ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ
ନୟାଗଡ଼,୨୫ା୫: ନୟାଗଡ଼ରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ତେବେ ପ୍ରବଳ ଜନଗହଳି ଯୋଗୁ ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ ହୋଇପଡ଼ିଛନ୍ତି। ୧୫୮ ନମ୍ବର ବୁଥ୍ରେ ଡ୍ୟୁଟି କରୁଥିବା ସମୟରେ ପ୍ରିଜାଇଡିଂ ଅଫିସର ଜଣକ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ସଙ୍ଗେ…
ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ
ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ ପଥରପୁଞ୍ଜି ଗ୍ରାମର କୁମୁଦିନୀ ଦଳେଇ(୬୦)। ବୃଦ୍ଧା ଜଣଙ୍କ ସକାଳେ ଭୋଟ ଦେବାପାଇଁ ଭୋଟ କେନ୍ଦ୍ରକୁ…
ମହାନଦୀରୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କାମ ଅଧାପନ୍ତରିଆ
ଓଡ଼ଗାଁ,୨୫ା୫(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲାକୁ ମହାନଦୀରୁ ପିଇବା ପାଣି ଯୋଗାଣ ହେବ। ଏଥିରେ ନୟାଗଡ଼ ସମେତ ରଣପୁର ବ୍ଲକ୍ର ଜନସାଧାରଣ ଉପକୃତ ହେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରି ସାରିଛନ୍ତି। କିନ୍ତୁ ଏହି ଯୋଜନା ଆଜି ପର୍ଯ୍ୟନ୍ତ…
ନିର୍ବାଚନ ପୂର୍ବରୁ ନୟାଗଡ଼ରେ ବୁଲିଲା ଖଣ୍ଡା, ଭୁଜାଲି
ନୟାଗଡ଼,୨୪।୫: ନିର୍ବାଚନ ପୂର୍ବରୁ ଅଶାନ୍ତ ହୋଇପଡିଛି ନୟାଗଡ଼ ଜିଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ। ଭାପୁର ବ୍ଲକ ଭଗବାନପୁର ଏବଂ ଖଣ୍ଡପଡା ବ୍ଳକ ରାଣିପଡା ପଞ୍ଚାୟତ ବିରିଡ଼ି ଗାଁରେ ଏକ ପ୍ରମୁଖ ରାଜନୈତିକ ଦଳର କର୍ମୀମାନେ ଲୋକଙ୍କୁ ଟଙ୍କା ନିଅ ଭୋଟ ଦିଅ…
ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ
ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପୁରୀ ଲୋକ ସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ କୁମାର…
ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ
ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ ଲଗାତର ଆକ୍ରମଣ କରିଛନ୍ତି। ସେ କହିଛନ୍ତି, ଏଥର ଓଡ଼ିଶାରେ ଭାଜପା ସରକାର ହେବାକୁ ଯାଉଛି।…
ପଙ୍କାଳସାହିରେ ଭୋଟ୍ ବର୍ଜନ
ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲା ନିର୍ବାଚନ ମଣ୍ଡଳୀରେ ଭୋଟ୍ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦ୍ୱରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍ରେ ପ୍ରାୟ…
ନୟାଗଡ଼ର ଅଧିକାଂଶ ସ୍ଥାନରେ ଇଭିଏମ୍ ଅଚଳ, ବୁଥ୍ରେ ଚାପା ଉତ୍ତେଜନା
ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଭୋଟ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦୁରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍ରେ ପ୍ରାୟ…
କନ୍ଧମାଳ, ରାୟଗଡ଼ା ଗଞ୍ଜେଇର ବଢ଼ିଛି ଚାହିଦା
ନୟାଗଡ଼, ୧୯।୫(ଲୋକନାଥ ମିଶ୍ର)କନ୍ଧମାଳ ଓ ରାୟଗଡ଼ା ଗଞ୍ଜେଇର ଚାହିଦା ବଢ଼ୁଛି। ପୋଲିସ ଓ ଅବକାରୀ ବିଭାଗର ଧରପଗଡ଼ରେ ବିଭିନ୍ନ ସମୟରେ କନ୍ଧମାଳ ଜିଲାର ବ୍ୟବସାୟୀ ଓ ଏଠାରୁ ବିଭିନ୍ନ ଅଞ୍ଚଳର ବ୍ୟବସାୟୀ ଗଞ୍ଜେଇ ଆଣି ଧରାପଡିବା ପରେ ଏହା ସ୍ପଷ୍ଟ ହୋଇ…
ଜାମୁସାହିରେ ପାଣି ପାଇଁ ହାହାକାର
ଓଡ଼ଗାଁ,୧୮ା୫(ଆଦର୍ଶ କୁମାର ପଟ୍ଟନାୟକ): କିଛିଦିନ ତଳେ ପାଣି ଯୋଗାଣକୁ ନେଇ ରଙ୍ଗଣିପାଟଣା ପଞ୍ଚାୟତ ଜାମୁସାହି ଗ୍ରାମବାସୀ ବିଦ୍ୟୁତ୍ କାର୍ଯ୍ୟାଳୟ ଘେରାଉ କରି ଲାଇନ୍ ସଂଯୋଗ ପାଇଁ ଅଡ଼ି ବସିଥିଲେ। ତା’ପରଦିନ ସଂଯୋଗ ହେଲା ସତ କିନ୍ତୁ ଏ ପର୍ଯ୍ୟନ୍ତ ଲୋକଙ୍କୁ ପାଣି…
କାଠ ବ୍ୟବସାୟୀଙ୍କ କବ୍ଜାରେ ଜଙ୍ଗଲ ଜମି
ଓଡ଼ଗାଁ,୧୬ା୫(ଆଦର୍ଶ କୁମାର ପଟ୍ଟନାୟକ)ନୟାଗଡ଼ ବନଖଣ୍ତ ଓ ବନାଞ୍ଚଳ ଅଧୀନ ମଗରବନ୍ଧ ପଞ୍ଚାୟତ ଖାସରା ଜଙ୍ଗଲ କାଠ ବ୍ୟବସାୟୀଙ୍କ କବ୍ଜାରେ ରହିଛି। ସେଠାରେ ମୂଲ୍ୟବାନ ଗଛ କାଟି ଜଙ୍ଗଲ ଜମିରେ ବେଆଇନ କୋଠା ନିର୍ମାଣ କରାଯାଉଛି। କାହା ନିର୍ଦ୍ଦେଶରେ ଏତେ ବଡ଼ ଜଙ୍ଗଲ…
ଅବାଧରେ ଚାଲିଛି କୋଚିଲାଖାଇ ପକ୍ଷୀ ଶିକାର
ନୟାଗଡ଼,୧୬।୫(ଲୋକନାଥ ମିଶ୍ର)ନୟାଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଅବାଧରେ ଚାଲିଛି କୋଚିଲାଖାଇ ପକ୍ଷୀଙ୍କ ଶିକାର। ନୟାଗଡ଼ ଜିଲାର ଗଁାଗହଳିର କୋଚିଲା ଗଛରେ ରହୁଥିବା ଏହି ପକ୍ଷୀ ଆଉ ଦେଖିବାକୁ ମିଳୁନାହାନ୍ତି। ପୁଣି ସାତକୋଶିଆ ଓ ଶିମିଳିପାଳ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ହ୍ରାସ…
Archives


