ନୟାଗଡ଼

ମହାନଦୀରେ ଗୋମୁହାଁ କୁମ୍ଭୀର ଆତଙ୍କ ବନ ବିଭାଗ ପକ୍ଷରୁ ପଦକ୍ଷେପ ଦାବି

ଖଣ୍ଡପଡ଼ା,୨୫ା୮(ସ୍ବ.ପ୍ର.)-ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସମୟରେ ସାତକୋଶିଆ ବନ୍ୟପ୍ରାଣୀ ଅଭୟାରଣ୍ୟରେ ରହୁଥିବା କେତେକ କୁମ୍ଭୀର ଗଭୀର ଜଳ ସ୍ରୋତରେ ନଦୀର ତଳ ମୁଣ୍ଡକୁ ଚାଲି ଆସିଥିବା ଜଣାପଡ଼ିଛି। ଶୁକ୍ରବାର ପ୍ରାୟ ୭ରୁ ୮ଫୁଟ ଲମ୍ବର ଗୋଟିଏ ଗୋମୁହାଁ କୁମ୍ଭୀର ହନୁମନ୍ତପ୍ରସାଦ…

ସ୍ବଚ୍ଛ ଭାରତ ମିଶନ: ଘରୋଇ ପାଇଖାନାରୁ ବଞ୍ଚିତ ଆଦିବାସୀ

ନୂଆଗାଁ,୨୫ା୮ (ଡି.ଏନ.ଏ.): ସ୍ବଚ୍ଛ ଭାରତ ମିଶନ ମାଧ୍ୟମରେ ଦେଶର ପ୍ରତ୍ୟେକ ପରିବାରକୁ ଘରୋଇ ପାଇଖାନା ଯୋଗାଇଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ହେଲେ କେତେଜଣ କର୍ମଚାରୀଙ୍କ ଅବହେଳା ଯୋଗୁ ଏହାର ସୁଫଳ ଲୋକମାନେ ପାଇପାରୁ ନାହାନ୍ତି। ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଏହାର…

କୁସୁମୀ ବଦଳରେ ମହାନଦୀ ଜଳ ପାଇଁ ଦାବି :ସମସ୍ୟା ସମାଧନ ନ ହେଲେ ଆନ୍ଦୋଳନ

ଖଣ୍ଡପଡା,୨୪।୮(ସ୍ବ.ପ୍ର.)-ମହାନଦୀ ଜଳକୁ ବିଶୋଧନ କରାଯାଇ ନୟାଗଡ ଅଞ୍ଚଳକୁ ଯୋଗାଣ ହେଉଥିବା ବେଳେ ଖଣ୍ଡପଡାବାସୀଙ୍କୁ କୁସୁମୀ ନଦୀର ଗୋଳିଆ ଦୂଷିତପାଣି ଯୋଗାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି । କୁସୁମୀ ବଦଳରେ ମହାନଦୀ ଜଳକୁ ବିଶୋଧନ କରାଯାଇ ଯୋଗାଣ ପାଇଁ ଦାବି ହେଉଛି। ଆଗାମୀ…

ଚୋରି ଦୋଷ ଦିଆଯିବାରୁ ଡ୍ରାଇଭରଙ୍କ ଆମତ୍ହତ୍ୟା: ଗାଡ଼ି ମାଲିକଙ୍କୁ ଗିରଫ ଦାବିରେ ମୃତଦେହ ରଖି ବିକ୍ଷୋଭ

ରଣପୁର,୨୪।୮(ସ୍ବ.ପ୍ର.)-ମାଲିକ ଗାଡି ଚୋରିର ଦୋଷ ଡ୍ରାଇଭରଙ୍କ ଉପରେ ଲଦିବାରୁ ଡ୍ରାଇଭର ମାନସିକ ଭାରସାମ୍ୟ ହରାଇ ଆମତ୍ହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମାଲିକଙ୍କୁ ଗିରଫ ଦାବିରେ ଶୁକ୍ରବାର ରଣପୁର ଥାନା ରାଜସୁନାଖଳା ଫାଣ୍ଡି ସମ୍ମୁଖରେ ଡ୍ରାଇଭରଙ୍କ ମୃତଦେହ ରଖି ସମ୍ପର୍କୀୟ ଓ…

ଜିଲା ସଡ଼କ ସୁରକ୍ଷା ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୨୪ା୮: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଡ଼କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା।…

ଓଡ଼ଗାଁ ଗୋଠବଣ ଡକାୟତି ମାମଲାର ପର୍ଦ୍ଦାଫାଶ, ୨ ଗିରଫ

ଓଡ଼ଗାଁ, ୨୪ା୮(ସ୍ବ.ପ୍ର.): ଓଡ଼ଗାଁ ଥାନା ଗୋଠବଣ ଗ୍ରାମରେ ଗତ ୧୨ ତାରିଖ ମଧ୍ୟ ରାତ୍ରରେ ହୋଇଥିବା ଡକାୟତି ମାମଲାର ପର୍ଦ୍ଦାଫାଶ ହୋଇଛି। ସେହି ରାତିରେ ୫ ଜଣ ଡକାୟତ ଭଗବାନ ଷଡଙ୍ଗୀଙ୍କ ଘରେ ପଶି ସୁନା ଅଳଙ୍କାର, ନଗଦ ଟଙ୍କା, ଦୁଇଟି…

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ  ବଳାତ୍କାର:ଜେଲ ଗଲେ ପ୍ରେମିକ

ଗଣିଆ,୨୩।୮(ଡି.ଏନ.ଏ.)-ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ନୟାଗଡ ଜିଲା ଗଣିଆ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଖଣ୍ଡପଡା ବ୍ଲକ ଗଡିଆସାହି ଫାଣ୍ଡି ସେରଜଙ୍ଗ ଗ୍ରାମର ଗୋପୀନାଥ ବିଶ୍ୱାଳ(୩୦)ା ତାଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ…

ଜଳ ନିଷ୍କାସନ ପଥ ଅବରୋଧ:ରାଣୀପଡ଼ା- ବିରିଡିହି ରାସ୍ତାରେ ଛୁଟୁଛି ପାଣି ସୁଅ

ଖଣ୍ଡପଡା,୨୩।୮(ସ୍ବ.ପ୍ର.)-ଗ୍ରାମର ଉଦ୍‌ବୃତ୍ତ ପାଣି ତଥା ବର୍ଷାଜଳ ନିଷ୍କାସନ ହେଉଥିବା ପଥକୁ ଜଣେ ବ୍ୟକ୍ତି ଅବରୋଧ କରିଥିବା ଯୋଗୁ ସାମାନ୍ୟ ବର୍ଷା ହେଲେ ବିରିଡିହି-ରାଣୀପଡା ରାସ୍ତାରେ ପାଣି ସୁଅ ଛୁଟୁଛି। ଫଳରେ ଯାତାୟାତରେ ଘୋର ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି ା…

ମଦ କାରବାର: ଢାବା ମାଲିକଙ୍କ ସମେତ ୨ ଗିରଫ

ନୂଆଗାଁ,୨୩।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ଥାନା ଅଞ୍ଚଳରେ ଅବାଧରେ ନିଶା କାରବାର ବଢିଚାଲିଥିବା ବେଳେ ତାହାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ତରଫରୁ ବୁଧବାର ରାତି ଅଧିଆ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ପୋଲିସ ଦୁଇ ମଦ ବେପାରୀଙ୍କୁ ଗିରଫ କରିଛି ।…

ଗରିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ସ୍କୁଲ କିଟ୍‌ ପ୍ରଦାନ

ଖଣ୍ଡପଡ଼ା,୨୨ା୮(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତ ଅଞ୍ଚଳସ୍ଥିତ ବିଭିନ୍ନ ଶିକ୍ଷାନୁଷ୍ଠାନର ଗରିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ନୀଳମାଧବ ଘରୋଇ ମୋଟର କର୍ମଚାରୀ ସଂଘ ପକ୍ଷରୁ ମଙ୍ଗଳବାର ସ୍କୁଲ କିଟ୍‌ ପ୍ରଦାନ କରାଯାଇଛି । ପ୍ରକାଶ ଯେ, ଦୀର୍ଘ ୧୫ ବର୍ଷ ହେଲା…

କାଳୁପଡ଼ାଘାଟ ରେଳଷ୍ଟେଶନ ହେବ ନବୀକରଣ

ଟାଙ୍ଗୀ(ଖୋର୍ଦ୍ଧା),୨୨ା୮(ଡି.ଏନ.ଏ.): ପୂର୍ବତଟ ରେଲଓ୍ବେ କାଳୁପଡ଼ାଘାଟ ଷ୍ଟେଶନକୁ ପରିଦର୍ଶନରେ ଆସି ବୋର୍ଡର ପିଏସି ସଭ୍ୟମାନେ ଏହାକୁ ନବୀକରଣ କରାଯିବ ବୋଲି କହିଥିବା ଜଣାପଡିଛି। ସଦସ୍ୟମାନେ ହେଲେ ହିମାଦ୍ରି ବଳ, ବି. ଯାଦବ, ଅଜିତ କୁମାର ଓ ଅମରେଶ ରାୟ। ସ୍ଥାନୀୟ ରେଳ ୟୁଜର୍ସ…

ବ୍ଲକସ୍ତରୀୟ ସୁନେତ୍ର ଶିକ୍ଷକ ତାଲିମ

ରଣପୁର,୨୨।୮(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ଏନଏସି ଅନ୍ତର୍ଗତ ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ସୁନେତ୍ର କାର୍ଯ୍ୟ ଉପରେ ବ୍ଲକସ୍ତରୀୟ ଏକ ଶିକ୍ଷକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରଣପୁର ବ୍ଲକର ନରସିଂହପୁର, ଗୌରାଙ୍ଗପୁର,ରଣପୁର, ଡମସାହି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri