ନୟାଗଡ଼

ପାଇଖାନା ଟାଙ୍କିରେ ପଡ଼ି ଶିଶୁ ମୃତ

ରଣପୁର,୨୯।୧୦(ସ୍ବ.ପ୍ର.)-ନୟାଗଡ଼ ଜିଲା ରଣପୁର ବ୍ଲକ ଖତିଆ ଭଞ୍ଜସାହିରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ି ଜଣେ ୪ ବର୍ଷର ଶିଶୁଙ୍କ ରବିବାର ମୃତ୍ୟୁ ଘଟିଛି । ସେ ହେଲେ ଭଞ୍ଜସାହିର ରମେଶ ନାୟକଙ୍କ ସାନ ପୁଅ ବୁଲୁ ନାୟକ। ସେ ଉକ୍ତ ସାହିର…

ସାପ କାମୁଡ଼ାରେ ମହିଳା ମୃତ

ରଣପୁର, ୨୮।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଳଭଦ୍ରପୁର ପଞ୍ଚାୟତ କେରଣ୍ଡାଟାଙ୍ଗୀ ଗ୍ରାମରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅକ୍ରୁର ସାହୁଙ୍କ ସ୍ତ୍ରୀ ଲକ୍ଷ୍ମୀପ୍ରିୟା(୪୩)। ପ୍ରକାଶ ଯେ, ଲକ୍ଷ୍ମୀପ୍ରିୟା ପରିବାର ସହ ରାତିରେ ଖାଇପିଇ ଶୋଇଥିଲେ।…

ସଡ଼କ ଦୁର୍ଘଟଣା: ବାପା ମୃତ, ମା’ପୁଅ ଗୁରୁତର

ନୟାଗଡ଼ ଅଫିସ୍‌, ୨୭।୧୦- ଦୀପାବଳି ପାଇଁ ଦୀପ, ବାଣ କିଣି ଗାଁକୁ ଆସୁଥିବା ବେଳେ ସଡ଼କ ଦୁର୍ଘଟଣା ଘଟି ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ପୁଅ ଗୁରୁତର ହୋଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି ନୟାଗଡ଼ ଜିଲା ଫତେଗଡ଼…

କୁସୁମୀ ନଦୀରେ ଭାସିଗଲେ ଯୁବକ

ଖଣ୍ଡପଡ଼ା,୨୭ା୧୦(ସ୍ବ.ପ୍ର.) -ଖଣ୍ଡପଡା ସହର ଉପକଣ୍ଠରେ ପ୍ରବାହିତ କୁସୁମୀ ନଦୀକୁ ଶନିବାର ସକାଳ ୯ଟାରେ ୨ ଜଣ ସାଙ୍ଗଙ୍କ ସହିତ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ନଦୀର ପ୍ରଖର ସ୍ରୋତରେ ଭାସିଯାଇଛନ୍ତି। ଯୁବକ ଜଣକ ହେଲେ ଖଣ୍ଡପଡ଼ା ସହର ୪ନଂ ୱାର୍ଡ ମାଳିସାହିର…

ଚିଲିକାରେ ପହଞ୍ଚିଲେ ବିଦେଶୀ ପକ୍ଷୀ

ବାଲୁଗାଁ,୨୭।୧୦(ଡି.ଏନ.ଏ.)-ଶୀତର ପହିଲି ସ୍ପର୍ଶ ସାଙ୍ଗକୁ ନୀଳାମ୍ବୁ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ସୁଅ ଛୁଟିବା ଆରମ୍ଭ ହୋଇଛି । ଶନିବାର ସୁଦ୍ଧା ଚିଲିକା ମଧ୍ୟସ୍ଥ ପକ୍ଷୀ ଅଭୟାରଣ୍ୟ ନଳବଣ ଅଞ୍ଚଳରେ ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଥିବା…

ବଡ଼ଭାଇଙ୍କ ମୃତଦେହ ଦେଖି ସାନଭାଇଙ୍କ ମୃତ୍ୟୁ

ବାଲୁଗାଁ,୨୭।୧୦(ଡି.ଏନ.ଏ.): ବଡ଼ଭାଇଙ୍କ ମୃତ୍ୟୁ ଖବର ପାଇ ଦୁଃଖରେ ମ୍ରିୟମାଣ ହୋଇଗଲେ ସାନଭାଇ। ଭାଇଙ୍କ ମୃତଦେହ ଦେଖି ଚେତା ହରାଇଲେ ସେ। ଡାକ୍ତରଖାନା ନେବା ବାଟରେ ମୃତ୍ୟୁ ଘଟିଲା ତାଙ୍କର। ଏପରି ଏକ ଦୁଃଖଦ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ବାଲୁଗାଁ ନିକଟସ୍ଥ…

କୁସୁମୀ ନଦୀର ପ୍ରବଳ ସ୍ରୋତରେ ଭାସିଯାଇ ଯୁବକ ନିଖୋଜ

ଖଣ୍ଡପଡ଼ା,୨୬ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କୁସୁମୀ ନଦୀରେ ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ଜଳ ପତନ ବୃଦ୍ଧିପାଇଛି। ନଦୀର ପ୍ରବଳ ସ୍ରୋତରେ ଖଣ୍ଡପଡ଼ା ସହରାଞ୍ଚଳ ୪ନଂ. ୱାର୍ଡ ମାଳିସାହିର ଶୁଧାଂସୁ ଶେଖର ମହାପାତ୍ର(୩୩) ଶନିବାର ଭାସିଯାଇ ନିଖୋଜ…

କ୍ଲିନିକ୍‌, ଡାଇଗ୍ନୋଷ୍ଟିକ ସେଣ୍ଟରରେ ଚଢ଼ାଉ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ସହରରେ ଥିବା ବିଭିନ୍ନ ଡାଇଗ୍ନୋଷ୍ଟିକ ସେଣ୍ଟରରେ ଅନିୟମିତତା ହେଉଥିବା ଅଭିଯୋଗ ହେବା ପରେ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ସହରରେ ଥିବା ୩ଟି କ୍ଲିନିକ ଓ ଡାଇଗ୍ନୋଷ୍ଟିକ ସେଣ୍ଟର ଉପରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ…

ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି: ଅଭିଯୋଗ କରିବାରୁ ପରିବାରବର୍ଗଙ୍କୁ ଆକ୍ରମଣ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍‌ଏସିର ୧୬ ନମ୍ବର ୱାର୍ଡ଼ ଖଣ୍ଡପଡ଼ା ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଉକ୍ତ ଗ୍ରାମର ବିଭୂତି ଭୂଷଣ ବରାଡ଼ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏଥିରେ ପ୍ରତିକ୍ରିୟାଶୀଳ ହୋଇ…

ନାବାଳିକାଙ୍କ ଆଖି ନଷ୍ଟ ହେବା ଘଟଣା: ଜିଲାପାଳ, ସିଡିଏମ୍‌ଓଙ୍କୁ ଭେଟିଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନଛିପୁର ଗ୍ରାମର ଚନ୍ଦ୍ରକାନ୍ତ ଗୋଛାୟତଙ୍କ ଝିଅ ରିଙ୍କି ଗୋଛାୟତ (୬)ଙ୍କ ଆଖି ନଷ୍ଟ ହେବା ଘଟଣାରେ ଶୁକ୍ରବାର ଗ୍ରାମବାସୀ ଜିଲାପାଳ ଓ ସିଡିଏମ୍‌ଓଙ୍କୁ ଭେଟିଛନ୍ତି। ଏହାସହ ସେମାନେ ଦୋଷୀ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

ଅଜଣା ରୋଗ:୧୦ ଗୋରୁ ମୃତ, ୫୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ରଣପୁର,୨୬।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ଗୋରୁଙ୍କୁ ଅଜଣା ରୋଗ ବ୍ୟାପିବାରେ ଲାଗିଛି । ଅଜଣା ରୋଗରେ ଆକ୍ରାନ୍ତ ହୋଇ ୧୫ଦିନ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ଘଟିଥିବାବେଳେ ୫ଶହରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇପଡିଛନ୍ତି। ରୋଗରେ…

ପାଣିଘେରରେ ବିଦ୍ୟାଳୟ

ରଣପୁର,୨୬।୧୦(ସ୍ବ.ପ୍ର.): ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ୩ଦିନ ଧରି ଲାଗି ରହିଥିବା ବର୍ଷାରେ ବହୁ ଘରର କାନ୍ଥ ଭାଙ୍ଗିପଡିଛି। ଏକର ଏକର ଜମିର ଧାନ ଫସଲ ଉଜୁଡି ଯାଇଛି । ସ୍କୁଲ ଗୃହରେ ପାଣି ପଶିଯାଇଥିବାରୁ ପିଲାମାନେ ଅସୁବିଧାର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?