ଚିନିକଳ ମୋଟର ଇଟାମାଟିରେ ଠାବ ଘଟଣା: ୨ ଦିନ ପରେ ବି ହୋଇପାରିଲାନି ମାମଲା
ନୟାଗଡ଼ ଅଫିସ,୨୧ା୬- ନୟାଗଡ଼ ବ୍ଲକ ଇଟାମାଟି ବଜାରର ଏକ ଲେଦ୍ (କବାଡ଼ିଆ ଦେକାନ)ରୁ ଚିନିକଳରେ ବ୍ୟବହୃତ ଦୁଇଟି ମୋଟର ଠାବ ହେବା ଘଟଣାର ଦୁଇଦିନ ପରେ ବି ପୋଲିସ ମାମଲା ରୁଜୁ କରିନାହିଁ। କିଛିଦିନ ତଳେ ଚିନିକଳ ବିକ୍ରି ହେବା ନେଇ…
ନିମ୍ନମାନର ରାସ୍ତା ନିର୍ମାଣ ଅଭିଯୋଗ: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା
ନୂଆଗାଁ,୧୯।୬ (ଡି.ଏନ.ଏ.)- ନୟାଗଡ ଜିଲା ନୂଆଗାଁ ବ୍ଲକର ବିଭିନ୍ନ ସ୍ଥାନରେ ନିର୍ମାଣ କରାଯାଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡକରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ବିଭାଗୀୟ ଅଧିକାରୀ ଏହାକୁ ଗୁରୁତ୍ୱ ଦେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ପ୍ରଧାନମନ୍ତ୍ରୀ ଗ୍ରାମ…
୨ବର୍ଷ ବିତିଲା ହୋଇପାରୁନି ନୂତନ ଷ୍ଟ୍ରକ୍ଚର କାର୍ଯ୍ୟକ୍ଷମ: ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ
ନୟାଗଡ଼ ଅଫିସ,୧୯।୬-ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଗୋଡ଼ିପଡ଼ା ପଞ୍ଚାୟତ ଜାଗିରି ଖଇରପଟିଠାରେ ଏକ ନୂତନ ବିଦ୍ୟୁତ ଷ୍ଟ୍ରକଚର ନିର୍ମାଣ ହେବାର ୨ ବର୍ଷ ବିତିଲାଣି। ହେଲେ ଏହାକୁ ବିଦ୍ୟୁତ୍ ସଂଯୋଗ କରାଯାଉ ନ ଥିବାରୁ ଏହା କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ପୂର୍ବରୁ…
ନୟାଗଡ଼ ଜିଲାକୁ ଟ୍ରେନ୍ ଗଡ଼ିବାରେ ଦୁଇବର୍ଷ ପୂରିଲା: ୨ରେ ସୀମିତ, ସ୍ପେଶାଲ ଟ୍ରେନ୍ ପାଲଟିଛି ସ୍ବପ୍ନ
ନୟାଗଡ଼ ଅଫିସ,୧୯।୬-୧୯ ଜୁନ୍ ୨୦୧୭ । ଏହି ଦିନ ନୟାଗଡ଼ ଜିଲାବାସୀଙ୍କ ପାଇଁ ଖୁସିର ଦିନ ଥିଲା। ଉକ୍ତ ଦିନ ରେଳ ମାନଚିତ୍ରରେ ନୟାଗଡ଼ ଜିଲା ସାମିଲ ହୋଇଥିଲା। ବୁଧବାର ଜିଲାକୁ ଟ୍ରେନ୍ ଗଡ଼ିବାର ଦୁଇ ବର୍ଷ ବିତିବ। ହେଲେ ପୂର୍ବରୁ…
ବେଆଇନ ଇଟା ଭାଟି ଉପରେ ଚଢ଼ାଉ
ରଣପୁର,୧୯ା୬(ସ୍ବ.ପ୍ର.)-ପରିବେଶ ପ୍ରଦୂଷଣ ନିମନ୍ତେ ଇଟାଭାଟିଗୁଡ଼ିକୁ ଦାୟୀ କରାଯାଇ ରଣପୁରର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଉପରେ ଚଢ଼ାଉ କରାଯାଇଛି। ନୟାଗଡ଼ ଜିଲା ରଣପୁର ତହସିଲରେ ପରିବେଶ ନିୟମଗୁଡ଼ିକୁ ଖୋଲାଖୋଲି ଉଲ୍ଲଙ୍ଘନ କରାଯାଉଥିବା ଅଭିଯୋଗ ହୋଇଛି। ଦୀର୍ଘବର୍ଷ ଧରି ଏହି ତହସିଲ ଅଧୀନ…
ଅଣସରରେ ତିନି ଠାକୁର
ଖଣ୍ଡପଡ଼ା,୧୯ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ପୂର୍ଣ୍ଣମୀ ଅବସରରେ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ପାର୍ଶ୍ୱ ଠାକୁର ଭାବେ ବିରାଜିତ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଦେବସ୍ନାନ ଯାତ୍ରା ସୋମବାର ପାରମ୍ପାରିକ ରୀତିରେ ସମ୍ପନ୍ନ ହୋଇଯାଇଛି ା ଗଜାନନ ବେଶ ହୋଇଥିବା ଶ୍ରୀ ଜୀଉମାନେ ଅଧିକ ସ୍ନାନ କରିବା…
ସରକାରୀ ଯୋଜନାରୁ ବାଦ୍ ପଡ଼ିଛନ୍ତି ପୂଜକ ସମାଜ, ଆନ୍ଦୋଳନ ଡାକରା
ଭାପୁର,୧୮ା୬(ଡି.ଏନ୍.ଏ.)-ବର୍ଷସାରା ଠାକୁର ଠାକୁରାଣୀଙ୍କ ପୂଜାନୀତି କରି ଜୀବିକା ନିର୍ବାହ କରୁଥିବା ହଜାର ହଜାର ପୂଜକ ସମାଜ ସମସ୍ତ ସରକାରୀ ଯୋଜନାରୁ ବାଦ୍ ପଡ଼ିଚାଲିଛନ୍ତି। ଏପରିକି ସେମାନଙ୍କ ପିଲାମାନେ ପାଠ ପଢିବା ପାଇଁ ବାସଗୃହ ପ୍ରମାଣପତ୍ର ନ ପାଇ ଅଧାରୁ ପାଠ ଛାଡୁଛନ୍ତି।…
ପରିବେଶର ଅବକ୍ଷୟ ଯୋଗୁ ମରୁଡ଼ି ପରିସ୍ଥିତି ଆଶଙ୍କା
ଖଣ୍ଡପଡା,୧୮।୬(ସ୍ବ.ପ୍ର.)-ମାନବ ସମାଜ ସହିତ ସମଗ୍ର ଜୀବ ଜଗତର ସ୍ଥିତି ରକ୍ଷା ନିମନ୍ତେ ପରିବେଶ ସୁରକ୍ଷା ଜରୁରୀ ଅଟେ । ସାମ୍ପ୍ରତିକ ପରିସ୍ଥିତିରେ ବୃକ୍ଷ, ଜଙ୍ଗଲ ତଥା ପରିବେଶର ଦ୍ରୁତ ଅବକ୍ଷୟ ମାନବ ସମାଜ ସହିତ ପଶୁପକ୍ଷୀ, ନାନାଦି କୀଟପତଙ୍ଗ ଆଦିଙ୍କ ପାଇଁ…
ଚିନିକଳ ବିକ୍ରି ଗୁଜବ : ଏକାଠି ହେଲେ କୃଷକ, ନେତା, ହେବ ଆନ୍ଦୋଳନ
ନୟାଗଡ଼ ଅଫିସ,୧୭ା୬: ନୟାଗଡ଼ ଜିଲା ସଦର ବ୍ଲକ ପାଣିପୋଇଲାଠାରେ ଥିବା ଚିନିକଳ ବିକ୍ରି ନେଇ ଗୁଜବ ପ୍ରଚାର ହେବା ପରେ ଏବେ ଜିଲାସାରା ଗୋଟିଏ ଚର୍ଚ୍ଚା। କିପରି ଏହାର ସୁରକ୍ଷା ହେବ ବା ଚିନିକଳ ଖୋଲିବ। ଏଥିପାଇଁ କୃଷକଙ୍କଠାରୁ ଆରମ୍ଭ କରି…
ଆବାସ ଯୋଜନାରୁ ବଞ୍ଚିତ ଗରିବ ପରିବାର : ଜୀବନ ବିତୁଛି ଝାଟିମାଟି ଘରେ
ଖଣ୍ଡପଡ଼ା ୧୭ା୬(ସ୍ବ.ପ୍ର.): ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଜନସାଧାରଣଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ତେବେ ଏହି ଯୋଜନା ଅନେକ କ୍ଷେତ୍ରରେ କିପରି ବିଫଳ ହୋଇଛି ତାହାର…
ଭାପୁର ଅଞ୍ଚଳରେ ଝାଡ଼ାବାନ୍ତି :୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ଭାପୁର/ଖଣ୍ଡପଡା,୧୬ା୬(ଡି.ଏନ.ଏ./ସ୍ବ.ପ୍ର.)-ନୟାଗଡ ଜିଲା ଭାପୁର ବ୍ଲକରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି । ଏହି ରୋଗରେ ୧୦ ଗାଁର ପ୍ରାୟ ୨୫ରୁ ଊର୍ଦ୍ଧ୍ୱଲୋକ ଆକ୍ରାନ୍ତ ହୋଇ ଏବେ ଭାପୁର ଡାକ୍ତରଖାନାରେ ଚିକିତ୍ସତ ହେଉଛନ୍ତି । ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଯୋଗୁ…
କାଳବୈଶାଖୀ ପ୍ରଭାବ: ଗଛ ପଡ଼ି ଜଣେ ମୃତ, ୧୦ ଆହତ
ନୟାଗଡ଼ ଅଫିସ,୧୪।୬: ନୟାଗଡ଼ ଜିଲା ସଦର ବ୍ଲକ ନବଘନପୁର ପଞ୍ଚାୟତ ଲଡ଼ୁକିଶୋରପୁର ଗ୍ରାମରେ ଗୁରୁବାର ରାତିରେ କାଳବୈଶାଖୀରେ ଗଛ ପଡ଼ିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଲଡୁକିଶୋରପୁର ୪ ନମ୍ବର ଓ୍ବାର୍ଡର ଓ୍ବାର୍ଡମେମ୍ବର…

