ନୟାଗଡ଼

ମହିଳାଙ୍କ ଗଳାକାଟି ହତ୍ୟାକଲେ ଦୁଇ ଯୁବକ, ଅଟକ ରଖି ପୋଲିସର ପଚରାଉଚରା

ନୟାଗଡ଼,୧୧ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଭାପୁର ପଞ୍ଚାୟତରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ରାତିରେ ଜଣେ ବିଧବା ମହିଳାଙ୍କୁ ଗଳାକାଟି ହତ୍ୟା କରାଯାଇଛି । ହେଲେ ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ସ୍ବର୍ଗତ ମିଟୁ ବେହେରାଙ୍କ...

ବାଇକ୍‌କୁ ରକ୍ଷା କରିବା ପାଇଁ ଯାଇ ପିଟିହେଲା ଦୁଇ ଟ୍ରକ୍‌: ଚାଲିଗଲା ୨ ଜୀବନ, ୨ ଗୁରୁତର

ନୟାଗଡ଼,୨୬ା୭(ଲୋକନାଥ ମିଶ୍ର): ଶନିବାର ସନ୍ଧ୍ୟାରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନମ୍ବର ଜାତୀୟ ରାଜପଥର ଟାକରା ନିକଟସ୍ଥ ଅସନିବେରେଣା ରାସ୍ତା ନିକଟରେ ଏକ ବାଇକ୍‌କୁ ରକ୍ଷା କରିବାକୁ ଯାଇ ଦୁଇ ମାଲ ବୋଝେଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ...

ବାଘଛାଲ ବିକ୍ରି ବେଳେ ମାଡ଼ି ବସିଲା କ୍ରାଇମବ୍ରାଞ୍ଚ

ନୟାଗଡ଼,୨୪।୭: ବାଘଛାଲ ବିକ୍ରି ବେଳେ କ୍ରାଇମବ୍ରାଞ୍ଚ STF ଚଢାଉ କରି ନୟାଗଡ଼ ବାଣୀଗୋଚ୍ଛା ଅଞ୍ଚଳରୁ ଗୁରୁବାର ୨ଜଣ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। କ୍ରାଇମବ୍ରାଞ୍ଚ STF ଅଭିଯୁକ୍ତଙ୍କ ନିକଟରୁ ଏକ ବାଘ ଛାଲ ଜବତ କରିଛି। ମିଳିଥିବା ସୂଚନା ମୁତାବକ,...

ତୁରନ୍ତ ନ୍ୟାୟ ଦାବିରେ ଥାନାରେ ବିଷ ପିଇଦେଲେ ଯୁବତୀ

ନୟାଗଡ଼,୨୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ପରିସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ତ୍ୱରିତ ନ୍ୟାୟ ପ୍ରଦାନ ଦାବିରେ ଜଣେ ଯୁବତୀ ବିଷ ପିଇ ଦେଇଛନ୍ତି। ପ୍ରେମ ବ୍ୟାପାରକୁ ନେଇ ପୂର୍ବରୁ ଥାନାରେ ମାମଲା ହୋଇଥିଲା। ଅଭିଯୁକ୍ତ...

କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ

ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ ରହିଛନ୍ତି। ସେପଟେ ଜିଲା ପରିଷଦ ସଭ୍ୟ ଜିଲା ପରିଷଦ କାର୍ଯ୍ୟାଳୟଠାରୁ କିଛି ଦୂର...

ଟାଙ୍ଗିଆ ଚୋଟରେ କବିର ପ୍ରଧାନଙ୍କ ମୃତ୍ୟୁ

ନୟାଗଡ଼,୬।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ବୁଗୁଡ଼ା କଲୋନୀରେ ଏକ ହତ୍ୟାକାଣ୍ଡ ଘଟିଛି। ଅଶୋକ ମଳିକଙ୍କ ଟାଙ୍ଗିଆ ଚୋଟରେ ଉକ୍ତ ଗ୍ରାମର କବିର ପ୍ରଧାନ(୭୦)ଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ ନେଇ ଏଭଳି ଘଟଣା ଘଟାଇଥିବା...

୭ଶହ ବର୍ଷର ପରମ୍ପରା ଭାଙ୍ଗିଲା: ୩ ରଥରେ ଛେରାପହରା କଲେନି ରାଜା

ରଣପୁର,୬ା୭(ସୁକାନ୍ତ କିଶୋର ଡାକୁଆ): ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୟାଗଡ଼ ଜିଲା ରଣପୁର ବାହୁଡ଼ାଯାତ୍ରାରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ରାଜପୁରୋହିତ ଓ ରାଜାଙ୍କ ମଧ୍ୟରେ ଲାଗିଥିବା ବିବାଦ ଯୋଗୁ ରାଜା ୩ରଥରେ ଛେରାପହଁରା ନ କରିବାରୁ ୭ଶହ ବର୍ଷର...

ଜୁଲାଇ ୩ରୁ ଆରମ୍ଭ ହେବ ଅମରନାଥ ଯାତ୍ରା: ଯାତ୍ରୀଙ୍କ ସୁରକ୍ଷାରେ ରହିବେ ଯବାନ

ନୂଆଦିଲ୍ଲୀ,୬।୬: ଅମରନାଥ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର। ଜୁଲାଇ ୩ରୁ ଆରମ୍ଭ ହେବ ଅମରନାଥ ଯାତ୍ରା। ଅଗଷ୍ଟ ୯ରେ ସରିବ। ଚଳିତ ବର୍ଷ ୩୮ ଦିନ ଧରି ଏହି ଯାତ୍ରା ଚାଲିବ। ଅନ୍ୟପକ୍ଷେ ପହଲଗାମ ଆକ୍ରମଣକୁ ଦୃଷ୍ଟିରେ ରଖି...

ଦୁର୍ଗା ବଜାରରେ ଫୁଟିଲା ବୋମା: ୪ ଆହତ

ଦଶପଲ୍ଲା: ନୟାଗଡ଼ ଜିଲା ୫୭ ନମ୍ବର ଜାତୀୟ ରାଜପଥ ଦୁର୍ଗା ବଜାର ନିକଟରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଏକ ବୋମା ମାଡ଼ ଘଟିଛି। ବୋମାମାଡ଼ରେ ୪ଜଣ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି...

୩୦ ହଜାର ନଦେବାରୁ ମିଳିଲା ନାହିଁ ସେବା: ପ୍ରସବ କରି ନ ପାରି ଗର୍ଭବତୀ ମହିଳାଙ୍କ ମୃତ୍ୟୁ

ନୟାଗଡ,୧।୬(ଲୋକନାଥ ମିଶ୍ର): ୩୦ ହଜାର ନଦେବାରୁ ମିଳିଲା ନାହିଁ ସେବା। ଚିକିତ୍ସା ଅବହେଳାରୁ ପ୍ରସବ କରିନପାରି ଗର୍ଭବତୀ ମହିଳାଙ୍କ ମୃତ୍ୟୁ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚଏଚଏଚ) ରେ ଏନେଇ ଉତେଜନା ଦେଖାଦେଇଛି । ସୂଚନାଥାଉ କି, ବାଲୁଗାଁର ଭାଜପା...

ଘର ଭିତରୁ ମିଳିଲା ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତି ଦେଖି…

ନୟାଗଡ଼,୩୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନାର ବାରମାସି ଦଣ୍ଡାସ୍ଥିତ ଅଞ୍ଚଳର ଘର ଭିତରୁ ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ରେଞ୍ଜର ଫରେଷ୍ଟର ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ପୋଡ଼ା ମୃତଦେହ ଜବତ ହୋଇଛି। ନୟାଗଡ଼ ଟାଉନ ଥାନା ପୋଲିସ ମୃତଦେହ ଉଦ୍ଧାର କରି...

ଶିକାରୀ ଗୁଳିରେ ଚାଲିଗଲା ଆଦିବାସୀ ଯୁବକଙ୍କ ଜୀବନ

ନୟାଗଡ଼,୩୦।୫(ଲୋକନାଥ ମିଶ୍ର):ନୟାଗଡ଼ ବନଖଣ୍ଡ ପଂଚରିଡା ରେଞ୍ଜ ଗୋଛା ସରନଖିତ ଜଙ୍ଗଲରେ ଶିକାରୀ ଗୁଳିରେ ଜଣେ ଆଦିବାସୀ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାଁ ସୂର୍ଯ୍ୟମଣି ପ୍ରଧାନ (୪୨)। ଘର ଶରଣକୁଳ ଥାନାର ଗୋଛା ଗାଁରେ। ସୂର୍ଯ୍ୟମଣି ଗୁରୁବାର ବିଳମ୍ବିତ ରାତିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri