ନୟାଗଡ଼

ରଣପୁର ତହସିଲରେ ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣା

ରଣପୁର,୭ା୯(ସ୍ବ.ପ୍ର.): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନୟାଗଡ ଜିଲାର ରଣପୁର ଥାନା ପୋଲିସ କାର୍ଯ୍ୟାନୁଷ୍ଠାନ ନେବାକୁ ବାଧ୍ୟ ହୋଇଛି । ଜାଲ ଦଲିଲରେ ପଟ୍ଟା କରିଥିବା ମୁଖ୍ୟ ଅଭିଯୁକ୍ତ ବିପିନଙ୍କ ସମେତ ରଣପୁର ଅତିରିକ୍ତ ତହସିଲଦାର ମାନସ ରାୟ ଓ ତହସିଲର ଅନ୍ୟ…

ଦାରିଦ୍ର୍ୟ ଦୂରୀକରଣ ଯୋଜନା ଅସହାୟଙ୍କ ପାଇଁ ମୂଲ୍ୟହୀନ: ଦୁର୍ଦ୍ଦିନରେ କାଳ କାଟୁଛନ୍ତି ଶତାୟୁ ବିଦ୍ୟାଧର

ଖଣ୍ଡପଡା,୭ା୯(ସ୍ବ.ପ୍ର.): ଦାରିଦ୍ର୍ୟ ଦୂରୀକରଣ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ଯୋଜନା ଅସହାୟଙ୍କ ପାଇଁ ମୂଲ୍ୟହୀନ ହୋଇପଡିଛି। ଘରଦ୍ୱାର ଏପରି କି କୋଠାବାଡି ଥିବା ଲୋକଙ୍କୁ ଆବାସ ଯୋଜନାରେ ସାମିଲ କରାଯାଉଥିବା ବେଳେ ଗୃହଶୂନ୍ୟ ଲୋକେ…

ନୂଆ ମୋଟର ଯାନ ଆଇନ ଭୟ: ଯାତ୍ରୀବାହୀ ବସ୍‌ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ

ଗଣିଆ,୭ା୯(ଡି.ଏନ.ଏ.): ଗତ ସେପ୍ଟେମ୍ବର ୧ତାରିଖରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗାଡିମୋଟର ଚେକିଂ, ବ୍ଲକିଂ ଓ ଧରପଗଡକୁ ଜୋରଦାର କରାଯାଇଛି ା ନୂଆ ଆଇନ ଅନୁଯାୟୀ ୧୦ ଗୁଣା ଅଧିକ ଜରିମାନା ଆଦାୟ…

କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲା ଏକାଦଶ ଶ୍ରେଣୀ

ନୟାଗଡ଼ ଅଫିସ,୬ା୯-ବହୁଦିନର ଦାବି ଓ ଆନ୍ଦୋଳନ ପରେ ଶେଷରେ ବୁଧବାର ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଚାଲିଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିଛି ା ଏହାକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଥିବା ବେଳେ ଗୁରୁବାର ଠାରୁ…

ଗଣେଶ ଭସାଣିକୁ ନେଇ ଗୋଷ୍ଠୀ କନ୍ଦଳ:ସବର୍ଣ୍ଣ, ଅସବର୍ଣ୍ଣଙ୍କ ମଧ୍ୟରେ ଗଣ୍ଡଗୋଳ

ନୂଆଗାଁ,୬ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପାରାଢିପି ଗ୍ରାମରେ ବୁଧବାର ଗଣେଶ ପୂଜା ଭସାଣି ବେଳେ ସବର୍ଣ୍ଣ ଓ ଅସବର୍ଣ୍ଣ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଖବର ପାଇ ନୂଆଗାଁ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ।…

ଛାତ୍ର ନିଖୋଜ, ଘରୁ ଟ୍ୟୁସନକୁ ବାହାରି ଫେରି ନାହାନ୍ତି

ଓଡଗାଁ, ୫।୯(ସ୍ବ.ପ୍ର.)-ନୟାଗଡ଼ ଜିଲା ଓଡ଼ଗାଁରୁ ବୁଧବାର ସନ୍ଧ୍ୟାରେ ରାଜେନ୍ଦ୍ର କୁମାର ସାହୁ ନାମକ ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ନିଖୋଜ ଅଛନ୍ତି। ସେ ନିକଟସ୍ଥ ଗୋଡ଼ିପାଟଣା ଗ୍ରାମର ନିରଞ୍ଜନ ସାହୁଙ୍କ ପୁଅ ଏବଂ ସ୍ଥାନୀୟ ଆଦର୍ଶ ବିଦ୍ୟାଳୟର ଛାତ୍ର ଅଟନ୍ତି। ରାଜେନ୍ଦ୍ର…

ଜାଲ ଜମିପଟ୍ଟା ଖାରଜ ପରେ ନାହିଁ କାର୍ଯ୍ୟାନୁଷ୍ଠାନ : ନୂଆ ପଟ୍ଟା ପ୍ରଦାନ କରି ପ୍ରଶାସନ ଚୁପ୍‌

ରଣପୁର,୫ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲରେ ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ କରାଯାଇଥିବା ପ୍ରମାଣ ମିଳିବା ପରେ ତହସିଲ ପକ୍ଷରୁ ଜମି ପଟ୍ଟା ଖାରଜ କରାଯାଇ ନୂଆ ପଟ୍ଟା ପ୍ରଦାନ କରାଗଲା। ହେଲେ ଆଇନଗତ ଦିଗକୁ ତହସିଲ କର୍ତ୍ତୃପକ୍ଷ ଭୁଲିଯାଇ ସମ୍ପୃକ୍ତ…

୩ ଗ୍ରାମରେ ବିଦ୍ୟୁତ୍‌ ସମସ୍ୟା: ସେସୁ କାର୍ଯ୍ୟାଳୟ ଘେରିଲେ ଆଦିବାସୀ ଲୋକେ

ନୂଆଗାଁ,୫ା୯ (ଡି.ଏନ.ଏ.): ବିଦ୍ୟୁତ୍‌ ସମସ୍ୟା ନେଇ ବୁଧବାର ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ସାନଜିରି, ବଡଜିରି ଓ ତାକୁଡା ଗ୍ରାମର ୫୦ରୁ ଉର୍ଦ୍ଧ୍ୱ ଆଦିବାସୀ ନୂଆଗାଁ ସେସୁ କାର୍ଯ୍ୟାଳୟ ଘେରାଉ କରିଥିଲେ । ପ୍ରକାଶ ଯେ, ଦୀର୍ଘବର୍ଷ ପରେ…

୧୪ ଦଫା ଦାବିରେ ଆଶାକର୍ମୀଙ୍କ ବିକ୍ଷୋଭ

ନୟାଗଡ଼ ଅଫିସ,୫ା୯- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶ୍ରମିକ ଓ କର୍ମଚାରୀ ମାରଣନୀତିର ପ୍ରତିବାଦ ଏବଂ ଆଶାକର୍ମୀମାନଙ୍କ ବିଭିନ୍ନ ଦାବି ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ବୁଧବାର ଆଶାକର୍ମୀମାନେ ବିକ୍ଷୋଭ କରିଥିଲେ। ଓଡ଼ିଶା ଆଶାକର୍ମୀ ଆସୋସିଏଶନ ସିଟୁ ନୟାଗଡ଼ ଜିଲା କମିଟି…

ବିନା ପାରିଶ୍ରମିକରେ ଦେଶୀ ଚିକିତ୍ସା କରନ୍ତି ଗୋପାଳ

ଭାପୁର,୫ା୯ (ଡି.ଏନ.ଏ.)-ସେବା ହିଁ ପରମ ଧର୍ମ। ଏହି ଉକ୍ତିକୁ ପାଥେୟକରି ବିନା ପାରିଶ୍ରମିକରେ ଲୋକଙ୍କୁ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି ସେ। ଡାକ୍ତରୀ ପାଠ ପଢ଼ି ନ ଥିଲେ ମଧ୍ୟ ଚେରମୂଳି ଔଷଧ ସାହାଯ୍ୟରେ ଦେଶୀ ଚିକିତ୍ସା କରି ଲୋକଙ୍କ ଅର୍ଶ,…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଜଣଙ୍କ ମୃତ୍ୟୁ

ନୟାଗଡ଼ ଅଫିସ,୪।୯: ନୟାଗଡ଼ ଜିଲା ରଣପୁର ବ୍ଲକ ରଙ୍କଦେଉଳି ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ ଗ୍ରାମର ଲକ୍ଷ୍ମଣ ସାହୁ (୫୮), ରବି ପରିଡ଼ା(୩୦)। ସୂଚନାଯୋଗ୍ୟ, ଘରେ କେହି ନ ଥିବା ବେଳେ…

ଯୁବତୀ ନିଖୋଜ ଘଟଣା:ପୂର୍ବ ଶତ୍ରୁତାରୁ ରାଧାରାଣୀଙ୍କୁ ହତ୍ୟା,ଅଟୋ ଚାଳକ ଗିରଫ

ଓଡ଼ଗାଁ, ୪।୯(ସ୍ବ.ପ୍ର.)-ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅଞ୍ଚଳରେ ୨୨ ତାରିଖରୁ ନିଖୋଜ ଥିବା ଜଣେ ଯୁବତୀଙ୍କୁ ହତ୍ୟା କରାଯାଇଛି। ଏହି ମାମଲାରେ ସ୍ଥାନୀୟ ପୋଲିସ ସୋମବାର ଜଣେ ଅଟୋ ଚାଳକଙ୍କୁ ଗିରଫ କରିବା ପରେ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?