ନୟାଗଡ଼

ବନବିଭାଗର ଚଢ଼ାଉ: ଶାଗୁଆନ, ଜାମୁ ପଟା ଜବତ

ଓଡଗାଁ,୨୬।୬(ସ୍ବ.ପ୍ର.): ନୟାଗଡ଼ ବନଖଣ୍ଡ, ଓଡଗାଁ ବନାଞ୍ଚଳ ଓ ବାହାଡାଝୋଲା ସେକ୍ସନ ଅନ୍ତର୍ଗତ ସୁନାମୁହିଁ ଗ୍ରାମରେ ବନବିଭାଗ ପକ୍ଷରୁ ବୁଧବାର ଚଢ଼ାଉ ହୋଇଛି। ଚଢ଼ାଉରେ ବିପୁଳ ପରିମାଣର ମୂଲ୍ୟବାନ ଶାଗୁଆନ ଓ ଜାମୁ ପଟା ଜବତ ହୋଇଛି। ରେଞ୍ଜର ରବୀନ୍ଦ୍ର ନାଥ ପଣ୍ଡା,…

ପକ୍କାଘର ଦେବାକୁ କହି ନେଇଗଲେ ସୁନାଚେନ୍‌, ଟଙ୍କା

ନୟାଗଡ଼ ଅଫିସ,୨୬ା୬- ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକ ଅଜବ ଢଙ୍ଗର ଠକେଇ ଘଟଣା ଦେଖିବାକୁ ମିଳିଥିଲା। ଜଣେ ଯୁବକ ପକ୍କା ଘର କରାଇଦେବାକୁ କହି ମହିଳାଙ୍କଠାରୁ ସୁନାଚେନ୍‌ ଓ ଟଙ୍କା ନେଇ ଫେରାର ହୋଇଯାଇଥିଲେ। ପରେ ମହିଳା ଜଣକ ନିରୂପାୟ…

ଭତ୍ତାକୁ ଚାହିଁଛନ୍ତି ଉତ୍ତରା: ୩୦କେଜି ଚାଉଳରେ ଚଳୁଛନ୍ତି ୪ ପ୍ରାଣୀ

ଭାପୁର,୨୬।୬(ଡି.ଏନ.ଏ.) – ଦୁଇବର୍ଷ ହେଲା ଆରପାରିରେ ସ୍ବାମୀ। ଘରେ ୨ ଝିଅ, ଜଣେ ପୁଅ। ମୂଲମଜୁରି ଲାଗିଲେ ସେମାନଙ୍କ ପେଟକୁ ଦାନା ଯୋଗାଡ଼ ହେଉଛି। ଭଙ୍ଗା କୁଡ଼ିଆରେ ମୁଣ୍ଡ ଗୁଞ୍ଜିଛୁ। ସରକାର ୩୦ କେଜି ଚାଉଳ ଦେଉଛନ୍ତି। ସେତକରେ ଦୁଃଖକଷ୍ଟରେ ଚଳୁଛୁ।…

ପୋଖରୀରେ ବିଷ : ମରି ଭାସୁଛନ୍ତି ମାଛ

ଖଣ୍ଡପଡ଼ା,୨୪ା୬ (ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତ ନିକଟସ୍ଥ ଭରତ ସାମନ୍ତରାୟ ପୋଖରୀରେ କେହି ଦୁର୍ବୃତ୍ତ ବିଷ ପକାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିଯୋଗୁ ରବିବାର ସକାଳେ ପ୍ରଚୁର ମାଛ ମରି ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସୂଚନାଯୋଗ୍ୟ, ସ୍ଥାନୀୟବାସୀ…

ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ଖଣ୍ଡପଡ଼ା,୨୪ା୬(ସ୍ବ.ପ୍ର.): ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ୨ୟ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଖଣ୍ଡପଡ଼ା ପଠାଣି ସାମନ୍ତ କଲ୍ୟାଣ ମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଇତିଶ୍ରୀ ଷଡ଼ଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଏନ୍‌ଏସି କର୍ମଚାରୀ ଓ ସ୍ବେଚ୍ଛାସେବୀ…

ପିଡିଙ୍କ ଭାପୁର ବ୍ଲକ ଗସ୍ତସ୍ବଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ନେଇ ତାଗିଦ୍‌

ଦ୍ଭାପୁର/ଖଣ୍ଡପଡ଼ା,୨୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.): ନୟାଗଡ଼ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅନାମ ଚରଣ ପାତ୍ରଙ୍କ ଭାପୁର ବ୍ଲକ ଗସ୍ତ ଅବସରରେ ଶନିବାର ବ୍ଲକ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ବଚ୍ଛ ଭାରତ ମିଶନ ଯୋଜନାର କାର୍ଯ୍ୟକାରିତାରେ ଅବହେଳା ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ରଣପୁର ଏନ୍‌ଏସିରେ ଦୁର୍ନୀତି ଅଭିଯୋଗ : କାର୍ଯ୍ୟାଦେଶ ସତ୍ତ୍ୱେ ହିତାଧିକାରୀ ଆବାସ ଯୋଜନାରୁ ବଞ୍ଚିତ

ରଣପୁର,୨୪ା୬(ସ୍ବ.ପ୍ର.): ନୟାଗଡ଼ ଜିଲାରେ ପ୍ରକୃତ ହିତାଧିକାରୀ ପିସି ଦେଇ ନ ପାରି ପକ୍କା ଘରଖଣ୍ଡେ ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହେଉଛି। ଉଲ୍ଲେଖଯୋଗ୍ୟ, ୨୦୧୯ ସୁଦ୍ଧା ରାଜ୍ୟର ସମସ୍ତ କଚ୍ଚାଘରକୁ ପକ୍କାଘର କରାଯିବ ବୋଲି ନିର୍ବାଚନୀ ଇସ୍ତାହାରରେ ରାଜ୍ୟ ସରକାର ପ୍ରତିଶୃତି…

ପୋଲିସ ଧମକକୁ ମାନିଲେନି : ଖଟ ବୁଲାଇ ନିର୍ଦ୍ଦୋଷଙ୍କୁ କଲେ ଦୋଷୀ

ନୟାଗଡ଼ ଅଫିସ,୨୪ା୬: ଏସ୍‌ପିଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୫ କିଲୋମିଟର ଦୂରରେ ଶନିବାର ଖଟ ବୁଲୁଥିବା ଜଣାପଡ଼ିବା ପରେ ପୋଲିସ ଗ୍ରାମରେ ପହଞ୍ଚତ୍ ଏହାକୁ ବନ୍ଦ କରିଥିଲା। ଏପରି କି ସଦର ଥାନାକୁ ଗ୍ରାମର କିଛି ଭଦ୍ରବ୍ୟକ୍ତିଙ୍କୁ ଡାକି ଖଟ ନ ବୁଲାଇବା…

ବିଦ୍ୟାଳୟ ସ୍ଥାନାନ୍ତରକୁ ଗ୍ରାମବାସୀଙ୍କ ବିରୋଧ ପ୍ରତିବାଦରେ ବିଦ୍ୟାଳୟ ଆଗରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ

ଖଣ୍ଡପଡା,୨୩।୬(ସ୍ବ.ପ୍ର.)-୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟଗୁଡିକୁ ବନ୍ଦ କରିବାକୁ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ା ସମ୍ପ୍ରତି ୧୯ଜଣ ଛାତ୍ରୀଛାତ୍ର ବାଣପୁର ପଞ୍ଚାୟତ ଅନ୍ତର୍ଗତ ଚୈତନ୍ୟପୁର ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ ମଧ୍ୟ ପୂର୍ବର ରିପୋର୍ଟ କ୍ରମେ ଏହି…

ମୌସୁମୀ ବର୍ଷାରେ ବେହାଲ ନୟାଗଡ଼ ସହର: ହଇରାଣ ହେଉଛନ୍ତି ଦୁଇସାହି ବାସିନ୍ଦା

ନୟାଗଡ଼ ଅଫିସ,୨୩ା୬- ଦୁଇଦିନ ଧରି ହୋଇଥିବା ପ୍ରାକ୍‌ ମୌସୁମୀ ବର୍ଷାରେ ବେହାଲ୍‌ ହୋଇଛି ନୟାଗଡ଼ ସହର। ବିଶେଷ କରି ରତନପୁର ଓ ଲୋକନାଥ ନଗର ବାସିନ୍ଦା ଏଥିଯୋଗୁ ହଇରାଣ ହେଉଛନ୍ତି। ଲୋକନାଥ ନଗରରେ ଡ୍ରେନ୍‌ ନିର୍ମାଣ କରା ନ ଯାଇ ରାସ୍ତା…

ଦୋଳି ଖେଳିବା ହେଲା କାଳ, ଫସିଯାଇ ନାବାଳିକା ମୃତ

ନୟାଗଡ଼ ଅଫିସ,୨୧ା୬: ନୟାଗଡ଼ ପୌରପରିଷଦ ୯ ନମ୍ବର ୱାର୍ଡ ହାଟପଦା ସାହିରେ ଜଣେ ନାବାଳିକାଙ୍କ ପାଇଁ ଦୋଳି ଖେଳିବା କାଳ ହୋଇଛି। ଦୋଳି ରଶି ବେକରେ ଫସି ଯିବାରୁ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହାଟପଦା ସାହିର ମହେଶ୍ୱର ସାହୁଙ୍କ…

ବିଲେଇ ପ୍ରତି ନିବେଦିତାଙ୍କ ଭଲପାଇବା: ନିଖୋଜ ହୋଇଯିବାରୁ ଗ୍ରହଣ କଲେନି ଖାଦ୍ୟ

ନୟାଗଡ଼ ଅଫିସ,୨୧|୬- ପୋଷା ବିଲେଇ ନିଖୋଜ ହୋଇଯିବାରୁ ଜଣେ ମହିଳା ୭ଦିନ ଧରି ଖାଇ ନ ଥିଲେ। ପରେ ଜଣେ କାମବାଲୀ ଉକ୍ତ ବିଲେଇର ସନ୍ଧାନ ଦେଇଥିଲେ। ଏହା ବଦଳରେ ମହିଳା ଜଣକ ତାଙ୍କୁ ପୁରସ୍କାର ସ୍ବରୂପ ୫୦୦ ଟଙ୍କା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?