ଗଛରେ ରାଖୀ ବାନ୍ଧିଲେ ଛାତ୍ରୀ
ଓଡଗାଁ, ୧୫।୮(ସ୍ବ.ପ୍ର.): ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ନୟାଗଡ଼ ଜିଲା ଓଡ଼ଗାଁ ନିକଟସ୍ଥ ବାହାଡ଼ାଝୋଲା ବାଳିକା ହାଇସ୍କୁଲର ଛାତ୍ରୀମାନେ ଅଭିନବ ଉପାୟରେ ରକ୍ଷାବନ୍ଧନ ଉତ୍ସବ ପାଳନ କରିଛନ୍ତି । ନିଜ ସୁରକ୍ଷା ନିମନ୍ତେ ଗଛରେ ରାଖୀ ବାନ୍ଧିବା ସହିତ ପୂଜାର୍ଚ୍ଚନାକରି ପରସ୍ପରକୁ…
ଗଣିଆରେ ବନ୍ୟା ପରିସ୍ଥିତି, ୫ ପଞ୍ଚାୟତର ୭୩ ଗାଁ ଜଳବନ୍ଦୀ
ଗଣିଆ,୧୫।୮(ଡି.ଏନ.ଏ.)-ଗତ ୩ଦିନ ଧରି ଲଗାଣ ବର୍ଷା ହେବା ଫଳରେ ମହାନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ନୟାଗଡ଼ ଜିଲା ଗଣିଆ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ା ଗତ ମଙ୍ଗଳବାର ସକାଳୁ ମହାନଦୀର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ବୁଧବାର…
‘ଯବାନମାନେ ହିଁ ପ୍ରକୃତ ସ୍ବାଧୀନତା ସଂଗ୍ରାମୀ’
ନୟାଗଡ଼ ଅଫିସ,୧୫।୮-୧୯୪୭ ମସିହା ଅଗଷ୍ଟ ୧୫। ୭୨ ବର୍ଷ ତଳେ ଏହି ଦିନ ଆମ ଦେଶ ଚାଖିଥିଲା ସ୍ବାଧୀନତାର ସ୍ବାଦ। ଗୁରୁବାର ଦେଶ ପାଳନ କରିବ ୭୩ ତମ ସ୍ବାଧୀନତା ଦିବସ। ଦିଲ୍ଲୀର ଲାଲକିଲାଠାରୁ ଆରମ୍ଭ କରି ଗ୍ରାମରେ ଥିବା କୋଠ…
ବନ୍ୟାରେ ଲୋକେ ସଂଗ୍ରହ କରୁଛନ୍ତି ଜାଳକାଠ
ଖଣ୍ଡପଡ଼ା,୧୫ା୮(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ଓ ଲଗାଣ ବର୍ଷା ଯୋଗୁ ମହାନଦୀ ଓ ଏହାର ଉପନଦୀ କମେଇ, କୁଆଁରିଆ, କାଳୀଗିରି ଓ କୁସୁମୀ ନଦୀଗୁଡିକରେ ବନ୍ୟା ଦେଖାଦେଇଛି ା ବିିଭିନ୍ନ ନଦୀର ଜଳପତ୍ତନ ବୃଦ୍ଧି ପାଇଥିବା କାରଣରୁ ଲୋକେ ଆଶଙ୍କାରେ ରହିଛନ୍ତି। ତେବେ…
ଚୋରି ଉଦ୍ୟମ ବେଳେ ଧରାପଡ଼ିଲେ ୩ ଚୋର:ଗୋଡ଼େଇ ଗୋଡ଼େଇ ପିଟିଲେ ଗ୍ରାମବାସୀ
ରଣପୁର,୧୫।୮(ସ୍ବ.ପ୍ର.)-ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ନରେନ୍ଦ୍ରପୁର ପଞ୍ଚାୟତ ଡିହଗଁାରେ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ କରି ଖସି ପଳାଉଥିବାବେଳେ ୩ ଚୋର ଧରାପଡିଛନ୍ତିି। ଏମାନେ ହେଲେ ରଣପୁର ଥାନା ଉଆସପାଟଣା ଗଁାର ସେତ ବାରିକ, ପାଇକସାହିର କୃଷ୍ଣ…
ମହାନଦୀରେ ବନ୍ୟା, ରାସ୍ତାରେ ଆଣ୍ଠୁଏ ପାଣି:ମଣିପୁର ଓ ହନୁମନ୍ତପ୍ରସାଦ ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ
ଭାପୁର,୧୫ା୮(ଡି.ଏନ.ଏ): ମହାନଦୀର ପ୍ରଥମ ବନ୍ୟା ଜଳରେ ଭାପୁର ବ୍ଲକର ମଣିପୁର ଓ ହନୁମନ୍ତପ୍ରସାଦ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଅବସ୍ଥାରେ ରହିଛି। କରବର-ବୈଦ୍ୟେଶ୍ୱର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ପାଣି ପ୍ରବାହିତ ହେଉଛି। ବ୍ଲକର ୭ ପଞ୍ଚାୟତର ୫ହଜାର ଏକର…
ବିପଦ ସଙ୍କେତ ଉପରେ ମହାନଦୀ, କମେଇ : ବନ୍ୟାଜଳରେ ବୁଡ଼ିଲା ଫସଲ ଜମି
ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.): ୩ ଦିନ ଧରି ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ବନ୍ୟା ସୃଷ୍ଟି ହୋଇଛି । ମହାନଦୀର ବିପଦ ସଙ୍କେତ ଜଳପତ୍ତନ ସ୍ତର ୫.୬୭ ମିଟର ରହିଥିବାବେଳେ ବୁଧବାର ସନ୍ଧ୍ୟା ସୁଦ୍ଧା ୬.୮୫ ମିଟର ରହିଛି। ସେହିଭଳି…
୩ଥର ଚମ୍ପଟ ମାରିଥିବା ବିଚାରାଧୀନ କଏଦୀ ଗିରଫ
ଭାପୁର,୧୪।୮(ଡି.ଏନ.ଏ): ଜେଲ ହାଜତରେ ବିଚାରାଧୀନ କଏଦୀ ଭାବେ ଥିବା ଜଣେ ଯୁବକ ୩ ମାସ ମଧ୍ୟରେ ୩ ଥର ଚମ୍ପଟ ମାରିଥିଲେ। ଏହା ଜେଲ କର୍ମଚାରୀ ଓ ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଥିଲା। ମଙ୍ଗଳବାର ସମ୍ପୃକ୍ତ କଏଦୀଙ୍କୁ ଗିରଫ କରାଯାଇଛି।…
୧ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଶିକ୍ଷକ
ନୟାଗଡ଼ ଅଫିସ,୧୪।୮-ଜଣେ ଶିକ୍ଷକଙ୍କ ଏମଏସ୍ପି (ବର୍ଦ୍ଧିତ ଦରମା) ମଞ୍ଜୁର କରାଇଦେବା ପାଇଁ ଅନ୍ୟ ଜଣେ ଶିକ୍ଷକ ୧ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସେ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ମର୍ଦ୍ଦାବାଡ଼ି ଗ୍ରାମର ଚିତ୍ତରଞ୍ଜନ…
ତାଜା ଭୁଶୁଡ଼ି ୩ ମହିଳା ଆହତ
ନୟାଗଡ଼ ଅଫିସ,୧୪।୮- ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ଶରଧାପୁର ଗ୍ରାମରେ ଘରର ତାଜା ଭୁଶୁଡ଼ି ୩ ଜଣ ମହିଳା ଆହତ ହୋଇଛନ୍ତି। ସେମାନେ ହେଲେ ଶରଧାପୁର ତଳସାହିର ପ୍ରମିଳା ସାହୁ (୪୭), ସୁଷମା ସାହୁ (୪୩) ଓ ବାସନ୍ତୀ ସାହୁ (୪୩)।…
ବିଦ୍ୟୁତ୍ ତାରରେ ବସା ବାନ୍ଧୁଛି ବାଇଚଢ଼େଇ: ଦେଖିବାକୁ ମିଳୁନାହିଁ ଖଜୁରି , ତାଳଗଛ
ନୟାଗଡ଼ ଅଫିସ,୧୪।୮-ପୂର୍ବେ ରାସ୍ତାରେ ଯାଉଥିବା ବେଳେ ଗଛଡାଳରେ ବାଇଚଢ଼େଇ ବସା ଓ ତା’ର କିଚିରିମିଚିର ଶବ୍ଦ ଶୁଣିବା ପାଇଁ ବାଟୋଇଟିଏ କିଛି ସମୟ ପାଇଁ ଅଟକି ଯାଉଥିଲା। ହେଲେ ବର୍ତ୍ତମାନ ଆଉ ସେହିଭଳି ଦୃଶ୍ୟ ଦେଖିବାକୁ ମିଳୁନାହିଁ । ରାସ୍ତା ପାର୍ଶ୍ୱ…
ଲଗାଣ ବର୍ଷା : ବଢୁଛି ମହାନଦୀ ଜଳସ୍ତର; ବନ୍ୟା ଆଶଙ୍କାରେ ନଦୀକୂଳିଆ ଗ୍ରାମବାସୀ
ଗଣିଆ,୧୪।୮(ଡି.ଏନ.ଏ.)-ଗତ ୨ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଚଳିତ ବର୍ଷ ହୀରାକୁଦ ନଦୀବନ୍ଧରୁ ଏ ପର୍ଯ୍ୟନ୍ତ ବନ୍ୟାଜଳ ଛଡ଼ାଯାଇନଥିଲେ ମଧ୍ୟ ଏହାର ତଳିଆ ଅଞ୍ଚଳରେ ବର୍ଷା ଲାଗି ରହିଥିବାରୁ ଜଳସ୍ତର ଧୀରେ…

