ନୟାଗଡ଼

କାଗଜକଲମରେ ସୀମିତ ଶୌଚାଳୟ ନିର୍ମାଣ

ନୟାଗଡ଼ ଅଫିସ,୧୯।୧୧- ମଙ୍ଗଳବାର ବିଶ୍ୱ ଶୌଚାଳୟ (ପାଇଖାନା) ଦିବସ। ଚଳିତ ବର୍ଷର ବାର୍ତ୍ତା ରହିଛି ‘ଲିଭିଂ ନୋ ୱାନ୍‌ ବିହାଇଣ୍ଡ’। କେହି ଯେମିତି ଶୌଚାଳୟରୁ ବଞ୍ଚତ୍ତ ରହିବେ ନାହିଁ ସେହି ଲକ୍ଷ୍ୟରେ ଜିଲାର ସମସ୍ତଙ୍କ ଘରେ ଶୌଚାଳୟ ଥିବା ନେଇ ନିର୍ଦ୍ଦେଶ…

ନୌସେନା ପକ୍ଷରୁ ଚିଲିକାରେ ନୌଚାଳନା ପ୍ରତିଯୋଗିତା: ତଟ ସୁରକ୍ଷାରେ ମତ୍ସ୍ୟଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ, କମୋଡ଼ର ଋତୁରାଜ

ବାଲୁଗାଁ,୧୮ା୧୧(ଡ଼ି.ଏନ.ଏ.): ଚିଲିକା ତଥା ସମୁଦ୍ର ତଟ ସୁରକ୍ଷା ଦିଗରେ ମତ୍ସ୍ୟଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜଳପଥରେ ସେମାନେ ହେଲେ କର୍ଣ୍ଣଧାର ତଥା ଆଖି ଓ କାନ ସଦୃଶ। ନୌସେନା ବିଭାଗ ଓ ମତ୍ସ୍ୟଜୀବୀଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଓ ସମନ୍ବୟ ରହିପାରିଲେ ତଟରକ୍ଷା…

ନୟାଗଡ଼ ଜିଲାରେ ୫ ଟି ଓ ମୋ ସରକାର ପ୍ରଭାବ: ଦେଢ଼ମାସରେ ୧୦ ନିଲମ୍ବିତ, ଜଣେ ବହିଷ୍କୃତ

ନୟାଗଡ଼ ଅଫିସ,୧୮ା୧୧: ନୟାଗଡ଼ ଜିଲାରେ ୫ ଟି ଓ ମୋ ସରକାର ପ୍ରଭାବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଦେଢମାସରେ ୧୦ ଜଣ ନିଲମ୍ବିତ ହୋଇଥିବା ବେଳେ ଜଣେ ବହିଷ୍କୃତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ୩ ଅଧିକାରୀ ଓ ୮…

ବାଲ୍ୟବିବାହ ଭୟରେ ଘରୁ ପଳାଇଥିବା ନାବାଳିକା ଉଦ୍ଧାର

ଓଡ଼ଗାଁ,୧୭।୧୧(ସ୍ବ.ପ୍ର.)-ବାଲ୍ୟ ବିବାହ ଭୟରେ ଘରୁ ନିଖୋଜ ହୋଇଯାଇଥିଲେ ଜଣେ ନାବାଳିକା। ଦୀର୍ଘମାସ ପରେ ଶନିବାର ତାଙ୍କୁ ସମ୍ପର୍କୀୟଙ୍କ ଘରୁ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ନୟାଗଡ ଜିଲା ଓଡଗଁାର ଆଦର୍ଶ ଥାନା ଅଞ୍ଚଳରେ। ସାକେରୀ ଗ୍ରାମରେ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ…

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଛାତ୍ର ଗୁରୁତର

ନୟାଗଡ଼ ଅଫିସ,୧୭ା୧୧- ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ନବମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ସେ ହେଲେ ନୟାଗଡ଼ ଜିଲା ଶରଣକୁଳ ଥାନା ଶିଖରପୁର ଗ୍ରାମର ନିରାକାର ବାଡ଼ତିଆଙ୍କ ପୁଅ ଜିତୁନ (୧୫)। ମିଳିଥିବା ସୂଚନା ଅନୁସାରେ,…

ଦୁର୍ଘଟଣାଗ୍ରସ୍ତଙ୍କୁ ମିଳୁନି ତୁରନ୍ତ ସହାୟତା : ପ୍ରଚାର ଅଭାବରୁ ମିଳୁନାହାନ୍ତି ଗୁଡ୍‌ ସାମାରିଟାନ୍‌

ନୟାଗଡ଼ ଅଫିସ,୧୭।୧୧-ବିଭିନ୍ନ ସମୟରେ ଆଖିଆଗରେ ଦୁର୍ଘଟଣା ଘଟୁଥିଲେ ମଧ୍ୟ ଥାନା ଓ କଚେରି ଭୟରେ ଆମେମାନେ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରିପାରୁନାହୁଁ। ଫଳରେ ସେମାନଙ୍କର ପ୍ରାଣହାନି ଘଟୁଛି। ଏହାକୁ ଦୃଷ୍ଟିରେ ରଖି ୨୦୧୪ ମସିହାରେ ଦେଶରେ ଗୁଡ୍‌ ସାମାରିଟାନ୍‌ ପଲିସି ଲାଗୁ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ

ଗଣିଆ,୧୭।୧୧(ଡି.ଏନ.ଏ.)-ସାତକୋଶିଆ ଗଣ୍ଡ ଅଭୟାରଣ୍ୟ ଅନ୍ତର୍ଗତ ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ବଡମୂଳ ମଙ୍ଗାନାସୀଠାରେ ରହିଛି ପ୍ରାକୃତିକ ପର୍ଯ୍ୟଟନ କେନ୍ଦ୍ର ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ା ଏହି ପର୍ଯ୍ୟଟନ କେନ୍ଦ୍ରରେ ଶୀତତାପ ନିୟନ୍ତ୍ରିତ ୩ଟି କଟେଜ୍‌ ଓ ୪ଟି ତମ୍ବୁ…

ଶିଶୁ ରାଇଜର ୪୭ ତମ ବାର୍ଷିକ ଉତ୍ସବ

ନୟାଗଡ଼ ଅଫିସ,୧୬ା୧୧: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବଡ଼ପୁଟସ୍ଥିତ ଚାଚା ନେହେରୁ ଶିଶୁ ରାଇଜର ୪୭ତମ ବାର୍ଷିକ ଉତ୍ସବ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ରଣପୁର ବିଧାୟକ ସତ୍ୟ ନାରୟଣ ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ…

ପ୍ରୋଗ୍ରାମ ଅଧିକାରୀ ବହିଷ୍କୃତ

ନୟାଗଡ଼ ଅଫିସ,୧୬।୧୧: ନୟାଗଡ଼ ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରୋଗ୍ରାମ ଅଧିକାରୀ ଚୂଡ଼ାମଣି ମୁର୍ମୁଙ୍କୁ ବିଭାଗୀୟ ପ୍ରମୁଖ ସଚିବ ବହିଷ୍କୃତ କରିଛନ୍ତି। ଗତ ୬ ତାରିଖରେ ବହିଷ୍କୃତ କରାଯାଇଥିବା ନେଇ ଜିଲା ସମାଜ ମଙ୍ଗଳ ଅଧିକାରୀ ଭୁଲେଶ୍ୱର କଅଁର ସୂଚନା…

ପଲିଥିନ୍‌ ଧରପଗଡ଼: ୧୦କେ.ଜି. ଜବତ, ୫ହଜାର ଜରିମାନା ଆଦାୟ

ଖଣ୍ଡପଡା,୧୬।୧୧(ସ୍ବ.ପ୍ର.): ଖଣ୍ଡପଡା ସହରାଞ୍ଚଳର ମୁଖ୍ୟ ବଜାର ଓ ଗଳିକନ୍ଦିରେ ଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ପଲିଥିନ୍‌ ବହୁଳ ବ୍ୟବହାର ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଏ ନେଇ ଏନଏସି କର୍ତ୍ତୃପକ୍ଷ ଶୁକ୍ରବାର ଖଣ୍ଡପଡା ସହରାଞ୍ଚଳସ୍ଥିତ ବିଭିନ୍ନ ଦୋକାନରେ ଅଚାନକ ଚଢାଉ କରିଥିଲେ।…

୪ ବର୍ଷ ପରେ ଘରକୁ ଫେରିଲେ ହଜିଲା ପୁଅ

ଓଡ଼ଗାଁ,୧୫ା୧୧(ସ୍ବ.ପ୍ର.): ୪ ବର୍ଷ ପରେ ଘରକୁ ଫେରିଲେ ହଜିଲା ପୁଅ । ପୁଅର ପତ୍ତା ନ ପାଇ ଦୁଃଖ ଓ ଯନ୍ତ୍ରଣାରେ ଦିନ କାଟୁଥିଲେ ପରିବାର ଲୋକେ। ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଆଇଆଇସିଙ୍କ ଉଦ୍ୟମ ଫଳରେ ହଜିଲା ପୁଅକୁ…

ନୟାଗଡ଼ ଜିଲା ଯୋଗାଣ ଅଧିକାରୀ ନିଲମ୍ବିତ

ନୟାଗଡ଼ ଅଫିସ,୧୫।୧୧: ନୟାଗଡ଼ ଜିଲା ଯୋଗାଣ ଅଧିକାରୀ ବିକ୍ରମ କୁମାର ମାଝିଙ୍କୁ ରାଜ୍ୟ ଖାଦ୍ୟ କମିଶନର ନିଲମ୍ବିତ କରିଛନ୍ତି। ଏଥିସହ ସହକାରୀ ଜିଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁଙ୍କୁ ମଧ୍ୟ ନିଲମ୍ବନ କରାଯାଇଛି। ନିଲମ୍ବନର କାରଣ ସ୍ପଷ୍ଟ ହୋଇ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?