ନୟାଗଡ଼

୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ…

ଶ୍ବଶୁର ଘର ଆଗରେ ଯୌତୁକ ସାମଗ୍ରୀ ଜାଳିଦେଲେ ଜ୍ବାଇଁ, ପରେ…

ଦଶପଲ୍ଲା,୨୫।୧୧: ନୟାଗଡ଼ ଜିଲା ନେଳିଗୁଡ଼ା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଶ୍ବଶୁର ଘର ଆଗରେ ଯୌତୁକ ସାମଗ୍ରୀ ରଖି ନିଆଁ ଲଗାଇ ପୋଡି ଦେଇଛନ୍ତି ଜ୍ବାଇଁ। ଯୌତୁକରେ ମିଳିଥିବା ସିନ୍ଦୁକ, ଖଟ ଏହାସହ ମିଳିଥିବା ଅନ୍ୟାନ୍ୟ ସାମଗ୍ରୀରେ…

୬ ଦିନ ହେଲା ନିଖୋଜ ଥିଲେ ଯୁବତୀ: ପୋଖରୀରୁ ମିଳିଲା ମୃତଦେହ

ଦଶପଲ୍ଲା,୧୪।୧୧: ନୟାଗଡ଼ ଜିଲା ଦଶପଲ୍ଲା ଥାନା ଶରୀରଗଣ୍ଡା ଗାଁ ପୋଖରୀରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା ମୁତାବକ, ୬ଦିନ ହେଲା ଯୁବତୀ ଜଣକ ନିଖୋଜ ହୋଇଯାଇଥିଲେ। ଶରୀରଗଣ୍ଡା ଗାଁ ପୋଖରୀରେ ଯୁବତୀଙ୍କ ମୃତଦେହ ଭାସୁ…

ବିଜେଡି କର୍ମୀଙ୍କ ଆକ୍ରମଣରେ ଗୋଟିଏ ପରିବାରର ୪ ଭାଜପା ସମର୍ଥକ ଗୁରୁତର

ନୟାଗଡ଼,୧୨।୧୧(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଚଣ୍ଡିବସ୍ତ ଗାଁରେ ସୋମବାର ରାତିରେ କେତେଜଣ ବିଜେଡି କର୍ମୀଙ୍କ ମିଳିତ ଆକ୍ରମଣରେ ଗୋଟିଏ ପରିବାରର ୪ ଭାଜପା ସମର୍ଥକ ଆହତ ହୋଇଛନ୍ତି। ସେମାନେ ହେଲେ ବୁଦ୍ଧିଆ ପଲେଇ(୫୨), ମା’ ସୁଶିଳା ପଲେଇ(୭୪), ପୁଅ ମନ…

ବାଣ ଭିଡୁଥିଲେ ସ୍ବାମୀ-ସ୍ତ୍ରୀ: ଘଟିଲା ବିସ୍ଫୋରଣ

ନୟାଗଡ଼,୯।୧୧: ନୟାଗଡ଼ ଜିଲା ଶରଣକୂଳ ଥାନା ଗୋଲଗାଁରେ ଶନିବାର ଏକ ଅଘଟଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟି ସ୍ବାମୀ-ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଦମ୍ପତିଙ୍କୁ ଉଦ୍ଧାର କରି…

ଗଛରେ ପିଟିହୋଇ ଓଲଟିଲା ବସ୍‌: ୩୦ ଯାତ୍ରୀ ଆହତ

ଦଶପଲ୍ଲା,୮।୧୧: ନୟାଗଡ଼ ଜିଲା ନୂଆଗାଁ ଥାନା ସୋରଡା ଛକରେ ଶୁକ୍ରବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଗଛକୁ ପିଟି ରାସ୍ତାରେ ଓଲଟି ପଡ଼ିଛି। ଦୁର୍ଘଟଣାରେ ୩୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କେତେଜଣ ଗୁରୁତର ଥିବା ସୂଚନା ମିଳିଛି।…

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଏହି ସମୟରେ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଭିଯୁକ୍ତମାନେ ଗଛରେ ବାନ୍ଧି ତାଙ୍କ…

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ଶ୍ମଶାନରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା…

ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ

ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ ନୀଳମାଧବ ଜୀଉଙ୍କ ମନ୍ଦିର ବ୍ରହ୍ମାଦ୍ରି ଓ ପଦ୍ମାଦ୍ରି ପାହାଡ ଉପରେ ଅବସ୍ଥିତ। ପାହାଡ ତଟଦେଶ…

ଏନ୍‌ଏସି ଅଧ୍ୟକ୍ଷା ଅନାସ୍ଥା ନିର୍ବାଚନ ବାତିଲ: ପୁଣି ଏହି ଦିନ ହେବ ନିର୍ବାଚନ

ନୟାଗଡ଼/ଖଣ୍ଡପଡ଼ା,୧୮ା୯(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା):ନୟାଗଡ଼ ଜିଲା ଖଣ୍ଡପଡ଼ା ଏନ୍‌ଏସି ଅଧ୍ୟକ୍ଷା ଆରତୀ ପ୍ରଧାନଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ମଙ୍ଗଳବାର ବାତିଲ୍‌ ହୋଇଯାଇଛି। ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ରୋଜିନା ଦାସ ଅନୁପସ୍ଥିତ ରହିବାରୁ ନିର୍ବାଚନ ବନ୍ଦ ରହିଛି। ଭୋଟ…

ଆଜି ଖଣ୍ଡପଡ଼ା ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ଖଣ୍ଡପଡ଼ା,୧୭।୯(ଅଜୟ କୁମାର ମହାରଣା): ନିର୍ଦ୍ଧାରିତ ସୂଚନାକ୍ରମେ ଦୀର୍ଘ ୪୫ ଦିନ ପରେ ବିରୋଧୀ ବିଜେଡି କାଉନ୍‌ସିଲରଙ୍କ ଦ୍ୱାରା ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ମଙ୍ଗଳବାର ଖଣ୍ଡପଡ଼ା ଏନ୍‌ଏସି ଅଧ୍ୟକ୍ଷା ଆରତୀ ପ୍ରଧାନଙ୍କ ବିରୋଧରେ ଭୋଟ ଗ୍ରହଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଏଥି…

ମୋ ଜଙ୍ଗଲ ଜମି ଯୋଜନା ବାଟବଣା

ନୟାଗଡ଼,୧୩।୯(ଲୋକନାଥ ମିଶ୍ର): ମୋ ଜଙ୍ଗଲ ଜମି ଯୋଜନା ନୟାଗଡ଼ ଜିଲାରେ ବାଟବଣା ହୋଇଥିବା ଅଭିଯୋଗ ହୋଇଛି। ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧନ ନିୟମାବଳି ୨୦୧୨ କାର୍ଯ୍ୟକାରୀ ହେଉଥିଲେ ହେଁ ନୟାଗଡ଼ ଜିଲାର ବନବାସୀ କାହିଁକି ଉପେକ୍ଷିତ ହେଉଛନ୍ତି ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?