ନୟାଗଡ଼

କୁଟୁରା ମାଂସ ଜବତ, ୩ ଗିରଫ

ରଣପୁର,୨୯ା୭ (ସ୍ବ.ପ୍ର.): ଖୋର୍ଦ୍ଧା ବନଖଣ୍ଡ ରଣପୁର ବନ ବିଭାଗ ଅଧୀନ ଆଖୁପଦରଠାରେ ବିଭାଗୀୟ କର୍ମଚାରୀମାନେ ରବିବାର ଚଢ଼ାଉ କରି ପ୍ରାୟ ୫ କେଜି କୁଟୁରା ମାଂସ ଓ ଏକ ମୋଟର ସାଇକେଲ ଜବତ କରିଛନ୍ତି। ଏହି ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ…

ପ୍ରଚୁର ଜଳ ଉତ୍ସ ସତ୍ତ୍ୱେ ହେଉନି ସଂରକ୍ଷଣ : ଜାରି ରହିଛି ମହାନଦୀ ଜଳ ବିବାଦ

ଖଣ୍ଡପଡ଼ା,୨୯ା୭-ଦେଶ ସ୍ବାଧୀନ ହେବାର ୧ ବର୍ଷ ପରେ ଅର୍ଥାତ୍‌ ୧୯୪୮ ମସିହାରୁ ଓଡିଶାରେ କୃଷିର ଉନ୍ନତି ପାଇଁ ଜଳସେଚନ ଏବଂ ବିଦ୍ୟୁତ୍‌ ଦେଖାଦେଇଛି। ଉତ୍ପାଦନ ଲକ୍ଷ୍ୟରେ ମହାନଦୀର ଉପର ମୁଣ୍ଡରେ ହିରାକୁଦ ନଦୀବନ୍ଧ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୧୯୫୭ ମସିହାରେ…

ରାସ୍ତା ଉପରେ ପଥର ଗଦା, ଯାତାୟାତରେ ସମସ୍ୟା

ଗଣିଆ,୨୮ା୭(ଡି.ଏନ.ଏ.): ଗଣିଆ-ବଡମୂଳ ପୂର୍ତ୍ତ ବିଭାଗ ରାସ୍ତାର ମଣିଭଦ୍ରାଠାରେ ରାସ୍ତା ଉପରେ ପଥର ଗଦା ହୋଇଥିବାରୁ ଯାତାୟାତରେ ସମସ୍ୟା ଦେଖାଦେଇଛି ା ଏଥିସହ ରାସ୍ତାରେ ପଟୁମାଟି ପଡିରହିଥିବାରୁ ଲୋକେ ଛୋଟବଡ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ମଣିଭଦ୍ରା ପାଦଦେଶ ତଥା ମହାନଦୀ କୂଳରେ ଯାଇଥିବା…

ପଥରଚକଡା ପଞ୍ଚାୟତରେ କିଡ୍‌ନୀ ରୋଗ ଆତଙ୍କ: ୨ବର୍ଷରେ ଗଲାଣି ୪୦ରୁ ଊର୍ଦ୍ଧ୍ୱ ଜୀବନ, ଏବେ ଆକ୍ରାନ୍ତ ଅଛନ୍ତି ୫୦ରୁ ଅଧିକ

ଖଣ୍ଡପଡ଼ା,୨୮ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଭାପୁର ବ୍ଲକ ପଥରଚକଡା ପଞ୍ଚାୟତର ମାଧପୁର ଓ ପଥରଚକଡା ଗ୍ରାମରେ ଗତ ୨ବର୍ଷ ମଧ୍ୟରେ ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି କିଡ୍‌ନୀ ରୋଗରେ ଜୀବନ ହାରିଛନ୍ତି। ଶନିବାର ମାଧପୁର ଗ୍ରାମର ଆଉ ଜଣେ ବ୍ୟକ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ…

ରାସ୍ତା କାର୍ଯ୍ୟ ଅଧାପନ୍ତରିଆ, ଶଙ୍ଖେଇ ଗ୍ରାମବାସୀ ହନ୍ତସନ୍ତ

ନୟାଗଡ଼ ଅଫିସ,୨୮।୭-ସମସ୍ତ ଗ୍ରାମକୁ ଗମନାଗମନର ସୁବିଧା ପାଇଁ ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ରାସ୍ତା ତିଆରି କରାଯାଉଛି। ନୟାଗଡ଼ ଜିଲା ସଦର ବ୍ଲକ ନୋତର ପଞ୍ଚାୟତ ଶଙ୍ଖେଇ ଗ୍ରାମରେ ରାସ୍ତା କାମ ଅଧାପନ୍ତରିଆ ହୋଇ ପଡିରହିଛି। କାମ…

ଅଶାନ୍ତ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟ: କଲେଜ ଅନିର୍ଦ୍ଦିଷ୍ଟ କାଳ ସାଇନ-ଏ-ଡାଏ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨୮।୭-ଅଶାନ୍ତ ପାଲଟିଛି ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟ । ଏ ନେଇ ଅଧ୍ୟକ୍ଷା ଅନିର୍ଦ୍ଦିଷ୍ଟ କାଳ ପାଇଁ ମହାବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା କରିଛନ୍ତି। ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ଅସଦାଚରଣ କରିଥିବା ଅଭିଯୋଗ କରି…

ନିମ୍ନମାନର କାର୍ଯ୍ୟ : ଗହୀର ମଝିରେ ଭାଙ୍ଗିପଡ଼ିଲା ୮ ବିଦ୍ୟୁତ୍‌ ଖୁଣ୍ଟ

ବାଲିଆ,୨୭।୭: ଫନୀ ବାତ୍ୟା ପରେ ବିଦ୍ୟୁତ୍‌ ଖୁଣ୍ଟ, ତାର ଆଦି ପୁନରୁଦ୍ଧାର ଓ ମରାମତି କାର୍ଯ୍ୟ କିପରି ନିମ୍ନମାନର ହୋଇଛି ତାହାର ଉଦାହରଣ ଦେଖିବାକୁ ମିଳିଛି ରଘୁନାଥପୁର ବିଦ୍ୟୁତ୍‌ ସେକ୍ସନ ଅଧୀନ ମାଣପୁରରେ। ଏହି ଗଁାର ଗହୀର ମଝିରେ ୧୧ କେଭି…

କମ୍‌ ବର୍ଷା ଯୋଗୁ ତଳି ରୁଆ କାର୍ଯ୍ୟରେ ବାଧା: ଆଶା ଓ ଆଶଙ୍କାରେ ଚାଷୀ, ଜଳସେଚନ ବ୍ୟବସ୍ଥା ଦାବି

ବୋଲଗଡ଼,୨୭ା୭(ଡି.ଏନ.ଏ.): ଚଳିତ ବର୍ଷ ଏପର୍ଯ୍ୟନ୍ତ କମ୍‌ ପରିମାଣରେ ବର୍ଷା ଧାନଚାଷରେ ପ୍ରତିବନ୍ଧକ ସୃଷ୍ଟି କରିଛି। ଜଳାଭାବରୁ ରୁଆ ପୋତା ପାଇଁ ମଧ୍ୟ ଜମି ପ୍ରସ୍ତୁତି ହୋଇପାରୁନାହଁ। ତଳି ପକାଯାଇଥିବା ଜମିରେ ଯଥେଷ୍ଟ ପରିମାଣର ଜଳ ନ ଥିବାରୁ ଚାଷୀମାନେ ପମ୍ପ୍‌ ଦ୍ୱାରା…

ପକ୍କାଘର କରାଇଦେବାକୁ କହି ମହିଳାଙ୍କୁ ଠକେଇ ଘଟଣା: ମାସେ ପରେ ବି ପୋଲିସ ହାତ ଖାଲି

ନୟାଗଡ଼ ଅଫିସ,୨୭।୭: ଗତ ଜୁନ୍‌ ମାସ ୨୫ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜଣେ ଯୁବକ ମହିଳାଙ୍କୁ ପକ୍କା ଘର କରାଇଦେବାକୁ କହି ସୁନା ଚେନ୍‌ ଓ ଟଙ୍କା ଠକି ନେଇ ଫେରାର୍‌ ହୋଇଯିବା ଘଟଣାକୁ ମାସେ ପୂରିଲାଣି। ହେଲେ ନୟାଗଡ଼…

ସ୍ବଳ୍ପ ବୃଷ୍ଟି: ଚାଷୀ ଆନନ୍ଦିତ: ଜମିରେ ଚାଲିଛି ତଳି ରୁଆ କାର୍ଯ୍ୟ

ନୟାଗଡ଼ ଅଫିସ,୨୭।୭: ଶ୍ରାବଣ ମାସର ୧୦ ଦିନ ବିତିଗଲାଣି। ବର୍ଷା ଯେଉଁଭଳି ଭାବେ ହେବା କଥା ନ ହେବାରୁ ଡହଡ଼ହ ଖରାରେ ଜମି ଫାଟି ଅଁା କରିଥିଲା। ଏହି ସମୟରେ ଗୁରୁବାର ହୋଇଥିବା ବର୍ଷା ଚାଷୀଙ୍କ ମନରେ ଆଶା ସଞ୍ଚାର କରିଛି।…

ରଣପୁର ବ୍ଲକ ସରକାରୀ ଅନୁଦାନରୁ ବଞ୍ଚିତ ୩ ହାଇସ୍କୁଲ: ପଦକ୍ଷେପ ନ ନେଲେ ଆନ୍ଦୋଳନ ଚେତାବନୀ

ରଣପୁର,୨୭ା୭ (ସ୍ବ.ପ୍ର.): ସରକାର ଶିକ୍ଷାର ଉନ୍ନତୀକରଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଠିକ୍‌ ଭାବେ ସମୀକ୍ଷା ହେଉ ନ ଥିବାରୁ ଛାତ୍ରୀଛାତ୍ର ଏହାର ସୁଫଳ ପାଇପାରୁନାହାନ୍ତି। କିଛି ସ୍ଥାନରେ ଶିକ୍ଷୟିତ୍ରୀଶିକ୍ଷକ ଓ କର୍ମଚାରୀ ମଧ୍ୟ ସରକାରଙ୍କ ତ୍ରୁଟିପୂର୍ଣ୍ଣ…

ରାସ୍ତା ଖୋଳିଦେଲେ ଦୁର୍ବୃତ୍ତ: କୂଳସର-ନୀଳପଲ୍ଲୀ ବିଚ୍ଛିନ୍ନ

ରଣପୁର,୨୭ା୭ (ସ୍ବ.ପ୍ର.): ରଣପୁର ବ୍ଲକ କୂଳସର ପଞ୍ଚାୟତର ଏକ ରାସ୍ତା ଖୋଳିଦିଆ ଯିବାରୁ କୂଳସର-ନୀଳପଲ୍ଲୀ ବିଚ୍ଛିନ୍ନ ହୋଇଯାଇଛି। ପୂର୍ବରୁ ଏହି ରାସ୍ତା ଶୋଚନୀୟ ହୋଇପଡିଥିଲା। ବାରମ୍ବାର ଦାବି ପରେ ଏହାକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ସାମିଲ କରାଯାଇ ନୂତନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?