାଙ୍କ ଘର ଫତେଗଡ଼ ଥାନା ପଦ୍ମାବତୀ ଗ୍ରାମରେ। ଯେ,ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri