ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ
ଦଶପଲ୍ଲା,୨୦ା୧୦(ଡି.ଏନ୍.ଏ.): ଦଶପଲ୍ଲା ବ୍ଲକ ତେଣ୍ଡାବାଡ଼ି ପଞ୍ଚାୟତର ବରସାହି ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ହାତୀ ଉପସ୍ଥିତି ନେଇ ଜନସାଧାରଣ ଭୟଭୀତ ହୋଇପଡ଼ିଛନ୍ତି। ହାତୀପଲ ଗ୍ରାମର ସୁବାସ ନାୟକ ଓ କୃଷ୍ଣଚନ୍ଦ୍ର ମୁଦୁଲିଙ୍କ ଏକ…
ପୋଲିସ ହାତରେ ମହିଳା ଦଲାଲ :ବିଜୁ ପକ୍କା ଘର ଓ ଋଣ କରାଇଦେବା କହି ଠକୁଥିଲେ
ନୟାଗଡ଼ ଅଫିସ,୨୦ା୧୦: ଜିଲାପାଳଙ୍କ କାର୍ଯ୍ୟାଳୟରେ ଲୋକଙ୍କୁ ଠକୁଥିବା ଜଣେ ମହିଳା ଦଲାଲ୍ଙ୍କୁ ଶୁକ୍ରବାର ଟାଉନ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଇଟାମାଟି ଥାନା ବାଲିକୁଦା ଗ୍ରାମର ବାସନ୍ତୀ ଘଡ଼େଇ (୫୪)। ଥାନାରୁ ମିଳିଥିବା ସୂଚନା ଅନୁସାରେ ବାସନ୍ତୀ ଓଡ଼ଗାଁ…
ପୂର୍ବ ଶତ୍ରୁତାରୁ ଗୁଳିକାଣ୍ଡ: ଯୁବକ ମୃତ ଉତ୍ତ୍ୟକ୍ତ ଲୋକଙ୍କ ଥାନା ଘେରାଉ, ରାସ୍ତାରୋକୋ
ଭାପୁର,୨୦ା୧୦(ଡି.ଏନ.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା ମଣିପୁର ଗ୍ରାମରେ ପୂର୍ବ ଶତ୍ରୁତାରୁ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅର୍ଜୁନ ବଳିୟାରସିଂହ (୩୨)। ଶୁକ୍ରବାର ରାତିରେ ଏହି ଘଟଣା ଘଟିଥିବାବେଳେ ଶନିବାର ଏହାକୁ ନେଇ…
ଟ୍ରକ୍କୁ ପଛରୁ ଧକ୍କା ଦେଲା ବାଇକ୍: ଜଣେ ମୃତ
ନୂଆଗାଁ,୧୯।୧୦(ଡି.ଏନ୍.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ଗଦାଧରପୁରଠାରେ ଶୁକ୍ରବାର ରାତିରେ ଏକ ଟ୍ରକ୍କୁ ବାଇକ୍ ପଛରୁ ଧକ୍କା ଦେଇଛି। ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ନୂଆଗାଁ ଗ୍ରାମର ବିଷ୍ଣୁ କୁମାର ପରିଡ଼ା(୩୫)। ମିଳିଥିବା ସୂଚନା ଅନୁସାରେ,…
ଖଣ୍ଡପଡ଼ାରେ ଅଜଣା ରୋଗରେ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ
ଖଣ୍ଡପଡା,୧୯।୧୦(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ଗତ ୧୫ ଦିନ ମଧ୍ୟରେ ଅଜଣା ରୋଗରେ ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୨ଟି ଗାଈବାଛୁରୀର ମୃତ୍ୟୁ ଘଟିଛି। ପ୍ରାଣୀଧନ ଚିକିତ୍ସା କର୍ମୀଙ୍କ ଅବହେଳା ଯୋଗୁ ଆବଶ୍ୟକ…
ଅସୁରକ୍ଷିତ ଶ୍ରେଣୀଗୃହରେ ଶିକ୍ଷାଦାନ
ଖଣ୍ଡପଡା,୧୯।୧୦(ସ୍ବ.ପ୍ର.)-ଶିକ୍ଷାର ଉନ୍ନତି ପାଇଁ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି। ମାତ୍ର ଅନେକ ସ୍ଥାନରେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ବିପଦସଙ୍କୁଳ ଶ୍ରେଣୀ ଗୃହରେ ପାଠପଢା ହେଉଛି। ଯାହାର ଏକ ଉଦାହରଣ ସିଧାମୂଳା ପଞ୍ଚାୟତ ଅନ୍ତର୍ଗତ…
ଦଶପଲ୍ଲା ଏନ୍ଏସିରେ ପ୍ରଧାନମନ୍ତ୍ରୀ ଆବାସରେ ଦୁର୍ନୀତି: ତଦନ୍ତ କଲେ ବିଡିଓ
ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଶୁକ୍ରବାର ଦଶପଲ୍ଲା ବିଡିଓ ଦେବୀପ୍ରସାଦ ମହାନ୍ତି ଦଶପଲ୍ଲା ଏନ୍ଏସି ଅନ୍ତର୍ଗତ ୧୬ନଂ. ଓ୍ବାର୍ଡ ଖଣ୍ଡପଡ଼ାରେ ପହଞ୍ଚି ଏହାର…
୨ ପୋଲିସ କର୍ମଚାରୀ ନିଲମ୍ବିତ
ନୟାଗଡ଼ ଅଫିସ,୧୯ା୧୦: ଦୁର୍ଘଟଣା ଘଟାଇଥିବା ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଏବଂ ଜଣେ ବ୍ୟକ୍ତିଙ୍କଠାରୁ ଟଙ୍କା ମାଗିବା ନୟାଗଡ଼ ଜିଲାର ଦୁଇଜଣ ପୋଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିଛି। ଏସ୍ପି ଶଶିଭୂଷଣ ଶତପଥୀ ଉଭୟଙ୍କୁ ନିଲମ୍ବିତ…
ଜାତୀୟ ରାଜପଥ କାର୍ଯ୍ୟରେ ମନ୍ଥରତା
ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଦେଇ ଯାଇଛି ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥ। ଏହି ରାଜପଥର ଶିମିଳିସାହିଠାରୁ କିରିଆଲାଞ୍ଜି ପର୍ଯ୍ୟନ୍ତ ୭ କିଲୋମିଟର ରାସ୍ତା ପ୍ରଶସ୍ତୀକରଣ ଓ ଉନ୍ନତୀକରଣ ପାଇଁ ଯୋଜନା କରାଯାଇ କାମ ଆରମ୍ଭ କରାଯାଇଥିଲା। ହେଲେ କାମର ମନ୍ଥରତା ଯୋଗୁ…
ନୟାଗଡ଼ର ୨ ପୋଲିସ କର୍ମଚାରୀ ନିଲମ୍ବିତ
ନୟାଗଡ଼ ଅଫିସ,୧୮।୧୦: ୫ ଟି ଅଭିଯୋଗ ଏବଂ ଏକ ମାମଲାରେ ଗୋଟିଏ ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଅଭିଯୋଗରେ ନୟାଗଡ଼ର ୨ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସେମାନେ ହେଲେ ଫତେଗଡ଼ ଥାନା ଭାପୁର…
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମହିଳା ମୃତ
ଟାଙ୍ଗୀ(ଖୋର୍ଦ୍ଧା)/ଚିଲିକା,୧୮।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ୍ ହରିପୁର ଗ୍ରାମପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମରେ ଗୁରୁବାର ସକାଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମହିଳା ପ୍ରାଣ ହରାଇଛନ୍ତି। ମୃତା ମହିଳା ହେଲେ ସୁଜ୍ଞାନୀ ପଟ୍ଟନାୟକ(୨୫)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା…
ଛଟେଇ ପ୍ରତିବାଦରେ ବିଇଓ ଅଫିସ୍ ସମ୍ମୁଖରେ ପାଚିକାଙ୍କ ଧାରଣା
ଗଣିଆ,୧୮।୧୦(ଡି.ଏନ.ଏ.): ବିଦ୍ୟାଳୟର ପାଚିକା କାର୍ଯ୍ୟରୁ ଛଟେଇ କରାଯିବା ପ୍ରତିବାଦରେ ନୟାଗଡ଼ ଜିଲା ଗଣିଆ ବ୍ଲକ କରଡାପଡା ପଞ୍ଚାୟତ କରଡାପଡା ଗ୍ରାମସ୍ଥିତ ଜେ. ପ୍ରଧାନସିଂହ ମଧ୍ୟ ଇଂରାଜୀ ବିଦ୍ୟାଳୟର ପାଚିକା ସୁମିତ୍ରା ମୁଦୁଲି ଗୁରୁବାର ଗଣିଆ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା…
Archives


