ନୀଳମାଧବ ମନ୍ଦିରରେ ହବିଷିଆଳିଙ୍କ ଭିଡ଼
ଖଣ୍ଡପଡ଼ା,୧୫।୧୦(ସ୍ବ.ପ୍ର.)-ସୋମବାରଠାରୁ ନୟାଗଡ ଜିଲା ଖଣ୍ଡପଡ଼ା ଅଞ୍ଚଳର ବିଭିନ୍ନ ଦେବଦେବୀ ମନ୍ଦିର ସମେତ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ ନୀଳମାଧବ ଜୀଉଙ୍କ ମନ୍ଦିରରେ କାର୍ତ୍ତିକ ବ୍ରତ ନୀତି ଆରମ୍ଭ ହୋଇଛି । ଏଥିପାଇଁ ପ୍ରତ୍ୟହ ସକାଳୁ ଶ୍ରୀ ଜୀଉଙ୍କ ମନ୍ଦିରରେ ଶ୍ରଦ୍ଧାଳୁ…
ଚଞ୍ଚକତା କରି ବ୍ୟାଙ୍କ ଜମା ଖାତାରୁ ଟଙ୍କା ଲୁଟ୍
ବାଲୁଗାଁ,୧୫।୧୦(ଡି.ଏନ.ଏ.)-ଏକ ଆନ୍ତଃରାଜ୍ୟ ବ୍ୟାଙ୍କ ଠକେଇ ଦଳ ଚଞ୍ଚକତା ପୂର୍ବକ ଫୋନ୍ କରି ଜଣେ ଜମାକାରୀଙ୍କଠାରୁ ସମସ୍ତ ତଥ୍ୟ ହାସଲ କରିବା ପରେ ତାଙ୍କ ବ୍ୟାଙ୍କ ଖାତାରୁ ଜମା ଟଙ୍କା ଲୁଟି ନେଇଛନ୍ତି। ବାଲୁଗାଁ ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି। ଲୁଟ୍ର…
ଲୋକଲଜ୍ଜା ସହି ନ ପାରି ମହିଳାଙ୍କ ଆତ୍ମହତ୍ୟା : ତରବରିଆ ଭାବେ ମୃତଦେହ ପୋଡ଼ିଦେଲେ ସମ୍ପର୍କୀୟ, ଜୁଇ ନିକଟରେ ନୀରବଦ୍ରଷ୍ଟା ସାଜିଲା ପୋଲିସ
ନୟାଗଡ଼ ଅଫିସ,୧୪ା୧୦: ନୟାଗଡ଼ ଜିଲା ଇଟାମାଟି ଥାନା ନାଟୁଗାଁ ପଞ୍ଚାୟତ ଖେଡ଼ବାରଣା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଲୋକଲଜ୍ଜା କାରଣରୁ ଜଣେ ମହିଳା ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି। ମୃତକ ହେଲେ ଲୀଳାବତୀ ନାୟକ (୪୩)। ମହିଳାଙ୍କ…
ଡକାୟତି ଉଦ୍ୟମ ପଣ୍ଡ : ଅଟକ ୨ ଡକାୟତ ଜେଲ ଗଲେ
ରଣପୁର,୧୪ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାରେ ଅଟକ ଥିବା ୨ ଡକାୟତ ଡମସାହିର ଯଶୋଦା ପ୍ରଧାନ (୩୮) ଓ ସୁବ୍ରତ ନାୟକ (୪୫)ଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରଥିଲା। ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ରଣପୁର ସବ୍ଜେଲକୁ…
ସରକାରୀ ଯୋଜନା ଅପହଞ୍ଚ ଭଙ୍ଗାଘରେ ବିତୁଛି ବୃଦ୍ଧାଙ୍କ ଜୀବନ
ରଣପୁର,୧୩।୧୦(ସ୍ବ.ପ୍ର.)-ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାର ବିଭିନ୍ନ ଯୋଜନା କରିଛନ୍ତି । ତେବେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ସରକାରୀ ଯୋଜନା ନୟାଗଡ ଜିଲା ରଣପୁର ବ୍ଲକରେ ସାତ ସପନ ହୋଇଛି । ଯାହାର ଉଦାହରଣ ରଣପୁର ବ୍ଲକ ଯଶୋଦାପୁର ପଞ୍ଚାୟତର ଧମଡା…
ସଫଳତା ପଥେ ଦୁଇ ଭଉଣୀ
ଖଣ୍ଡପଡା,୧୩।୧୦(ସ୍ବ.ପ୍ର.)-ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଜୟ ପ୍ରକାଶ ନାରାୟଣ ଅର୍ଥନୀତି ଓ ସାମାଜିକ ଅଧ୍ୟୟନ ପ୍ରତିଷ୍ଠାନର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଜୟଦେବ ଭବନଠାରେ ଲୋକନାୟକ ଜୟପ୍ରକାଶ ନାରାୟଣ ଓ ଶହୀଦ୍ ବାଜି ରାଉତଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ…
ଆଶା କର୍ମୀଙ୍କ ଜିଲା ସମ୍ମିଳନୀ ସରକାରଙ୍କ ନୀତି ବିରୋଧରେ ସଙ୍ଗଠିତ ହେବାକୁ ଆହ୍ବାନ
ନୟାଗଡ଼ ଅଫିସ,୧୩ା୧୦: ସିଆଇଟିୟୁ ପକ୍ଷରୁ ଶନିବାର ନୟାଗଡ଼ ଶିକ୍ଷକ ଭବନଠାରେ ଓଡିଶା ଆଶାକର୍ମୀ ଆସୋସିଏଶନର ଜିଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ସଭାପତି ନଳିନୀ ଦାସ ଏଥିରେ ସଭାପତିତ୍ୱ କରିଥିଲେ। ସଙ୍ଗଠନର ରାଜ୍ୟ ସଭାପତି ଲୋଭାକାନ୍ତ ସ୍ବାଇଁ ମୁଖ୍ୟଅତିଥି ଭାବେ…
ଜାଲ୍ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ଆରଆଇଙ୍କ ସହ ମୁଖ୍ୟ ଅଭିଯୁକ୍ତଙ୍କୁ ଜେଲ
ରଣପୁର,୧୨।୧୦(ସ୍ବ.ପ୍ର.): ଜାଲ୍ ଦଲିଲରେ ପଟ୍ଟା ପ୍ରଦାନ ଘଟଣାରେ ରଣପୁର ଥାନା ପୋଲିସ ତତ୍କାଳୀନ ରଣପୁର ଆରଆଇ ତଥା ବର୍ତ୍ତମାନର ଲୋ଼ଧାଚୁଆ ଆରଆଇ ବିରୂପାକ୍ଷ ବିଶ୍ୱାଳ ଓ ଜାଲ୍ପଟ୍ଟା ହାତେଇଥିବା ମୁଖ୍ୟ ଅଭିଯୁକ୍ତ ବିପିନ କୁମାର ରାୟଙ୍କୁ ଶୁକ୍ରବାର ଗିରଫ କରିଛି। ଉଭୟଙ୍କୁ…
ବନମାଳୀପୁର ଟି-୨୦ କ୍ରିକେଟ ଉଦ୍ଯାପିତ: ମା’ ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଚାମ୍ପିୟନ
ଭାପୁର,୧୨ା୧୦(ଡି.ଏନ୍.ଏ.): ବନମାଳୀପୁର ଆଞ୍ଚଳିକ ସ୍ପୋର୍ଟସ କ୍ଲବ ଆନୁକୂଲ୍ୟରେ ୩୨ତମ ବାର୍ଷିକ ଚ୍ୟାଲେଞ୍ଜ କପ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଝଗଡ଼ପଡ଼ା ରାମଚନ୍ଦ୍ର କ୍ରିକେଟ କ୍ଲବ ବଘେଇକୁ ୯୩ ରନରେ ପରାସ୍ତ କରି…
ନୟାଗଡ଼ ମେଡ଼ିକାଲ ବୁଲିଲେ ୩ ପ୍ରମୁଖ ଅଧିକାରୀ
ନୟାଗଡ଼ ଅଫିସ,୧୨ା୧୦: ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଉଥିବା ନିଷ୍ପତ୍ତି ତୃଣମୂଳ ସ୍ତରରେ କିପରି କାର୍ଯ୍ୟକାରୀ ହେଉଛି ତାହାର ତଦାରଖ ପାଇଁ ଶୁକ୍ରବାର ୩ ପ୍ରମୁଖ ଅଧିକାରୀ ନୟାଗଡ଼ ଜିଲା ଗସ୍ତ କରିଥିଲେ। ସେମାନେ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫…
ବନ୍ୟପ୍ରାଣୀ ବିଭାଗରୁ ୯୯ ଗାଡ଼ି ମାଲିକଙ୍କୁ ମିଳିଲା ପରିଚୟପତ୍ର
ଗଣିଆ,୧୧।୧୦(ଡି.ଏନ.ଏ.): ନୟାଗଡ଼ ଜିଲା ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅନ୍ତର୍ଗତ ଛାମୁଣ୍ଡିଆ ଓ କୁଶଙ୍ଗ ବନାଞ୍ଚଳରେ ଗୁରୁବାର ୯୯ଜଣ ଗାଡି ମାଲିକଙ୍କୁ ବନ୍ୟପ୍ରାଣୀ ବିଭାଗ ତରଫରୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଏଥିମଧ୍ୟରୁ ଛାମୁଣ୍ଡିଆ ବନାଞ୍ଚଳରେ ୭୭ ଓ କୁଶଙ୍ଗ…
ଆମ୍ବନାଳ ସେତୁର ଆପ୍ରୋଚ ରାସ୍ତା ନିର୍ମାଣ ଦାବି
ଖଣ୍ଡପଡ଼ା,୧୧।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ସହରରୁ ଜେଲଖାନା ଛକଦେଇ ନିକଟସ୍ଥ ବନମାଳୀପୁର ଗ୍ରାମକୁ ସଂଯୋଗ କରୁଥିବା ଆମ୍ବନାଳ ଉପରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଏକ ସେତୁ ନିର୍ମାଣ ହୋଇଛି। ଉକ୍ତ ସେତୁ କାର୍ଯ୍ୟ ଶେଷ ହେବାର ଇତିମଧ୍ୟରେ ୧ ବର୍ଷରୁ ଊର୍ଦ୍ଧ୍ୱ…
Archives


