ନୟାଗଡ଼

ଗଛକୁ ଧକ୍କା ଦେଇ ପଲ୍‌ସର ଦୁର୍ଘଟଣାଗ୍ରସ୍ତ, ଯୁବକ ମୃତ

ନୂଆଗାଁ, ୬।୧୧(ଡି.ଏନ.ଏ): ନୟାଗଡ ଜିଲା ନୂଆଗାଁ ଥାନା ମହିତମା ନିକଟରେ ବାଇକ ଦୁର୍ଘଟଣାରେ ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ତାଙ୍କ ପରିଚୟ ମିଳିପାରି ନାହଁି । ମିଳିଥିବା ସୂଚନା ଅନୁଯାୟୀ, ମହିତମା ଛକ ଠାରୁ ଅଳ୍ପ କିଛି ଦୂରରେ…

ଆନ୍ତଃ ଜିଲା ମୋବାଇଲ ଚୋର ଗିରଫ

ଭାପୁର,୬ା୧୧(ଡି.ଏନ.ଏ.)-ଜଣେ ଆନ୍ତଃଜିଲା ମୋବାଇଲ ଚୋରକୁ ନୟାଗଡ ଜିଲା ଭାପୁର ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି ା ଗିରଫ ଅଭିଯୁକ୍ତଙ୍କ ନାମ ଦୁର୍ଗାଚରଣ ସାହୁ(୩୮)। ତାଙ୍କ ଘର ଫତେଗଡ଼ ଥାନା ପଦ୍ମାବତୀ ଗ୍ରାମରେ। ଯେ,ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର…

କଳାପାଟ ପୀଠରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣା: ହତ୍ୟାକାରୀ ପୁଅ ଜେଲ ଗଲେ

ଗଣିଆ,୬ା୧୧(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ଥାନା ମଣିଭଦ୍ରା ପର୍ବତ ପାଦଦେଶରେ ଥିବା ମା’ କଳାପାଟ ପୀଠ ପରିସରରୁ ସୋମବାର ସକାଳୁ ଜଣେ ବୃଦ୍ଧଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଥିଲା। ମଙ୍ଗଳବାର ହତ୍ୟାକାରୀ ପୁଅଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଗୋପୀନାଥ…

ଜାତୀୟ ରାଜପଥରେ ରାହାଜାନି: କଣ୍ଟେନରରୁ ଲୁଟିନେଲେ ୨ କୋଟିର ସିଗାରେଟ

ଟାଙ୍ଗୀ (ଖୋର୍ଦ୍ଧା),୬ା୧୧ (ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥର ଟାଙ୍ଗୀ ଥାନା ଉଗ୍ରତାରା ଛକରେ ସୋମବାର ବିଳମ୍ବିତ ରାତିରେ ଲୁଟେରାମାନେ ଏକ ବଡଧରଣର ରାହାଜାନି ଘଟାଇଛନ୍ତି। ଚାଳକଙ୍କୁ ବନ୍ଧୁକ ଦେଖାଇ ସେମାନେ ଏକ ସିଗାରେଟ୍‌ ବୋଝେଇ କଣ୍ଟେନରକୁ ନିଜ ହେପାଜତକୁ ନେଇଥିଲେ। ପରବର୍ତ୍ତୀ…

ମନ୍ଦିର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ନୟାଗଡ଼ ଅଫିସ, ୪।୧୧: ନୟାଗଡ଼ ଜିଲା ଗଣିଆ ବ୍ଲକ ମଣିଚଦ୍ରା କଳାପଟା ମନ୍ଦିର ପରିସରରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଗଣିଆ ଥାନା ଛାମୁଣ୍ଡିଆ ଗ୍ରାମର ଗୟାଧର ବାରିକ। ପ୍ରକାଶ ଯେ, ଭୋର ସମୟରେ…

ଶ୍ମଶାନରେ ମୃତଦେହ ସଂସ୍କାରକୁ ନେଇ ବିବାଦ : ରାସ୍ତାରୋକୋ କଲେ ଗ୍ରାମବାସୀ

ଖଣ୍ଡପଡ଼ା,୪ା୧୧(ସ୍ବ.ପ୍ର.): ଶ୍ମଶାନରେ ମୃତଦେହ ସଂସ୍କାରକୁ କେନ୍ଦ୍ର କରି ଖଣ୍ଡପଡା ବ୍ଲକ ବେଣାଗାଡିଆ ପଞ୍ଚାୟତର ମୁରାରୀପୁର ଓ ପଥରଦ୍ୱାର ଗ୍ରାମ ମଧ୍ୟରେ ବିବାଦ ଦେଖାଦେଇଛି। ଏହାକୁ ନେଇ ରବିବାର ମୁରାରୀପୁର ଗ୍ରାମବାସୀ ଖଣ୍ଡପଡ଼ା-କଣ୍ଟିଲୋ ପୂର୍ତ୍ତ ବିଭାଗ ରାସ୍ତାର ବେଣାଗାଡିଆ ସେତୁ ଉପରେ ମୃତଦେହ…

ପାର୍କର ଭ୍ରମ ସୃଷ୍ଟି କରୁଛି ପୋଖରୀ ହୁଡା : ଗ୍ରାମୀଣ ବିକାଶ ଯୋଜନାରେ ହେଲା ନବୀକରଣ

ନୟାଗଡ଼ ଅଫିସ,୪ା୧୧: ଦିନେ ପରିତ୍ୟକ୍ତ ହୋଇପଡିଥିବା ପୋଖରୀ ଏବେ ପାର୍କର ଭ୍ରମ ସୃଷ୍ଟି କରୁଛି। ପୋଖରୀ ସଫା କରାଯିବା ସହିତ ହୁଡ଼ାରେ ବିଭିନ୍ନ ପ୍ରକାର ଫୁଲ ଓ ଫଳଗଛ ଲଗାଯାଇଛି। ଆବର୍ଜନା ପକାଇବା ପାଇଁ ୫ଟି କୁଣ୍ଡ ରଖାଯାଇଛି। ସେହିଭଳି ଅବସର…

ଦ୍ୱିତୀୟ ଦିନରେ ଶରଣକୁଳ ଫୁଟବଲ୍‌ ଟୁର୍ନାମେଣ୍ଟ :ଟାଇବ୍ରେକରରେ ଝାଡ଼ଖଣ୍ଡ ବିଜୟୀ

ନୟାଗଡ଼ ଅଫିସ,୩।୧୧-ନୟାଗଡ଼ ଜିଲା ଶରଣକୁଳ ଲଡୁକେଶ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ନାରାୟଣ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆରେ ୬୦ତମ ସର୍ବଭାରତୀୟ ଫୁଟବଲ୍‌ ଟୁର୍ନାମେଣ୍ଟ ଚାଲୁ ରହିଛି। ଦ୍ୱିତୀୟ ଦିନରେ ସ୍ପୋଟର୍ସ ହଷ୍ଟେଲ ସମ୍ବଲପୁର ଓ ଧାନବାଦ୍‌ ଫୁଟବଲ୍‌ ଆସୋସିଏଶନ ଝାଡ଼ଖଣ୍ଡ ମଧ୍ୟରେ ଖେଳ…

ଇକୋ ଭିଲେଜ ପାଇଁ ସଜେଇହେଲା ମୁଦୁଲିଗାଡ଼ିଆ :ଗାଁରେ ରହି ମଜ୍ଜା ଉଠାଇବେ ପର୍ଯ୍ୟଟକ

ଗଣିଆ,୩ା୧୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅନ୍ତର୍ଗତ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ମୁଦୁଲିଗାଡିଆ ଗ୍ରାମକୁ ବନ୍ୟପ୍ରାଣୀ ବନ ବିଭାଗ ଦ୍ୱାରା ଇକୋ ଭିଲେଜରେ ପରିଣତ କରିବା ପାଇଁ ପ୍ରୟାସ ଜାରି ରହିଛି ା ଏଥିପାଇଁ ବିଭାଗ ତରଫରୁ ଗ୍ରାମକୁ ରଙ୍ଗବେରଙ୍ଗରେ…

ଭାଟସାହି ଗ୍ରାମରେ ଖଟ ବୁଲିବା ଘଟଣା: ଗିରଫ ହେଲେ ଗୁଣିଆ

ନୟାଗଡ଼ ଅଫିସ,୩।୧୧-ନୟାଗଡ଼ ଟାଉନ ଥାନା ଭାଟସାହି ଗ୍ରାମରେ ଖଟବୁଲା ଘଟଣାରେ ପୋଲିସ ଶନିବାର ସମ୍ପୃକ୍ତ ଗୁଣିଆକୁ ଗିରଫ କରିଛି। ଗିରଫ ଗୁଣିଆ ଜଣଙ୍କ ହେଲେ ବେଲବଣି ଗ୍ରାମର ବାଙ୍କନିଧି ନାହାକ ଓରଫ ହାଡ଼ିବନ୍ଧୁ। ଏ ନେଇ ଥାନାରେ ନଂ.୧୬୧/୧୯ରେ ଏକ ମାମଲା…

ନବନିର୍ମାଣ କୃଷକ ସଙ୍ଗଠନର ବୈଠକ: ରାଷ୍ଟ୍ରୀୟ ସମାବେଶରେ ଯୋଗଦେବାକୁ ଆହ୍ବାନ

ନୟାଗଡ଼ ଅଫିସ,୩।୧୧-ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ନୂଆଗାଁ ବ୍ଲକରେ ବ୍ଳକସ୍ତରୀୟ ବୈଠକ ମହିପୁର ରାମଚଣ୍ଡୀଙ୍କ ପୀଠଠାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୬ ତାରିଖରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ହେବାକୁ ଥିବା ଦ୍ୱିତୀୟ ରାଷ୍ଟ୍ରୀୟ ସମ୍ମିଳନୀ ସଫଳ କରିବା ପାଇଁ ଏହି ବୈଠକ…

ବିଶାଖା ଏକ୍ସପ୍ରେସ ଦୁଇଭାଗ ହୋଇ ଗଡ଼ିଲା: ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଲେ ଯାତ୍ରୀ

ବାଲୁଗଁ।,୩ା୧୧ (ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ବାଲୁଗଁା-ଚିଲିକା ଷ୍ଟେଶନ ମଧ୍ୟସ୍ଥ ବଡକୁଳ ଲେଭଲ କ୍ରସିଂଠାରେ ଶନିବାର ପୂର୍ବାହ୍ନରେ ବିଶାଖା ଏକ୍ସପ୍ରେସ ଟ୍ରେନ ଚଳନ୍ତା ଅବସ୍ଥାରେ ଇଞ୍ଜିନଠାରୁ ବଗି ଅଲଗା ହୋଇଯାଇଥିଲା। ତେବେ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri