ନୟାଗଡ଼

ଖଣ୍ଡପଡ଼ା ସବ୍‌ ଜେଲରୁ ବିଚାରାଧୀନ କଏଦୀ ଫେରାର

ନୟାଗଡ଼ ଅଫିସ, ୩।୮: ନୟାଗଡ଼ ଜିଲା ଖଣ୍ଡପଡ଼ା ସବ୍‌ ଜେଲରୁ ଶନିବାର ପୂର୍ବାହ୍ନରେ ଜଣେ ବିଚାରାଧୀନ କଏଦୀ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ଫତେଗଡ଼ ଥାନା ଅନ୍ତର୍ଗତ ଫତେଗଡ଼ ଗ୍ରାମର ତପନ ରାଉତ। ଗତ କିଛି ବର୍ଷ ହେବ ତପନ ଏକ…

ଦାବି ପୂରଣ ପାଇଁ ଖବରଦାତାଙ୍କ ପ୍ରତୀକ ଧାରଣା

ଦଶପଲ୍ଲା,୩ା୮(ଡି.ଏନ.ଏ.): ଦଶପଲ୍ଲା ଥାନା ସମ୍ମୁଖରେ ଖବରଦାତା କ୍ରିୟାନୁଷ୍ଠାନ କମିଟି ତରଫରୁ ଦ୍ୱିତୀୟ ପର୍ଯ୍ୟାୟ ଧାରଣା ଶୁକ୍ରବାର ଆରମ୍ଭ ହୋଇଛି। ଜୁନ୍‌ ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ ସେମାନେ ନିଜର ଦାବି ପୂରଣ ପାଇଁ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ତେବେ ୫ମ ଦିବସରେ…

ରଘୁନାଥ ଜୁନିୟର ମହାବିଦ୍ୟାଳୟ ନବାଗତ ଶିକ୍ଷାର୍ଥୀଙ୍କୁ ସ୍ବାଗତ

ବୋଲଗଡ଼,୩ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଦେଉଳିସ୍ଥିତ ରଘୁନାଥ ଜୁନିୟର ମହାବିଦ୍ୟାଳୟରେ ନାମ ଲେଖାଇଥିବା ଚଳିତବର୍ଷର ୧ମ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଶୁକ୍ରବାର ଏକ ସ୍ବାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଯୁକ୍ତଦୁଇ ୨ୟ ବର୍ଷ ଛାତ୍ରୀଛାତ୍ର ତଥା ଅନୁଷ୍ଠାନ ପକ୍ଷରୁ ନବାଗତଙ୍କ ନିମନ୍ତେ…

ଚଢା ଦରରେ ବିକ୍ରି ହେଉଛି ୟୁରିଆ: ବସ୍ତା ପ୍ରତି ୨୬୬ ପରିବର୍ତ୍ତେ ନେଉଛନ୍ତି ୩୬୦ ଟଙ୍କା

ନୟାଗଡ଼ ଅଫିସ,୩ା୮: ନୟାଗଡ଼ ବ୍ଲକ ଇଟାମାଟିର ଏକ ସାର ବିକ୍ରୟ କେନ୍ଦ୍ରରୁ ଜଣେ ଚାଷୀ ଶୁକ୍ରବାର ୟୁରିଆ ବସ୍ତା ପିଛା ୩୬୦ ଟଙ୍କାରେ କିଣିଥିଲେ। ଚାଷୀ ଜଣକ ଏତେ ଟଙ୍କା କାହିଁକି ନେଉଛ ବୋଲି ପଚାରିବାରୁ ଦୋକାନୀ ଗାଡ଼ି ଖର୍ଚ୍ଚ ବାବଦକୁ…

ଶିକାର ପାଇଁ ନିରାପଦ ସ୍ଥାନ ପଥରଗଣ୍ଡ ପ୍ରକଳ୍ପ: ୧ ମାସରେ ୯ ବନ୍ୟଜନ୍ତୁ ଶିକାର

ରଣପୁର,୩।୮(ସ୍ବ.ପ୍ର.): ବନ୍ୟଜନ୍ତୁ ଶିକାର ପାଇଁ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜର ପଥରଗଣ୍ଡ ପ୍ରକଳ୍ପ ନିରାପଦ ସ୍ଥାନ ପାଲଟିଛି । ରଣପୁର କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ଏହି ପ୍ରକଳ୍ପ ନିକଟକୁ ବନ୍ୟଜୀବଜନ୍ତୁ ପାଣି ପିଇବାକୁ ଆସି ଶିକାର ହେଉଛନ୍ତି। ଭୋର…

୨୮ ମାସରେ ୭୨୮ ଶିଶୁ ଅପପୁଷ୍ଟିର ଶିକାର

ନୟାଗଡ଼ ଅଫିସ,୨ା୮: ଯାଜପୁର ଜିଲା ନଗଡ଼ାକୁ କେହି ଭୁଲି ପାରିନାହାନ୍ତି। ୨୦୧୬ରେ ନଗଡ଼ାର ଶିଶୁମାନେ ଅପପୁଷ୍ଟିର ଶିକାର ହେବା ଘଟଣା ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏବେ ନୟାଗଡ଼ ଜିଲାରେ ଏଭଳି ଚିତ୍ର ସାମ୍‌ନାକୁ ଆସିଛି। ୨୮ ମାସ ମଧ୍ୟରେ…

ଓଡ଼ଗାଁରୁ ଚୋରି ଗାଡ଼ି ରଣପୁରରୁ ଜବତ

ରଣପୁର,୨।୮ (ସ୍ବ.ପ୍ର.)-ନୟାଗଡ ଜିଲା ଓଡଗାଁ ଥାନା ଅଞ୍ଚଳରୁ ଗତ ଜୁଲାଇ ୩୦ ତାରିଖରେ ଚୋରି ହୋଇଥିବା ଏକ ବୋଲେରୋକୁ ରଣପୁର ପୋଲିସ ଗୁରୁବାର ରଣପୁର ଅନ୍ତର୍ଗତ ଅସୁରକୁମାରୀ ପୀଠରୁ ଜବତ କରିଛି। ପରେ ଓଡଗାଁ ପୋଲିସକୁ ହସ୍ତାନ୍ତର କରିଛି। ଯେ, ଓଡ଼ଗାଁ…

ସୁବର୍ଣ୍ଣ ଚିତା ଲାଗି ହେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)- ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପରିଚିତ କଣ୍ଟିଲୋର ନୀଳମାଧବ ଜୀଉଙ୍କ ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ ଶ୍ରୀଜୀଉଙ୍କୁ ସୁବର୍ଣ୍ଣର ଚିତା ଲାଗି କରାଯାଇଥିଲା ା ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଶ୍ରୀଜୀଉଙ୍କର ସକାଳଧୂପ ଶେଷ ହେବାପରେ ମନ୍ଦିରର…

ମଞ୍ଜୁର ହେଲା ଅର୍ଥ, ବିଦ୍ୟାଳୟ ମରାମତି ନୋହିଲା

ଗଣିଆ,୨।୮(ଡି.ଏନ.ଏ.)-ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ଗଣିଆ ବ୍ଲକ ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାତ୍ୟାର ତିନି ମାସ ପରେ ବି ମରାମତି ହୋଇପାରିନି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ମେ ମାସ ପ୍ରଥମ ସପ୍ତାହରେ ଫନୀ…

ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାରେ ବିଳମ୍ବ: ଦୂଷିତ ପାଣି ପିଇ ଲୋକେ ରୋଗାକ୍ରାନ୍ତ

ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)-ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡ଼ା ପଞ୍ଚାୟତସ୍ଥ ମାଧପୁର ଗ୍ରାମବାସୀ ପାନୀୟଜଳ ଅଭାବରୁ ବାଧ୍ୟହୋଇ ଦୂଷିତ ନଳକୂପ ପାଣି ବ୍ୟବହାର କରି ରୋଗାକ୍ରାନ୍ତ ହେଉଛନ୍ତି। ବିଶେଷ ଭାବେ ଗ୍ରାମର ଅନେକ ଲୋକ କିଡ଼ନୀ ରୋଗର ଶିକାର ହେଉଛନ୍ତି। ଏହି ନୂତନ ପାନୀୟ ଜଳ…

କଟକରେ ଗଳାକାଟି ୩ ଜଣଙ୍କୁ ହତ୍ୟା ଘଟଣା: ନାରାୟଣଙ୍କୁ ଫସାଇ ଦେଇଛି ପୋଲିସ

ନୟାଗଡ଼ ଅଫିସ,୧।୮: କଟକ ସହରରେ ଗତ ୨୩ ଓ ୨୪ ତାରିଖରେ ଫୁଟ୍‌ପାଥ୍‌ରେ ଶୋଇଥିବା ୩ ଜଣ ଲୋକଙ୍କ ଗଳାକାଟିି ହତ୍ୟା ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟିକରିଛି। ଏହି ଘଟଣାରେ ୨୭ ତାରିଖ ବିଳମ୍ବିତ ରାତ୍ରିରେ କଟକ ଓ ଓଡ଼ଗାଁ…

କୁସୁମୀ ସେତୁ ଆପ୍ରୋଚ ରାସ୍ତା ନିର୍ମାଣରେ ବିଳମ୍ବ : ବିଭାଗୀୟ କର୍ତ୍ତୃପକ୍ଷଙ୍କ ନୀରବ ନେଇ ଅସନ୍ତୋଷ

ଖଣ୍ଡପଡ଼ା,୧ା୮(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦସା ଗ୍ରାମ ନିକଟସ୍ଥ ରାଣୀଛେଲି ପଞ୍ଚାୟତସ୍ଥ କଳପଙ୍ଗୀ ଗ୍ରାମକୁ ସଂଯୋଗ କରୁଥିବା କୁସୁମୀ ନଦୀ ଉପରେ ଆପ୍ରୋଚ ରାସ୍ତା ନିର୍ମାଣରେ ବିଳମ୍ବ ନେଇ ଅଭିଯୋଗ ହେଉଛି। ଏ ନେଇ ବାରମ୍ବାର ଦାବି ସତ୍ତ୍ୱେ ବିଭାଗୀୟ କର୍ତ୍ତୃପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?