୩ ଗ୍ରାମରେ ବିଦ୍ୟୁତ୍ ସମସ୍ୟା: ସେସୁ କାର୍ଯ୍ୟାଳୟ ଘେରିଲେ ଆଦିବାସୀ ଲୋକେ
ନୂଆଗାଁ,୫ା୯ (ଡି.ଏନ.ଏ.): ବିଦ୍ୟୁତ୍ ସମସ୍ୟା ନେଇ ବୁଧବାର ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ସାନଜିରି, ବଡଜିରି ଓ ତାକୁଡା ଗ୍ରାମର ୫୦ରୁ ଉର୍ଦ୍ଧ୍ୱ ଆଦିବାସୀ ନୂଆଗାଁ ସେସୁ କାର୍ଯ୍ୟାଳୟ ଘେରାଉ କରିଥିଲେ । ପ୍ରକାଶ ଯେ, ଦୀର୍ଘବର୍ଷ ପରେ…
୧୪ ଦଫା ଦାବିରେ ଆଶାକର୍ମୀଙ୍କ ବିକ୍ଷୋଭ
ନୟାଗଡ଼ ଅଫିସ,୫ା୯- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶ୍ରମିକ ଓ କର୍ମଚାରୀ ମାରଣନୀତିର ପ୍ରତିବାଦ ଏବଂ ଆଶାକର୍ମୀମାନଙ୍କ ବିଭିନ୍ନ ଦାବି ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ବୁଧବାର ଆଶାକର୍ମୀମାନେ ବିକ୍ଷୋଭ କରିଥିଲେ। ଓଡ଼ିଶା ଆଶାକର୍ମୀ ଆସୋସିଏଶନ ସିଟୁ ନୟାଗଡ଼ ଜିଲା କମିଟି…
ବିନା ପାରିଶ୍ରମିକରେ ଦେଶୀ ଚିକିତ୍ସା କରନ୍ତି ଗୋପାଳ
ଭାପୁର,୫ା୯ (ଡି.ଏନ.ଏ.)-ସେବା ହିଁ ପରମ ଧର୍ମ। ଏହି ଉକ୍ତିକୁ ପାଥେୟକରି ବିନା ପାରିଶ୍ରମିକରେ ଲୋକଙ୍କୁ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି ସେ। ଡାକ୍ତରୀ ପାଠ ପଢ଼ି ନ ଥିଲେ ମଧ୍ୟ ଚେରମୂଳି ଔଷଧ ସାହାଯ୍ୟରେ ଦେଶୀ ଚିକିତ୍ସା କରି ଲୋକଙ୍କ ଅର୍ଶ,…
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨ ଜଣଙ୍କ ମୃତ୍ୟୁ
ନୟାଗଡ଼ ଅଫିସ,୪।୯: ନୟାଗଡ଼ ଜିଲା ରଣପୁର ବ୍ଲକ ରଙ୍କଦେଉଳି ଗ୍ରାମରେ ବିଦ୍ୟୁତ୍ ଆଘାତରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ ଗ୍ରାମର ଲକ୍ଷ୍ମଣ ସାହୁ (୫୮), ରବି ପରିଡ଼ା(୩୦)। ସୂଚନାଯୋଗ୍ୟ, ଘରେ କେହି ନ ଥିବା ବେଳେ…
ଯୁବତୀ ନିଖୋଜ ଘଟଣା:ପୂର୍ବ ଶତ୍ରୁତାରୁ ରାଧାରାଣୀଙ୍କୁ ହତ୍ୟା,ଅଟୋ ଚାଳକ ଗିରଫ
ଓଡ଼ଗାଁ, ୪।୯(ସ୍ବ.ପ୍ର.)-ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅଞ୍ଚଳରେ ୨୨ ତାରିଖରୁ ନିଖୋଜ ଥିବା ଜଣେ ଯୁବତୀଙ୍କୁ ହତ୍ୟା କରାଯାଇଛି। ଏହି ମାମଲାରେ ସ୍ଥାନୀୟ ପୋଲିସ ସୋମବାର ଜଣେ ଅଟୋ ଚାଳକଙ୍କୁ ଗିରଫ କରିବା ପରେ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହା ଏକ…
ପଣ୍ଡିତ ବିନାୟକ ମିଶ୍ରଙ୍କ ଜୟନ୍ତୀ ବିନାୟକଙ୍କ କାଳଜୟୀ ସୃଷ୍ଟି ଓଡ଼ିଆ ସାହିତ୍ୟର ଅମୂଲ୍ୟ ରତ୍ନ
ନୟାଗଡ଼ ଅଫିସ,୩ା୯- ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ତଥାସ୍ତୁର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ସାରସ୍ବତ ସାଧକ ପଣ୍ଡିତ ବିନାୟକ ମିଶ୍ରଙ୍କ ଜୟନ୍ତୀ ସୋମବାର ନୟାଗଡ଼ ବ୍ଲକ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି। ତଥାସ୍ତୁର ସଭାପତି ବସିରନ୍ ବିବିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି…
ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କ ଠାରୁ ଟଙ୍କା ନେବା ଭିଡିଓ ଭାଇରାଲ ପ୍ରସବ କରାଇଦେବା ପାଇଁ ନେଲେ ୫ ହଜାର
ନୟାଗଡ଼ ଅଫିସ,୩।୯-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ଅଭିଯୋଗ ହେଉଛି। ଜଣେ ମହିଳାଙ୍କୁ ପ୍ରସବ କରାଇଦେବା ପାଇଁ ଡାକ୍ତର, ଆଟେଣ୍ଡାଣ୍ଟ ଓ ଆଶା ଦିଦି ମିଶି ୫୦୦୦ ଟଙ୍କା ନେଇଥିବା ଓ ଷ୍ଟିଚ୍ ଖୋଲିବା ପରେ ଆଉ ୨୦୦…
ପରମ୍ପରା : ନୀଳମାଧବ ପୀଠରେ ବାଲି ତୃତୀୟା ବ୍ରତ
ଖଣ୍ଡପଡା,୩ା୯(ସ୍ବ.ପ୍ର.): ଭାଦ୍ର ଶୁକ୍ଳପକ୍ଷ ତୃତୀୟା ତିଥି ରବିବାର କଣ୍ଟିଲୋ ନୀଳମାଧବ ପୀଠରେ ବାଲି ତୃତୀୟା ବ୍ରତ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ବିବାହିତା ମହିଳାମାନେ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ଏହି ବ୍ରତ ପାଳନ କରିଥାନ୍ତି । କେତେକ…
ଦୁର୍ବଳ ହେଉଛି କୁଆଁରିଆ ସେତୁ
ଖଣ୍ଡପଡା.୨ା୯(ସ୍ବ.ପ୍ର.): ଖଣ୍ଡପଡା ବ୍ଲକର କଣ୍ଟିଲୋଠାରୁ ନୟାଗଡକୁ ସଂଯୋଗ କରୁଥିବା ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ବେଣାଗାଡିଅ ନିକଟ କୁଆଁରିଆ ନଦୀ ଉପରେ ନିର୍ମିତ ସେତୁଟି ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ ହେବାରେ ଲାଗିଛି। ସେତୁର ଉପରି ଭାଗ ଖାଲଖମାରେ ପୂର୍ଣ୍ଣ ହୋଇଛି।…
ପ୍ରଶାସନର ନଜର ଆଢୁଆଳରେ :ଐତିହ୍ୟ ସମ୍ପନ୍ନ ନୀଳମାଧବ ଜୀଉଙ୍କ ଦଶହରା ପଡ଼ିଆ
ଖଣ୍ଡପଡ଼ା,୨ା୯(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବରେ କଣ୍ଟିଲୋର ଶ୍ରୀ ନୀଳମାଧବ ପୀଠ ସର୍ବଜନ ବିଦିତ। ପୁରୀ ଶ୍ରୀମନ୍ଦିର ପୂଜାନୀତି ସହ ଏହି ମନ୍ଦିର ପୂଜା ନୀତି ମଧ୍ୟରେ ସାମଞ୍ଜସ୍ୟ ରହିଛି ା ଶ୍ରୀ ମନ୍ଦିରରେ ପାଳିତ ହେଉଥିବା ବିଭିନ୍ନ ଯାନିଯାତ୍ରା ମଧ୍ୟ…
ଦୁର୍ବୃତ୍ତଙ୍କ ଟାର୍ଗେଟରେ ପିଇଓ : ବାରମ୍ବାର ହେଉଛି ଆକ୍ରମଣ
ନୟାଗଡ଼ ଅଫିସ,୨ା୯: ନୟାଗଡ଼ ଜିଲାରେ ଟାର୍ଗେଟ କଲାଭଳି ଦୁର୍ବୃତ୍ତମାନେ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କ ଉପରେ ଆକ୍ରମଣ କରୁଛନ୍ତି। ଅଧିକାଂଶ ଘଟଣା ପଛରେ ଟଙ୍କା ହିଁ ମୁଖ୍ୟ କାରଣ ବୋଲି କୁହାଯାଉଛି। ଅନ୍ୟପକ୍ଷରେ ବାରମ୍ବାର ଏଭଳି ଘଟଣା ଘଟୁଥିବାରୁ ଏହା ପୋଲିସ…
ରଣପୁର ତହସିଲରେ ୬ବର୍ଷ ହେଲା ନିଲାମ ବନ୍ଦ: ଖଣିଚୋରଙ୍କ କବ୍ଜାରେ ମାଙ୍କଡ଼ା, ମୋରମ ଖଣି
ରଣପୁର,୨ା୯(ସ୍ବ.ପ୍ର.): ନୟାଗଡ ଜିଲାର ରଣପୁର ତହସିଲରେ ୬ବର୍ଷ ହେଲା ନିଲାମ ବନ୍ଦ ହୋଇଥିବାବେଳେ ଚଢ଼ାଉ ଓ ଧରପଗଡ ନ ଥିବାରୁ ଖଣି ଚୋରଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି। ମୃତ ଖଣିରୁ ପଥର ଓ ମୋରମ ଖନନ ଚାଲିଛି। ବାଲି ପୋତା ଯାଉ ନ…
Archives


