ନୟାଗଡ଼

ପାରା ଦେହରେ ସ୍ବସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା

ରଣପୁର,୧୦।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ମାଳଜଙ୍ଗଲ ଭିତରେ ବିଜେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ ରଣପୁର ରାଜନଅରରେ ଅବସ୍ଥାପନ କରିବା ପରେ ରଣପୁର ଚଳଚଞ୍ଚଳ ହୋଇଉଠିଥିଲା ।ପ୍ରତ୍ୟେକ ବର୍ଷ ମା’…

ନବନିର୍ମାଣ କୃଷକ ସଙ୍ଗଠନର ସମାବେଶ

ନୟାଗଡ଼ ଅଫିସ,୧୦ା୧୦: ନବନିର୍ମାଣ କୃଷକ ସଙ୍ଗଠନର ନୟାଗଡ଼ ଜିଲାସ୍ତରୀୟ ସମାବେଶ ବୁଧବାର ସହରସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାବେଶରେ ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଯୋଗଦେଇ ଚାଷୀକୁଳ ଅସଙ୍ଗଠିତ ହୋଇଥିବାରୁ…

ରଣପୁର ରାଜନଅରରେ ମା’ ଖିଲାମୁଣ୍ଡା : କାଠିରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି

ରଣପୁର, ୭ା୧୦(ସ୍ବ.ପ୍ର.): ରଣପୁର ଅଞ୍ଚଳର ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରାଆଁଳାର ଘଞ୍ଚ ଜଙ୍ଗଲରେ ଥିବା ଆସ୍ଥାନ ଛାଡି ୧୬ଦିନ ହେଲା ରଣପୁର ରାଜନଅରକୁ ଆସି କାଠିରେ ରହି ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି। ଦେବୀ ପୀଠମାନଙ୍କରେ ଷୋଡଶ ଉପଚାର ପୂଜା ଆରମ୍ଭ…

କାର୍ଯ୍ୟକାରୀ ହେଲାନି ଓଡ଼ିଆରେ ନାମଫଳକ: ବର୍ଷେ ପୂର୍ବରୁ ହୋଇଥିଲା ଗାଇଡ୍‌ଲାଇନ

ନୟାଗଡ଼ ଅଫିସ,୬ା୧୦: ସରକାରୀ, ବେସରକାରୀ ଅନୁଷ୍ଠାନ ହେଉ କି ବ୍ୟବସାୟିକ ପ୍ରତିଷ୍ଠାନ ସମସ୍ତେ ଓଡ଼ିଆରେ ନାମଫଳକ ଲେଖିବାକୁ ସରକାରଙ୍କ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଥିଲା। ନୟାଗଡ଼ ଜିଲାରେ ମଧ୍ୟ ଏ ପ୍ରକାର ନିର୍ଦ୍ଦେଶ ଜାରି ହୋଇଥିଲା। ହେଲେ ଇତିମଧ୍ୟରେ ବର୍ଷେ ବିତିବାକୁ…

ଶୁଳିଆ ଜଙ୍ଗଲରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ନୟାଗଡ଼ ଅଫିସ,୫।୧୦: ନୟାଗଡ଼ ଜିଲା ଓଡ଼ଗାଁ ଥାନା ଦ୍ୱିତିକେଶ୍ୱର ମନ୍ଦିର ନିକଟସ୍ଥ ଶୁଳିଆ ସଂରକ୍ଷିତ ଜଙ୍ଗଲରୁ ଶନିବାର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଉକ୍ତ ଥାନା ଅନ୍ତର୍ଗତ କୁରୁମ ବାଙ୍କତରା ଗ୍ରାମର ଗୌରାଙ୍ଗ ସାହୁ(୨୭)। ପ୍ରକାଶଯୋଗ୍ୟ, ଗୌରାଙ୍ଗ…

କାଳରାତ୍ରି ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା

ନିରାକାରପୁର,୫।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନୂଆଗଡ ପଞ୍ଚାୟତ ଅନ୍ତର୍ଗତ ମୂଳିଝର ନିକଟସ୍ଥ ହାତୀଆଶୁଣି ପାହାଡ଼ ପାଦଦେଶରେ ବିଜେ ମା’ ଉଗ୍ରତାରାଙ୍କ ଶାକ୍ତପୀଠରେ ଶୁକ୍ରବାର ପାର୍ବଣର ସପ୍ତମୀ ତିଥିରେ ମା’ ଉଗ୍ରତାରା କାଳରାତ୍ରି ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ମା’ଙ୍କର ଏହି ବେଶ ଦେଖିବାକୁ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ

ନୟାଗଡ଼ ଅଫିସ,୫ା୧୦: ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ୨ୟ ମହଲା ସାଧାରଣ ଓ ବିବିଧ ଉପବିଭାଗ (ଜେନେରାଲ ଆଣ୍ଡ ମିସ୍‌ ସେକ୍ସନ)ରେ ଶୁକ୍ରବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କାର୍ଯ୍ୟାଳୟର ଗୋଟିଏ କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ…

ବନମାଳୀପୁର ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଖଣ୍ଡପଡା,୫ା୧୦(ସ୍ବ.ପ୍ର.): ଆଞ୍ଚଳିକ ସ୍ପୋଟର୍‌ସ କ୍ଲବ ବନମାଳୀପୁର ଆନୁକୂଲ୍ୟରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବନମାଳୀପୁର ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ୩୨ ତମ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ମ୍ୟାଚରେ ବାଙ୍କୀର ବ୍ରହ୍ମପୁରା କ୍ରିକେଟ କ୍ଲବ ୧୮ ରନରେ…

ନବନିର୍ମାଣ କୃଷକ ସଂଗଠନ ସମାବେଶ

ଦଶପଲ୍ଲା, ୫ା୧୦(ଡି.ଏନ୍‌.ଏ.): ଦଶପଲ୍ଲା ବ୍ଲକ ନବନିର୍ମାଣ କୃଷକ ସଂଗଠନର ସାଙ୍ଗଠନିକ ବୈଠକ ଶୁକ୍ରବାର ସ୍ଥାନୀୟ ସ୍ବପ୍ନେଶ୍ୱର ମହାବୀର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ସଂଯୋଜକ ରବିନାରାୟଣ ସେଠୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରସନ୍ନ କୁମାର ପଣ୍ଡା…

ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ନୟାଗଡ଼ ଅଫିସ,୪।୧୦: ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଦ୍ୱିତୀୟ ମହଲା ସାଧାରଣ ଓ ବିବିଧ ଉପବିଭାଗ ( ଜେନେରାଲ ଆଣ୍ଡ ମିସ୍‌ ସେକ୍ସନ)ରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଟିଏ କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ…

ଟ୍ରକ୍‌ ଚାଳକଙ୍କ ଉନ୍ମତ୍ତକାଣ୍ଡ : ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇବା ଉଦ୍ୟମ

ନୟାଗଡ଼ ଅଫିସ,୪ା୧୦: ନୟାଗଡ଼ ଜିଲା ଦେଇ ଯାଇଥିବା ୫୭ନଂ. ଜାତୀୟ ରାଜପଥ-୫୭ରେ ଗୁରୁବାର ଜଣେ ଟ୍ରକ୍‌ ଚାଳକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଥିଲା। ଚାଳକଙ୍କ ବେପାରୁଆ ଗାଡ଼ି ଚାଳନା ଯୋଗୁ ୨ ବାଇକ୍‌ ସମେତ ପୋଲିସ ଚେକ୍‌ପୋଷ୍ଟ ଭାଙ୍ଗି ଚୂରମାର୍‌ ହୋଇଯାଇଛି। ସେହିଭଳି…

ନୀଳମାଧବ ପୀଠରେ ମା’ ବିମଳାଙ୍କ ଭଦ୍ରକାଳୀ ବେଶ

ଖଣ୍ଡପଡା,୪।୧୦(ସ୍ବ.ପ୍ର.): ନୀଳମାଧବ ପୀଠରେ ଇଷ୍ଟଦେବୀ ମା’ ବିମଳାଙ୍କ ୧୬ପୂଜା ଦ୍ୱିତୀୟା ଓଷାଠାରୁ ଆରମ୍ଭ ହୋଇଛି। ଏହି ପାରମ୍ପରିକ ପର୍ବ ମହାନବମୀ ପଯର୍‌ୟନ୍ତ ଚାଲୁରହିବ। ମହାଳୟା ଅମାବାସ୍ୟାଠାରୁ ମା’ଙ୍କର ନବରାତ୍ର ପୂଜା ଆରମ୍ଭ ହେବା ସହ ପ୍ରତିଦିନ ଚଣ୍ଡୀପାଠ, ହୋମଯଜ୍ଞ କରାଯାଉଛି। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?