ନୟାଗଡ଼

ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଯାପିତ: ପର୍ଯ୍ୟଟନ କ୍ଷେତ୍ର ଚିଲିକାର ବିକାଶ ନିତାନ୍ତ ଆବଶ୍ୟକ

ବାଲୁଗାଁ,୧୪ା୧୧(ଡି.ଏନ.ଏ.): ନିଳାମ୍ବୁ ଚିିଲିକା ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ସମ୍ପ୍ରତି ଚିଲିକାର ପୃଷ୍ଠଭୂମି ଅବକ୍ଷୟ ଦିଗକୁ ଗତି କରୁଥବା ବେଳେ ଏହାର ବିକାଶ ନିତାନ୍ତ ଆବଶ୍ୟକ ହୋଇପଡ଼ିଛି। ଏ ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶେଷ…

କୋସକା ଆୟୁର୍ବେଦିକ ଚିକିତ୍ସାଳୟ: ସ୍ଥାୟୀ ଡାକ୍ତର ଅଭାବରୁ ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ

ଖଣ୍ଡପଡ଼ା,୧୪ା୧୧ (ସ୍ବ.ପ୍ର.): ଲୋକମାନଙ୍କୁ ଅଳ୍ପ ମୂଲ୍ୟରେ ପ୍ରାକୃତିକ ଉପଚାର ଓ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ୧୯୬୮ ମସିହାରୁ ଆୟୁର୍ବେଦିକ ଚିକିତ୍ସା ବ୍ୟବସ୍ଥା ଆରମ୍ଭ କରିଥିଲେ। ଏହି ବ୍ୟବସ୍ଥା ଅନୁଯାୟୀ ଖଣ୍ଡପଡା ବ୍ଲକ କୋସକାଠାରେ ଆୟୁର୍ବେଦିକ ଚିକିତ୍ସାଳୟ ଖୋଲାଯାଇଛି।…

ଆଖୁ ରସରେ ସ୍ନାନ କଲେ ଲଡୁବାବା

ନୟାଗଡ଼ ଅଫିସ,୧୩।୧୧-ନୟାଗଡ଼ ଜିଲା ଶରଣକୁଳ ଲଡୁବାବାଙ୍କ ପୀଠରେ ପାଞ୍ଚଦିନ ଧରି ଚାଲୁ ରହିଥିବା ପଞ୍ଚୁକ ଯାତ୍ରା ମଙ୍ଗଳବାର ଶେଷ ହୋଇଛି। ପବିତ୍ର ରାସପୂର୍ଣ୍ଣିମାରେ ଲଡ଼ୁବାବା କୈଳାସ ପର୍ବତ ଉପତ୍ାଟନ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ। ସେହିଭଳି ନିଆରା ପରମ୍ପରାକୁ ଭିତ୍ତିକରି ପ୍ରଭୁଙ୍କୁ…

ଉଦ୍‌ଯାପିତ ହେଲା ବୋଇତ ବନ୍ଦାଣ ଉତ୍ସବ: ଅଭିନେତ୍ରୀ, କଣ୍ଠଶିଳ୍ପୀ ସାଜିଲେ ଆକର୍ଷଣ

ନୟାଗଡ଼ ଅଫିସ,୧୩।୧୧-ନୟାଗଡ଼ ପୁରୁଣା ସହର ସାଗର ପୁଷ୍କରିଣୀଠାରେ ୮ ତାରିଖଠାରୁ ଚାଲି ଆସୁଥିବା ନୟାଗଡ଼ ବୋଇତ ବନ୍ଦାଣ ଉତ୍ସବ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ୫ ଦିନ ଧରି ଚାଲୁଥିବା ଏହି ଉତ୍ସବରେ ମଙ୍ଗଳବାର ସକାଳେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଏଲିନା ସାମନ୍ତରାୟ…

ମହୋତ୍ସବ ଦ୍ୱିତୀୟ ଦିବସ ଚିଲିକାରେ ଭାସିଲା ସାଧବ ପୁଅଙ୍କ ବୋଇତ

ବାଲୁଗାଁ,୧୩ା୧୧(ଡି.ଏନ.ଏ.): ଚିଲିକାର ଐତିହ୍ୟ ଓ ନୌବାଣିଜ୍ୟ ପରମ୍ପରା ଉଜ୍ଜୀବିତ ଉଦ୍ଦେଶ୍ୟରେ ମଙ୍ଗଳବାର ବାଲୁଗାଁ ଚିଲିକା ତଟଦେଶରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ା ପ୍ରତ୍ୟୁଷରୁ ଚିଲିକା ବିଧାୟକ ତଥା କମିଟି ସଭାପତି ପ୍ରଶାନ୍ତ କୁମାର ଜଗଦ୍ଦେବ, ପୂର୍ବତନ ବିଧାୟକ…

କାର୍ତ୍ତିକ ପୂର୍ଣ୍ଣିମା: କାଞ୍ଚି ଅଭିଯାନ ବେଶରେ ଦର୍ଶନଦେଲେ ଶ୍ରୀରଘୁନାଥ ଜୀଉ

ଓଡ଼ଗାଁ, ୧୨।୧୧(ସ୍ବ. ପ୍ର.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତମାନେ ଓଡ଼ଗାଁରେ ବିଜେ ଶ୍ରୀରଘୁନାଥ ଜୀଉ, ଶ୍ରୀରାଧାକାନ୍ତ, ହେମାମାଳି ଠାକୁରାଣୀ, ସତ୍ୟସାଇ ମନ୍ଦିର, ମହାଦେବ ମନ୍ଦିର ଆଦି ବୁଲି…

ନୀଳମାଧବ ଜୀଉଙ୍କ ନୃସିଂହ ବେଶ

ଖଣ୍ଡପଡ଼ା,୧୨ା୧୧(ସ୍ବ.ପ୍ର.): କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଶ୍ରୀନୀଳମାଧବ ଜୀଉଙ୍କ ସୋମବାର ନୃସିଂହ ବେଶ ଅନୁଷ୍ଠିତ ହୋଇଛି। ମନ୍ଦିର ଦ୍ୱାର ଫିଟାଯାଇ ମଙ୍ଗଳ ଆଳତି, ମଇଲମ, ତଡପଲାଗି ଓ ଅବକାଶ ନୀତି ସମ୍ପନ୍ନ ହୋଇ ସନ୍ଧ୍ୟାରେ ଠାକୁରଙ୍କୁ…

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ

ବାଲୁଗଁ। ,୧୨ା୧୧(ଡି.ଏନ.ଏ.): ଚିଲିକାର ଏ୍ୟତିହ୍ୟ ନୌବାଣିଜ୍ୟ ପରମ୍ପରା ଓ ସଂସ୍କୃତିକୁ ଉଜ୍ଜୀବିତ ଉଦ୍ଦେଶ୍ୟରେ ବାଲୁଗାଁର ଚିଲିକା ତଟଦେଶରେ ସୋମବାର ସନ୍ଧ୍ୟାରେ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ -୨୦୧୯ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ…

ପାଚିକା ସୁକାନ୍ତି ମୃତ୍ୟୁ ଘଟଣା : ଜେଲ ଗଲେ ୩ ଅଭିଯୁକ୍ତ, ୪ ଫେରାର

ନୂଆଗାଁ,୧୨ା୧୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମର ବାସିନ୍ଦା ତଥା ଉଦୟପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପାଚିକା ଥିବା ସୁକାନ୍ତି ପରିଡାଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ…

ଜିଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି : ଗ୍ରାମାଞ୍ଚଳ ପ୍ରତିଭାର ବିକାଶ ପାଇଁ ପ୍ରକୃଷ୍ଟ ମଞ୍ଚ

ନୟାଗଡ଼ ଅଫିସ,୧୨।୧୧-ବିଦ୍ୟାଳୟସ୍ତରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭା ଓ ଜ୍ଞାନର ବିକାଶ ପାଇଁ ଉଦ୍ଦିଷ୍ଟ ଜିଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସୋମବାର ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ା ଜିଲା ଶିକ୍ଷା ଅଧିକାରୀ ଶିବଶଙ୍କର ପ୍ରଧାନଙ୍କ…

ଜିଲା ମହୋତ୍ସବ ପ୍ରସ୍ତୁତି ବୈଠକ ପ୍ଲାଷ୍ଟିକ୍‌ମୁକ୍ତ ହେବ ମହୋତ୍ସବ

ନୟାଗଡ଼ ଅଫିସ,୧୨।୧୧- ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀମେଳା-୨୦୧୯ ପାଇଁ ପ୍ରସ୍ତୁତି ବୈଠକ ସୋମବାର ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷ ସୃଜନରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ପ୍ରସ୍ତୁତି ବୈଠକରେ ସ୍ଥାନୀୟ ବିଧାୟକ…

କାର୍ତ୍ତିକ ଶେଷ ସୋମବାର : ଦୂତିକେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଓଡ଼ଗାଁ,୧୧।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ନିକଟସ୍ଥ ବାବା ଦୂତିକେଶ୍ୱର ମହାଦେବଙ୍କ ପୀଠରେ କାର୍ତ୍ତିକ ଶେଷ ସୋମବାରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଭୋର୍‌ରୁ ଭକ୍ତମାନେ ଧାଡ଼ିରେ ଠିଆ ହୋଇ ବାବାଙ୍କ ଦର୍ଶନ କରିଛନ୍ତି। ମନ୍ଦିର ଟ୍ରଷ୍ଟି ପକ୍ଷରୁ ଲୋକଙ୍କ ସମାଗମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?