ନୟାଗଡ଼

ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପୁରୀ ଲୋକ ସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ କୁମାର…

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ ଲଗାତର ଆକ୍ରମଣ କରିଛନ୍ତି। ସେ କହିଛନ୍ତି, ଏଥର ଓଡ଼ିଶାରେ ଭାଜପା ସରକାର ହେବାକୁ ଯାଉଛି।…

ପଙ୍କାଳସାହିରେ ଭୋଟ୍‌ ବର୍ଜନ

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲା ନିର୍ବାଚନ ମଣ୍ଡଳୀରେ ଭୋଟ୍‌ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦ୍ୱରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍‌ରେ ପ୍ରାୟ…

ନୟାଗଡ଼ର ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ, ବୁଥ୍‌ରେ ଚାପା ଉତ୍ତେଜନା

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଭୋଟ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦୁରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍‌ରେ ପ୍ରାୟ…

କନ୍ଧମାଳ, ରାୟଗଡ଼ା ଗଞ୍ଜେଇର ବଢ଼ିଛି ଚାହିଦା

ନୟାଗଡ଼, ୧୯।୫(ଲୋକନାଥ ମିଶ୍ର)କନ୍ଧମାଳ ଓ ରାୟଗଡ଼ା ଗଞ୍ଜେଇର ଚାହିଦା ବଢ଼ୁଛି। ପୋଲିସ ଓ ଅବକାରୀ ବିଭାଗର ଧରପଗଡ଼ରେ ବିଭିନ୍ନ ସମୟରେ କନ୍ଧମାଳ ଜିଲାର ବ୍ୟବସାୟୀ ଓ ଏଠାରୁ ବିଭିନ୍ନ ଅଞ୍ଚଳର ବ୍ୟବସାୟୀ ଗଞ୍ଜେଇ ଆଣି ଧରାପଡିବା ପରେ ଏହା ସ୍ପଷ୍ଟ ହୋଇ…

ଜାମୁସାହିରେ ପାଣି ପାଇଁ ହାହାକାର

ଓଡ଼ଗାଁ,୧୮ା୫(ଆଦର୍ଶ କୁମାର ପଟ୍ଟନାୟକ): କିଛିଦିନ ତଳେ ପାଣି ଯୋଗାଣକୁ ନେଇ ରଙ୍ଗଣିପାଟଣା ପଞ୍ଚାୟତ ଜାମୁସାହି ଗ୍ରାମବାସୀ ବିଦ୍ୟୁତ୍‌ କାର୍ଯ୍ୟାଳୟ ଘେରାଉ କରି ଲାଇନ୍‌ ସଂଯୋଗ ପାଇଁ ଅଡ଼ି ବସିଥିଲେ। ତା’ପରଦିନ ସଂଯୋଗ ହେଲା ସତ କିନ୍ତୁ ଏ ପର୍ଯ୍ୟନ୍ତ ଲୋକଙ୍କୁ ପାଣି…

କାଠ ବ୍ୟବସାୟୀଙ୍କ କବ୍‌ଜାରେ ଜଙ୍ଗଲ ଜମି

ଓଡ଼ଗାଁ,୧୬ା୫(ଆଦର୍ଶ କୁମାର ପଟ୍ଟନାୟକ)ନୟାଗଡ଼ ବନଖଣ୍ତ ଓ ବନାଞ୍ଚଳ ଅଧୀନ ମଗରବନ୍ଧ ପଞ୍ଚାୟତ ଖାସରା ଜଙ୍ଗଲ କାଠ ବ୍ୟବସାୟୀଙ୍କ କବ୍‌ଜାରେ ରହିଛି। ସେଠାରେ ମୂଲ୍ୟବାନ ଗଛ କାଟି ଜଙ୍ଗଲ ଜମିରେ ବେଆଇନ କୋଠା ନିର୍ମାଣ କରାଯାଉଛି। କାହା ନିର୍ଦ୍ଦେଶରେ ଏତେ ବଡ଼ ଜଙ୍ଗଲ…

ଅବାଧରେ ଚାଲିଛି କୋଚିଲାଖାଇ ପକ୍ଷୀ ଶିକାର

ନୟାଗଡ଼,୧୬।୫(ଲୋକନାଥ ମିଶ୍ର)ନୟାଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଅବାଧରେ ଚାଲିଛି କୋଚିଲାଖାଇ ପକ୍ଷୀଙ୍କ ଶିକାର। ନୟାଗଡ଼ ଜିଲାର ଗଁାଗହଳିର କୋଚିଲା ଗଛରେ ରହୁଥିବା ଏହି ପକ୍ଷୀ ଆଉ ଦେଖିବାକୁ ମିଳୁନାହାନ୍ତି। ପୁଣି ସାତକୋଶିଆ ଓ ଶିମିଳିପାଳ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ହ୍ରାସ…

ଜଳକଷ୍ଟରେ ଜଗନ୍ନାଥପ୍ରସାଦବାସୀ

ଖଣ୍ଡପଡ଼ା,୧୪ା୫(ଅଜୟ କୁମାର ମହାରଣା):ଖଣ୍ଡପଡ଼ା ବ୍ଲ୍ଳକ ଅଧୀନ ଜଗନ୍ନାଥପ୍ରସାଦର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ଆବଶ୍ୟକ ପାନୀୟ ଜଳ ନ ପାଇ ଗ୍ରୀଷ୍ମ ପ୍ରବାହ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ସମ୍ପୃକ୍ତ ଅଞ୍ଚଳକୁ ନିକଟସ୍ଥ…

ଅମୃତ ସରୋବର ଯୋଜନା ସ୍ବପ୍ନ

ଓଡ଼ଗାଁ,୧୨ା୫(ଆଦର୍ଶ କୁମାର ପଟ୍ଟନାୟକ)ସମ୍ପ୍ରତି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଅଞ୍ଚଳରେ ପାରଦ ୪୨ ଡିଗ୍ରୀ ଉପରେ ରହୁଛି। ଲୋକେ ନିତ୍ୟବ୍ୟବାହାର୍ଯ୍ୟ ପାଣି ସହିତ ପାନୀୟ ଜଳ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି।…

ମହାନଦୀରେ ବେଆଇନ ବାଲିଘାଟକୁ ଅନୁକମ୍ପା

ନୟାଗଡ଼,୧୨।୫(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ମହାନଦୀରେ ବେଆଇନ ବାଲିଘାଟକୁ ଅନୁକମ୍ପା ଦେଖାଇ ନୟାଗଡ଼ ଜିଲା ପ୍ରଶାସନ ସନ୍ଦେହ ଘେରକୁ ଆସିଛି । କେତେଜଣ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଅନୁକମ୍ପା ଯୋଗୁ ସରକାର ଅନେକ କୋଟି ଟଙ୍କାର ରାଜସ୍ବ ହରାଉଛନ୍ତି। ମହାନଦୀର ମାଧପୁର…

ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ

ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ ଓଡ଼ିଶାରେ ଭାଜପା ସରକାର ଆସିଲେ ରାମ ରାଜ୍ୟ ହେବ ବୋଲି ପ୍ରତିଶ୍ରୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?