ନୟାଗଡ଼

ପୃଥକ ବିଦ୍ୟୁତ୍‌ ଦୁର୍ଘଟଣା: ଲାଇନ୍‌ମ୍ୟାନ୍‌ ମୃତ, ଶ୍ରମିକ ଗୁରୁତର

ନୟାଗଡ଼ ଅଫିସ,୧୬ା୭-ନୟାଗଡରେ ସୋମବାର ପୃଥକ ସ୍ଥାନରେ ବିଦ୍ୟୁତ୍‌ ଦୁର୍ଘଟଣାରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ନୟାଗଡ଼ ପୁରୁଣା ସହରର ଜଣେ ଲାଇନ୍‌ମ୍ୟାନ୍‌ଙ୍କ ମୃତ୍ୟୁ ଘଟିଥିବାବେଳେ ଶରଣକୁଳ ଥାନା ଗୋଡ଼ିପଡ଼ା ଧୁସୁମା ଗ୍ରାମର ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି।…

ସବ୍‌ଜେଲ ସ୍ଥାନାନ୍ତର ପ୍ରତିବାଦ୧୨ଘଣ୍ଟିଆ ଦଶପଲ୍ଲା ବନ୍ଦ ପାଳନ

ଦଶପଲ୍ଲା,୧୬।୭(ଡି.ଏନ୍‌.ଏ.)-ଦଶପଲ୍ଲାର ପୁରାତନ ଉପକାରାଗାର ସ୍ଥାନାନ୍ତର ପ୍ରକ୍ରିୟାକୁ ଦଶପଲ୍ଲାବାସୀ ଘୋର ବିରୋଧ କରିଛନ୍ତି। ଦୀର୍ଘ ୧୧୦ ବର୍ଷର ପୁରୁଣା ଏହି ଉପକାରାଗାରକୁ ସରକାର ନୟାଗଡକୁ ସ୍ଥାନାନ୍ତର କରିବା ପାଇଁ ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହାକୁ ବିରୋଧ କରି ଦଶପଲ୍ଲା ଜେଲ ସୁରକ୍ଷା କ୍ରିୟାନୁଷ୍ଠାନ…

ସବୁଜ ମହାନଦୀ ଗଣଦୌଡ଼ଗଛ ବିନା ଜୀବନ ବଞ୍ଚତ୍ବା କଷ୍ଟସାଧ୍ୟ

ଗଣିଆ,୧୬ା୭(ଡି.ଏନ.ଏ.): ନୟାଗଡ଼ ବନଖଣ୍ଡ ତରଫରୁ ଗଣିଆ ବନାଞ୍ଚଳରେ ସୋମବାର ସବୁଜ ମହାନଦୀ ଗଣଦୌଡ ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ରମେଶଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଗଣଦୌଡର ଶୁଭାରମ୍ଭ କରିଥିଲେ। ସକାଳୁ ଗଣିଆସ୍ଥିତ ରାମମନ୍ଦିର ସମ୍ମୁଖରୁ ଗଣଦୌଡ…

ଧାନବିଲରେ ଗାଈ ପଶିବାକୁ ନେଇ ଆକ୍ରମଣ: ୩ ଗୁରୁତର, ଥାନାରେ ମାମଲା

ଖଣ୍ଡପଡ଼ା,୧୬ା୭(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ରାଣୀପଡା ପଞ୍ଚାୟତର ଗୋପପୁର ଗ୍ରାମରେ ଧାନ ବିଲରେ ଗାଈ ପଶିବାକୁ କେନ୍ଦ୍ରକରି ରବିବାର ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ଗୋଟିଏ ଗୋଷ୍ଠୀର ଆକ୍ରମଣରେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଅଭିଯୋଗ ପରେ…

ନୟାଗଡ଼ ବ୍ଲକରେ ଉଦ୍ୟାନ ବିଭାଗର କେଳେଙ୍କାରୀ : ନଡ଼ିଆ ଚାଷରେ ହେରଫେର ଅଭିଯୋଗ

ନୟାଗଡ଼ ଅଫିସ,୧୫।୭: ନୟାଗଡ଼ ଉଦ୍ୟାନ ବିଭାଗର ନଡ଼ିଆ ଚାରା ପ୍ରଦାନରେ କେଳେଙ୍କାରୀ ସାମ୍ନାକୁ ଆସିଛି। ଅଧିକାରୀ ଓ କର୍ମଚାରୀମାନେ ଚାଷୀଙ୍କୁ ଭକୁଆ ବନାଇ ଶହ ଶହ ନଡ଼ିଆ ଚାରା ହେରଫେର କରିଥିବା ଅଭିଯୋଗ ହେଉଛି। ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟର ସ୍ଥିତି…

୨ ଘଣ୍ଟା ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟି ୧ ନମ୍ବର ୱାର୍ଡ ବେହାଲ

ନୟାଗଡ଼ ଅଫିସ,୧୪।୭-ଶନିବାର ଅପରାହ୍ନରେ ନୟାଗଡରେ ୨ଘଣ୍ଟା ଧରି ପ୍ରବଳ ବର୍ଷା ହୋଇଥିଲା । ଏହି ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟିର ୧ ନମ୍ବର ୱାର୍ଡ଼ ବେହାଲ ହୋଇଯାଇଛି। ନୟାଗଡ଼ ପୂର୍ତ୍ତ ବିଭାଗ ଲେନ୍‌ରେ ରହୁଥିବା ଅଧିକାଂଶ ବ୍ୟକ୍ତିଙ୍କ ଘରେ ପାଣି ପଶି ଯାଇଥିବାର…

ପୋଲିସ, ଜନସାଧାରଣ ମଧ୍ୟରେ ବଢୁଛି ଦୂରତା: ଗାଁ ଗାଁରେ ହେଉଛି କଙ୍ଗାରୁ କୋର୍ଟ

ନୂଆଗାଁ,୧୧ା୭ (ଡି.ଏନ.ଏ.): ନୟାଗଡ଼ ଜିଲାର ବିଭିନ୍ନ ଗ୍ରାମରେ କଙ୍ଗାରୁ କୋର୍ଟ ଭଳି ଘଟଣା ବାରମ୍ବାର ଘଟୁଥିବା ଦେଖିବାକୁ ମିଳୁଛି। ଏହା ଦ୍ୱାରା ସାଧାରଣ ନିରୀହ ଲୋକେ ହଇରାଣ ହେଉଥିବାବେଳେ ପ୍ରକୃତ ଦୋଷୀ ଖସିଯିବାରେ ସକ୍ଷମ ହେଉଛି। ଅନ୍ୟପକ୍ଷେ ପୋଲିସ ଲୋକଙ୍କ ନିକଟତର…

ଶ୍ରୀଜୀଉଙ୍କ ଆଳତି ଦର୍ଶନ ପାଇଁ ଭିଡ଼

ଖଣ୍ଡପଡ଼ା,୧୧ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ସହରସ୍ଥିତ ଗୁଣ୍ଡିଚା ମନ୍ଦିରରେ ଏକକ ଜଗନ୍ନାଥ(ପତିତପାବନ) ଓ ମହିମାମେରୁ(ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା)ଙ୍କ ସନ୍ଧ୍ୟା ଆଳତି ଦର୍ଶନ ନିମନ୍ତେ ବୁଧବାର ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ନବମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀ ଜୀଉମାନଙ୍କ ଶେଷ ଦର୍ଶନ…

ଫନୀକୁ ବିତିଲା ୨ ମାସ, ଭଙ୍ଗାରୁଜା ଅବସ୍ଥାରେ ସ୍କୁଲ୍‌ଗୃହ : ଗ୍ରୀଷ୍ମଛୁଟି ପରେ ବି ହେଉନି ମରାମତି

ରଣପୁର,୧୧ା୭(ସ୍ବ.ପ୍ର.)-ଫନୀ ବାତ୍ୟା ଘଟିବାର ଇତି ମଧ୍ୟରେ ୨ ମାସ ବିତିଯାଇଛି। ହେଲେ ଏ ପର୍ଯ୍ୟନ୍ତ ସ୍କୁଲ ଗୃହଗୁଡ଼ିକ ଭଙ୍ଗାରୁଜା ଅବସ୍ଥାରେ ପଡ଼ି ରହିଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି। ନିୟମାନୁସାରେ ଗ୍ରୀଷ୍ମଛୁଟି ପୂର୍ବରୁ ଭାଙ୍ଗି…

ହେଲାନାହିଁ ମାଛ ପିଣ୍ଡି ବ୍ୟବସ୍ଥା

ନୟାଗଡ଼ ଅଫିସ,୧୦।୭-କିଛି ଦିନ ତଳେ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ପଛ ପାର୍ଶ୍ୱରେ ଥିବା ଦିଆନକ ବନ୍ଧ ନାମକ ଏକ ପୋଖରୀ ଉପରେ ଘର ତିଆରି କରାଯାଇ ଚିଲିକା ଫ୍ରେସ୍‌ ଖୋଲା ହେଲା। ହେଲେ ୨ ବର୍ଷ ତଳେ ଦିଆନକ ବନ୍ଧଠାରେ…

ଅନୁସୂଚିତ ଜାତିର ଛାତ୍ରଙ୍କ ପାଇଁ ନିର୍ମାଣ ହୋଇଛି ଛାତ୍ରାବାସ: ଅଧିକାରୀଙ୍କ ଅବହେଳାରୁ କାର୍ଯ୍ୟକ୍ଷମ ହୋଇପାରୁନି

ନୂଆଗାଁ,୧୦ା୭ (ଡି.ଏନ.ଏ.): ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ କେତେଜଣ ଅଧିକାରୀଙ୍କ ଅବହେଳା ଯୋଗୁ ଏହାର ସୁଫଳ ଛାତ୍ରୀଛାତ୍ର ପାଇପାରୁ ନାହାନ୍ତି। ଏପରି ଏକ…

ବିପଦ ଆଶଙ୍କାରେ ୩୩୦ ଛାତ୍ରୀଛାତ୍ରଙ୍କ ଜୀବନ: ଭରା ନଦୀରେ ଧୋଉଛନ୍ତି ବାସନ

ନୟାଗଡ଼ ଅଫିସ,୯।୭-ବିପଦ ଆଶଙ୍କାରେ ୩୩୦ ଛାତ୍ରୀଛାତ୍ରଙ୍କ ଜୀବନ । ପ୍ରତିଦିନ ମଧ୍ୟାହ୍ନ ଭୋଜନ ପରେ ଭରା ନଦୀକୁ ବାସନ ଧୋଇବାକୁ ଯାଉଛନ୍ତି ସେମାନେ। ଦିନ ନୁହେଁ କି ଦୁଇ ଦିନ ନୁହେଁ ବର୍ଷ ବର୍ଷ ଧରି ଏହିଭଳି ଦୃଶ୍ୟ ଦେଖିବାକୁ ମିଳୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?