ନୟାଗଡ଼

ସମସ୍ୟା ଘେରରେ କଣ୍ଟିଲୋ ମହାବିଦ୍ୟାଳୟ : ପାଚେରି ନିର୍ମାଣ ଓ ପାନୀୟ ଜଳ ବ୍ୟବସ୍ଥା ନେଇ ବିଧାୟକଙ୍କ ପ୍ରତିଶ୍ରୁତି

ଖଣ୍ଡପଡ଼ା,୮ା୭(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ଶନିବାର ବ୍ଲକସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଯୋଗଦେଇଥିଲେ। ଏହି ଅବସରରେ କଲେଜର ବିଭିନ୍ନ ସମସ୍ୟା ପ୍ରତି କର୍ତ୍ତୃପକ୍ଷ…

ଚକ୍‌ଲେଟ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅପହରଣ

ରଣପୁର,୭ା୭(ସ୍ବ.ପ୍ର.)-ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରୁ ଜଣେ ନାବାଳିକା(ବୟସ-୮)ଙ୍କୁ ଚକ୍‌ଲେଟ୍‌ ଦେବା ବାହାନାରେ ଡାକି ଦୁବୁର୍ତ୍ତମାନେ ଅପହରଣ କରି ନେଇଥିବା ପରିବାର ପକ୍ଷରୁ ଶନିବାର ରାତିରେ ଥାନାରେ ଅଭିଯୋଗ ହୋଇଛି । ଏ ନେଇ ପୋଲିସ କେସ୍‌ ନଂ ୯/୧୯ ଅନୁସାରେ…

ବ୍ଲଡ୍‌ ବ୍ୟାଙ୍କ ପ୍ରତିଷ୍ଠା ଦିବସ: କୁପନ ଦେଲେ ବି ମିଳୁନି ରକ୍ତ

ନୟାଗଡ଼ ଅଫିସ, ୭।୭-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ବ୍ଲଡ଼ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଶନିବାର ସିଡିଏମ୍‌ଓଙ୍କ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି। ବ୍ଲଡ଼ ବ୍ୟାଙ୍କ ଅଫିସର ଡା. ଅଜୟ କୁମାର ବାହିନୀପତିଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ସିଡିଏମ୍‌ଓ (ଜିଲା…

ଶିକାର ଉଦ୍ଦେଶ୍ୟରେ ଗୁଳିମାଡ଼: ନାବାଳକ ଗୁରୁତର

ନୟାଗଡ଼ ଅଫିସ, ୫।୭: ନୟାଗଡ଼ ସଦର ବ୍ଲକ ଇଟାଭାଟି ଥାନା ପାଲଗୁଣ୍ଠୁଣି ଗ୍ରାମର ଜଣେ ନାବାଳକ ଶୁକ୍ରବାର ସକାଳେ ଗୁଳିମାଡ଼ରେ ଗୁରୁତର ହୋଇଛନ୍ତି। ସେ ହେଲେ କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ପୁଅ ଦୁଃଶାସନ(୧୫)। ପ୍ରକାଶ ଯେ, ଦୁଃଶାସନ ଭୋର ସମୟରେ ନିକଟସ୍ଥ ନାଳକୁ…

କାୟା ବିସ୍ତାର କରୁଛି ବ୍ରାଉନସୁଗାର: କୋରେକ୍ସ ଓ ମାଦକ ଦ୍ରବ୍ୟ କବଳରେ ଯୁବପିଢ଼ି; ପୋଲିସ ତରଫରୁ ହେଉନି ଚଢ଼ାଉ

ନୟାଗଡ଼ ଅଫିସ,୫ା୭- ନୟାଗଡ଼ ଜିଲାରେ ଧଳା ଜହର (ବ୍ରାଉନ ସୁଗାର) କାୟା ବିସ୍ତାର କରିବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରେ ନିଶା ପାଇଁ ଯୁବକମାନେ ଏହାକୁ ବ୍ୟବହାର କରୁଛନ୍ତି। କିଛିଦିନ ତଳେ ବ୍ରାଉନସୁଗାର ଖାଇ ଫତେଗଡ଼ ଅଞ୍ଚଳର ଜଣେ ଯୁବକଙ୍କ ମୃତ୍ୟୁ…

ଖଣ୍ଡପଡ଼ା: ବିଭିନ୍ନ ସ୍ଥାନରେ ଘୋଷଯାତ୍ରା; ଅଧାରେ ଅଟକିଲା ପତିତପାବନଙ୍କ ରଥ

ଖଣ୍ଡପଡ଼ା,୫ା୭(ସ୍ବ.ପ୍ର.)-ଗଡଜାତ ଖଣ୍ଡପଡ଼ାସ୍ଥିତ ୩ଟି ସ୍ଥାନରେ ଗୁରୁବାର ଶ୍ରୀଜୀଉଙ୍କ ଘୋଷଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ା ପ୍ରାୟ ୨ଶହ ବର୍ଷରୁ ଊର୍ଦ୍ଧ୍ୱ ହେବ ଆୟୋଜିତ ଯାତ୍ରାରେ ଅନୁକୂଳ ପାଗ ଯୋଗୁ ପ୍ରାୟ ୭/୮ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା ା ଏଠାରେ…

ମ୍ୟୁନିସିପାଲିଟି ନଜରରେ ଉଠାଦୋକାନ

ନୟାଗଡ଼ ଅଫିସ,୩।୭-ନୟାଗଡ଼ ମ୍ୟୁନିସିପାଲିଟି ଓ ଟାଉନ ପୋଲିସ ପକ୍ଷରୁ ନୟାଗଡ଼ ସହରର ବିଭିନ୍ନ ଉଠାଦୋକାନ ଉପରେ ସୋମବାର ଠାରୁ ଚଢ଼ାଉ ଆରମ୍ଭ ହୋଇଛି। ମଙ୍ଗଳବାର ଦ୍ୱିତୀୟ ଦିନରେ ଟ୍ରାଫିକ୍‌ ଛକଠାରେ ପୂର୍ବରୁ ଥିବା ପରିବା ଗୋଦାମ ନିକଟରେ ଦୋକାନୀମାନଙ୍କୁ ରାସ୍ତାକୁ ନ…

ଗୁଞ୍ଜର ଧରିବା କାଳ ହେଲା: ପାଣିରେ ବୁଡ଼ି ୨ଶିଶୁ ମୃତ

ଭାପୁର,୩।୭(ଡି.ଏନ.ଏ.)-ଆଷାଢର ପହିଲି ବର୍ଷାରେ ଉଡି ବୁଲନ୍ତି ରଙ୍ଗବେରଙ୍ଗର ଗୁଞ୍ଜର(ପୋକ)। ସେହି ଗୁଞ୍ଜରକୁ ଧରି ସୂତାରେ ବାନ୍ଧି ଉଡାଇ ଆନନ୍ଦ ପାଆନ୍ତି ଗ୍ରାମାଞ୍ଚଳର ପିଲାମାନେ। ହେଲେ ଗୁଞ୍ଜର ଧରିବା ୨ପିଲାଙ୍କ ପାଇଁ କାଳ ହୋଇଛି। ମଙ୍ଗଳବାର ରଙ୍ଗୀନ ଗୁଞ୍ଜର ଧରିବାକୁ ଯାଇ ପାଣିରେ…

ଶ୍ରେଣୀଗୃହ ନିର୍ମାଣ, ଶିକ୍ଷକ ପଦବୀ ପୂରଣ ଦାବି: ୮ରୁ ଛାତ୍ରାଭିଭାବକଙ୍କ ଆନ୍ଦୋଳନ ଚେତାବନୀ

ଗଣିଆ,୩ା୭(ଡି.ଏନ.ଏ.)- ଗଣିଆ ବ୍ଲକର ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ ସାଙ୍ଗକୁ ଶିକ୍ଷକ ପଦବୀ ପୂରଣ ହୋଇପାରି ନାହିଁ। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆ ନ ଗଲେ ଆସନ୍ତା ୮ତାରିଖରୁ ସ୍କୁଲ ବନ୍ଦ କରାଯାଇ ଆନ୍ଦୋଳନ…

କଣ୍ଟିଲୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର: ୧୦୨ ଆମ୍ବୁଲାନ୍ସ ବନ୍ଦ ପରେ ପ୍ରସୂତି ସେବା ବାଧାପ୍ରାପ୍ତ

ଖଣ୍ଡପଡ଼ା,୩ା୭(ସ୍ବ.ପ୍ର)-ଗତ ମେ ୩୧ ତାରିଖଠାରୁ ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ତଥା ପ୍ରସୂତି ସେଣ୍ଟରରେ ୧୦୨ ଆମ୍ବୁଲାନ୍ସ ସେବା ବନ୍ଦ ହୋଇଯିବା ପରେ ଏଠାରେ ପ୍ରସୂତି ସେବା ବାଧାପ୍ରାପ୍ତ ହୋଇଛି। ଫଳରେ ଏଠାକୁ ଆସୁଥିବା ଗର୍ଭବତୀମାନେ ନାନା ସମସ୍ୟାର…

ବୋହୂଙ୍କୁ ବିଷ ପିଆଇ ହତ୍ୟା: ଶ୍ୱଶୁର ଘର ଲୋକଙ୍କ ନାମରେ ମାମଲା

ରଣପୁର,୩ା୭ (ସ୍ବ.ପ୍ର.)- ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳର ଜଣେ ବୋହୂଙ୍କୁ ଶାଶୁଘର ଲୋକେ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ମହିଳାଙ୍କ ମା’ ମଙ୍ଗଳବାର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଶାଶୁଘର ଲୋକଙ୍କ ନାମରେ…

ବିଡିଓ ଅନୁପସ୍ଥିତ: ଅଭିଯୋଗ ପାଇଁ ଆସି ଲୋକେ ନିରାଶ

ନୂଆଗାଁ,୨ା୭ (ଡି.ଏନ.ଏ.)- ନୟାଗଡ଼ ଜିଲା ନୂଆଗାଁ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଲୋକେ ଅଭିଯୋଗ ଧରି ସୋମବାର ବିଡିଓଙ୍କୁ ଭେଟିବାକୁ ଆସିଥିଲେ। କିନ୍ତୁ ବିଡିଓ ଅନୁପସ୍ଥିତ ଥିବାରୁ ବିଜୁ ଯୁବବାହିନୀ ସଂଯୋଜକ ସେମାନଙ୍କଠାରୁ ଅଭିଯୋଗପତ୍ର ଗ୍ରହଣ କରଥିଲେ। ଏହା ଦ୍ୱାରା ସମସ୍ୟା ସମାଧାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?