ରାମଲାଲାଙ୍କୁ ସମର୍ପଣ କରାଯିବ ମୟୂରକଣ୍ଠିଆ ଧନୁତୀର
ଖଣ୍ଡପଡ଼ା,୧୪ା୧(ଅଜୟ କୁମାର ମହାରଣା)ଆସନ୍ତା ୨୨ ତାରିଖରେ ଅଯୋଦ୍ଧାରେ ରାମ ମନ୍ଦିର ସହ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ଏହି ପରିପ୍ରେକ୍ଷୀରେ ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ୍ ଅଧୀନ କଣ୍ଟିଲୋ ପଞ୍ଚାୟତ ଖୁଦବେହେରା ପାଟଣାର ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ସୁଦର୍ଶନ ସାହୁଙ୍କ ଦ୍ୱାରା…
ଚିକିତ୍ସାଳୟରେ ରୋଗୀଙ୍କୁ ମିଳୁନି ବେଡଶିଟ୍
ନୟାଗଡ,୧୩।୧(ଲୋକନାଥ ମିଶ୍ର): ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚଏଚ) ଶର୍ଜରୀ, ମେଡିସିନ୍, ଶିଶୁ ଓ ପ୍ରସୂତି ପରି ୱାର୍ଡରେ ରୋଗୀଙ୍କୁ ବେଡଶିଟ୍ ଦିଆଯାଉନାହିଁ। ୩ଦିନ ହେଲା ଖାଲି ଶଯ୍ୟାରେ ରୋଗୀ ଶୋଇବା ପରି ଚିତ୍ର ନଜରକୁ ଆସିଛି। ନୂଆ ଏଜେନ୍ସ ନେଲା ପରେ…
ଝାଡ଼େଶ୍ୱରୀ ଦେବୀ ପୀଠ ବନ୍ଧରେ ଘୁରି ବୁଲୁଛନ୍ତି ୧୩ ଟିକିଆ ହାତୀପଲ
ଶରଣକୁଳ/ନୟାଗଡ଼,୧୩।୧( ଦୀପକ କର/ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ପଞ୍ଚରିଡା ରେଞ୍ଜର ଶରଣକୁଳ କାର୍ଯ୍ୟାଳୟ ନିକଟସ୍ଥ ଝାଡେଶ୍ୱରୀ ଦେବୀ ପୀଠ ବନ୍ଧରେ ହାତୀପଲକୁ ଶୁକ୍ରବାର ରାତିରେ ଦେଖିବାକୁ ମିଳିଛି। ହାତୀପଲରେ ଦନ୍ତାହାତୀ, ୨ ଛୋଟ ପିଲା ସମେତ ୧୩ଟି ହାତୀ ରହିଥିବା ପଞ୍ଚାରିଡା…
ନିଅଁରେ ବ୍ୟବହାର ହେଉଛି ପାଉଁଶ ଇଟା
ନୟାଗଡ଼,୧୧।୧(ଲୋକନାଥ ମିଶ୍ର)ନୟାଗଡ଼ ପୁରୁଣା ସହରର ପ୍ରତ୍ୟକ୍ଷ ଦେବୀ ମା’ଦକ୍ଷିଣକାଳୀଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ମନ୍ଦିର ନିର୍ମାଣ ପାଇଁ ନିଅଁରେ ପାଉଁଶ ଇଟା ବ୍ୟବହାର କରାଯାଉଥିବାରୁ ସ୍ଥାୟିତ୍ୱ ନେଇ ପ୍ରଶ୍ନ ଉଠିଛି । ନିଅଁ ଖୋଳାରୁ ମନ୍ଦିରର ନିର୍ମାଣ କାର୍ଯ୍ୟ…
କୋଟିପତି ଏମ୍ଭିଆଇ ଗିରଫ, ଆୟଠାରୁ ୨୯୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ
ନୟାଗଡ଼,୧୦ା୧(ଲୋକନାଥ ମିଶ୍ର): ରାଜ୍ୟରେ ପୁଣି ଜଣେ କୋଟିପତିଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମ୍ଭିଆଇ ପଞ୍ଚାନନ ବେହେରା ବୁଧବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ଏକକାଳୀନ ୭ଟି ଘର…
MVIଙ୍କ ୨୭ପ୍ଲଟ, ୨କୋଠା
ନୟାଗଡ,୯।୧: ଭିଜିଲାନ୍ସ ଜାଲରେ ନୟାଗଡର ଆରଟିଓ ଅଧିକାରୀ। ଏମଭିଆଇ ପଞ୍ଚାନନ ବେହେରାଙ୍କ ଘରେ ଚଢାଉ ଜାରି ରଖିଛି ଭିଜିଲାନ୍ସ। ଚଢାଉବେଳେ ଭୁବନେଶ୍ୱରରେ ୧୦ବେନାମୀ ପ୍ଲଟ ସମେତ ମୋଟ୍ ୨୭ଟି ପ୍ଲଟ ଠାବ ହୋଇଛି। ଗୋଟିଏ କାର୍ ସହ ମୋଟ ୪ଟି ବେନାମୀ…
ଏମଭିଆଇଙ୍କ ଘରେ ଭିଜିଲାନ୍ସ ଚଢାଉ
ନୟାଗଡ଼,୯।୧(ଲୋକନାଥ ମିଶ୍ର):ଆୟ ବର୍ହିଭୂତ ସମ୍ପତ୍ତିର ମାଲିକାନା ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ନୟାଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ପଞ୍ଚାନନ ବେହେରାଙ୍କ ଏକକାଳୀନ ୭ଟି ଘର ଉପରେ ଚଢ଼ାଉ ଚାଲିଛି। ଭୁବନେଶ୍ୱର ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତିଙ୍କ ନିର୍ଦେଶରେ ଚଢାଉ କରାଯାଇଛି। ଏନେଇ…
ଶ୍ୱଶୁର ଘର ଆଗରେ ବୋହୂଙ୍କ ଧାରଣା
ନୂଆଗାଁ,୭।୧(ଧନେଶ୍ୱର ସାହୁ): ପ୍ରେମ ବିବାହ ଓ ପରେ ପ୍ରତାରଣା । ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ଶୁକ୍ରବାର ସନ୍ଧ୍ୟା ସମୟରୁ ଧାରଣାରେ ବସିଛନ୍ତି ବୋହୂ। ଏପରି ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଓଡ଼ଗାଁ ଥାନା ବାହାଡାଝୋଲା…
ଦଶପଲ୍ଲା ଷ୍ଟେସନରୁ ଗଡ଼ିଲା ଟ୍ରେନ୍
ନୟାଗଡ଼,୬।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ରେଳ ଷ୍ଟେସନ ଶନିବାର ଲୋକାର୍ପିତ ହୋଇଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଷ୍ଟେସନର ଲୋକାର୍ପଣ କରିଛନ୍ତି। ଏଥିସହ ସବୁଜ ପତାକା ଦେଖାଇ ସେଠାରୁ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏବେ ଦଶପଲ୍ଲାରୁ ୪ଟି ଟ୍ରେନ…
ଆଜି ଦଶପଲ୍ଲାରୁ ଗଡ଼ିବ ରେଳ: ରେଳ ମନ୍ତ୍ରୀ କରିବେ ଶୁଭାରମ୍ଭ
ନୟାଗଡ଼,୬।୧(ଲୋକନାଥ ମିଶ୍ର): ଆଜି ଦଶପଲ୍ଲାରୁ ଗଡ଼ିବ ରେଳ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ କୁମାର ବୈଷ୍ଣବ ଏହାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଫଳରେ ଦଶପଲ୍ଲାବାସୀଙ୍କ ବହୁଦିନର ସ୍ବପ୍ନ ସାକାର ହେବାକୁ ଯାଉଛି।
ବିଏସ୍କେୱାଇ ନବୀନ କାର୍ଡ ପାଇଁ ୬ରୁ ପଞ୍ଜୀକରଣ, ମେ ୧ରୁ ମିଳିବ ସୁବିଧା
ନୟାଗଡ଼,୪।୧(ଲୋକନାଥ ମିଶ୍ର): ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍କେୱାଇ)ର ପରିସରକୁ ସମ୍ପ୍ରସାରିତ କରି ବିଏସ୍କେୱାଇ ନବୀନ ଓଡ଼ିଶା କାର୍ଡ ଯୋଜନାରେ ଗ୍ରାମୀଣ ପରିବାରକୁ ସାମିଲ କରିବାକୁ ନାମ ପଞ୍ଜୀକରଣ କରିବାକୁ ବ୍ୟବସ୍ଥା କରିଛନ୍ତି । ବିଏସ୍କେୱାଇ ଅର୍ନ୍ତଭୁକ୍ତ ହୋଇ ନ…
୬ରେ ଦଶପଲ୍ଲାକୁ ଗଡ଼ିବ ରେଳ
ନୟାଗଡ଼/ଦଶପଲ୍ଲା,୪।୧ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଜାନୁଆରୀ ୬ରେ ଦଶପଲ୍ଲା ରେଳ ଷ୍ଟେଶନ ଉଦ୍ଘାଟନ ହେବ। ଏଥିପାଇଁ ପୂର୍ବତଟ ରେଳ ବିଭାଗର ମହାପ୍ରବନ୍ଧକ ମନୋଜ ଶର୍ମା ନୟାଗଡ଼ ଜିଲାର ଦଶପଲ୍ଲା ଗସ୍ତ କରିଛନ୍ତି। ମହାପ୍ରବନ୍ଧକ ଭୁବନେଶ୍ୱରରୁ ଦଶପଲ୍ଲାକୁ ରେଳ ଇଞ୍ଜିନରେ ଆସି…
Archives


