ନୟାଗଡ଼

ଓଡ଼ଶର ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ ୫ ଦିନ ହେଲା ତାଲା: ଜିଲାପାଳ ଦୃଷ୍ଟି ଦେବାକୁ ଦାବି

ଦଶପଲ୍ଲା,୧୫ା୯ (ଡି.ଏନ.ଏ.)- ଦଶପଲ୍ଲା ବ୍ଲକ ଅନ୍ତର୍ଗତ ସରିଗଣ୍ଡା ପଞ୍ଚାୟତର ଓଡ଼ଶର ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରରେ ୫ ଦିନ ହେଲା ତାଲା ପଡ଼ିଛି। କେନ୍ଦ୍ରରେ ଖାଦ୍ୟ ଦେବାରେ ଅନିୟମିୟତା ଏବଂ ପିଲାଙ୍କ ଦେଖାଶୁଣାରେ ଅବହେଳା ନେଇ ଗ୍ରାମର କେତେକ ଲୋକ ତାଲା…

ଆବାସ ଯୋଜନାରୁ ବଞ୍ଚିତ: ଭଙ୍ଗା କୁଡ଼ିଆ ତଳେ ବିତୁଛି ଜୀବନ

ଗଣିଆ,୧୫।୯(ଡି.ଏନ.ଏ.)-ସମସ୍ତଙ୍କ ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ମୌଳିକ ଆବଶ୍ୟକତା ଅଟେ । ଏହାକୁ ବାଦ୍‌ ଦେଇ ମଣିଷ ଚଳିବା କଷ୍ଟସାଧ୍ୟ। ଏହି ପ୍ରରିପ୍ରେକ୍ଷୀରେ ଆର୍ଥିକ ଅନଗ୍ରସର ଲୋକମାନଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜାତୀୟ ଖାଦ୍ୟ ସୁରକ୍ଷା…

ଲଗାଣ ବର୍ଷାରେ ଭାଙ୍ଗିଲା ଘର : ଅସହାୟ ଶଙ୍ଖାଳି

ଗଣିଆ, ୧୪।୯ (ଡି.ଏନ.ଏ.): ଲଗାଣ ବର୍ଷା ପ୍ରଭାବରେ ନୟାଗଡ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତ ହରିପୁର ଗ୍ରାମର ଶଙ୍ଖାଳି ବେହେରାଙ୍କ ଏକ ବଖରା ଚାଳଘର ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି । ଲଗାଣ ବର୍ଷା ଯୋଗୁ ଶଙ୍ଖାଳିଙ୍କ ମାଟିଘର କାନ୍ଥ ଭିଜିଯାଇଥିବା…

ଭ୍ୟାନିଟ୍‌ ଝାମ୍ପିନେଲେ ଲୁଟେରା, ଗାଡିରୁ ପଡି ମହିଳା ଗୁରୁତର

ନୂଆଗାଁ,୧୪।୯ (ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ମାଇଛେଳି ନିକଟସ୍ଥ ରାଇଖମଣ ବାଙ୍କଠାରେ ମଙ୍ଗଳବାର ସନ୍ଧ୍ୟାରେ ବାଇକ୍‌ରେ ଯାଉଥିବା ଜଣେ ମହିଳାଙ୍କ ଠାରୁ ଲୁଟେରା ମାନେ ଭ୍ୟାନିଟ୍‌ ଝାମ୍ପି ନେଇଥିଲେ। ଫଳରେ ଗାଡିରୁ ଖସି ପଡି ମହିଳା ଗୁରୁତର ହୋଇଛନ୍ତି। ରାଜପଥ…

ଚିନିକଳ ପାଇଁ ଦ୍ୱିତୀୟ ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୧୪ା୯: ନୟାଗଡ଼ ଜିଲାରେ ବନ୍ଦ ହୋଇ ପଡ଼ିଥିବା ଏକମାତ୍ର ଶିଳ୍ପ ଚିନିକଳକୁ ଖୋଲିବା ନିମନ୍ତେ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମନ୍ତ୍ରୀ, ଏମ୍‌ପି , ବିଧାୟକ, ଜିଲାପାଳ, ବିଭିନ୍ନ ଦଳର ନେତା,…

ଶ୍ରେଣୀଗୃହର ପୁନୁରୁଦ୍ଧାର ଦାବି: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୪ା୯: ଦିନେ ନୁହେଁ କି ଦୁଇ ଦିନ ନୁହେଁ ୭ ବର୍ଷ ହେଲାଣି ବିପଦସଙ୍କୁଳ ଶ୍ରେଣୀଗୃହରେ ପାଠ ପଢ଼ୁଛନ୍ତି କୋମଳମତି ଛାତ୍ରୀଛାତ୍ର। ବିଦ୍ୟାଳୟ ଶ୍ରେଣୀଗୃହର ପୁନୁରୁଦ୍ଧାର ପାଇଁ ବାରମ୍ବାର ପ୍ରଶାସନଠାରେ ଦାବି କଲେ ମଧ୍ୟ ସୁଫଳ ମିଳିଲାନି। ଫଳରେ ବାଧ୍ୟ…

ଅବ୍ୟବସ୍ଥାରେ ଗୋଲଗାଁ ବିଦ୍ୟାଳୟ : ୯ ଶ୍ରେଣୀ ଗୃହରୁ ୭ ବିପଦସଙ୍କୁଳ

ନୟାଗଡ଼ ଅଫିସ,୧୩।୯ : ନୟାଗଡ଼ ଜିଲା ରଣପୁର ବ୍ଲକ ସୁଆଁସିଆସାହି ଅଙ୍ଗନୱାଡ଼ି କେନ୍ଦ୍ରରେ ୨୦୧୨ ମସିହା ଜୁଲାଇ ୯ରେ କାନ୍ଥ ଭୁଶୁଡ଼ି ୭ ଜଣ କୋମଳମତି ଶିଶୁଙ୍କ ଜୀବନ ଚାଲିଯାଇଥିଲା। ଏହା ପରେ ପ୍ରଶାସନ ପକ୍ଷରୁ ଅଙ୍ଗନଓ୍ବାଡି କେନ୍ଦ୍ର ଓ ସ୍କୁଲ…

ବୈଠକରେ ସୀମିତ ସଡ଼କ ସୁରକ୍ଷା: ରାଜପଥ କଡ଼ ପାଲଟିଛି ପାର୍କିଂସ୍ଥଳୀ

ନୟାଗଡ଼ ଅଫିସ,୧୨।୯: ନୟାଗଡ଼ ସହରରେ ସଡ଼କ ସୁରକ୍ଷା ଯୋଜନା ପ୍ରହସନ ପାଲଟିଛି। ସହର ମଧ୍ୟ ଦେଇ ଜାତୀୟ ରାଜପଥ-୫୭ ଓ ରାଜ୍ୟ ରାଜପଥ-୨୧ ଯାଇଥିବା ବେଳେ ଏହି ରାସ୍ତାକଡ଼ ବର୍ତ୍ତମାନ ଅଘୋଷିତ ପାର୍କିଂ ସ୍ଥଳୀ ପାଲଟିଛି। ସେହିପରି ଉଠା ଦୋକାନୀଙ୍କ କବ୍‌ଜାରେ…

ଗଛରେ ପିଟିହେଲା ଯାତ୍ରୀବାହୀ ବସ୍‌, ୧୦ ଗୁରୁତର

ଗଣିଆ,୧୨ା୯(ଡି.ଏନ.ଏ.): ନୟାଗଡ଼ରୁ କୁମ୍ଭାରପଡା ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ବୁଧବାର କିଶୋରପ୍ରସାଦ ପଞ୍ଚାୟତ ଗୋପାଳପ୍ରସାଦ ନିକଟରେ ଏକ ଆମ୍ବଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗାଡିରେ ଥିବା ୧୦ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଗଣିଆ ପୋଲିସ ଓ ଅଗ୍ନିଶମ ବିଭାଗ…

ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା: ୫ ଶ୍ରେଣୀରେ ପଢୁଛନ୍ତି ୧୧ ଛାତ୍ରୀଛାତ୍ର

ନୂଆଗାଁ,୧୨ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଥିବା ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା ଉପୁଜିଛି। ୫ ଶ୍ରେଣୀରେ ବର୍ତ୍ତମାନ ଏଠାରେ ପଢୁଛନ୍ତି ମାତ୍ର ୧୧ ଛାତ୍ରୀଛାତ୍ର। ହଷ୍ଟେଲ ସୁବିଧା ନ ଥିବାରୁ ଏଠାରୁ ଅଭିଭାବକମାନେ ମୁହଁ…

ଶ୍ରୀରଘୁନାଥଜୀଉଙ୍କ ପୀଠରେ ସୁନିଆ ପର୍ବ:ସୁନା ଥାଳିଆରେ କାକରାପିଠା ଭୋଗଲାଗି

ଓଡ଼ଗାଁ ୧୧।୯(ସ୍ବ.ପ୍ର.)-ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ପୀଠରେ ମଙ୍ଗଳବାର ସୁନିଆ ପର୍ବ ପାଳିତ ହୋଇଛି। ଏହି ଅବସରରେ ଶ୍ରୀଜୀଉଙ୍କୁ ୩ ସୁନାଥାଳିଆରେ ୩ ବାଡ ସ୍ବତନ୍ତ୍ର କାକରା ପିଠା ଲାଗି କରାଯାଇଛି ା ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ସୁନିଆ ଓ…

ସାହିରୁ ବାସନ୍ଦ ହୋଇଥିଲେ ବୋଲି କାନ୍ଧ ଦେବାକୁ ଆସିଲେନି କେହି: ୬ ଘଣ୍ଟା ପଡ଼ିରହିଲା ମୃତଦେହ

ନୟାଗଡ଼ ଅଫିସ,୧୧।୯-ସାହି ଲୋକେ ଏକ ପରିବାରକୁ ବାସନ୍ଦ କରିଥିଲେ। ଉକ୍ତ ପରିବାରର ସୁଖଦୁଃଖରେ ସାହିଲୋକେ ସାମିଲ ହେଉ ନ ଥିଲେ। ସେମାନଙ୍କୁ ମଧ୍ୟ ସାହିର ଭଲମନ୍ଦରେ ଯୋଗ ଦେବାକୁ ବାରଣ କରାଯାଇଥିଲା। ଫଳରେ ଏକଘରକିଆ ହୋଇ ଖୁବ୍‌ କଷ୍ଟରେ ଜୀବନ ବିତାଉଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?