ନୟାଗଡ଼

କାଳବୈଶାଖୀ ପ୍ରଭାବ: ଉଡ଼ିଗଲା କଲେଜ ଶ୍ରେଣୀଗୃହ ଆଜବେଷ୍ଟସ୍‌

ଗଣିଆ,୯।୬(ଡି.ଏନ.ଏ.)-ଗଣିଆ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗଣିଆସ୍ଥିତ ଶ୍ରୀ ଶ୍ରୀ ରଘୁନାଥଜୀଉ ଡିଗ୍ରୀ ମହାବିଦ୍ୟାଳୟର ୨ଟି ଶ୍ରେଣୀଗୃହର ଆଜବେଷ୍ଟସ୍‌ ଛପର ଉଡିଯାଇଛି । ଆସନ୍ତା ୨୦ ତାରିଖରେ ମହାବିଦ୍ୟାଳୟରେ ଫୋର୍ଥ ସେମିଷ୍ଟର ପରୀକ୍ଷା ହେବାକୁ ଥିବାବେଳେ…

ଟ୍ରକ ଚକା ତଳେ ଗଲା ଦୁଇଭାଇଙ୍କ ଜୀବନ

ନୂଆଗାଁ,୯।୬(ଡି.ଏନ.ଏ.)-ନୟାଗଡ଼ ଜିଲା ନୂଆଗାଁ ଥାନା ସୋରଡ଼ାଠାରେ ଏକ ଗ୍ୟାସ ବୋଝେଇ ଟ୍ରକ ଗୋଟିଏ ବାଇକ୍‌କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ୍‌ ଆରୋହୀ ୨ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୋରଡା ଗ୍ରାମର ରମେଶ ଚନ୍ଦ୍ର ନାୟକ (୫୫) ଓ ଚନ୍ଦ୍ରମଣି…

ଆରମ୍ଭ ହେଲା ଯୁକ୍ତ ୨ ନାମଲେଖା ପ୍ରକ୍ରିୟା : ୪୬ କଲେଜ ପାଇଁ ୨୦ ସାମ୍‌ସ ସେଣ୍ଟର

ନୟାଗଡ଼ ଅଫିସ,୭ା୬ : ଗୁରୁବାରଠାରୁ ଆରମ୍ଭ ହୋଇଛି ଯୁକ୍ତ ୨ ନାମଲେଖା ପ୍ରକ୍ରିୟା। ଏଥିପାଇଁ ଛାତ୍ରୀଛାତ୍ର ଜିଲାର ବିଭିନ୍ନ ସାଇବର କାଫେରେ ଷ୍ଟୁଡେଣ୍ଟସ୍‌ ମ୍ୟାନେଜ୍‌ମେଣ୍ଟ ଏକାଡେମିକ ସିଷ୍ଟମ (ସାମ୍‌ସ) ୱେବ୍‌ସାଇଟ୍‌କୁ ଯାଇ କମନ୍‌ ଆପ୍ଲିକେଶନ୍‌ରେ ଫର୍ମ ପୂରଣ କରୁଥିବା ଦେଖିବାକୁ ମିଳିଛି।…

ବାପାଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବି : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ପୁଅ

ରଣପୁର, ୭।୬(ସ୍ବ.ପ୍ର.) : ପୁଅକୁ ବିବାହ କରାଇ ଘରକୁ ବୋହୂ ଆଣିଥିଲେ। ସେହି ପରିବାର ସହିତ ଜନ୍ମ ଜନ୍ମକୁ ବନ୍ଧୁ ବି ବାନ୍ଧିଥିଲେ । ହେଲେ ବାହାଘରର କିଛି ମାସ ପରେ ପୁଅବୋହୂଙ୍କ ମଧ୍ୟରେ କଳହ ସୃଷ୍ଟି ହୋଇଥିଲା। ଏ ନେଇ…

ଆବାସ ଯୋଜନା ଗୋଚ୍ଛାବାରୀରେ ସାତସପନ

ଖଣ୍ଡପଡା,୭ା୬(ସ୍ବ.ପ୍ର.) : ସମାଜରେ ଦଳିତ ଓ ଅସହାୟଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପରେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ୨୦୧୯ ମସିହା ସୁଦ୍ଧା କେଉଁଠି ଚାଳ ଛପର ରହିବ ନାହିଁ ବୋଲି ରାଜ୍ୟ ସରକାର ମଧ୍ୟ ଘୋଷଣା…

ଶ୍ମଶାନ ଜମିରେ ଶବଦାହ ପିଣ୍ଡି ଭଙ୍ଗାକୁ ନେଇ ସୁନାଖଳାରେ ଉତ୍ତେଜନା: ଗ୍ରାମବାସୀଙ୍କ ଜାତୀୟ ରାଜପଥ ଅବରୋଧ

ରଣପୁର,୫।୬(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ଅନ୍ତର୍ଗତ ରମ୍ଭାପଲ୍ଲୀ ଗ୍ରାମ ଠାରେ ଥିବା ଏକ ଶ୍ମଶାନ ଜମିକୁ ଜଣେ ବ୍ୟକ୍ତି ବହୁଦିନ ହେଲା ଜବରଦଖଲ କରିଛନ୍ତି। ଏଥିସହ ସେଠାରେ ଥିବା ଶବଦାହ ପିଣ୍ଡିକୁ ମଙ୍ଗଳବାର ଭାଙ୍ଗି ଦେଇଛନ୍ତି। ଏ ନେଇ…

ପତିବ୍ରତା, ଭକ୍ତି ଓ ନିଷ୍ଠାର ପ୍ରତୀକ- ମହିଳା ପାଳନ କଲେ ସାବିତ୍ରୀ ବ୍ରତ

ଖଣ୍ଡପଡ଼ା,୪ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ଅମାବାସ୍ୟା ତିଥିରେ ସାବିତ୍ରୀ ବ୍ରତ ପାଳନ କରାଯାଏ । ପରମ ପତିବ୍ରତା, ସାଧ୍ୱୀ ସାବିତ୍ରୀ ତପସ୍ୟା ଓ ପତିଭକ୍ତି ଦ୍ୱାରା ମୃତ୍ୟୁଦେବ ଯମରାଜଙ୍କ କବଳରୁ ସ୍ବାମୀ ସତ୍ୟବାନଙ୍କ ଜୀବନ ରକ୍ଷା କରିବା ସହ ଅନେକ ବର ପ୍ରାପ୍ତ କରିଥିଲେ। ଏହାକୁ…

ଅଧିକ ମୂଲ୍ୟରେ ମଦ ବିକ୍ରିକୁ ବିରୋଧ କର୍ମଚାରୀଙ୍କ ଗୁଳିମାଡ଼ରେ ଜଣେ ଗୁରୁତର

ଭାପୁର/ଖଣ୍ଡପଡ଼ା,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ନୟାଗଡ଼ ଜିଲା ଫତେଗଡ଼ ଥାନା ଭାପୁର ବଜାରସ୍ଥିତ ଏକ ମଦ ଦୋକାନରେ ଧାର୍ଯ୍ୟ ଦରଠାରୁ ଅଧିକ ମୂଲ୍ୟରେ ବିକ୍ରିକୁ ବିରୋଧ କରି ସୋମବାର ସନ୍ଧ୍ୟାରେ ଦୋକାନ କର୍ମଚାରୀ ଓ ଗ୍ରାହକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏ ସମୟରେ କର୍ମଚାରୀଙ୍କ କାଠ ଫାଳିଆରେ…

ରଣପୁର ରଥ ଯାତ୍ରା ପାଇଁ ପ୍ରସ୍ତୁତି: ରଣପୁର ଜଙ୍ଗଲରେ ମିଳୁନି ରଥ କାଠ

ରଣପୁର,୪ା୬(ସ୍ବ.ପ୍ର.)-ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥଯାତ୍ରା ପାଇଁ ଦେବୋତ୍ତର ବିଭାଗ ତରଫରୁ ସୋମବାର ରଣପୁର ବ୍ଲକ ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ରଥଯାତ୍ରା ପାଇଁ ନିର୍ମାଣ ହେବାକୁ ଥିବା ୩ ରଥ…

ଶ୍ମଶାନ ଜମି ଜବରଦଖଲକୁ ନେଇ ଉତ୍ତେଜନା: ପାଚେରି ଭାଙ୍ଗି ପଥର ନେଇଗଲେ ଗ୍ରାମବାସୀ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨ା୬- ନୟାଗଡ଼ ଜିଲା ରଣପୁର ବ୍ଲକ ରାଜସୁନାଖଳା ଫାଣ୍ଡି ଅନ୍ତର୍ଗତ ରମାବିଲ ଗାଁରେ ଶ୍ମଶାନ ଜମିକୁ କେନ୍ଦ୍ର କରି ଶନିବାର ଉତ୍ତେଜନା ଦେଖାଦେଇଥିଲା। ଗାଁର ସର୍ବସାଧାରଣ ବ୍ୟବହାର କରୁଥିବା ଶ୍ମଶାନ ଜମିକୁ ରାଜସୁନାଖଳାର ଜଣେ ବ୍ୟକ୍ତି ଜବରଦସ୍ତ ଦଖଲ…

ଗୋଛା ସଂରକ୍ଷିତ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା: କର୍ତ୍ତବ୍ୟରେ ଅବହେଳା ଲାଗି ନିଲମ୍ବିତ ହେଲେ ଫରେଷ୍ଟର, ଫରେଷ୍ଟଗାର୍ଡ

ନୟାଗଡ଼ ଅଫିସ,୩୧।୫: ନୟାଗଡ଼ ଜିଲା ପଞ୍ଚରିଡ଼ା ବନାଞ୍ଚଳ ସଂରକ୍ଷିତ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ୨ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ ପଞ୍ଚରିଡ଼ା ଫରେଷ୍ଟର କୈଳାସ ପ୍ରଧାନ ଓ ଗୋଛା ଫରେଷ୍ଟଗାର୍ଡ ବିଶ୍ୱଜିତ୍‌ ସାମନ୍ତରାୟ। ଉଭୟ କର୍ତ୍ତବ୍ୟରେ ଅବହେଳା…

ଦୁବାଇରେ ୧୦ ଓଡ଼ିଆ ଶ୍ରମିକ ନିର୍ଯାତିତ : ଫସିଛନ୍ତି ଦାଦା, ପୁତୁରା

ନୟାଗଡ଼ ଅଫିସ,୩୧।୫-ଦୁବାଇକୁ କାମ କରିବାକୁ ଯାଇଥିବା ୧୦ ଜଣ ଓଡିଆ ଶ୍ରମିକଙ୍କୁ ସେଠାରେ ନିର୍ଯାତନା ଦିଆଯାଉଛି । ସେମାନଙ୍କ ମଧ୍ୟରେ ନୟାଗଡର ୨ଜଣ ଅଛନ୍ତି। ସେଠାରେ ସେମାନେ ନଜରବନ୍ଦୀ ରହିଥିବା ଓ ପାଖରେ ଅର୍ଥ ନ ଥିବାରୁ ଫେରି ଆସି ପାରୁନାହାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?