ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି
ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍ଏଚ୍)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି ବୈଠକ ନ ହୋଇ ୫୦ରୁ ଉର୍ଦ୍ଧ କର୍ମଚାରୀଙ୍କ ବଦଳି କରାଯାଇଛି । ବଦଳି ଓ…
ସରକାରୀ କଟକଣା ମାନୁନାହାନ୍ତି ଅଧିକାରୀ
ଓଡ଼ଗାଁ,୨୧ା୪ (ଆଦର୍ଶ କୁମାର ପଟ୍ଟନାୟକ)ସକାଳ ୮ଟାରୁ ପ୍ରଚଣ୍ତ ଖରାରେ ସିଝୁଛି ସାରା ଓଡ଼ିଶା। ଏଥିରୁ ନୟାଗଡ଼ ଜିଲା ଓଡ଼ଗାଁ ବାଦ ଯାଇନି। ଏପଟେ ରାଜ୍ୟ ସରକାର ସମସ୍ତ ସ୍କୁଲ, କଲେଜକୁ ଛୁଟି ଘୋଷଣା କରିଥିବା ବେଳେ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ…
ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ
ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ ଚାଷ ପାଇଁ ସରକାର ପ୍ରୋତ୍ସାହନ ଯୋଗାଉଥିଲେ ମଧ୍ୟ କୃଷି ବିଭାଗର ଅବହେଳା ଯୋଗୁ ବାଲୁଗଁା…
ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା
ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ ପ୍ରଚାରରେ ଭାଜପା ଆଗରେ ରହିଛି। ଭାଜପା ପ୍ରାର୍ଥୀ ଦୁଷ୍ମନ୍ତ ସ୍ବାଇଁ ଘରକୁ ଘର ବୁଲି…
ଅଧାପନ୍ତରିଆ ଭାବେ ପଡ଼ିଛି ପ୍ରାଣୀ ଚିକିତ୍ସାଳୟ କାମ
ନୂଆଗାଁ,୧୮।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ନୂତନ ଗୃହ ନିର୍ମାଣ ଦୀର୍ଘ ମାସ ହେଲା ଅଧପନ୍ତରିଆ ଭାବେ ପଡି ରହିଛି। ପଶୁପକ୍ଷୀ , ଗାଈଗୋରୁ ଆଦିଙ୍କ ସୁରକ୍ଷା, ଚିକିତ୍ସାଓ କୃଷକମାନଙ୍କ ସ୍ବାର୍ଥ ଦୃଷ୍ଟିରୁ ନୂଆଗାଁ ବ୍ଲକ…
ଜିତିବା ପାଇଁ ଭାଜପା ନେତାଙ୍କ ଶରଣ ପଶିଲେ ବିଜେଡି ବିଧାୟକ
ନୟାଗଡ଼/ରଣପୁର,୧୬।୪(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନିର୍ବାଚନ ସମୟରେ ସାଧାରଣତଃ ଦେଖାଯାଇଥାଏ ପ୍ରାର୍ଥୀମାନେ ବିରୋଧୀ ଦଳର କର୍ମୀ ଓ ନେତାଙ୍କ ସମର୍ଥନ ପାଇବା ପାଇଁ ନିବେଦନ କରିଥାନ୍ତି। ଏହା ଅଧିକାଂଶ ପ୍ରାର୍ଥୀ କରିଥିବା ଶୁଣିବାକୁ ମିଳେ। ଏହିଭଳି ଏକ କଥୋପକଥନର ଅଡିଓ ଏବେ ନୟାଗଡ଼ରେ…
ଡିଏଚ୍ଏଚ୍ରେ ଜ୍ୱର ପରୀକ୍ଷଣ ପାଇଁ ଥର୍ମୋମିଟର ନାହିଁ
ନୟାଗଡ଼,୧୫।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍ଏଚ୍)ରେ ଜ୍ୱର ମାପିବା ଯନ୍ତ୍ର ଥର୍ମୋମିଟର ନାହିଁ। ଏଥିପାଇଁ କୌଣସି ଜ୍ୱରରେ ପୀଡ଼ିତ ରୋଗୀ ଆସିଲେ ତାଙ୍କୁ ଥର୍ମୋମିଟର କିଣି ଆଣିବାକୁ କୁହାଯାଉଛି। ସେ ଡାକ୍ତରଖାନା ବାହାରେ ଥିବା ଔଷଧ ଦୋକାନରୁ ଥର୍ମୋମିଟର…
ରକ୍ତ ଭଣ୍ଡାର ସମ୍ମୁଖରେ ପଡ଼ିଛି ରକ୍ତ ପ୍ୟାକେଟ୍
ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ସମ୍ମୁଖ ରକ୍ତ ଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ଫୋପଡା ଯାଇଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ବିଳମ୍ବିତ ରାତିରୁ ଶନିବାର ଭୋର ସମୟ ପର୍ଯ୍ୟନ୍ତ ରକ୍ତ ପ୍ୟାକେଟ ପଡିଥିଲା । ରକ୍ତ ଭଣ୍ଡାରରେ ରକ୍ତର…
ବିଏସ୍କେୱାଇ ଆମ୍ବୁଲାନ୍ସ ଖତ ଖାଉଛି
ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ରେଫର ଗରିବ ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍କେୱାଇ)ରେ ନୟାଗଡ଼ ଜିଲାକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ଯୋଗାଇ ଦେଇଛନ୍ତି। ହେଲେ ନୟାଗଡ଼ ଜିଲାକୁ ଆସିଥିବା ବିଏସ୍କେୱାଇ ଆମ୍ବୁଲାନ୍ସ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍ଏଚ୍୍୍)…
ଛେନାପୋଡ଼କୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିଲା ନାହିଁ
ନୟାଗଡ଼,୧୧।୪(ଲୋକନାଥ ମିଶ୍ର)ସାରା ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଛେନାପୋଡ଼ର ନଁା ଶୁଣିଲେ ମନକୁ ଆସେ ନୟାଗଡ଼ର କଥା । ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ନୟାଗଡ଼ର ଏହି ସ୍ବାଦିଷ୍ଟ ମିଠା । ତେବେ ଏହି ମିଠାକୁ ଜିଓଗ୍ରାଫିକାଲ୍ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍ ମାନ୍ୟତା ପାଇଁ…
ରୋଚକ ସ୍ଥିତିରେ ନୟାଗଡ଼ ରାଜନୀତି
ନୟାଗଡ଼,୮।୪(ଲୋକନାଥ ମିଶ୍ର): ନୟାଗଡ଼ ନିର୍ବାଚନ ରାଜନୀତି ସରଗରମ ହେବାରେ ଲାଗିଛି। ପୂର୍ବତନ କନ୍ଧମାଳ ଏମ୍ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଭାଜପା ଟିକେଟ୍ ହାତେଇବା, ଭାଜପା ନେତ୍ରୀ ଇରାନୀ ରାୟ ବିଜେଡିରେ ମିଶି ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ସହ କାମ କରିବା…
ହିତାଧିକାରୀଙ୍କ ଅଜାଣତରେ ଖୋଳାଯାଇଛି କ୍ଷେତ ପୋଖରୀ
ନୂଆଗାଁ,୭।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତରେ ଜଣେ ବ୍ୟକ୍ତିଙ୍କ ନାମରେ କ୍ଷେତ ପୋଖରୀ (ଫାର୍ମ ପଣ୍ଡ) ଖୋଳାଯାଇଛ। ହେଲେ ଯେଉଁ ବ୍ୟକ୍ତିଙ୍କ ନାମରେ ପୋଖରୀ ଖୋଳା ଯାଇଛି ସେହି ହିତାଧିକାରୀ ପୋଖରୀ ଖୋଳା ବିଷୟରେ ଜାଣି ନାହାନ୍ତି। ଏ…
Archives


