ନୟାଗଡ଼

ଜିଲା ସଡ଼କ ସୁରକ୍ଷା ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୨୪ା୮: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଡ଼କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା।…

ଓଡ଼ଗାଁ ଗୋଠବଣ ଡକାୟତି ମାମଲାର ପର୍ଦ୍ଦାଫାଶ, ୨ ଗିରଫ

ଓଡ଼ଗାଁ, ୨୪ା୮(ସ୍ବ.ପ୍ର.): ଓଡ଼ଗାଁ ଥାନା ଗୋଠବଣ ଗ୍ରାମରେ ଗତ ୧୨ ତାରିଖ ମଧ୍ୟ ରାତ୍ରରେ ହୋଇଥିବା ଡକାୟତି ମାମଲାର ପର୍ଦ୍ଦାଫାଶ ହୋଇଛି। ସେହି ରାତିରେ ୫ ଜଣ ଡକାୟତ ଭଗବାନ ଷଡଙ୍ଗୀଙ୍କ ଘରେ ପଶି ସୁନା ଅଳଙ୍କାର, ନଗଦ ଟଙ୍କା, ଦୁଇଟି…

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ  ବଳାତ୍କାର:ଜେଲ ଗଲେ ପ୍ରେମିକ

ଗଣିଆ,୨୩।୮(ଡି.ଏନ.ଏ.)-ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ନୟାଗଡ ଜିଲା ଗଣିଆ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଖଣ୍ଡପଡା ବ୍ଲକ ଗଡିଆସାହି ଫାଣ୍ଡି ସେରଜଙ୍ଗ ଗ୍ରାମର ଗୋପୀନାଥ ବିଶ୍ୱାଳ(୩୦)ା ତାଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ…

ଜଳ ନିଷ୍କାସନ ପଥ ଅବରୋଧ:ରାଣୀପଡ଼ା- ବିରିଡିହି ରାସ୍ତାରେ ଛୁଟୁଛି ପାଣି ସୁଅ

ଖଣ୍ଡପଡା,୨୩।୮(ସ୍ବ.ପ୍ର.)-ଗ୍ରାମର ଉଦ୍‌ବୃତ୍ତ ପାଣି ତଥା ବର୍ଷାଜଳ ନିଷ୍କାସନ ହେଉଥିବା ପଥକୁ ଜଣେ ବ୍ୟକ୍ତି ଅବରୋଧ କରିଥିବା ଯୋଗୁ ସାମାନ୍ୟ ବର୍ଷା ହେଲେ ବିରିଡିହି-ରାଣୀପଡା ରାସ୍ତାରେ ପାଣି ସୁଅ ଛୁଟୁଛି। ଫଳରେ ଯାତାୟାତରେ ଘୋର ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି ା…

ମଦ କାରବାର: ଢାବା ମାଲିକଙ୍କ ସମେତ ୨ ଗିରଫ

ନୂଆଗାଁ,୨୩।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ଥାନା ଅଞ୍ଚଳରେ ଅବାଧରେ ନିଶା କାରବାର ବଢିଚାଲିଥିବା ବେଳେ ତାହାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ତରଫରୁ ବୁଧବାର ରାତି ଅଧିଆ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ପୋଲିସ ଦୁଇ ମଦ ବେପାରୀଙ୍କୁ ଗିରଫ କରିଛି ।…

ଗରିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ସ୍କୁଲ କିଟ୍‌ ପ୍ରଦାନ

ଖଣ୍ଡପଡ଼ା,୨୨ା୮(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତ ଅଞ୍ଚଳସ୍ଥିତ ବିଭିନ୍ନ ଶିକ୍ଷାନୁଷ୍ଠାନର ଗରିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ନୀଳମାଧବ ଘରୋଇ ମୋଟର କର୍ମଚାରୀ ସଂଘ ପକ୍ଷରୁ ମଙ୍ଗଳବାର ସ୍କୁଲ କିଟ୍‌ ପ୍ରଦାନ କରାଯାଇଛି । ପ୍ରକାଶ ଯେ, ଦୀର୍ଘ ୧୫ ବର୍ଷ ହେଲା…

କାଳୁପଡ଼ାଘାଟ ରେଳଷ୍ଟେଶନ ହେବ ନବୀକରଣ

ଟାଙ୍ଗୀ(ଖୋର୍ଦ୍ଧା),୨୨ା୮(ଡି.ଏନ.ଏ.): ପୂର୍ବତଟ ରେଲଓ୍ବେ କାଳୁପଡ଼ାଘାଟ ଷ୍ଟେଶନକୁ ପରିଦର୍ଶନରେ ଆସି ବୋର୍ଡର ପିଏସି ସଭ୍ୟମାନେ ଏହାକୁ ନବୀକରଣ କରାଯିବ ବୋଲି କହିଥିବା ଜଣାପଡିଛି। ସଦସ୍ୟମାନେ ହେଲେ ହିମାଦ୍ରି ବଳ, ବି. ଯାଦବ, ଅଜିତ କୁମାର ଓ ଅମରେଶ ରାୟ। ସ୍ଥାନୀୟ ରେଳ ୟୁଜର୍ସ…

ବ୍ଲକସ୍ତରୀୟ ସୁନେତ୍ର ଶିକ୍ଷକ ତାଲିମ

ରଣପୁର,୨୨।୮(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ଏନଏସି ଅନ୍ତର୍ଗତ ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ସୁନେତ୍ର କାର୍ଯ୍ୟ ଉପରେ ବ୍ଲକସ୍ତରୀୟ ଏକ ଶିକ୍ଷକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରଣପୁର ବ୍ଲକର ନରସିଂହପୁର, ଗୌରାଙ୍ଗପୁର,ରଣପୁର, ଡମସାହି,…

ବିଦ୍ୟୁତ୍‌ ଚୋରି ରୋକିବାକୁ ପ୍ରିପେଡ୍‌ ସ୍ମାର୍ଟ ମିଟର ପ୍ରଚଳନ ନିଷ୍ପତ୍ତି: ‘ପ୍ରଥମେ ସରକାରୀ ସ୍ତରରେ ଲାଗୁ ହେଉ’

ଓଡ଼ଗାଁ, ୨୨।୮(ସ୍ବ.ପ୍ର.): ସମ୍ପ୍ରତି ରାଜ୍ୟରେ ବିଦ୍ୟୁତ୍‌ ଚୋରି ରୋକିବାକୁ ରାଜ୍ୟ ଶକ୍ତି ମନ୍ତ୍ରୀ ପ୍ରିପେଡ୍‌ ସ୍ମାର୍ଟ ମିଟର ପ୍ରଚଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଲକ୍ଷାଧିକ କୋଠଘର, କ୍ଲବ ଘର, ସରକାରୀ ଦପ୍ତର, କ୍ୱାର୍ଟର୍ସ ଓ ଛୋଟବଡ କଳକାରଖାନା ହୁକିଂରେ…

ଘରୋଇ ଛାତ୍ରୀଛାତ୍ରଙ୍କୁ ମିଳୁନି ପାଠ୍ୟପୁସ୍ତକ, ପାଠପଢ଼ା ବ୍ୟାହତ

ଚିଲିକା,୨୧ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷର ଚାରିମାସ ବିତି ଯାଇଥିଲେ ସୁଦ୍ଧା ଛାତ୍ରୀଛାତ୍ରଙ୍କୁ ଏ ପର୍ଯ୍ୟନ୍ତ ସରକାରୀ ପାଠ୍ୟପୁସ୍ତକ ମିିଳିପାରୁ ନ ଥିବା ଅଭିଯୋଗ ହେଉଛି। ଫଳରେ ପିଲାମାନେ ବାଧ୍ୟ ହୋଇ ପୁରୁଣା ବହି ଜେରକ୍ସ କରି ଖର୍ଚ୍ଚାନ୍ତ ହେବା ସହ ହଟହଟା ହେଉଛନ୍ତି।…

ଦିବ୍ୟାଙ୍ଗ ନାବାଳିକାଙ୍କୁ ସମ୍ପର୍କୀୟ ମାମୁଙ୍କ ବଳାତ୍କାର ଅଭିଯୋଗ

ନୟାଗଡ଼ ଅଫିସ, ୨୧।୮ : ନୟାଗଡ଼ ଜିଲା ଇଟାଭାଟି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ବୁଧବାର ଇଟାମାଟି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ନାବାଳିକାଙ୍କୁ ଡାକ୍ତରୀମାଇନା ପାଇଁ ଜିଲା ମୁଖ୍ୟ…

ଗଛରେ ପିଟିହେଲା ବାଇକ: ଦୁର୍ଘଟଣାରେ ଯୁବକ ମୃତ, ଜଣେ ଗୁରୁତର

ଖଣ୍ଡପଡା/ଭାପୁର,୨୧।୮(ସ୍ବ.ପ୍ର/ଡି.ଏନ.ଏ.)-ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ବସନ୍ତପୁର ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଯୁବକ ଗୁରୁତର ହୋଇଛନ୍ତି। ମୃତ ଯୁବକ ହେଲେ ପ୍ରଶାନ୍ତ କୁମାର ନାୟକ(୧୯)। ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?