ଭାଜପା ପ୍ରାର୍ଥୀ ଚୟନକୁ ନେଇ ବିବାଦ
ନୟାଗଡ଼, ୭।୪(ଲୋକନାଥ ମିଶ୍ର) ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ରାଘବ ମଲିକଙ୍କୁ ପ୍ରାର୍ଥୀ କରିବା ପରେ ଦଳର କେତେଜଣ ନେତା ପ୍ରାର୍ଥୀ ପରିବର୍ତ୍ତନ କରିବାକୁ ଗୋଟିଚାଳନା କରିବାରେ ଲାଗିଛନ୍ତି। ଉଦ୍ୟମ ବ୍ୟର୍ଥ ହେଲେ ସ୍ବାଧୀନ ପ୍ରାର୍ଥୀ ଦେଇ ବିଜେଡି…
ଜଙ୍ଗଲ ନିଆଁକୁ ନେଇ ଚିନ୍ତା
ନୟାଗଡ଼,୫।୪(ଲୋକନାଥ ମିଶ୍ର):ଜଙ୍ଗଲ ସୁରକ୍ଷାକାରୀଙ୍କୁ ଘାରିଛି ନିଅଁା ଚିନ୍ତା। ଜଙ୍ଗଲରେ ନିଅଁା ନ ଲାଗିବା ପାଇଁ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଆଦିବାସୀମାନେ ଗଁାରେ ଆଗୁଆ ସଭା କରି ସଚେତନତା ସୃଷ୍ଟି କରିଛନ୍ତି। ପୁଣି ପାଳି କରି ଜଙ୍ଗଲ ସୁରକ୍ଷାକୁ କଡ଼ାକଡ଼ି କରିଛନ୍ତି।…
ପ୍ରାର୍ଥୀ ଦେଇପାରୁ ନାହାନ୍ତି ବିଜେଡି, କଂଗ୍ରେସ
ନୟାଗଡ଼,୫ା୪(ଲୋକନାଥ ମିଶ୍ର):ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ନୟାଗଡ଼ ଜିଲା ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରୁନି। ଟିକେଟ୍ ଲବିରେ ବିଜେଡି ଓ କଂଗ୍ରେସ ନେତା ଥିବାରୁ ଏଭଳି ସ୍ଥିତି ଉପୁଜିଛି। ତେବେ ଭାଜପା ପ୍ରାର୍ଥୀ ଦୁଷ୍ମନ୍ତ ସ୍ବାଇଁ ଟିକେଟ୍ ପାଇ…
୭ ବର୍ଷରେ ୧୭ ମୃତ
ନୟାଗଡ଼,୪।୪ (ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ୍ ଚଢ଼େୟାପଲ୍ଲୀ ପଞ୍ଚାୟତର ଚଢ଼େୟାପଲ୍ଲୀ, ସୁନ୍ଦୁରୁକୁମ୍ପା (ଶ୍ୟାମ ଖଳିସାହି), ଓଷାମସ୍କା ଗଁାର ଦଳିତସାହି, ପୋଖରୀଗୋଛା ପଞ୍ଚାୟତର କଇଁଆଡିହ ଆଦି ଗାଁରେ କିଡ୍ନୀ ଜନିତ ରୋଗ ଭୟର ବାତାବରଣ ସୃଷ୍ଟି କରିଛି । ଉପରୋକ୍ତ ଗାଁରେ…
ବଦଳିଲା ସକାଳୁଆ ସ୍କୁଲ ସମୟ
ନୟାଗଡ଼, ୪।୪ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଖରାର ପ୍ରକୋପ ବୃଦ୍ଧି ପାଉଥିବାରୁ ଜିଲାପାଳ ସ୍ବଧାଦେବ ସିଂ ବୁଧବାର ସକାଳୁଆ ସ୍କୁଲ ସମୟର ପରିବର୍ତ୍ତନ ଆଣିଛନ୍ତି । ଏପ୍ରିଲ ୪ ଅର୍ଥାତ୍ ଗୁରୁବାରଠାରୁ ସକାଳ ସାଢ଼େ ୬ଟାରୁ ପୂର୍ବାହ୍ନ ସାଢ଼େ ୧୦ଟା ପର୍ଯ୍ୟନ୍ତ…
ଉଇ ଲାଗି ନଷ୍ଟ ହେଲାଣି ବହୁ ଗୁରୁତ୍ୱପୂର୍ଣ୍ଣ ରେକର୍ଡ
ରଣପୁର,୨ା୪ (ସୁକାନ୍ତ କିଶୋର ଡାକୁଆ):ରାଜ୍ୟ ସରକାର ବହୁ ପୁରଣା ଓ ବିପଦ ସଙ୍କୁଳରେ ଥିବା ସରକାରୀ କାର୍ଯ୍ୟାଳୟର ଗୃହକୁ ଭାଙ୍ଗି କୋଟି କୋଟି ଟଙ୍କା ମଞ୍ଜୁର କରି ନୂଆ କୋଠାଘର ନିର୍ମାଣ କରୁଛନ୍ତି। ହେଲେ ନୟାଗଡ଼ ଜିଲା ରଣପୁର ତହସିଲ ଅଧୀନରେ…
ବିଜେଡି ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ମନ୍ଦିରରେ ଶପଥ
ନୟାଗଡ଼,୨ା୪ (ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ପ୍ରସିଦ୍ଧ ଶୈବପୀଠ ଯାମୁପାଟଣାସ୍ଥିତ ଦୁତୀକେଶ୍ୱର ମନ୍ଦିରରେ ସୋମବାର ନୟାଗଡ଼ ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଅରୁଣ କୁମାର ସାହୁଙ୍କୁ ଭୋଟ ଦେବା, ବିଜୟ ପାଇଁ ନୟାଗଡ଼ ବ୍ଲକର ସରପଞ୍ଚ ଓ ସମିତିସଭ୍ୟ ଶପଥ…
୩ ଗାଁରେ ପାନୀୟ ଜଳ ଉତ୍କଟ
ନୟାଗଡ଼,୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲ୍ଳକ ବଡବାଣପୁର ପଞ୍ଚାୟତର ଭ୍ରମରବରପ୍ରସାଦର ଶିମଳିସାହି, ସିଦ୍ଧାମୂଳା ପଞ୍ଚାୟତର ଆନନ୍ଦନଗର, ସିଘାଂପଡ଼ା ପଞ୍ଚାୟତର ଖୁଣ୍ଟୁବନ୍ଧ ଗାଁରେ ପାନୀୟ ଜଳ ସଙ୍କଟ ଦେଖା ଦେଇଛି। ଖୁଣ୍ଟୁବନ୍ଧ ଗାଁରେ ୭୪ ପରିବାରର ୨୦୫ରୁ ଊର୍ଦ୍ଧ୍ୱ ଲୋକ ବାସ କରୁଛନ୍ତି।…
ମହାନଦୀରେ ସ୍ନାନ ପାଇଁ ହେବ ବ୍ୟାରିକେଡ୍
ନୟାଗଡ଼,୩୧ା୩ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଜିଲାପାଳଙ୍କ ମିନି କନ୍ଫରେନ୍ସ ହଲ୍ରେ ଖଣ୍ଡପଡ଼ା ବ୍ଲ୍ଳକର କଣ୍ଟିଲୋ ଶ୍ରୀନୀଳମାଧବ ଜୀଉ ବିଜେଙ୍କ ମହାବାରୁଣୀ ସ୍ନାନ ନିମନ୍ତେ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏପ୍ରିଲ ୬ ତାରିଖ ମଧ୍ୟାହ୍ନ ୧୨ଟାରେ ପ୍ରଭୁ ନୀଳମାଧବ…
ଝୁଲୁଛି ଭାଜପା, କଂଗ୍ରେସର ପ୍ରାର୍ଥୀ ତାଲିକା
ନୟାଗଡ଼,୩୧ା୩ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ୪ଟି ବିଧାନସଭା ନିର୍ବାଚନମଣ୍ଡଳୀ ରହିଥିବାବେଳେ ଭାଜପା ଓ କଂଗ୍ରେସ ପକ୍ଷରୁ କୌଣସି ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ଦିଆଯାଇ ପାରିନାହିଁ। ସବୁ ନିର୍ବାଚନମଣ୍ଡଳୀରେ ୨ ଜାତୀୟ ଦଳର ପ୍ରାର୍ଥୀ ତାଲିକା ଝୁଲିରହିଛି। କାହାକୁ ଟିକେଟ ଦେଲେ ଦଳ ଶାସକ…
କଳାପାଟ-ବଡ଼ମୂଳ ରାସ୍ତା କାମ ଅଧାପନ୍ତରିଆ
ଗଣିଆ,୨୯ା୩(ସନ୍ତୋଷ କୁମାର ପ୍ରଧାନ): ନୟାଗଡ଼ ଜିଲା ଗଣିଆ-କୁତୁରୀ ପୂର୍ତ୍ତ ବିଭାଗ ରାସ୍ତାକୁ ଅକ୍ତିଆର କରିଛି ଗ୍ରାମ୍ୟ ଉନ୍ନୟନ ବିଭାଗ। ଏହି ରାସ୍ତାର ଗଣିଆଠାରୁ ବଡ଼ମୂଳ ପର୍ଯ୍ୟନ୍ତ ନବୀକରଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ (ଆରଡି) ହାତକୁ ନେଇଛି। ଗତ ୫ବର୍ଷ ତଳେ…
ବିଜେଡିରେ ଯୋଗଦେଲେ ଇରାନୀ ରାୟ; ଅରୁଣଙ୍କ ରାସ୍ତା ସଫା, ସମ୍ବିତଙ୍କ ପାଇଁ ସମସ୍ୟା
ଭୁବନେଶ୍ୱର,୨୪।୩: ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶତାଧିକ କର୍ମୀଙ୍କ ସହିତ ଆସି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଛନ୍ତି। ଇରାନୀ ବିଜେଡିରେ ଯୋଗ ଦେବା ପରେ ନୟାଗଡ଼ ରାଜନୀତିରେ ବଡ଼…
Archives


