ଭ୍ରାମ୍ୟମାଣ ମାଗଣା ଚିକିତ୍ସା ଶିବିର ଉଦ୍ଘାଟିତ:୨ୟ, ୪ର୍ଥ ମଙ୍ଗଳବାର ଜାରି ରହିବ କାର୍ଯ୍ୟକ୍ରମ
ବୋଲଗଡ଼,୧୪ା୮(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇଦେଶ ପଞ୍ଚାୟତ କାର୍ଯ୍ୟାଳୟଠାରେ ମଙ୍ଗଳବାର ପିପୁଲ୍ସ ଫୋରମ୍ ପକ୍ଷରୁ ଭ୍ରାମ୍ୟମାଣ ମାଗଣା ଚିକିତ୍ସା ଶିବିର ଉଦ୍ଘାଟିତ ହୋଇଯାଇଛି। ଅନ୍ନପୂର୍ଣ୍ଣା ଫାଇନାନ୍ସ ଏଥିରେ ସହଯୋଗ କରିଥିଲା। ଶିବିରରେ ଶିଶୁ ଓ ସ୍ତ୍ରୀ ରୋଗ ଚିକିତ୍ସା ସୁବିଧା ସହ ପରାମର୍ଶ ଦିଆଯାଇଥିଲା।…
ସଶସ୍ତ୍ର ଡକାୟତି: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ନଗଦ ଟଙ୍କା, ୨ ବାଇକ ଲୁଟ୍
ଓଡ଼ଗାଁ, ୧୩।୮(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ଗୋଠଣ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୪ରୁ ୫ ଡକାୟତ ଗାଁ ମୁଣ୍ଡରେ ରହୁଥିବା ଭଗବାନ ଷଡ଼ଙ୍ଗୀଙ୍କ ଘରେ ପଶି ପରିବାରଙ୍କୁ ବନ୍ଧୁକ ଓ ମାରଣାସ୍ତ୍ର…
ଶେଷ ସୋମବାର: ଲଡ଼ୁବାବାଙ୍କ ପୀଠରେ ୪୦୦୦ କାଉଡିଆ
ନୟାଗଡ଼ ଅଫିସ,୧୩ା୮: ଶ୍ରାବଣ ମାସର ଶେଷ ସୋମବାରରେ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ଶରଶକୁଳ ଲଡ଼ୁବାବାଙ୍କ ପୀଠରେ ୪୦୦୦ କାଉଡିଆ ଜଳଲାଗି କରିଛନ୍ତି। ମନସ୍କାମନା ପୂରଣ ପାଇଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ କାଉଡିଆମାନେ ଏଠାରେ ସମବେତ ହୋଇଥିଲେ। ଏଥିଲାଗି ମନ୍ଦିର ସେବାୟତ ଓ…
ବର୍ଷାରେ ଭିଜି ମହିଳାପୁରୁଷଙ୍କ ରାସ୍ତାରୋକୋ : ଖଇରପଟି ଗ୍ରାମରେ ଦୁଇଗୋଷ୍ଠୀ ବିବାଦ
ନୟାଗଡ଼ ଅଫିସ,୧୩ା୮: ନୟାଗଡ଼ ବ୍ଲକ ଇଟାମାଟି ଥାନା ଖଇରପଟି ଗ୍ରାମରେ ପୁରୁଣା ଘଟଣାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ବିବାଦ ଲାଗିରହିଛି। ଏପରି କି ଏହି ବିବାଦ ଚାଷକାର୍ଯ୍ୟରେ ବାଧକ ସାଜିଛି। ଏହାକୁ ନେଇ ସୋମବାର ଗୋଟିଏ ଗୋଷ୍ଠୀର ମହିଳାପୁରୁଷ ବର୍ଷାରେ ଭିଜି…
ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସମସ୍ୟା: ଡାକ୍ତରଖାନା ଗେଟ୍ରେ ତାଲା ପକାଇ ବିକ୍ଷୋଭ
ନୂଆଗାଁ,୧୩।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆବଶ୍ୟକୀୟ ଡାକ୍ତର ଓ କର୍ମଚାରୀ ନାହାନ୍ତି। ଫଳରେ ରୋଗୀସେବା ବିପର୍ଯ୍ୟସ୍ତ ହେଉଛି। ରବିବାର ସ୍ବାସ୍ଥ୍ୟ କେନ୍ଦ୍ରରେ କୌଣସି ଡାକ୍ତର ନ ଥିବା ଯୋଗୁ ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ସନ୍ଧ୍ୟାରେ…
ଆବାସ ହିତାଧିକାରୀଙ୍କ ଅନୁଦାନ ହଡପ : ସମ୍ପୂର୍ଣ୍ଣ ହୋଇପାରୁନି ଗୃହ, ରାସ୍ତାକଡରେ ପରିବାର
ନୂଆଗାଁ,୧୨ା୮ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତ ମଣିଆକୋଟ ଗ୍ରାମର ଜଣେ ହିତାଧିକାରୀଙ୍କ ଆବାସ ଅନୁଦାନ ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ଏଣେ ଗୃହ ନିର୍ମାଣ ଶେଷ ହୋଇ ନ ଥିବାରୁ ହିତାଧିକାରୀଙ୍କ ପରିବାର ରାସ୍ତାକଡରେ ଜୀବନ ବିତାଉଛନ୍ତି।…
କଣ୍ଟିଲୋରେ ଝୁଲଣ ଯାତ୍ରା ଆରମ୍ଭ : ସଂକୀର୍ତ୍ତନ କରି ଠାକୁରଙ୍କୁ ଝୁଲାଇଲେ ଭକ୍ତ
ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.) : ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋସ୍ଥିତ ଶ୍ରୀ ନୀଳମାଧବ ଜୀଉ ପୀଠ, ରାଧାମୋହନ ଜୀଉ ମଠ, ଠାକୁର ଅଭିରାମ ପରମହଂସ ଦେବଙ୍କ ଶାନ୍ତି ଆନନ୍ଦାଶ୍ରମ, ସିଧାମୂଳାସ୍ଥିତ ଶ୍ରୀ ଜଗନ୍ନାଥ ଜୀଉଙ୍କ ମନ୍ଦିର, ଖଣ୍ଡପଡ଼ା ଶ୍ରୀ ଜଗନ୍ନାଥ ଜୀଉ…
ବାଇକ୍ ଧକ୍କାରେ କାଉଡିଆ ଗୁରୁତର: ଘଟଣାକୁ କେନ୍ଦ୍ରକରି ବଚସା, ରାସ୍ତାରୋକୋ
ଓଡ଼ଗାଁ,୧୧ା୮(ସ୍ବ.ପ୍ର.): ଶନିବାର ଓଡଗାଁ ଥାନା ଅଞ୍ଚଳରେ ବାଇକ୍ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଏହାକୁ କେନ୍ଦ୍ରକରି ବଚସା ଓ ରାସ୍ତାରୋକୋ ହୋଇଥିଲା। ଅପରାହ୍ନରେ ଓଡ଼ଗାଁ ଦେଇ ଶରଣକୁଳ ଲଡୁବାବାଙ୍କୁ ଜଳଲାଗି ପାଇଁ ଯାଉଥିବା ଜଣେ କାଉଡିଆ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି।…
ନିୟମିତ ବସୁନି ପଞ୍ଚାୟତ ସମିତି ଅଧିବେଶନ: ୨ ମାସ ବଦଳରେ ବର୍ଷ ବର୍ଷ ବିତିଯାଉଛି
ନୟାଗଡ଼ ଅଫିସ,୧୧ା୮: ନୟାଗଡ଼ ଜିଲାରେ ଥିବା ୮ ପଞ୍ଚାୟତ ସମିତିରେ ଠିକ୍ ସମୟରେ ଅଧିବେଶନ ବସୁନାହିଁ। କେଉଁଠି ୬ ମାସ ତ ଆଉ କେଉଁଠି ବର୍ଷ ବର୍ଷ ବିତିଯାଉଛି। ରଣପୁର ପଞ୍ଚାୟତ ସମିତି ବୈଠକ ପାଖାପାଖି ବର୍ଷେ ହେଲା ବସିନାହିଁ। ଏହାକୁ…
ତାଳକଣି ଗାଁରେ ବାଘ ଆତଙ୍କ
ରଣପୁର,୧୧।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବନବିଭାଗ ଅନ୍ତର୍ଗତ ତାଳକଣି ଗାଁରେ ଶନିବାର ବାଘ ଆତଙ୍କ ସୃଷ୍ଟି ହୋଇଛି। ଗ୍ରାମ ନିକଟସ୍ଥ ଛାଟକୁମ୍ଭ ପାହାଡ ପାଖ ମଇଁଷି ଖୋଲ ଜଙ୍ଗଲରେ ଶନିବାର ଅପରାହ୍ନ ପ୍ରାୟ ୪ଟାରେ ଏକ ବାଘ ବୁଲୁଥିବା ଦେଖିବାକୁ ମିଳିଥିଲା ।…
ଲୋକେ ପିଉଛନ୍ତି ଗୋଳିଆ ପାଣି
ଗଣିଆ, ୧୧।୮(ଡି.ଏନ.ଏ.)-ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ସରକାରଙ୍କ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଛି। ପ୍ରକଳ୍ପ ନିର୍ମାଣ,ମରାମତି ଓ ରକ୍ଷଣାବେକ୍ଷଣ ପାଇଁ ରାଜକୋଷରୁ ପ୍ରତିବର୍ଷ କୋଟି କୋଟି ଟଙ୍କା ଖର୍ଚ୍ଚ…
ଆମ ଗାଁ ଆମ ବିକାଶ ଯୋଜନାରେ ପଡ଼ି ରହିଛି କାର୍ଯ୍ୟ: ୩୧୪ରୁ ଆରମ୍ଭ ହୋଇନି ୨୦୦ରୁ ଊର୍ଦ୍ଧ୍ୱ ପ୍ରକଳ୍ପ
ନୂଆଗାଁ,୧୦।୮(ଡି.ଏନ.ଏ.): ରାଜ୍ୟରେ ପ୍ରଗତିକୁ ତ୍ୱରାନ୍ବିତ କରିବା ନିମନ୍ତେ ବିଭିନ୍ନ ଯୋଜନା ମଧ୍ୟରୁ ‘ଆମ ଗାଁ ଆମ ବିକାଶ’ ମାଧ୍ୟମରେ ଗ୍ରାମାଞ୍ଚଳର ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ଜାରିରହିଛି। ଏହା ମାଧ୍ୟମରେ ରାଜ୍ୟର ପ୍ରତି ବ୍ଲକକୁ କୋଟି କୋଟି ଟଙ୍କା ଅନୁଦାନ ଆସୁଛି…
Archives


