ନୟାଗଡ଼

ପରିବେଶର ଅବକ୍ଷୟ ଯୋଗୁ ମରୁଡ଼ି ପରିସ୍ଥିତି ଆଶଙ୍କା

ଖଣ୍ଡପଡା,୧୮।୬(ସ୍ବ.ପ୍ର.)-ମାନବ ସମାଜ ସହିତ ସମଗ୍ର ଜୀବ ଜଗତର ସ୍ଥିତି ରକ୍ଷା ନିମନ୍ତେ ପରିବେଶ ସୁରକ୍ଷା ଜରୁରୀ ଅଟେ । ସାମ୍ପ୍ରତିକ ପରିସ୍ଥିତିରେ ବୃକ୍ଷ, ଜଙ୍ଗଲ ତଥା ପରିବେଶର ଦ୍ରୁତ ଅବକ୍ଷୟ ମାନବ ସମାଜ ସହିତ ପଶୁପକ୍ଷୀ, ନାନାଦି କୀଟପତଙ୍ଗ ଆଦିଙ୍କ ପାଇଁ…

ଚିନିକଳ ବିକ୍ରି ଗୁଜବ : ଏକାଠି ହେଲେ କୃଷକ, ନେତା, ହେବ ଆନ୍ଦୋଳନ

ନୟାଗଡ଼ ଅଫିସ,୧୭ା୬:  ନୟାଗଡ଼ ଜିଲା ସଦର ବ୍ଲକ ପାଣିପୋଇଲାଠାରେ ଥିବା ଚିନିକଳ ବିକ୍ରି ନେଇ ଗୁଜବ ପ୍ରଚାର ହେବା ପରେ ଏବେ ଜିଲାସାରା ଗୋଟିଏ ଚର୍ଚ୍ଚା। କିପରି ଏହାର ସୁରକ୍ଷା ହେବ ବା ଚିନିକଳ ଖୋଲିବ। ଏଥିପାଇଁ କୃଷକଙ୍କଠାରୁ ଆରମ୍ଭ କରି…

ଆବାସ ଯୋଜନାରୁ ବଞ୍ଚିତ ଗରିବ ପରିବାର : ଜୀବନ ବିତୁଛି ଝାଟିମାଟି ଘରେ

ଖଣ୍ଡପଡ଼ା ୧୭ା୬(ସ୍ବ.ପ୍ର.): ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଜନସାଧାରଣଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ତେବେ ଏହି ଯୋଜନା ଅନେକ କ୍ଷେତ୍ରରେ କିପରି ବିଫଳ ହୋଇଛି ତାହାର…

ଭାପୁର ଅଞ୍ଚଳରେ ଝାଡ଼ାବାନ୍ତି :୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ଭାପୁର/ଖଣ୍ଡପଡା,୧୬ା୬(ଡି.ଏନ.ଏ./ସ୍ବ.ପ୍ର.)-ନୟାଗଡ ଜିଲା ଭାପୁର ବ୍ଲକରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି ।  ଏହି ରୋଗରେ ୧୦ ଗାଁର ପ୍ରାୟ ୨୫ରୁ ଊର୍ଦ୍ଧ୍ୱଲୋକ ଆକ୍ରାନ୍ତ ହୋଇ ଏବେ ଭାପୁର ଡାକ୍ତରଖାନାରେ ଚିକିତ୍ସତ ହେଉଛନ୍ତି । ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଯୋଗୁ…

କାଳବୈଶାଖୀ ପ୍ରଭାବ: ଗଛ ପଡ଼ି ଜଣେ ମୃତ, ୧୦ ଆହତ

ନୟାଗଡ଼ ଅଫିସ,୧୪।୬: ନୟାଗଡ଼ ଜିଲା ସଦର ବ୍ଲକ ନବଘନପୁର ପଞ୍ଚାୟତ ଲଡ଼ୁକିଶୋରପୁର ଗ୍ରାମରେ ଗୁରୁବାର ରାତିରେ କାଳବୈଶାଖୀରେ ଗଛ ପଡ଼ିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଲଡୁକିଶୋରପୁର ୪ ନମ୍ବର ଓ୍ବାର୍ଡର ଓ୍ବାର୍ଡମେମ୍ବର…

ସୋସିଆଲ ମିଡିଆରେ ବିଜେଡି-ଭାଜପା କଳି : ୩ ଭାଜପା କର୍ମୀଙ୍କୁ ଗିରଫ କଲା ପୋଲିସ

ନୟାଗଡ଼ ଅଫିସ,୧୪ା୬- ଦୁଇଜଣ ବ୍ୟକ୍ତିଙ୍କ ମଧ୍ୟରେ ସୋସିଆଲ ମିଡିଆରେ ବିଜେଡି-ଭାଜପା କଳି ଘଟଣାରେ ପୋଲିସ ୩ ଭାଜପା କର୍ମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ହେଲେ ପ୍ରିୟାପ୍ରୀତି ତୋଷଣ କରି ପୋଲିସ ବିଜେଡି କର୍ମୀଙ୍କୁ ଛାଡିଦେଇଥିବା ଅଭିଯୋଗ କରି ଗୁରୁବାର…

ଖଣ୍ଡପଡ଼ା ସବ୍‌ଜେଲରୁ ଫେରାର କଏଦୀ ଗିରଫ

ଖଣ୍ଡପଡା,୧୪।୬(ସ୍ବ.ପ୍ର.): ନୟାଗଡ ଜିଲା ଖଣ୍ଡପଡା ସବ୍‌ଜେଲରୁ ପାଚେରି ଡେଇଁ ଫେରାର ଥିବା ଜଣେ କଏଦୀଙ୍କୁ ଫତେଗଡ଼ ଓ ଖଣ୍ଡପଡ଼ା ଥାନା ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଫତେଗଡ଼ ଥାନା ଅନ୍ତର୍ଗତ କରବର ଗ୍ରାମ ହାତୁଆସାହିର ତପନ କୁମାର…

ଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ, ବିବାହ : ମଦନ ମୋହନ ବିଜେ କରନ୍ତି ଶ୍ରୀକୃଷ୍ଣ ବେଶରେ

ଖଣ୍ଡପଡ଼ା,୧୪ା୬(ସ୍ବ.ପ୍ର.): କଣ୍ଟିଲୋ ଶ୍ରୀନୀଳମାଧବ ମନ୍ଦିରରେ ପାରମ୍ପରିକ ରୀତିରେ ଦ୍ୱାରିକାଧିପତି ଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି। ପୌରାଣିକ କଥା ଅନୁସାରେ ଜ୍ୟେଷ୍ଠ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀକୃଷ୍ଣ ରୁକ୍ମିଣୀଙ୍କୁ ହରଣ କରିଥିବାରୁ ଏହି ଦିବସଟି…

ଢାବା ଉପରେ ବୋମାମାଡ଼ କରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ନୟାଗଡ଼ ଅଫିସ,୧୩ା୬: ନୟାଗଡ଼ ଜିଲା ଶରଣକୁଳ ଥାନା ଗୋଡ଼ିପଡ଼ାର ଏକ ଢାବା ଉପରେ ବୁଧବାର ରାତିରେ ବୋମାମାଡ଼ ହୋଇଛି। ଏଥିରେ ଢାବାମାଲିକଙ୍କର ବୁଲେଟ୍‌ ଏବଂ କାର୍‌ଟି ନଷ୍ଟ ହୋଇଯାଇଛି। ଘଟଣାରୁ ପ୍ରକାଶ ଯେ, ବୁଧବାର ବିଳମ୍ବିତ ରାତିରେ ୭/୮ ଜଣ ଦୁର୍ବୃତ୍ତ…

ବର୍ଷା ପୂର୍ବରୁ କାମ ସାରିବାକୁ ଅଧିକାରୀଙ୍କୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଗାଁ (ଡି.ଏନ.ଏ)/ନୟାଗଡ଼ ଅଫିସ,୧୨।୬- ନୟାଗଡ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ମଙ୍ଗଳବାର ଅପରାହ୍ନ ୫ଟାରେ ରାଜ୍ୟ କୃଷି, ମତ୍ସ୍ୟ, ପଶୁପାଳନ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଆବାହକତ୍ୱରେ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।…

ବିନା ଗୃହରେ ଚାଲିଛି ୨୨୭ ଅଙ୍ଗନୱାଡି କେନ୍ଦ୍ର: ଉଦ୍‌ଘାଟନ ନ ହୋଇ ତାଲା ପଡ଼ିରହିଛି ବହୁ ଗୃହ

ରଣପୁର, ୧୨।୬ (ସ୍ବ.ପ୍ର.)-ଶିଶୁମାନଙ୍କୁ ଅପପୁଷ୍ଟିରୁ ରକ୍ଷା କରିବା ସହ ଶିକ୍ଷାର ପ୍ରସାର ପାଇଁ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଛି। ହେଲେ ଅନେକ ସମୟରେ ଅଧିକାଂଶ କେନ୍ଦ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ତାହା ଶିଶୁମାନଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଥାଏ। କିଛି…

ଭାପୁରରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଲାଗଠନ ହେଲା ୩ ସମନ୍ବୟ କମିଟି

ଭାପୁର/ଖଣ୍ଡପଡା,୧୧ା୬(ଡି.ଏନ.ଏ./ସ୍ବ.ପ୍ର.)- ଭାପୁର ବ୍ଲକ ସଦର ମହକୁମାରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଛି। ରବିବାର ଏହି ମର୍ମରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଯୁକ୍ତ ୨ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ଶିକ୍ଷାବିତ୍‌ ଲୋକନାଥ ଆଚାର୍ଯ୍ୟ ଏଥିରେ ଅଧ୍ୟକ୍ଷତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri