ଲଗାଣ ବର୍ଷା: ବଢୁଛି ମହାନଦୀ ଜଳସ୍ତର; ବନ୍ୟା ଆଶଙ୍କାରେ ନଦୀକୂଳିଆ ଗ୍ରାମବାସୀ
ଗଣିଆ,୮ା୯ (ଡି.ଏନ.ଏ.): ଗତ ୩ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ହୀରାକୁଦ ନଦୀବନ୍ଧରୁ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ତଳିଆ ଅଞ୍ଚଳରେ ବର୍ଷା ଲାଗିରହିଥିବାରୁ ଜଳସ୍ତର ଧୀରେ ଧୀରେ ବଢିବାରେ ଲାଗିଛି।…
ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟ: ଭୁଶୁଡିଲା ୬୦ ଫୁଟ୍ର ତାଜା ଓ ଲିନ୍ଟେଲ; ପ୍ରାର୍ଥନା କ୍ଲାସ ଯୋଗୁ ବର୍ତ୍ତିଲେ ଛାତ୍ରୀ
ରଣପୁର,୮ା୯(ସ୍ବ.ପ୍ର.): ଶନିବାର ଭୋର ସମୟରେ ପ୍ରାର୍ଥନା ହେଉଥିବାବେଳେ ନୟାଗଡ଼ ଜିଲା ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟ ଉପର ମହଲାରେ ନିର୍ମାଣାଧୀନ ଗୃହର ୬୦ ଫୁଟ୍ର ତାଜା ଓ ଲିନ୍ଟେଲ ଭୁଶୁଡି ପଡିଛି। ହେଲେ ଏଥିରେ କାହାରି କ୍ଷତି ହୋଇନାହିଁ। ପ୍ରାର୍ଥନା କ୍ଲାସ…
ନଦୀରେ ଭାସି ନାବାଳକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି
ନୟାଗଡ଼ ଅଫିସ,୭।୯: ନୟାଗଡ଼ ଜିଲା ନୂଆଗାଁ ଥାନା ଶୋରଡ଼ା ଗ୍ରାମର ବେଲପା ନଦୀରେ ଭାସିଯାଇ ଶନିବାର ଜଣେ ନାବାଳକ ନିଖୋଜ ଅଛନ୍ତି। ସେ ହେଲେ ଯାଜପୁର ଜିଲାର ରତନ ସ୍ବାଇଁ (୧୪)। ସୂଚନାନୁଯାୟୀ, ରତନ ନିଜ ମାମୁ ପଞ୍ଚାନନ ନାୟକଙ୍କ ଘରେ…
ଭୁଶୁଡ଼ିଲା ବିଦ୍ୟାଳୟର ନବ ନିର୍ମିତ କୋଠା
ରଣପୁର, ୭।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟର ନବ ନିର୍ମିତ କୋଠାର ନିମିଟାଲ ଓ ତାଜା ଶନିବାର ସକାଳେ ହଠାତ୍ ଭୁଶୁଡି ପଡ଼ିଛି। ଏହି ଦୁର୍ଘଟଣାରୁ ଛାତ୍ରୀମାନେ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଶନିବାର ସକାଳୁଆ ସ୍କୁଲ ଥିବାରୁ…
ନବନିର୍ମାଣ କୃଷକ ସଙ୍ଗଠନର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ: ୬ରେ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ
ନୟାଗଡ଼ ଅଫିସ,୭।୯-ନୟାଗଡ଼ ଜିଲା ନବନିର୍ମାଣ କୃଷକ ସଙ୍ଗଠନର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ ସ୍ଥାନୀୟ ଗୁଣ୍ଡିଚା ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ ଯୋଗଦେଇ କାଳିଆ ଯୋଜନାକୁ ନେଇ ସରକାରଙ୍କ…
ରଣପୁର ତହସିଲରେ ଜାଲ୍ ଦଲିଲରେ ପଟ୍ଟା ପ୍ରଦାନ ଘଟଣା
ରଣପୁର,୭ା୯(ସ୍ବ.ପ୍ର.): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନୟାଗଡ ଜିଲାର ରଣପୁର ଥାନା ପୋଲିସ କାର୍ଯ୍ୟାନୁଷ୍ଠାନ ନେବାକୁ ବାଧ୍ୟ ହୋଇଛି । ଜାଲ ଦଲିଲରେ ପଟ୍ଟା କରିଥିବା ମୁଖ୍ୟ ଅଭିଯୁକ୍ତ ବିପିନଙ୍କ ସମେତ ରଣପୁର ଅତିରିକ୍ତ ତହସିଲଦାର ମାନସ ରାୟ ଓ ତହସିଲର ଅନ୍ୟ…
ଦାରିଦ୍ର୍ୟ ଦୂରୀକରଣ ଯୋଜନା ଅସହାୟଙ୍କ ପାଇଁ ମୂଲ୍ୟହୀନ: ଦୁର୍ଦ୍ଦିନରେ କାଳ କାଟୁଛନ୍ତି ଶତାୟୁ ବିଦ୍ୟାଧର
ଖଣ୍ଡପଡା,୭ା୯(ସ୍ବ.ପ୍ର.): ଦାରିଦ୍ର୍ୟ ଦୂରୀକରଣ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ଯୋଜନା ଅସହାୟଙ୍କ ପାଇଁ ମୂଲ୍ୟହୀନ ହୋଇପଡିଛି। ଘରଦ୍ୱାର ଏପରି କି କୋଠାବାଡି ଥିବା ଲୋକଙ୍କୁ ଆବାସ ଯୋଜନାରେ ସାମିଲ କରାଯାଉଥିବା ବେଳେ ଗୃହଶୂନ୍ୟ ଲୋକେ…
ନୂଆ ମୋଟର ଯାନ ଆଇନ ଭୟ: ଯାତ୍ରୀବାହୀ ବସ୍ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ
ଗଣିଆ,୭ା୯(ଡି.ଏନ.ଏ.): ଗତ ସେପ୍ଟେମ୍ବର ୧ତାରିଖରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗାଡିମୋଟର ଚେକିଂ, ବ୍ଲକିଂ ଓ ଧରପଗଡକୁ ଜୋରଦାର କରାଯାଇଛି ା ନୂଆ ଆଇନ ଅନୁଯାୟୀ ୧୦ ଗୁଣା ଅଧିକ ଜରିମାନା ଆଦାୟ…
କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲା ଏକାଦଶ ଶ୍ରେଣୀ
ନୟାଗଡ଼ ଅଫିସ,୬ା୯-ବହୁଦିନର ଦାବି ଓ ଆନ୍ଦୋଳନ ପରେ ଶେଷରେ ବୁଧବାର ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଚାଲିଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିଛି ା ଏହାକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଥିବା ବେଳେ ଗୁରୁବାର ଠାରୁ…
ଗଣେଶ ଭସାଣିକୁ ନେଇ ଗୋଷ୍ଠୀ କନ୍ଦଳ:ସବର୍ଣ୍ଣ, ଅସବର୍ଣ୍ଣଙ୍କ ମଧ୍ୟରେ ଗଣ୍ଡଗୋଳ
ନୂଆଗାଁ,୬ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପାରାଢିପି ଗ୍ରାମରେ ବୁଧବାର ଗଣେଶ ପୂଜା ଭସାଣି ବେଳେ ସବର୍ଣ୍ଣ ଓ ଅସବର୍ଣ୍ଣ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଖବର ପାଇ ନୂଆଗାଁ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ।…
ଛାତ୍ର ନିଖୋଜ, ଘରୁ ଟ୍ୟୁସନକୁ ବାହାରି ଫେରି ନାହାନ୍ତି
ଓଡଗାଁ, ୫।୯(ସ୍ବ.ପ୍ର.)-ନୟାଗଡ଼ ଜିଲା ଓଡ଼ଗାଁରୁ ବୁଧବାର ସନ୍ଧ୍ୟାରେ ରାଜେନ୍ଦ୍ର କୁମାର ସାହୁ ନାମକ ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ନିଖୋଜ ଅଛନ୍ତି। ସେ ନିକଟସ୍ଥ ଗୋଡ଼ିପାଟଣା ଗ୍ରାମର ନିରଞ୍ଜନ ସାହୁଙ୍କ ପୁଅ ଏବଂ ସ୍ଥାନୀୟ ଆଦର୍ଶ ବିଦ୍ୟାଳୟର ଛାତ୍ର ଅଟନ୍ତି। ରାଜେନ୍ଦ୍ର…
ଜାଲ ଜମିପଟ୍ଟା ଖାରଜ ପରେ ନାହିଁ କାର୍ଯ୍ୟାନୁଷ୍ଠାନ : ନୂଆ ପଟ୍ଟା ପ୍ରଦାନ କରି ପ୍ରଶାସନ ଚୁପ୍
ରଣପୁର,୫ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲରେ ଜାଲ୍ ଦଲିଲରେ ପଟ୍ଟା ପ୍ରଦାନ କରାଯାଇଥିବା ପ୍ରମାଣ ମିଳିବା ପରେ ତହସିଲ ପକ୍ଷରୁ ଜମି ପଟ୍ଟା ଖାରଜ କରାଯାଇ ନୂଆ ପଟ୍ଟା ପ୍ରଦାନ କରାଗଲା। ହେଲେ ଆଇନଗତ ଦିଗକୁ ତହସିଲ କର୍ତ୍ତୃପକ୍ଷ ଭୁଲିଯାଇ ସମ୍ପୃକ୍ତ…
Archives


