ଅଧାପନ୍ତରିଆ ଭାବେ ପଡ଼ିଛି ପ୍ରାଣୀ ଚିକିତ୍ସାଳୟ କାମ
ନୂଆଗାଁ,୧୮।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ନୂତନ ଗୃହ ନିର୍ମାଣ ଦୀର୍ଘ ମାସ ହେଲା ଅଧପନ୍ତରିଆ ଭାବେ ପଡି ରହିଛି। ପଶୁପକ୍ଷୀ , ଗାଈଗୋରୁ ଆଦିଙ୍କ ସୁରକ୍ଷା, ଚିକିତ୍ସାଓ କୃଷକମାନଙ୍କ ସ୍ବାର୍ଥ ଦୃଷ୍ଟିରୁ ନୂଆଗାଁ...
ଜିତିବା ପାଇଁ ଭାଜପା ନେତାଙ୍କ ଶରଣ ପଶିଲେ ବିଜେଡି ବିଧାୟକ
ନୟାଗଡ଼/ରଣପୁର,୧୬।୪(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନିର୍ବାଚନ ସମୟରେ ସାଧାରଣତଃ ଦେଖାଯାଇଥାଏ ପ୍ରାର୍ଥୀମାନେ ବିରୋଧୀ ଦଳର କର୍ମୀ ଓ ନେତାଙ୍କ ସମର୍ଥନ ପାଇବା ପାଇଁ ନିବେଦନ କରିଥାନ୍ତି। ଏହା ଅଧିକାଂଶ ପ୍ରାର୍ଥୀ କରିଥିବା ଶୁଣିବାକୁ ମିଳେ। ଏହିଭଳି ଏକ କଥୋପକଥନର ଅଡିଓ ଏବେ...
ଡିଏଚ୍ଏଚ୍ରେ ଜ୍ୱର ପରୀକ୍ଷଣ ପାଇଁ ଥର୍ମୋମିଟର ନାହିଁ
ନୟାଗଡ଼,୧୫।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍ଏଚ୍)ରେ ଜ୍ୱର ମାପିବା ଯନ୍ତ୍ର ଥର୍ମୋମିଟର ନାହିଁ। ଏଥିପାଇଁ କୌଣସି ଜ୍ୱରରେ ପୀଡ଼ିତ ରୋଗୀ ଆସିଲେ ତାଙ୍କୁ ଥର୍ମୋମିଟର କିଣି ଆଣିବାକୁ କୁହାଯାଉଛି। ସେ ଡାକ୍ତରଖାନା ବାହାରେ ଥିବା ଔଷଧ ଦୋକାନରୁ...
ରକ୍ତ ଭଣ୍ଡାର ସମ୍ମୁଖରେ ପଡ଼ିଛି ରକ୍ତ ପ୍ୟାକେଟ୍
ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ସମ୍ମୁଖ ରକ୍ତ ଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ଫୋପଡା ଯାଇଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ବିଳମ୍ବିତ ରାତିରୁ ଶନିବାର ଭୋର ସମୟ ପର୍ଯ୍ୟନ୍ତ ରକ୍ତ ପ୍ୟାକେଟ ପଡିଥିଲା । ରକ୍ତ ଭଣ୍ଡାରରେ...
ବିଏସ୍କେୱାଇ ଆମ୍ବୁଲାନ୍ସ ଖତ ଖାଉଛି
ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ରେଫର ଗରିବ ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍କେୱାଇ)ରେ ନୟାଗଡ଼ ଜିଲାକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ଯୋଗାଇ ଦେଇଛନ୍ତି। ହେଲେ ନୟାଗଡ଼ ଜିଲାକୁ ଆସିଥିବା ବିଏସ୍କେୱାଇ ଆମ୍ବୁଲାନ୍ସ ନୟାଗଡ଼ ଜିଲା ମୁଖ୍ୟ...
ଛେନାପୋଡ଼କୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିଲା ନାହିଁ
ନୟାଗଡ଼,୧୧।୪(ଲୋକନାଥ ମିଶ୍ର)ସାରା ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଛେନାପୋଡ଼ର ନଁା ଶୁଣିଲେ ମନକୁ ଆସେ ନୟାଗଡ଼ର କଥା । ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ନୟାଗଡ଼ର ଏହି ସ୍ବାଦିଷ୍ଟ ମିଠା । ତେବେ ଏହି ମିଠାକୁ ଜିଓଗ୍ରାଫିକାଲ୍ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍ ମାନ୍ୟତା...
ରୋଚକ ସ୍ଥିତିରେ ନୟାଗଡ଼ ରାଜନୀତି
ନୟାଗଡ଼,୮।୪(ଲୋକନାଥ ମିଶ୍ର): ନୟାଗଡ଼ ନିର୍ବାଚନ ରାଜନୀତି ସରଗରମ ହେବାରେ ଲାଗିଛି। ପୂର୍ବତନ କନ୍ଧମାଳ ଏମ୍ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଭାଜପା ଟିକେଟ୍ ହାତେଇବା, ଭାଜପା ନେତ୍ରୀ ଇରାନୀ ରାୟ ବିଜେଡିରେ ମିଶି ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ସହ କାମ...
ହିତାଧିକାରୀଙ୍କ ଅଜାଣତରେ ଖୋଳାଯାଇଛି କ୍ଷେତ ପୋଖରୀ
ନୂଆଗାଁ,୭।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତରେ ଜଣେ ବ୍ୟକ୍ତିଙ୍କ ନାମରେ କ୍ଷେତ ପୋଖରୀ (ଫାର୍ମ ପଣ୍ଡ) ଖୋଳାଯାଇଛ। ହେଲେ ଯେଉଁ ବ୍ୟକ୍ତିଙ୍କ ନାମରେ ପୋଖରୀ ଖୋଳା ଯାଇଛି ସେହି ହିତାଧିକାରୀ ପୋଖରୀ ଖୋଳା ବିଷୟରେ ଜାଣି ନାହାନ୍ତି।...
ଭାଜପା ପ୍ରାର୍ଥୀ ଚୟନକୁ ନେଇ ବିବାଦ
ନୟାଗଡ଼, ୭।୪(ଲୋକନାଥ ମିଶ୍ର) ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ରାଘବ ମଲିକଙ୍କୁ ପ୍ରାର୍ଥୀ କରିବା ପରେ ଦଳର କେତେଜଣ ନେତା ପ୍ରାର୍ଥୀ ପରିବର୍ତ୍ତନ କରିବାକୁ ଗୋଟିଚାଳନା କରିବାରେ ଲାଗିଛନ୍ତି। ଉଦ୍ୟମ ବ୍ୟର୍ଥ ହେଲେ ସ୍ବାଧୀନ ପ୍ରାର୍ଥୀ ଦେଇ...
ଜଙ୍ଗଲ ନିଆଁକୁ ନେଇ ଚିନ୍ତା
ନୟାଗଡ଼,୫।୪(ଲୋକନାଥ ମିଶ୍ର):ଜଙ୍ଗଲ ସୁରକ୍ଷାକାରୀଙ୍କୁ ଘାରିଛି ନିଅଁା ଚିନ୍ତା। ଜଙ୍ଗଲରେ ନିଅଁା ନ ଲାଗିବା ପାଇଁ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଆଦିବାସୀମାନେ ଗଁାରେ ଆଗୁଆ ସଭା କରି ସଚେତନତା ସୃଷ୍ଟି କରିଛନ୍ତି। ପୁଣି ପାଳି କରି ଜଙ୍ଗଲ ସୁରକ୍ଷାକୁ କଡ଼ାକଡ଼ି...
ପ୍ରାର୍ଥୀ ଦେଇପାରୁ ନାହାନ୍ତି ବିଜେଡି, କଂଗ୍ରେସ
ନୟାଗଡ଼,୫ା୪(ଲୋକନାଥ ମିଶ୍ର):ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ନୟାଗଡ଼ ଜିଲା ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରୁନି। ଟିକେଟ୍ ଲବିରେ ବିଜେଡି ଓ କଂଗ୍ରେସ ନେତା ଥିବାରୁ ଏଭଳି ସ୍ଥିତି ଉପୁଜିଛି। ତେବେ ଭାଜପା ପ୍ରାର୍ଥୀ ଦୁଷ୍ମନ୍ତ ସ୍ବାଇଁ ଟିକେଟ୍...
୭ ବର୍ଷରେ ୧୭ ମୃତ
ନୟାଗଡ଼,୪।୪ (ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ୍ ଚଢ଼େୟାପଲ୍ଲୀ ପଞ୍ଚାୟତର ଚଢ଼େୟାପଲ୍ଲୀ, ସୁନ୍ଦୁରୁକୁମ୍ପା (ଶ୍ୟାମ ଖଳିସାହି), ଓଷାମସ୍କା ଗଁାର ଦଳିତସାହି, ପୋଖରୀଗୋଛା ପଞ୍ଚାୟତର କଇଁଆଡିହ ଆଦି ଗାଁରେ କିଡ୍ନୀ ଜନିତ ରୋଗ ଭୟର ବାତାବରଣ ସୃଷ୍ଟି କରିଛି । ଉପରୋକ୍ତ...
Archives


