ମହାବିଦ୍ୟାଳୟ ପରିସରରେ ଅର୍ଦ୍ଧନିର୍ମିତ ସୁଇମିଂ ପୁଲ୍: ନାହିଁ ସୁରକ୍ଷା ପ୍ରାଚୀର
ନିରାକାରପୁର,୨୬ା୯(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ସର୍ବପୁରାତନ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ପରିସରରେ ଦୀର୍ଘଦିନ ହେଲା ଏକ ସୁଇମିଂପୁଲ୍ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ବର୍ଷା ପାଣି ପୂର୍ଣ୍ଣହୋଇ ରହିଥିବା ସୁଇମିଂ ପୁଲ୍ରେ ସୁରକ୍ଷା ପ୍ରାଚୀର ନ ଥିବାରୁ ଏହା...
ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା: ଆବେଦନକାରୀଙ୍କୁ ଅଣଦେଖା
ରଣପୁର,୨୬ା୯(ସ୍ବ.ପ୍ର.): ରଣପୁର ଏନ୍ଏସିରେ ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଥିରେ ଆବେଦନକାରୀଙ୍କୁ ଅଣଦେଖା କରାଯାଇ ଅଣଆବେଦନକାରୀଙ୍କୁ ଅନୁକମ୍ପା ଦେଖାଇ ନିଯୁକ୍ତି ମିଳିଛି ବୋଲି ଦର୍ଶାଯାଇଛି। ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ରଣପୁର ଏନ୍ଏସିରେ...
୧୬ନଂ. ଜାତୀୟ ରାଜପଥର ବାଇପାସ୍ ରୋଡ୍: ବାରମ୍ବାର ଆନ୍ଦୋଳନ ପରେ ନିର୍ମାଣ ଚାଲିଛି ୬ଲେନ ରାସ୍ତା
ରଣପୁର,୨୬।୯(ସ୍ବ.ପ୍ର.): କୋଲକତା-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ଚାନ୍ଦପୁରଠାରେ ବାଇପାସ୍ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଦାବି, ଆପତ୍ତି, ଅଭିଯୋଗ ଓ ଆନ୍ଦୋଳନ ପରେ ୬ଲେନ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ହେଲେ ଓଭରବ୍ରିଜ କରା...
ଡାକ୍ତରଙ୍କୁ ମିଳୁନି କାଗଜ:ଆଟାରେ ଲେଖିଲେ ପ୍ରେସ୍କ୍ରିପସନ୍
ରଣପୁର,୨୫।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁରସ୍ଥିତ ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟର ଜଣେ ଡାକ୍ତର ଆଟାରେ ପ୍ରେସ୍କ୍ରିପସନ୍ ଲେଖିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ପ୍ରେସ୍କ୍ରିପସନ୍ ସୋସିଆଲ୍ ମିଡିଆରେ ଘୂରି ବୁଲୁଛି। ଅଭିଯୋଗ ଅନୁସାରେ ଗୋପାଳପୁର...
ଲଗାଣ ବର୍ଷାରେ ଧାନଜମି ଜଳମଗ୍ନ
ଖଣ୍ଡପଡ଼ା,୨୫ା୯(ସ୍ବ.ପ୍ର.): ଗତ ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକ ଅନ୍ତର୍ଗତ ୨୨ ଗୋଟି ପଞ୍ଚାୟତରେ ଏକର ଏକର ଧାନଜମିରେ ବର୍ଷାଜଳ ଲହଡି ଭାଙ୍ଗୁଛି ା ତଳିଆ...
କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର:ନୂଆ ଆମ୍ବୁଲାନ୍ସ ଖତ ଖାଉଛି, ଭଡ଼ା ଗାଡ଼ିରେ କାମ ଚଳାଯାଉଛି
ଖଣ୍ଡପଡ଼ା,୨୫ା୯(ସ୍ବ.ପ୍ର.): ଜରୁରିକାଳୀନ କ୍ଷେତ୍ରରେ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ସରକାରୀ ଡାକ୍ତରଖାନାରେ ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଇଛି। କିନ୍ତୁ ଅନେକ ସ୍ଥାନରେ ପରିଚାଳନଗତ ତ୍ରୁଟି ହେଉ କିମ୍ବା ରକ୍ଷଣାବେକ୍ଷଣ ଅଭାବରୁ ଆମ୍ବୁଲାନ୍ସ ଥାଇ ବି ରୋଗୀଙ୍କ କାମରେ ଲାଗିପାରୁ ନାହିଁ। ନୟାଗଡ଼...
ବାଇକ୍ ଲୁଟେରା ଗ୍ୟାଙ୍ଗ୍ର ପର୍ଦ୍ଦାଫାଶ ୪ ଗିରଫ, ୧୦ ବାଇକ୍ ଜବତ
ନୟାଗଡ଼ ଅଫିସ,୨୪ା୯: ନୟାଗଡ଼ ଟାଉନ ଥାନା ପୋଲିସ ଏକ ବାଇକ୍ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ଏହି ଗ୍ୟାଙ୍ଗର ୪ ଜଣଙ୍କୁ ପୋଲିସ ଗିରଫ କରିଥିବାବେଳେ ସେମାନଙ୍କଠାରୁ ୧୦ ବାଇକ୍ ଜବତ କରିଛି। ଗିରଫ ଲୁଟେରା ହେଲେ ନୟାଗଡ଼ ଇଟାମାଟି...
ବଉଳମାଳା ପଥର ବୋଝେଇ ଟ୍ରକ୍ ଜବତ ଏସ୍କର୍ଟରେ ଯାଉଥିବା ଯୁବକଙ୍କ ସମେତ ୫ ଜେଲ ଗଲେ
ରଣପୁର,୨୪ା୯(ସ୍ବ.ପ୍ର.): ପଡୋଶୀ ଗଞ୍ଜାମ ଜିଲାକୁ ଚୋରାରେ ଚାଲାଣ ହେଉଥିବା ବଉଳମାଳା ପଥର ବୋଝେଇ ୪୦୭ ଟ୍ରକ୍କୁ ରଣପୁର ପୋଲିସ ଜବତ କରିଛି। ଏହି ଘଟଣାରେ ଏସ୍କର୍ଟରେ ଯାଉଥିବା ଯୁବକଙ୍କ ସମେତ ୫ଜଣଙ୍କୁ ଗିରଫ କରି ପୋଲିସ ସୋମବାର କୋର୍ଟ ଚାଲାଣ...
ବିଦ୍ୟୁତ୍ ଆଘାତରେ ଯୁବକ ଗୁରୁତର : ଟ୍ରାନ୍ସଫର୍ମର ସ୍ଥାନାନ୍ତର ଦାବି
ଖଣ୍ଡପଡ଼ା,୨୩ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ କିଆଝର ପଞ୍ଚାୟତ ଗିରିଡିପଲ୍ଲୀଠାରେ ରବିବାର ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଥିଲେ। ସେ ହେଲେ ସୁକାନ୍ତ ପ୍ରଧାନ। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତେଜିତ ଲୋକେ ବିଦ୍ୟାଳୟ...
ସୂର୍ଯ୍ୟନାରାୟଣଙ୍କ ରଥଯାତ୍ରା ପାଇଁ ଦଶପଲ୍ଲାରୁ ଗଲା କାଠ
ନୟାଗଡ଼ ଅଫିସ,୨୩ା୯-କୋଣାର୍କ ସୂର୍ଯ୍ୟ ମନ୍ଦିରରେ ହେବାକୁ ଥିବା ସୂର୍ଯ୍ୟନାରାୟଣ ରଥଯାତ୍ରା ପାଇଁ ରବିବାର ଦଶପଲ୍ଲା ବନ ନିଗମରୁ କାଠ ପଠାଯାଇଛି। ସୌର ବାହ୍ମଣ ପରିଷଦ ଓଡ଼ିଶା ସଭାପତି ପଣ୍ଡିତ ରଘୁନାଥ ଦାଶ ଏବଂ ପଣ୍ଡିତ ମଣ୍ଡଳୀ ଦ୍ୱାରା ଗତ ଅଗଷ୍ଟ...
ଗ୍ରାମବାସୀଙ୍କ ଦ୍ୱାରା ହରିଣ ଛୁଆ ଉଦ୍ଧାର
ଓଡ଼ଗାଁ, ୨୩।୯(ସ୍ବ.ପ୍ର.)-ଜଙ୍ଗଲ କ୍ଷୟ କାରଣରୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ସେମାନଙ୍କୁ କେତେକ ଖଳପ୍ରକୃତିର ଲୋକ ଶିକାର କରୁଥିବା ବହୁ ନଜିର ରହିଛି ା ଏପରିସ୍ଥଳେ ନୟାଗଡ ଜିଲା ଓଡ଼ଗାଁ ନିକଟସ୍ଥ ବଧୂଲୀପୁର ଗ୍ରାମବାସୀ ରବିବାର ଅପରାହ୍ନରେ ଜଙ୍ଗଲ ନିକଟରୁ...
ମଣିକୁଣ୍ଡା ଗୁଳିକାଣ୍ଡ ମାମଲାର ପର୍ଦ୍ଦାଫାଶ: ୫ ଅଭିଯୁକ୍ତ ଗିରଫ, ମୁଖ୍ୟ ଅଭିଯୁକ୍ତଙ୍କ ପତ୍ତା ମିଳୁନି
କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ(ଡି.ଏନ୍.ଏ.),୨୨ା୯- କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ମଣିକୁଣ୍ଡା ଗ୍ରାମରେ ଗତ ୧୮ ତାରିଖରେ ଗୁଳିକାଣ୍ଡ ଘଟି ଯୁବ ଔଷଧ ବ୍ୟବସାୟୀ ଗଗନବିହାରୀ ସାହୁ(୨୮)ଙ୍କ ମୃତ୍ୟୁ ଘଟିଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି କେନ୍ଦ୍ରାପଡ଼ା ପୋଲିସ। ଏସ୍ପି ନୀତିଶେଖର...
Archives


