ନୟାଗଡ଼

ଅସୁରକ୍ଷିତ ଘରେ ଚାଲିଛି ପାଠପଢ଼ା : ଗୃହ ନିର୍ମାଣ ସତ୍ତ୍ୱେ ହେଉନି ହସ୍ତାନ୍ତର

ରଣପୁର,୧୯।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବ୍ଲକ ସୁଆଁସିଆ ସାହି ଅଙ୍ଗନୱାଡି କେନ୍ଦ୍ରରେ କାନ୍ଥ ଭୁଶୁଡି ୨୦୧୨ ଜୁଲାଇ ୯ରେ ୭ ଶିଶୁଙ୍କ ମୃତ୍ୟୁ ପରେ ବି ପ୍ରଶାସନ ସତର୍କ ହେଉ ନ ଥିବା ଅଭିଯୋଗ ହେଉଛି। ଅଘଟଣ ଘଟିବାର ୭ ବର୍ଷ ପରେବି…

ପୋଖରୀରେ ବୁଡ଼ି ଚାଷୀ ମୃତ

ରଣପୁର,୧୮।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ଅନ୍ତର୍ଗତ ଗୋଡିକିଲୋ ଗ୍ରାମରେ ଶନିବାର ପୋଖରୀରେ ବୁଡି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀ ହେଲେ ଦିବାକର ନାୟକ (୫୦)। ସେ ଚାଷ କାର୍ଯ୍ୟ ସାରି ପୋଖରୀକୁ ଗାଧୋଇବାକୁ ଯାଇ ପାଣିରେ…

ଅଣଛାତ୍ରଙ୍କୁ ଚିହ୍ନଟ ପାଇଁ ପଦକ୍ଷେପ: କଲେଜ ମୁଖ୍ୟ ଫାଟକରେ ଲାଗିବ ସିସି କ୍ୟାମେରା

ଖଣ୍ଡପଡା,୧୮।୮(ସ୍ବ.ପ୍ର.)-କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ବିଭିନ୍ନ ସମୟରେ ସ୍ଥାନୀୟ ଅଞ୍ଚଳର କେତେକ ଅଣଛାତ୍ର ପ୍ରବେଶ କରି ନାନା ବିଶୃଙ୍ଖଳା ସୃଷ୍ଟି କରିଥାନ୍ତି । ଫଳରେ ମହାବିଦ୍ୟାଳୟର ଶୈକ୍ଷିକ ବାତାବରଣରେ ବାଧା ସୃଷ୍ଟି ହେଉଛି। ବିଶୃଙ୍ଖଳିତ ଅଣଛାତ୍ରଙ୍କୁ ଚିହ୍ନଟ ସହିତ ସେମାନଙ୍କ ବିରୁଦ୍ଧରେ…

ବାଟ ହୁଡ଼ିଛି ଗାଁ ଆଲୋକୀକରଣ ବ୍ୟବସ୍ଥା ୩୦ ପ୍ରତିଶତ ପଞ୍ଚାୟତରେ ସୀମିତ

ନୟାଗଡ଼ ଅଫିସ,୧୮ା୮: ନୟାଗଡ଼ ଜିଲାର ବିଭିନ୍ନ ପଞ୍ଚାୟତରେ ଆଲୋକୀକରଣ ବ୍ୟବସ୍ଥା ଫେଲ୍‌ ମାରିଥିବା ଦେଖିବାକୁ ମିଳୁଛି। ଏ ନେଇ ପ୍ରତି ପଞ୍ଚାୟତକୁ ଅର୍ଥରାଶି ପ୍ରଦାନ କରାଯାଇଛି। ହେଲେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ସରପଞ୍ଚମାନେ ଧ୍ୟାନ ଦେଉ ନ ଥିବାରୁ ଏହି…

ଜଗତ କଲ୍ୟାଣ ପାଇଁ ଶ୍ରୀ ସୁଦର୍ଶନଙ୍କ ଗ୍ରାମ ପରିକ୍ରମା:ବିଭିନ୍ନ ରୋଗରୁ ଗ୍ରାମବାସୀଙ୍କୁ ମିଳେ ସୁରକ୍ଷା

ଖଣ୍ଡପଡ଼ା,୧୭ା୮(ସ୍ବ.ପ୍ର.)-କଣ୍ଟିଲୋ ନୀଳମାଧବ ପୀଠ, ଖଣ୍ଡପଡ଼ା ଓ ସିଧାମୂଳାସ୍ଥିତ ଜଗନ୍ନାଥ ମନ୍ଦିର, ଖଳିସାହି ଗୋପାଳ ଜୀଉ ମନ୍ଦିରରେ ୪ ଦିନବ୍ୟାପୀ ଚାଲିଥିବା ଝୁଲଣ ଯାତ୍ରା ଗହ୍ମା ପୂର୍ଣ୍ଣିମା ତିଥିରେ ଉଦ୍‌ଯାପିତ ହୋଇଯାଇଛି ା ଏହି ଉପଲକ୍ଷେ ଗୁରୁବାର ନୀଳମାଧବ ଜୀଉଙ୍କ ଆୟୁଧ ଶ୍ରୀ…

ଟାଙ୍ଗୀ ଗ୍ରାମ ନ୍ୟାୟାଳୟ ପକ୍ଷରୁ ଚାରାରୋପଣ

ଟାଙ୍ଗୀ(ଖୋର୍ଦ୍ଧା),୧୭।୮(ଡି.ଏନ.ଏ.)-ଓଡିଶା ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ବନ ବିଭାଗ ସହଯୋଗରେ ଟାଙ୍ଗୀ ଗ୍ରାମ ନ୍ୟାୟାଳୟ ପ୍ରଥମ ଶ୍ରେଣୀ ବିଚାର ବିଭାଗ ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମାଜିଷ୍ଟ୍ରେଟ ଶାଶ୍ୱତୀ ମହାପାତ୍ରଙ୍କ ନେତୃତ୍ୱରେ ପଥରବନ୍ଧ ନର୍ସରୀ ପରିସରରେ ସ୍ବାଧୀନତା ଦିବସ…

ବିଜୁ ଯୁବ ବାହିନୀ ପକ୍ଷରୁ ଆବର୍ଜନା ମୁକ୍ତ ଅଭିଯାନ

କୃଷ୍ଣପ୍ରସାଦ,୧୭ା୮(ଡି.ଏନ.ଏ.)-ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ମୋ ବେଳାଭୂମି ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତଗତ ଚିଲିକା ଉପକୂଳ ପର୍ଯ୍ୟଟନ ସ୍ଥଳରୁ ଶୁକ୍ରବାର ଆବର୍ଜନା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି ା ବିଜୁ ଯୁବ ବାହିନୀ ଏଥିରେ ବିଶେଷ ଭୂମିକା ଗ୍ରହଣ…

ନୟାଗଡ଼ ଜିଲା ମୁଖ୍ୟ ଚିକତ୍ସାଳୟ : ୮ମାସ ହେଲା ବନ୍ଦ ରହିଛି ଇସିଜି

ନୟାଗଡ଼ ଅଫିସ,୧୭ା୮- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲମାନେ ଅବାଧରେ ପଶି ରୋଗୀମାନଙ୍କ ଇସିଜି (ଇଲୋକ୍ଟ୍ରୋ କାଡ଼ିଓଗ୍ରାମ) ପରୀକ୍ଷା କରୁଛନ୍ତି। ଦିନେ କି ଦୁଇଦିନ ନୁହେଁ ଦୀର୍ଘ ୮ମାସ ହେଲା ଏହିଭଳି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମୁଖ୍ୟ ଚିକିତ୍ସାଳୟରେ ମାଗଣା ଇସିଜି…

ଖୁଣ୍ଟ ପଡ଼ିଛି, ବିଦ୍ୟୁତ୍‌ ସଂଯୋଗ ନାହିଁ

ଦଶପଲ୍ଲା,୧୭ା୮(ଡି.ଏନ.ଏ.): ସମସ୍ତଙ୍କୁ ବିଦ୍ୟୁତ୍‌ ଆଲୋକ ଯୋଗାଣ ନିମନ୍ତେ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ କେତେଜଣ କର୍ମଚାରୀଙ୍କ ଅବହେଳା ଯୋଗୁ ଜନସାଧାରଣ ବିଦ୍ୟୁତ୍‌ ଆଲୋକରୁ ବଞ୍ଚତ୍ତ ହେଉଛନ୍ତି। ଏହାର ଏକ ନମୁନା ଦେଖିବାକୁ ମିଳିଛି ଦଶପଲ୍ଲା ବ୍ଲକର ଆଦିବାସୀ ବହୁଳ…

ରାସ୍ତାରେ କାନ୍ଥ ଭୁଶୁଡିଲା, ଗମନାଗମନ ବାଧାପ୍ରାପ୍ତ

ଓଡ଼ଗାଁ,୧୭ା୮(ସ୍ବ.ପ୍ର.): ଓଡ଼ଗାଁ ଏନ୍‌ଏସି ଅନ୍ତର୍ଗତ ଧୋବା ସାହିରେ ଗୁରୁବାର ବିଳମ୍ବିତ ରାତିରେ କାନ୍ଥ ଭୁଶୁଡିବାରୁ ଗୋଟିଏ ପରିବାର ଭୟଭୀତ ଅବସ୍ଥାରେ ରହିଛନ୍ତି। ସୂଚନା ଅନୁସାରେ ଓଡ଼ଗାଁ ଏନ୍‌ଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ରାସ୍ତା କଂକ୍ରିଟ ହେଉଥିବା ବେଳେ ଆଉ କେତେକ ରାସ୍ତାକୁ…

ସ୍ବାସ୍ଥ୍ୟକେନ୍ଦ୍ରର ନାମ ଶହୀଦ ରଘୁଦିବାକର ରଖିବାକୁ ପ୍ରସ୍ତାବ

ରଣପୁର, ୧୭।୮(ସ୍ବ.ପ୍ର.)-ନୟାଗଡ ଜିଲାର ରଣପୁର ସ୍ବାସ୍ଥ୍ୟକେନ୍ଦ୍ରର ନାମ ପରିବତ୍ତର୍ର୍ନ କରାଯାଇ ଶହୀଦ ରଘୁଦିବାକରଙ୍କ ନଁାରେ ରଖିବାକୁ ରଣପୁର ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ ପ୍ରସ୍ତାବ ରଖିଛନ୍ତି । ଏ ନେଇ ବିଧାୟକ ମୁଖ୍ୟମନ୍ତ୍ରୀ ଓ…

ଉଜୁଡ଼ିଲା ଫସଲ ଓ ଧୋଇଗଲା ରାସ୍ତା

ଗଣିଆ,୧୭।୮(ଡି.ଏନ.ଏ.)- ଛାଡିଯାଇଛି ବନ୍ୟାଜଳ ା ହେଲେ ଉଜୁଡିଯାଇଛି ଏକର ଏକର ଚାଷ ଜମି ା ଧୋଇଯାଇଛି ରାସ୍ତାଘାଟ ା ଫଳରେ ବହୁ ଚାଷୀ ଉଜୁଡା ଫସଲକୁ ଦେଖି ମୁଣ୍ଡରେ ହାତ ଦେଇ ବସିଛନ୍ତି। ଏଭଳି ଦୃଶ୍ୟ ଗଣିଆ ବ୍ଲକର ଛାମୁଣ୍ଡିଆ, ରାସଙ୍ଗ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?