ଶ୍ରୀ ନୀଳମାଧବଙ୍କ ସିଂହଦ୍ୱାରକୁ ଲାଗି ଶୌଚାଳୟ :ପରମ୍ପରା ବିରୋଧ ନେଇ ଅସନ୍ତୋଷ, ନିର୍ମାଣ ବନ୍ଦ ଦାବି
ଖଣ୍ଡପଡ଼ା,୫ା୮(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବେ ପରିଚିତ କଣ୍ଟିଲୋ ଶ୍ରୀ ନୀଳମାଧବ ଜୀଉଙ୍କ ମନ୍ଦିର ପୂର୍ବ ଦ୍ୱାର ତଥା ସିଂହଦ୍ୱାରକୁ ଲାଗି ୨ଟି ପାଇଖାନା ନିର୍ମାଣ କରାଯାଉଛି। ଏଥିଯୋଗୁ ମନ୍ଦିର ନିୟମ ଓ ପରମ୍ପରା ଭଙ୍ଗ ହେଉଥିବା ଅଭିଯୋଗ ହୋଇ…
ନୂଆ ଜଗନ୍ନାଥ ସଡ଼କ ପାର୍ଶ୍ୱରେ ୬୦୦ ଚାରା ରୋପଣ
ରଣପୁର,୫।୮(ସ୍ବ.ପ୍ର.): ସ୍ବଚ୍ଛ ଓ ଉତ୍ତମ ପରିବେଶ ସ୍ଥାପନ ଲକ୍ଷ୍ୟରେ ଶ୍ମଶାନକୁ ସଫା କରି ଚାରା ରୋପଣ ପରେ ଏବେ ନୂଆ ଜଗନ୍ନାଥ ସଡ଼କ ପାର୍ଶ୍ୱରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ନୟାଗଡ଼ ଜିଲା ଶରଣକୂଳ ଲଡୁବାବାଙ୍କ ଧାମରୁ ଶ୍ରୀକ୍ଷେତ୍ର ଧାମ…
୫ ପ୍ୟାକେଟ ବ୍ରାଉନସୁଗାର ଜବତ, ୫ ଗିରଫ
ରଣପୁର,୪।୮(ସ୍ବ.ପ୍ର.) : ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ନୟାଗଡ଼ ଜିଲାର ରଣପୁର ଥାନା ପୋଲିସ ରଣପୁର ବଜାର, ବିଭିନ୍ନ ସାହି, ମଣିନାଗ ପୀଠ ଓ ବ୍ଲକ ଅଞ୍ଚଳରେ ରବିବାର ଚଢ଼ାଉ ଜାରିରଖିଛି। ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ପୋଲିସ ରଣପୁର ସୁଆରସାହିର ବାପି ଖଟେଇ(୩୨)…
ବୋଲେରୋ ଧକ୍କାରେ ଯୁବକ ମୃତ: ପୂର୍ବ ଶତ୍ରୁତାରୁ ଗାଡ଼ି ଚଢ଼ାଇ ହତ୍ୟା ଅଭିଯୋଗ; ଚାଳକଙ୍କ ଥାନାରେ ଆତ୍ମସମର୍ପଣ
ନୂଆଗାଁ,୪।୮(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ୫୭ ନମ୍ବର ଜାତୀୟ ରାଜପଥ ଡିମିରିଝରିଠାରେ ଶନିବାର ମଧ୍ୟାହ୍ନରେ ବୋଲେରୋ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାରୁ ତାଙ୍କୁ ଜାଣିଶୁଣି ଗାଡି ଧକ୍କା କରି ମାରି ଦିଆ ଯାଇଥିବା ମୃତକଙ୍କ ପରିବାର…
ମହଙ୍ଗା ପଡ଼ିଲା ମିଥ୍ୟା ବିଲ୍ କରିବା: ୩ ସରକାରୀ କର୍ମଚାରୀ ଭରିବେ ଟଙ୍କା
ନୟାଗଡ଼ ଅଫିସ, ୪ା୮: ମିଥ୍ୟା ବିଲ୍ କରିବା ୩ ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ପଡ଼ିଛି। ସେମାନଙ୍କଠାରୁ ୩ମାସ ଭିତରେ ୬୬ ହଜାର ୫୫୦ ଟଙ୍କା ଲେଖାଏ ଭରଣା କରାଯିବ। ସରକାରୀ ଟଙ୍କା ଆତ୍ମସାତ୍ କରିବା ଅଭିଯୋଗରେ ଏହି ଟଙ୍କା ସେମାନଙ୍କଠାରୁ…
ଖଣ୍ଡପଡ଼ା ସବ୍ ଜେଲରୁ ବିଚାରାଧୀନ କଏଦୀ ଫେରାର
ନୟାଗଡ଼ ଅଫିସ, ୩।୮: ନୟାଗଡ଼ ଜିଲା ଖଣ୍ଡପଡ଼ା ସବ୍ ଜେଲରୁ ଶନିବାର ପୂର୍ବାହ୍ନରେ ଜଣେ ବିଚାରାଧୀନ କଏଦୀ ଚମ୍ପଟ୍ ମାରିଛନ୍ତି। ସେ ହେଲେ ଫତେଗଡ଼ ଥାନା ଅନ୍ତର୍ଗତ ଫତେଗଡ଼ ଗ୍ରାମର ତପନ ରାଉତ। ଗତ କିଛି ବର୍ଷ ହେବ ତପନ ଏକ…
ଦାବି ପୂରଣ ପାଇଁ ଖବରଦାତାଙ୍କ ପ୍ରତୀକ ଧାରଣା
ଦଶପଲ୍ଲା,୩ା୮(ଡି.ଏନ.ଏ.): ଦଶପଲ୍ଲା ଥାନା ସମ୍ମୁଖରେ ଖବରଦାତା କ୍ରିୟାନୁଷ୍ଠାନ କମିଟି ତରଫରୁ ଦ୍ୱିତୀୟ ପର୍ଯ୍ୟାୟ ଧାରଣା ଶୁକ୍ରବାର ଆରମ୍ଭ ହୋଇଛି। ଜୁନ୍ ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ ସେମାନେ ନିଜର ଦାବି ପୂରଣ ପାଇଁ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ତେବେ ୫ମ ଦିବସରେ…
ରଘୁନାଥ ଜୁନିୟର ମହାବିଦ୍ୟାଳୟ ନବାଗତ ଶିକ୍ଷାର୍ଥୀଙ୍କୁ ସ୍ବାଗତ
ବୋଲଗଡ଼,୩ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଦେଉଳିସ୍ଥିତ ରଘୁନାଥ ଜୁନିୟର ମହାବିଦ୍ୟାଳୟରେ ନାମ ଲେଖାଇଥିବା ଚଳିତବର୍ଷର ୧ମ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଶୁକ୍ରବାର ଏକ ସ୍ବାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଯୁକ୍ତଦୁଇ ୨ୟ ବର୍ଷ ଛାତ୍ରୀଛାତ୍ର ତଥା ଅନୁଷ୍ଠାନ ପକ୍ଷରୁ ନବାଗତଙ୍କ ନିମନ୍ତେ…
ଚଢା ଦରରେ ବିକ୍ରି ହେଉଛି ୟୁରିଆ: ବସ୍ତା ପ୍ରତି ୨୬୬ ପରିବର୍ତ୍ତେ ନେଉଛନ୍ତି ୩୬୦ ଟଙ୍କା
ନୟାଗଡ଼ ଅଫିସ,୩ା୮: ନୟାଗଡ଼ ବ୍ଲକ ଇଟାମାଟିର ଏକ ସାର ବିକ୍ରୟ କେନ୍ଦ୍ରରୁ ଜଣେ ଚାଷୀ ଶୁକ୍ରବାର ୟୁରିଆ ବସ୍ତା ପିଛା ୩୬୦ ଟଙ୍କାରେ କିଣିଥିଲେ। ଚାଷୀ ଜଣକ ଏତେ ଟଙ୍କା କାହିଁକି ନେଉଛ ବୋଲି ପଚାରିବାରୁ ଦୋକାନୀ ଗାଡ଼ି ଖର୍ଚ୍ଚ ବାବଦକୁ…
ଶିକାର ପାଇଁ ନିରାପଦ ସ୍ଥାନ ପଥରଗଣ୍ଡ ପ୍ରକଳ୍ପ: ୧ ମାସରେ ୯ ବନ୍ୟଜନ୍ତୁ ଶିକାର
ରଣପୁର,୩।୮(ସ୍ବ.ପ୍ର.): ବନ୍ୟଜନ୍ତୁ ଶିକାର ପାଇଁ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜର ପଥରଗଣ୍ଡ ପ୍ରକଳ୍ପ ନିରାପଦ ସ୍ଥାନ ପାଲଟିଛି । ରଣପୁର କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ଏହି ପ୍ରକଳ୍ପ ନିକଟକୁ ବନ୍ୟଜୀବଜନ୍ତୁ ପାଣି ପିଇବାକୁ ଆସି ଶିକାର ହେଉଛନ୍ତି। ଭୋର…
୨୮ ମାସରେ ୭୨୮ ଶିଶୁ ଅପପୁଷ୍ଟିର ଶିକାର
ନୟାଗଡ଼ ଅଫିସ,୨ା୮: ଯାଜପୁର ଜିଲା ନଗଡ଼ାକୁ କେହି ଭୁଲି ପାରିନାହାନ୍ତି। ୨୦୧୬ରେ ନଗଡ଼ାର ଶିଶୁମାନେ ଅପପୁଷ୍ଟିର ଶିକାର ହେବା ଘଟଣା ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏବେ ନୟାଗଡ଼ ଜିଲାରେ ଏଭଳି ଚିତ୍ର ସାମ୍ନାକୁ ଆସିଛି। ୨୮ ମାସ ମଧ୍ୟରେ…
ଓଡ଼ଗାଁରୁ ଚୋରି ଗାଡ଼ି ରଣପୁରରୁ ଜବତ
ରଣପୁର,୨।୮ (ସ୍ବ.ପ୍ର.)-ନୟାଗଡ ଜିଲା ଓଡଗାଁ ଥାନା ଅଞ୍ଚଳରୁ ଗତ ଜୁଲାଇ ୩୦ ତାରିଖରେ ଚୋରି ହୋଇଥିବା ଏକ ବୋଲେରୋକୁ ରଣପୁର ପୋଲିସ ଗୁରୁବାର ରଣପୁର ଅନ୍ତର୍ଗତ ଅସୁରକୁମାରୀ ପୀଠରୁ ଜବତ କରିଛି। ପରେ ଓଡଗାଁ ପୋଲିସକୁ ହସ୍ତାନ୍ତର କରିଛି। ଯେ, ଓଡ଼ଗାଁ…
Archives


