ନୟାଗଡ଼

ବିପଦ ସଙ୍କେତ ଉପରେ ମହାନଦୀ, କମେଇ : ବନ୍ୟାଜଳରେ ବୁଡ଼ିଲା ଫସଲ ଜମି

ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.): ୩ ଦିନ ଧରି ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ବନ୍ୟା ସୃଷ୍ଟି ହୋଇଛି । ମହାନଦୀର ବିପଦ ସଙ୍କେତ ଜଳପତ୍ତନ ସ୍ତର ୫.୬୭ ମିଟର ରହିଥିବାବେଳେ ବୁଧବାର ସନ୍ଧ୍ୟା ସୁଦ୍ଧା ୬.୮୫ ମିଟର ରହିଛି।...

୩ଥର ଚମ୍ପଟ ମାରିଥିବା ବିଚାରାଧୀନ କଏଦୀ ଗିରଫ

ଭାପୁର,୧୪।୮(ଡି.ଏନ.ଏ): ଜେଲ ହାଜତରେ ବିଚାରାଧୀନ କଏଦୀ ଭାବେ ଥିବା ଜଣେ ଯୁବକ ୩ ମାସ ମଧ୍ୟରେ ୩ ଥର ଚମ୍ପଟ ମାରିଥିଲେ। ଏହା ଜେଲ କର୍ମଚାରୀ ଓ ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଥିଲା। ମଙ୍ଗଳବାର ସମ୍ପୃକ୍ତ କଏଦୀଙ୍କୁ ଗିରଫ...

୧ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଶିକ୍ଷକ

ନୟାଗଡ଼ ଅଫିସ,୧୪।୮-ଜଣେ ଶିକ୍ଷକଙ୍କ ଏମଏସ୍‌ପି (ବର୍ଦ୍ଧିତ ଦରମା) ମଞ୍ଜୁର କରାଇଦେବା ପାଇଁ ଅନ୍ୟ ଜଣେ ଶିକ୍ଷକ ୧ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସେ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ମର୍ଦ୍ଦାବାଡ଼ି ଗ୍ରାମର...

ତାଜା ଭୁଶୁଡ଼ି ୩ ମହିଳା ଆହତ

ନୟାଗଡ଼ ଅଫିସ,୧୪।୮- ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ଶରଧାପୁର ଗ୍ରାମରେ ଘରର ତାଜା ଭୁଶୁଡ଼ି ୩ ଜଣ ମହିଳା ଆହତ ହୋଇଛନ୍ତି। ସେମାନେ ହେଲେ ଶରଧାପୁର ତଳସାହିର ପ୍ରମିଳା ସାହୁ (୪୭), ସୁଷମା ସାହୁ (୪୩) ଓ ବାସନ୍ତୀ ସାହୁ...

ବିଦ୍ୟୁତ୍‌ ତାରରେ ବସା ବାନ୍ଧୁଛି ବାଇଚଢ଼େଇ: ଦେଖିବାକୁ ମିଳୁନାହିଁ ଖଜୁରି , ତାଳଗଛ

ନୟାଗଡ଼ ଅଫିସ,୧୪।୮-ପୂର୍ବେ ରାସ୍ତାରେ ଯାଉଥିବା ବେଳେ ଗଛଡାଳରେ ବାଇଚଢ଼େଇ ବସା ଓ ତା’ର କିଚିରିମିଚିର ଶବ୍ଦ ଶୁଣିବା ପାଇଁ ବାଟୋଇଟିଏ କିଛି ସମୟ ପାଇଁ ଅଟକି ଯାଉଥିଲା। ହେଲେ ବର୍ତ୍ତମାନ ଆଉ ସେହିଭଳି ଦୃଶ୍ୟ ଦେଖିବାକୁ ମିଳୁନାହିଁ । ରାସ୍ତା...

ଲଗାଣ ବର୍ଷା : ବଢୁଛି ମହାନଦୀ ଜଳସ୍ତର; ବନ୍ୟା ଆଶଙ୍କାରେ ନଦୀକୂଳିଆ ଗ୍ରାମବାସୀ

ଗଣିଆ,୧୪।୮(ଡି.ଏନ.ଏ.)-ଗତ ୨ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଚଳିତ ବର୍ଷ ହୀରାକୁଦ ନଦୀବନ୍ଧରୁ ଏ ପର୍ଯ୍ୟନ୍ତ ବନ୍ୟାଜଳ ଛଡ଼ାଯାଇନଥିଲେ ମଧ୍ୟ ଏହାର ତଳିଆ ଅଞ୍ଚଳରେ ବର୍ଷା ଲାଗି ରହିଥିବାରୁ ଜଳସ୍ତର...

୩ଥର ଚମ୍ପଟ ମାରିଥିବା ବିଚାରାଧୀନ କଏଦୀ ଗିରଫ: ନିଲମ୍ବିତ ହୋଇଥିଲେ ୭ପୋଲିସ କର୍ମଚାରୀ

ଭାପୁର,୧୪।୮(ଡି.ଏନ.ଏ)-ଜେଲ ହାଜତରେ ବିଚାରାଧୀନ କଏଦୀ ଭାବେ ଥିବା ଜଣେ ଯୁବକ ୩ ମାସ ମଧ୍ୟରେ ୩ ଥର ଚମ୍ପଟ ମାରିଥିଲେ। ଏହା ଜେଲ କର୍ମଚାରୀ ଓ ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଥିଲା। ମଙ୍ଗଳବାର ସମ୍ପୃକ୍ତ କଏଦୀଙ୍କୁ ଗିରଫ କରାଯାଇଛି।...

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା

ଭାପୁର,୧୪ା୮ (ଡି.ଏନ୍‌.ଏ.):ଭାପୁର ବ୍ଲକ ବାଇଗୁଣିଆ ଗ୍ରାମର ଦାଣ୍ଡ ସାହିରେ ରବିବାର ଅପରାହ୍ନରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ୨ ପରିବାରଙ୍କ ୨ ବଖରା ଜଳିିଯାଇଛି। ଅଗ୍ନିକାଣ୍ଡରେ ଗୋଟିଏ ବାଇକ୍‌ ସହ ବହୁ ଆସବାବପତ୍ର ମଧ୍ୟ ପୋଡ଼ିଯାଇଛି। ଦାଣ୍ଡସାହିର ଉଲ୍ଲାସ ପ୍ରଧାନ ଓ...

କଲଭର୍ଟ ଗାର୍ଡ଼ୱାଲ ମରାମତି ଦାବି

ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.):ଖଣ୍ଡପଡ଼ା-ବାହାଡ଼ା ରାସ୍ତା ପୂର୍ତ୍ତ ବିଭାଗ ବଙ୍ଗଳା ନିକଟସ୍ଥ ରାସ୍ତାରେ ଥିବା ଏକ କଲଭର୍ଟ ଗାର୍ଡୱାଲ ଭାଙ୍ଗି ତଳେ ଖସିପଡିଛି ା କିଛିଦିନ ତଳେ ଏକ ବାଲି ବୋଝେଇ ହାଇୱାଗାଡ଼ିି ଏହି ସ୍ଥାନରେ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁ ଗାର୍ଡୱାଲଟି ଭାଙ୍ଗିଯାଇଥିଲା ା...

ନିଷ୍କାସିତ ହୋଇପାରୁନି ନର୍ଦ୍ଦମା, ବର୍ଷା ଜଳ: ପଦକ୍ଷେପ ନ ହେଲେ ଆନ୍ଦୋଳନ ଚେତାବନୀ

ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.)-ମନ୍ଦିର ଉନ୍ନତି ନାମରେ ଦେବୋତ୍ତର ବିଭାଗ ବିଭିନ୍ନ ସ୍ଥାନରେ ଥିବା ଦେବୋତ୍ତର ଜାଗାକୁ ବିକ୍ରିକରି ଦେବା ଯୋଗୁ ଏହା କଣ୍ଟିଲୋ ଗ୍ରାମବାସୀଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି ା କାରଣ ଏହି ଭୂମିକୁ ଲୋକେ କ୍ରୟ କରି ଖାଲ, ଢିପ...

ଭ୍ରାମ୍ୟମାଣ ମାଗଣା ଚିକିତ୍ସା ଶିବିର ଉଦ୍‌ଘାଟିତ:୨ୟ, ୪ର୍ଥ ମଙ୍ଗଳବାର ଜାରି ରହିବ କାର୍ଯ୍ୟକ୍ରମ

ବୋଲଗଡ଼,୧୪ା୮(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇଦେଶ ପଞ୍ଚାୟତ କାର୍ଯ୍ୟାଳୟଠାରେ ମଙ୍ଗଳବାର ପିପୁଲ୍ସ ଫୋରମ୍‌ ପକ୍ଷରୁ ଭ୍ରାମ୍ୟମାଣ ମାଗଣା ଚିକିତ୍ସା ଶିବିର ଉଦ୍‌ଘାଟିତ ହୋଇଯାଇଛି। ଅନ୍ନପୂର୍ଣ୍ଣା ଫାଇନାନ୍ସ ଏଥିରେ ସହଯୋଗ କରିଥିଲା। ଶିବିରରେ ଶିଶୁ ଓ ସ୍ତ୍ରୀ ରୋଗ ଚିକିତ୍ସା ସୁବିଧା ସହ ପରାମର୍ଶ...

ସଶସ୍ତ୍ର ଡକାୟତି: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ନଗଦ ଟଙ୍କା, ୨ ବାଇକ ଲୁଟ୍‌

ଓଡ଼ଗାଁ, ୧୩।୮(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ଗୋଠଣ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୪ରୁ ୫ ଡକାୟତ ଗାଁ ମୁଣ୍ଡରେ ରହୁଥିବା ଭଗବାନ ଷଡ଼ଙ୍ଗୀଙ୍କ ଘରେ ପଶି ପରିବାରଙ୍କୁ ବନ୍ଧୁକ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri