ନୟାଗଡ଼

ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଛାତ୍ରଙ୍କ ପଞ୍ଜରା ହାଡ଼ ଫାଟିଲା, ଦଶପଲ୍ଲା ଥାନାରେ ମାମଲା

ଦଶପଲ୍ଲା,୨୨ା୯(ଡି.ଏନ.ଏ.)-ନୟାଗଡ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଖମାରସାହି ନୋଡାଲ ହାଇସ୍କୁଲରେ ଜନୈକ ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଜଣେ ନବମ ଶ୍ରେଣୀ ଛାତ୍ର ଆହତ ହୋଇଛନ୍ତି। ଏଥିନେଇ ତାଙ୍କ ବାପା ଦଶପଲ୍ଲା ଥାନାରେ ଅଭିଯୋଗ କରିଛନ୍ତି। ଥାନାରେ ନଂ.୧୧୪/୧୯ରେ ମାମଲା ରୁଜୁ ହୋଇ…

ନାବାଳିକା ଗର୍ଭବତୀ, ଅଭିଯୁକ୍ତଙ୍କୁ ଜେଲ ଦଣ୍ଡ

ନିରାକାରପୁର,୨୨ା୯(ଡି.ଏନ.ଏ.): ବିବାହ ପାଇଁ ଦୁଇ ପରିବାର ମଧ୍ୟରେ ଆଲୋଚନା ହେଲା। ଝିଅ ନାବାଳିକା ଥିବାରୁ ସାବାଳିକା ହେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ଦୁଇ ପରିବାର ସହମତି ପ୍ରକାଶ କରିଥିଲେ। ଏପରିସ୍ଥଳେ ଝିଅପୁଅଙ୍କ ଅବାଧ ମିଳାମିଶା ଯୋଗୁ ନାବାଳିକା ଏବେ ଗର୍ଭବତୀ। ଏ…

ଖବରଦାତା-ଆଇନଜୀବୀ ମୁହଁ।ମୁହିଁ ଭିଡିଓ ଭାଇରାଲ ଘଟଣା: ଥାନାରେ ମାମଲା ରୁଜୁ

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ଖଣ୍ଡପଡ଼ା କୋର୍ଟ ପରିସରରେ ଗୁରୁବାର ଜଣେ ଖବରଦାତା ଓ ଜଣେ ଆଇନଜୀବୀଙ୍କ ମଧ୍ୟରେ ମୁହଁ।ମୁହିଁ ହୋଇଥିବାର ଭିଡିଓ ଭାଇରାଲ୍‌ ହୋଇଛି। ଉକ୍ତ ଭିଡିଓରେ କୌଣସି ଏକ ଘଟଣାକୁ କେନ୍ଦ୍ର କରି ଆଇନଜୀବୀ ଓ ଖବରଦାତାଙ୍କ ମଧ୍ୟରେ…

ୟୁଥ୍‌ ରେଡକ୍ରସ୍‌ର ଜିଲା କାର୍ଯ୍ୟକାରୀ ସମ୍ମିଳନୀ

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ୟୁଥ୍‌ ରେଡକ୍ରସ୍‌ର ଏକ ଜିଲାସ୍ତରୀୟ କାର୍ଯ୍ୟକାରୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ମେଜର ମଞ୍ଜୁଶ୍ରୀ ପତିଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ମହମ୍ମଦ ଓମାର ମଲ୍ଲିକ, ଜିଲା ସଂଯୋଜକ…

ଲାଠିପଡ଼ା ମଡେଲ ଡିଗ୍ରୀ କଲେଜରେ ଅବ୍ୟବସ୍ଥା: ପ୍ରତିବାଦରେ ଛାତ୍ରମାନଙ୍କ ଧାରଣା

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ସଦର ବ୍ଲକ ଲାଠିପଡ଼ାସ୍ଥିତ ଜିଲାର ଏକମାତ୍ର ସରକାରୀ ମଡେଲ ଡିଗ୍ରୀ କଲେଜରେ ଲାଗି ରହିଛି ଅବ୍ୟବସ୍ଥା। ବିଭିନ୍ନ ସମୟରେ ଏ ନେଇ ଛାତ୍ରୀଛାତ୍ରମାନେ କର୍ତ୍ତୃପକ୍ଷଙ୍କୁ ଜଣାଉଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା ।…

ଡକାୟତି ଉଦ୍ୟମ ପଣ୍ଡ: ୭ ଡକାୟତ ଜେଲ ଗଲେ

ରଣପୁର,୨୧ା୯(ସ୍ବ.ପ୍ର.): ରଣପୁର ଥାନା ପୋଲିସ ଅସୁରକୁମାରୀ ଚଟେଇପଡାରୁ ୭ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ରଣପୁର ସବ୍‌ଜେଲକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତ ହେଲେ ଇଟାମାଟି ଥାନା ଲାଠିପଡାର ଦିଲୀପ…

ଶିଶୁକନ୍ୟା ବଳାତ୍କାର ଅଭିଯୋଗ: ବୃଦ୍ଧଙ୍କୁ ଜେଲ

ଖଣ୍ଡପଡ଼ା,୨୧ା୯(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା କଣ୍ଟିଲୋ ଫାଣ୍ଡି ଅଞ୍ଚଳର ଏକ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖଣ୍ଡପଡ଼ା ସବ୍‌ଜେଲକୁ ପଠାଇ ଦିଆଯାଇଛି। ଗିରଫ…

ଡିଇଓଙ୍କ ଅଚାନକ ସ୍କୁଲ ପରିଦର୍ଶନ: ୧୨ ଶିକ୍ଷକଙ୍କ ଦରମା ବନ୍ଦ

ରଣପୁର/ନୟାଗଡ଼ ଅଫିସ,୨୧ା୯(ସ୍ବ.ପ୍ର.): ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଶିବଶଙ୍କର ପ୍ରଧାନ ଶୁକ୍ରବାର ରଣପୁର ଓ ନୟାଗଡ଼ ବ୍ଲକର ବିଭିନ୍ନ ସ୍କୁଲ ଅଚାନକ ପରିଦର୍ଶନ କରି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨ ଶିକ୍ଷୟିତ୍ରୀଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। କେତେଜଣ ଶିକ୍ଷୟିତ୍ରୀଶିକ୍ଷକ…

ଚେକ୍‌ ବାଉନ୍ସ ମାମଲାରେ ଶିକ୍ଷକଙ୍କୁ ୬ ମାସ କାରାଦଣ୍ଡ

ନୟାଗଡ଼ ଅଫିସ,୨୦ା୯- ଏକ ଚେକ୍‌ ବାଉନ୍ସ ମାମଲାରେ ଜଣେ ଶିକ୍ଷକଙ୍କୁ ୬ ମାସ କାରାଦଣ୍ଡାଦେଶ ହୋଇଛି। ସେ ହେଲେ ଇଟାମାଟି ନାରାୟଣୀ ସରକାରୀ ବାଳିକା ବିଦ୍ୟାଳୟର ଶିକ୍ଷକ ରାମଚନ୍ଦ୍ର ତ୍ରିପାଠୀ । ପ୍ରକାଶ ଯେ, ନୟାଗଡ଼ ଦେବୋତ୍ତର କଲୋନୀରେ ରହୁଥିବା ଶିକ୍ଷକ…

ଶିକ୍ଷାବିତ୍‌ ତଥା ସାମ୍ବାଦିକଙ୍କ ପରଲୋକ:ବିଭିନ୍ନ ମହଲରେ ଶୋକର ଛାୟା

ଖଣ୍ଡପଡ଼ା,୨୦ା୯(ସ୍ବ.ପ୍ର.): ବିଶିଷ୍ଟ ଶିକ୍ଷାବିତ୍‌ ତଥା ବରିଷ୍ଠ ଖବରଦାତା ପ୍ରଫୁଲ୍ଲ ଚନ୍ଦ୍ର ଦାଶ(୭୧)ଙ୍କ ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ରାହ୍ମଣ ସାହିସ୍ଥ ତାଙ୍କ ବାସଭବନରେ ଗୁରୁବାର ସକାଳେ ପରଲୋକ ଘଟିଛି। ବୁଧବାର ରାତିରେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ…

ରଣପୁର ଏନ୍‌ଏସିରେ ପରିମଳ, ଷ୍ଟ୍ରିଟ ଲାଇଟ୍‌ରେ ଦୁର୍ନୀତି:ଭିଜିଲାନ୍ସ ଜବତ କଲା କାଗଜପତ୍ର

ରଣପୁର,୨୦ା୯(ସ୍ବ.ପ୍ର.): ରଣପୁର ଏନ୍‌ଏସିରେ ପରିମଳ ଓ ଷ୍ଟ୍ରିଟ ଲାଇଟ୍‌ରେ ଦୁର୍ନୀତି ହୋଇଥିବା ନେଇ ନୟାଗଡ଼ ଭିଜିଲାନ୍ସ ପକ୍ଷରୁ ଖୋଳତାଡ ଆରମ୍ଭ ହୋଇଛି । ଭିଜିଲାନ୍ସ ଡିଏସ୍‌ପି ଶିଶିର ଭୋଇଙ୍କ ନେତୃତ୍ୱରେ ୬ ଜଣିଆ ଦଳ ଗୁରୁବାର ଏନ୍‌ଏସି କାର୍ଯ୍ୟାଳୟରେ ଚଢ଼ାଉ କରି…

ବୃଦ୍ଧା ମା’ ଉପରେ ପୁଅର ବୋଝ

ନୟାଗଡ଼ ଅଫିସ,୨୦ା୯- ପୁଅ ବଡ଼ ହୋଇ ଘର ଚଳାଇବ। ମା’ ବାପାଙ୍କ ଦାୟିତ୍ୱ ନେବ। ସବୁ ମା’ବାପାଙ୍କ ପରି ସ୍ବପ୍ନ ଦେଖିଥିଲେ ଜଣେ ମା’। ହେଲେ ଭାଗ୍ୟର ବିଡ଼ମ୍ବନା, ପୁଅ ଘର ଚଳାଇବା ପରିବର୍ତ୍ତେ ମା’ ଉପରେ ବୋଝ ପାଲଟିଛନ୍ତି। ଖାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?