ନୟାଗଡ଼ ଗୋଛା ଗ୍ରାମରେ ନଗଡ଼ା ପ୍ରତିଛବି
ନୟାଗଡ଼ ଅଫିସ,୩୦।୫-ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କଜଳାଇପଲ୍ଲୀ ପଞ୍ଚାୟତ ଗୋଛା ଗ୍ରାମରେ ଯାଜପୁର ଜିଲା ନଗଡା ଗ୍ରାମ ପ୍ରତିଛବି ଦେଖିବାକୁ ମିଳିଛି। ଏଠାକାର ଲୋକେ ପୁଷ୍ଟିହୀନତାର ଶିକାର ହେଉଥିବାବେଳେ ତାହା ଦୃଷ୍ଟି ଆଢୁଆଳରେ ରହିଯାଇଛି। ଗୋଛା ଗ୍ରାମରେ କିଛି ଆଦିବାସୀ ପରିବାର…
ଗୋଛା ସଂରକ୍ଷିତ ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁଶିକାରୀ କାଟି ନେଇଛନ୍ତି ଦାନ୍ତ
ନୟାଗଡ଼ ଅଫିସ,୨୮।୫-ନୟାଗଡ଼ ଜିଲା ପଞ୍ଚରିଡ଼ା ବନାଞ୍ଚଳ ଗୋଛା ସଂରକ୍ଷିତ ଜଙ୍ଗଲରେ ଗୋଟିଏ ଦନ୍ତାହାତୀର ମୃତ୍ୟୁ ହୋଇଛି। ସୋମବାର ରାତିରେ ବନ ବିଭାଗ ଟିମ୍ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛି। ଯେ, କିଛିଦିନ ହେବ ଦଶପଲ୍ଲା ଜଙ୍ଗଲରୁ ୭ଟିକିିଆ ହାତୀପଲ ଆସି…
ହାତଗୋଡ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର
ରଣପୁର,୨୨ା୫ (ସ୍ବ.ପ୍ର.)- ରଣପୁର ଥାନା ସୁନାଖଳା ଫାଣ୍ଡି ଅଧୀନ ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥର ଧୂମାନାଳ ପୋଲ ତଳୁ ମଙ୍ଗଳବାର ଶିକୁଳିରେ ହାତଗୋଡ ବନ୍ଧା ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଏ ନେଇ ଥାନାରେ ୧୧୧/୧୯ରେ ମାମଲା…
ଶଶ୍ମାନରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ
ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨୧।୫-ନୟାଗଡ଼ ଜିଲା ରଣପୁର ଥାନା ନରେନ୍ଦ୍ରପୁର ପଞ୍ଚାୟତ ବିନୋଦପଡ଼ା ଗ୍ରାମ ଶ୍ମଶାନରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ଶୁଭ୍ରକେଶୀ ସ୍ବାଇଁ। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ କରାଯାଇଛି। ଯେ, କଟକ ଜିଲା…

