ନୟାଗଡ଼

ସୁନାଲଟିଠାରେ କୁସୁମୀ ବ୍ୟାରେଜର ଶୁଭାରମ୍ଭ : ୩ହଜାର ହେକ୍ଟର ଜମିକୁ କରିବ ଜଳସେଚନ

ନୟାଗଡ଼ ଅଫିସ,୧ା୧୨- ନୟାଗଡ଼ ବ୍ଲକ ବଡ଼ପଣ୍ଡୁସର ପଞ୍ଚାୟତ ସୁନାଲଟିଠାରେ କୁସୁମୀ ବ୍ୟାରେଜ (ଜଳସେଚନ ପ୍ରକଳ୍ପ) କାର୍ଯ୍ୟର ଶନିବାର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଏହି ଉପଲକ୍ଷେ ନିକଟସ୍ଥ…

ଗାଁ ଭୋଜିରେ ବଚସା: ଦମ୍ପତିଙ୍କୁ ଭୁଜାଲିରେ ହାଣି ଯୁବକ ଫେରାର; ମହିଳା ମୃତ, ସ୍ବାମୀ ଗୁରୁତର

ଓଡ଼ଗାଁ,୩୦।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ଫାଣ୍ଡି ଭାଟସାହି ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ଭୋଜି ଚାଲିଥିବା ବେଳେ ସାମାନ୍ୟ କଥାରୁ ବଚସାକୁ ନେଇ ଜଣେ ଯୁବକ ଦମ୍ପତିଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଏଥିରେ ମହିଳାଙ୍କ ମୃତ୍ୟୁ…

ସରକାରୀ କାର୍ଯ୍ୟାଳୟରେ ଗଡୁଛି ବିଦ୍ୟୁତ୍‌ ବିଲ୍‌: ୩୯ ବିଭାଗର ବକେୟା ପଡ଼ିଛି ୨ କୋଟି ୭୭ ଲକ୍ଷ

ନୟାଗଡ଼ ଅଫିସ,୩୦।୧୧-ଘରୋଇ ହେଉ କିମ୍ବା ବ୍ୟବସାୟିକ ପ୍ରତିଷ୍ଠାନରେ ଗୋଟିଏ ମାସରୁ ଅଧିକ ଦିନ ବିଲ୍‌ ପୈଠ ନ ହେଲେ ପର ଦିନ ବିଦ୍ୟୁତ୍‌ ବିଭାଗ ସଂଯୋଗ କାଟି ଦେଇଥାଏ। ଫଳରେ ବିଦ୍ୟୁତ୍‌ ଉପଭୋକ୍ତା ବିନା ବିଦ୍ୟୁତ୍‌ରେ ହନ୍ତସନ୍ତ ହୁଅନ୍ତି। ହେଲେ ଜିଲାର…

ମିନିଟ୍ରକ୍‌ ଧକ୍କାରେ ମହିଳାଙ୍କ ଜୀବନ ଗଲା

ଓଡ଼ଗାଁ,୨୯।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅନ୍ତର୍ଗତ ବଳଭଦ୍ରପୁର ନିକଟରେ ଶୁକ୍ରବାର ମିନିଟ୍ରକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳା ଜଣକ ନିକଟସ୍ଥ କୁଶାଢିପି ହରିଜନ ସାହିର ହୀରା ନାୟକ (୪୫)। ହୀରା ସ୍ବାମୀ ରାଜୁଙ୍କ ସହିତ ବାଇକ୍‌ରେ ଓଡ଼ଗାଁ…

ମାଲେସିଆରେ ୫ ଶ୍ରମିକ ଫସିଥିବା ଘଟଣା: ଉଦ୍ଧାର ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ପରିବାର

ନୟାଗଡ଼ ଅଫିସ,୨୯।୧୧: ନୟାଗଡ଼ ଜିଲା ରଣପୁର ଓ ଶରଣକୁଳ ଥାନା ଅଞ୍ଚଳର ୫ ଶ୍ରମିକ ମାଲେସିଆରେ ଫସିଥିବା ବେଳେ ସେମାନଙ୍କୁ ଉଦ୍ଧାର କରିବା ପାଇଁ ଗୁରୁବାର ପରିବାର ଲୋକ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏଥିସହ ସେମାନଙ୍କୁ ନେଇ ଯାଇଥିବା ସୁରଧ୍ୱନି ସଂସ୍ଥାର…

ନୀଳମାଧବ ପୀଠରେ ଦେବ ଦୀପାବଳି ଉତ୍ସବ

ଖଣ୍ଡପଡ଼ା,୨୮ା୧୧(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦିପୀଠ କଣ୍ଟିଲୋ ନୀଳମାଧବ ପୀଠରେ ସୋମବାରଠାରୁ ଆରମ୍ଭ ହୋଇଥିବା ଦେବ ଦୀପାବଳି ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଏହି ଉତ୍ସବରେ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ସିଂହଦ୍ୱାର ନିକଟରେ ସମବେତ ହୋଇ ସେମାନଙ୍କ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିଥିଲେ।…

ଜିଲା ପାଠାଗାରରେ ଅବ୍ୟବସ୍ଥା: ଆସୁଛନ୍ତି ହାତଗଣତି ପାଠକ

ନୟାଗଡ଼ ଅଫିସ,୨୮ା୧୧: ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିସରରେ ଥିବା ଜିଲା ପାଠାଗାର ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଭିତ୍ତିଭୂମି ସୁଦୃଢ଼ ଥିବା ସତ୍ତ୍ୱେ ଆଶାତୀତ ପାଠକ ଆସୁନାହାନ୍ତି। ପ୍ରତିଦିନ ହାତଗଣତି ୭ରୁ ୧୦ ଜଣ ପାଠକ ଆସୁଥିବା ଦେଖିବାକୁ…

ପେସାଦାର ମତ୍ସ୍ୟଜୀବୀଙ୍କ ବିକ୍ଷୋଭ : ୨ଦିନ ହେଲା ଚିଲିକାରୁ ଘେରି ଉଚ୍ଛେଦ ବନ୍ଦ

କୃଷ୍ଣପ୍ରସାଦ,୨୮ା୧୧(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକାରେ ସୋମବାରଠାରୁ ଘେରି ଉଚ୍ଛେଦ ଆରମ୍ଭ ହୋଇଥିଲା। ପ୍ରଥମ ଦିନରେ ମାଲୁଦ ଅଞ୍ଚଳରୁ ଘେରି କଟାଯାଉଥିବା ବେଳେ ଚିଲିକା ଉପରେ ନିର୍ଭର କରି ଚଳୁଥିବା ଅଧିବାସୀ ଏହାକୁ ବିରୋଧ କରିଥିଲେ। ମଙ୍ଗଳବାର ଏହି…

ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି ପ୍ରାଣୀ ସହାୟକ କେନ୍ଦ୍ର :୪ ବର୍ଷ ଧରି ତାଲା ପଡିଛି କାର୍ଯ୍ୟାଳୟ

ଗଣିଆ,୨୮ା୧୧(ଡି.ଏନ.ଏ.): ଗଣିଆ ବ୍ଲକ ଛାମୁଣ୍ଡିଆଠାରେ ଥିବା ପ୍ରାଣୀ ସହାୟକ କେନ୍ଦ୍ରରେ ଗତ ୪ବର୍ଷ ଧରି କୌଣସି କର୍ମଚାରୀ ରହୁ ନ ଥିବା ଦେଖାଯାଇଛି। ପ୍ରାଣୀ ସହାୟକ କେନ୍ଦ୍ର ସହ ଏଠାରେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କ ରହଣି ପାଇଁ ବାସଭବନ ନିର୍ମାଣ କରାଯାଇଛି।…

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ରଣପୁର, ୨୭।୧୧(ସ୍ବ.ପ୍ର): ନୟାଗଡ ଜିଲା ରଣପୁର ବ୍ଲକ ଚାନ୍ଦପୁର ଥାନା କେରଣ୍ଡାଟାଙ୍ଗିି ପଞ୍ଚାୟତ ମୁକ୍ତାପୁର ପାତାଳେଶ୍ୱର ମନ୍ଦିର ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଟାଙ୍ଗି ଥାନା ଭଜାଗଡ ଗାଁର ଜଣେ…

ଜିଲା ଚିଠି : ଅସଜଡ଼ା ସ୍ବାସ୍ଥ୍ୟସେବା

ରାଜ୍ୟ ସରକାରଙ୍କ ପକ୍ଷରୁ ‘ମୋ ସରକାର’ ଯୋଜନା ଜିଲାର ପ୍ରତି ଡାକ୍ତରଖାନାରେ ଲାଗୁ କରାଯାଇଛି। ଏଥିପାଇଁ ସବୁଠି ତତ୍ପରତା ପ୍ରକାଶ ପାଇଛି। ତଥାପି ଜିଲାବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ମିଳୁ ନାହିଁ। କେଉଁଠି ଭିତ୍ତିଭୂମି ଅସଜଡ଼ା ଅବସ୍ଥାରେ ରହିଛି ତ ଆଉ କେଉଁଠି…

ହାତୀପଲଙ୍କ ଉପଦ୍ରବ, ଧାନଫସଲ ନଷ୍ଟ

ଦଶପଲ୍ଲା,୨୫।୧୧(ଡି.ଏନ୍‌.ଏ.): ଦଶପଲ୍ଲା ବନାଞ୍ଚଳର ଚଡ଼େୟାପଲ୍ଲୀ ଓ ପୋଖରୀଗୋଚ୍ଛା ସଂରକ୍ଷିତ ଜଙ୍ଗଲରେ ୧୩ଟି ହାତୀ ଡେରା ପକାଇଛନ୍ତି। ହାତୀପଲ ସନ୍ଧ୍ୟା ହେଲେ ନିକଟସ୍ଥ ଧାନକ୍ଷେତକୁ ଆସି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରୁଛନ୍ତି। ଜଙ୍ଗଲରେ ଖାଦ୍ୟାଭାବ ଏବଂ ବର୍ତ୍ତମାନ ଧାନ ପାଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?