ବିଦ୍ୟୁତ୍ ଆଘାତରେ ଯୁବକ ଗୁରୁତର : ଟ୍ରାନ୍ସଫର୍ମର ସ୍ଥାନାନ୍ତର ଦାବି
ଖଣ୍ଡପଡ଼ା,୨୩ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ କିଆଝର ପଞ୍ଚାୟତ ଗିରିଡିପଲ୍ଲୀଠାରେ ରବିବାର ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଥିଲେ। ସେ ହେଲେ ସୁକାନ୍ତ ପ୍ରଧାନ। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତେଜିତ ଲୋକେ ବିଦ୍ୟାଳୟ ପାର୍ଶ୍ୱରୁ…
ସୂର୍ଯ୍ୟନାରାୟଣଙ୍କ ରଥଯାତ୍ରା ପାଇଁ ଦଶପଲ୍ଲାରୁ ଗଲା କାଠ
ନୟାଗଡ଼ ଅଫିସ,୨୩ା୯-କୋଣାର୍କ ସୂର୍ଯ୍ୟ ମନ୍ଦିରରେ ହେବାକୁ ଥିବା ସୂର୍ଯ୍ୟନାରାୟଣ ରଥଯାତ୍ରା ପାଇଁ ରବିବାର ଦଶପଲ୍ଲା ବନ ନିଗମରୁ କାଠ ପଠାଯାଇଛି। ସୌର ବାହ୍ମଣ ପରିଷଦ ଓଡ଼ିଶା ସଭାପତି ପଣ୍ଡିତ ରଘୁନାଥ ଦାଶ ଏବଂ ପଣ୍ଡିତ ମଣ୍ଡଳୀ ଦ୍ୱାରା ଗତ ଅଗଷ୍ଟ ୧୧…
ଗ୍ରାମବାସୀଙ୍କ ଦ୍ୱାରା ହରିଣ ଛୁଆ ଉଦ୍ଧାର
ଓଡ଼ଗାଁ, ୨୩।୯(ସ୍ବ.ପ୍ର.)-ଜଙ୍ଗଲ କ୍ଷୟ କାରଣରୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ସେମାନଙ୍କୁ କେତେକ ଖଳପ୍ରକୃତିର ଲୋକ ଶିକାର କରୁଥିବା ବହୁ ନଜିର ରହିଛି ା ଏପରିସ୍ଥଳେ ନୟାଗଡ ଜିଲା ଓଡ଼ଗାଁ ନିକଟସ୍ଥ ବଧୂଲୀପୁର ଗ୍ରାମବାସୀ ରବିବାର ଅପରାହ୍ନରେ ଜଙ୍ଗଲ ନିକଟରୁ ଏକ…
ମଣିକୁଣ୍ଡା ଗୁଳିକାଣ୍ଡ ମାମଲାର ପର୍ଦ୍ଦାଫାଶ: ୫ ଅଭିଯୁକ୍ତ ଗିରଫ, ମୁଖ୍ୟ ଅଭିଯୁକ୍ତଙ୍କ ପତ୍ତା ମିଳୁନି
କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ(ଡି.ଏନ୍.ଏ.),୨୨ା୯- କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ମଣିକୁଣ୍ଡା ଗ୍ରାମରେ ଗତ ୧୮ ତାରିଖରେ ଗୁଳିକାଣ୍ଡ ଘଟି ଯୁବ ଔଷଧ ବ୍ୟବସାୟୀ ଗଗନବିହାରୀ ସାହୁ(୨୮)ଙ୍କ ମୃତ୍ୟୁ ଘଟିଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି କେନ୍ଦ୍ରାପଡ଼ା ପୋଲିସ। ଏସ୍ପି ନୀତିଶେଖର କାର୍ଯ୍ୟାଳୟ…
ପିଲାଙ୍କୁ ଆକୃଷ୍ଟ କରୁଛି ଖେଳ ଉପକରଣ, ଉପସ୍ଥାନ ହାର ବଢୁଛି
ନୟାଗଡ଼ ଅଫିସ,୨୨।୯-ବିଦ୍ୟାଳୟ ପରିସରରେ ଥିବା ଖେଳପଡ଼ିଆରେ ବିଭିନ୍ନ ଖେଳ ଉପକରଣରେ ପିଲାମାନେ ମନଭରି ଖେଳିବା ଦୃଶ୍ୟ କିଛିଦିନ ହେଲା ଦେଖିବାକୁ ମିଳୁଛି। ଏବେ ଆମ ସରକାରୀ ପ୍ରାଥମିକ ବିଦ୍ୟାଳୟ ଖେଳପଡିଆରେ ଦୋଳି, ଟାୟାରରେ ଉପରକୁ ଚଢ଼ିବା, ଉଠାପକା, ଡିଆଡେଇଁ , ହାତୀ…
ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଛାତ୍ରଙ୍କ ପଞ୍ଜରା ହାଡ଼ ଫାଟିଲା, ଦଶପଲ୍ଲା ଥାନାରେ ମାମଲା
ଦଶପଲ୍ଲା,୨୨ା୯(ଡି.ଏନ.ଏ.)-ନୟାଗଡ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଖମାରସାହି ନୋଡାଲ ହାଇସ୍କୁଲରେ ଜନୈକ ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଜଣେ ନବମ ଶ୍ରେଣୀ ଛାତ୍ର ଆହତ ହୋଇଛନ୍ତି। ଏଥିନେଇ ତାଙ୍କ ବାପା ଦଶପଲ୍ଲା ଥାନାରେ ଅଭିଯୋଗ କରିଛନ୍ତି। ଥାନାରେ ନଂ.୧୧୪/୧୯ରେ ମାମଲା ରୁଜୁ ହୋଇ…
ନାବାଳିକା ଗର୍ଭବତୀ, ଅଭିଯୁକ୍ତଙ୍କୁ ଜେଲ ଦଣ୍ଡ
ନିରାକାରପୁର,୨୨ା୯(ଡି.ଏନ.ଏ.): ବିବାହ ପାଇଁ ଦୁଇ ପରିବାର ମଧ୍ୟରେ ଆଲୋଚନା ହେଲା। ଝିଅ ନାବାଳିକା ଥିବାରୁ ସାବାଳିକା ହେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ଦୁଇ ପରିବାର ସହମତି ପ୍ରକାଶ କରିଥିଲେ। ଏପରିସ୍ଥଳେ ଝିଅପୁଅଙ୍କ ଅବାଧ ମିଳାମିଶା ଯୋଗୁ ନାବାଳିକା ଏବେ ଗର୍ଭବତୀ। ଏ…
ଖବରଦାତା-ଆଇନଜୀବୀ ମୁହଁ।ମୁହିଁ ଭିଡିଓ ଭାଇରାଲ ଘଟଣା: ଥାନାରେ ମାମଲା ରୁଜୁ
ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ଖଣ୍ଡପଡ଼ା କୋର୍ଟ ପରିସରରେ ଗୁରୁବାର ଜଣେ ଖବରଦାତା ଓ ଜଣେ ଆଇନଜୀବୀଙ୍କ ମଧ୍ୟରେ ମୁହଁ।ମୁହିଁ ହୋଇଥିବାର ଭିଡିଓ ଭାଇରାଲ୍ ହୋଇଛି। ଉକ୍ତ ଭିଡିଓରେ କୌଣସି ଏକ ଘଟଣାକୁ କେନ୍ଦ୍ର କରି ଆଇନଜୀବୀ ଓ ଖବରଦାତାଙ୍କ ମଧ୍ୟରେ…
ୟୁଥ୍ ରେଡକ୍ରସ୍ର ଜିଲା କାର୍ଯ୍ୟକାରୀ ସମ୍ମିଳନୀ
ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ୟୁଥ୍ ରେଡକ୍ରସ୍ର ଏକ ଜିଲାସ୍ତରୀୟ କାର୍ଯ୍ୟକାରୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ମେଜର ମଞ୍ଜୁଶ୍ରୀ ପତିଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ମହମ୍ମଦ ଓମାର ମଲ୍ଲିକ, ଜିଲା ସଂଯୋଜକ…
ଲାଠିପଡ଼ା ମଡେଲ ଡିଗ୍ରୀ କଲେଜରେ ଅବ୍ୟବସ୍ଥା: ପ୍ରତିବାଦରେ ଛାତ୍ରମାନଙ୍କ ଧାରଣା
ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ସଦର ବ୍ଲକ ଲାଠିପଡ଼ାସ୍ଥିତ ଜିଲାର ଏକମାତ୍ର ସରକାରୀ ମଡେଲ ଡିଗ୍ରୀ କଲେଜରେ ଲାଗି ରହିଛି ଅବ୍ୟବସ୍ଥା। ବିଭିନ୍ନ ସମୟରେ ଏ ନେଇ ଛାତ୍ରୀଛାତ୍ରମାନେ କର୍ତ୍ତୃପକ୍ଷଙ୍କୁ ଜଣାଉଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା ।…
ଡକାୟତି ଉଦ୍ୟମ ପଣ୍ଡ: ୭ ଡକାୟତ ଜେଲ ଗଲେ
ରଣପୁର,୨୧ା୯(ସ୍ବ.ପ୍ର.): ରଣପୁର ଥାନା ପୋଲିସ ଅସୁରକୁମାରୀ ଚଟେଇପଡାରୁ ୭ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ରଣପୁର ସବ୍ଜେଲକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତ ହେଲେ ଇଟାମାଟି ଥାନା ଲାଠିପଡାର ଦିଲୀପ…
ଶିଶୁକନ୍ୟା ବଳାତ୍କାର ଅଭିଯୋଗ: ବୃଦ୍ଧଙ୍କୁ ଜେଲ
ଖଣ୍ଡପଡ଼ା,୨୧ା୯(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା କଣ୍ଟିଲୋ ଫାଣ୍ଡି ଅଞ୍ଚଳର ଏକ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖଣ୍ଡପଡ଼ା ସବ୍ଜେଲକୁ ପଠାଇ ଦିଆଯାଇଛି। ଗିରଫ…
Archives


