ନୟାଗଡ଼

ଠକେଇ ଅଭିଯୋଗରେ ଶିକ୍ଷୟିତ୍ରୀଙ୍କୁ ୬ ମାସ ଜେଲ

ନୟାଗଡ଼ ଅଫିସ,୧୫।୧୧: ନୟାଗଡ଼ ଏସ୍‌ଡିଜେଏମ୍‌ (ଉପଖଣ୍ଡ ନ୍ୟାୟାଧିକାରୀ) ସଦ୍ୟସ୍ନାତା ପତି ୨୨ ଲକ୍ଷ ୬୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଜଣେ ଶିକ୍ଷୟିତ୍ରୀଙ୍କୁ ୬ ମାସ କାରାଦଣ୍ଡାଦେଶ କରିଛନ୍ତି । ସେ ହେଲେ ଓଡ଼ଗାଁ ବ୍ଲକ ନନ୍ଦିଘୋର ବାଳିକା ଉଚ୍ଚ ବିଦ୍ୟାଳୟର…

କୂଳ ଲଙ୍ଘୁଛି ଡାହୁକା: ନଷ୍ଟ ହେଉଛି ଜାମୁ ଜଙ୍ଗଲ

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ସହରଠାରୁ ୫ କିଲୋମିଟର ଦୂର ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଯଦୁପୁର ଗ୍ରାମ ଡାହୁକା ନଦୀ କୂଳରେ ରହିଛି ବୃହତ୍ତ ଜାମୁ ଜଙ୍ଗଲ। ୮୦୦ ମିଟର ପରିଧିରେ ୨୦ ଏକରରୁ ଊର୍ଦ୍ଧ୍ୱ ଜମିରେ ପ୍ରାୟ ୫୦୦ରୁ ଅଧିକ ଜାମୁଗଛ ରହିଛି।…

ଛାଡ଼ଖାଇରେ ଡାହୁକା ଡ୍ୟାମରେ ମାଛ ଧରିବାକୁ ନାହିଁ କଟକଣା

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଡାହୁକା ଡ୍ୟାମରେ ବୁଧବାର ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ମାଛ ଧରିବା ପାଇଁ ଲୋକଙ୍କ ଭିଡ଼ ଜମିଥିଲା। ଯିଏ ଯେଉଁଠି ପାରିଲା ଡ୍ୟାମରେ ପଶି ଜାଲ ଓ ମଶାରି ପକାଇ ଡାହୁକା…

ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଯାପିତ: ପର୍ଯ୍ୟଟନ କ୍ଷେତ୍ର ଚିଲିକାର ବିକାଶ ନିତାନ୍ତ ଆବଶ୍ୟକ

ବାଲୁଗାଁ,୧୪ା୧୧(ଡି.ଏନ.ଏ.): ନିଳାମ୍ବୁ ଚିିଲିକା ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ସମ୍ପ୍ରତି ଚିଲିକାର ପୃଷ୍ଠଭୂମି ଅବକ୍ଷୟ ଦିଗକୁ ଗତି କରୁଥବା ବେଳେ ଏହାର ବିକାଶ ନିତାନ୍ତ ଆବଶ୍ୟକ ହୋଇପଡ଼ିଛି। ଏ ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶେଷ…

କୋସକା ଆୟୁର୍ବେଦିକ ଚିକିତ୍ସାଳୟ: ସ୍ଥାୟୀ ଡାକ୍ତର ଅଭାବରୁ ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ

ଖଣ୍ଡପଡ଼ା,୧୪ା୧୧ (ସ୍ବ.ପ୍ର.): ଲୋକମାନଙ୍କୁ ଅଳ୍ପ ମୂଲ୍ୟରେ ପ୍ରାକୃତିକ ଉପଚାର ଓ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ୧୯୬୮ ମସିହାରୁ ଆୟୁର୍ବେଦିକ ଚିକିତ୍ସା ବ୍ୟବସ୍ଥା ଆରମ୍ଭ କରିଥିଲେ। ଏହି ବ୍ୟବସ୍ଥା ଅନୁଯାୟୀ ଖଣ୍ଡପଡା ବ୍ଲକ କୋସକାଠାରେ ଆୟୁର୍ବେଦିକ ଚିକିତ୍ସାଳୟ ଖୋଲାଯାଇଛି।…

ଆଖୁ ରସରେ ସ୍ନାନ କଲେ ଲଡୁବାବା

ନୟାଗଡ଼ ଅଫିସ,୧୩।୧୧-ନୟାଗଡ଼ ଜିଲା ଶରଣକୁଳ ଲଡୁବାବାଙ୍କ ପୀଠରେ ପାଞ୍ଚଦିନ ଧରି ଚାଲୁ ରହିଥିବା ପଞ୍ଚୁକ ଯାତ୍ରା ମଙ୍ଗଳବାର ଶେଷ ହୋଇଛି। ପବିତ୍ର ରାସପୂର୍ଣ୍ଣିମାରେ ଲଡ଼ୁବାବା କୈଳାସ ପର୍ବତ ଉପତ୍ାଟନ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ। ସେହିଭଳି ନିଆରା ପରମ୍ପରାକୁ ଭିତ୍ତିକରି ପ୍ରଭୁଙ୍କୁ…

ଉଦ୍‌ଯାପିତ ହେଲା ବୋଇତ ବନ୍ଦାଣ ଉତ୍ସବ: ଅଭିନେତ୍ରୀ, କଣ୍ଠଶିଳ୍ପୀ ସାଜିଲେ ଆକର୍ଷଣ

ନୟାଗଡ଼ ଅଫିସ,୧୩।୧୧-ନୟାଗଡ଼ ପୁରୁଣା ସହର ସାଗର ପୁଷ୍କରିଣୀଠାରେ ୮ ତାରିଖଠାରୁ ଚାଲି ଆସୁଥିବା ନୟାଗଡ଼ ବୋଇତ ବନ୍ଦାଣ ଉତ୍ସବ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ୫ ଦିନ ଧରି ଚାଲୁଥିବା ଏହି ଉତ୍ସବରେ ମଙ୍ଗଳବାର ସକାଳେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଏଲିନା ସାମନ୍ତରାୟ…

ମହୋତ୍ସବ ଦ୍ୱିତୀୟ ଦିବସ ଚିଲିକାରେ ଭାସିଲା ସାଧବ ପୁଅଙ୍କ ବୋଇତ

ବାଲୁଗାଁ,୧୩ା୧୧(ଡି.ଏନ.ଏ.): ଚିଲିକାର ଐତିହ୍ୟ ଓ ନୌବାଣିଜ୍ୟ ପରମ୍ପରା ଉଜ୍ଜୀବିତ ଉଦ୍ଦେଶ୍ୟରେ ମଙ୍ଗଳବାର ବାଲୁଗାଁ ଚିଲିକା ତଟଦେଶରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ା ପ୍ରତ୍ୟୁଷରୁ ଚିଲିକା ବିଧାୟକ ତଥା କମିଟି ସଭାପତି ପ୍ରଶାନ୍ତ କୁମାର ଜଗଦ୍ଦେବ, ପୂର୍ବତନ ବିଧାୟକ…

କାର୍ତ୍ତିକ ପୂର୍ଣ୍ଣିମା: କାଞ୍ଚି ଅଭିଯାନ ବେଶରେ ଦର୍ଶନଦେଲେ ଶ୍ରୀରଘୁନାଥ ଜୀଉ

ଓଡ଼ଗାଁ, ୧୨।୧୧(ସ୍ବ. ପ୍ର.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତମାନେ ଓଡ଼ଗାଁରେ ବିଜେ ଶ୍ରୀରଘୁନାଥ ଜୀଉ, ଶ୍ରୀରାଧାକାନ୍ତ, ହେମାମାଳି ଠାକୁରାଣୀ, ସତ୍ୟସାଇ ମନ୍ଦିର, ମହାଦେବ ମନ୍ଦିର ଆଦି ବୁଲି…

ନୀଳମାଧବ ଜୀଉଙ୍କ ନୃସିଂହ ବେଶ

ଖଣ୍ଡପଡ଼ା,୧୨ା୧୧(ସ୍ବ.ପ୍ର.): କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଶ୍ରୀନୀଳମାଧବ ଜୀଉଙ୍କ ସୋମବାର ନୃସିଂହ ବେଶ ଅନୁଷ୍ଠିତ ହୋଇଛି। ମନ୍ଦିର ଦ୍ୱାର ଫିଟାଯାଇ ମଙ୍ଗଳ ଆଳତି, ମଇଲମ, ତଡପଲାଗି ଓ ଅବକାଶ ନୀତି ସମ୍ପନ୍ନ ହୋଇ ସନ୍ଧ୍ୟାରେ ଠାକୁରଙ୍କୁ…

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ

ବାଲୁଗଁ। ,୧୨ା୧୧(ଡି.ଏନ.ଏ.): ଚିଲିକାର ଏ୍ୟତିହ୍ୟ ନୌବାଣିଜ୍ୟ ପରମ୍ପରା ଓ ସଂସ୍କୃତିକୁ ଉଜ୍ଜୀବିତ ଉଦ୍ଦେଶ୍ୟରେ ବାଲୁଗାଁର ଚିଲିକା ତଟଦେଶରେ ସୋମବାର ସନ୍ଧ୍ୟାରେ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ -୨୦୧୯ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ…

ପାଚିକା ସୁକାନ୍ତି ମୃତ୍ୟୁ ଘଟଣା : ଜେଲ ଗଲେ ୩ ଅଭିଯୁକ୍ତ, ୪ ଫେରାର

ନୂଆଗାଁ,୧୨ା୧୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମର ବାସିନ୍ଦା ତଥା ଉଦୟପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପାଚିକା ଥିବା ସୁକାନ୍ତି ପରିଡାଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?