ନୟାଗଡ଼

ଉଇ ଲାଗି ନଷ୍ଟ ହେଲାଣି ବହୁ ଗୁରୁତ୍ୱପୂର୍ଣ୍ଣ ରେକର୍ଡ

ରଣପୁର,୨ା୪ (ସୁକାନ୍ତ କିଶୋର ଡାକୁଆ):ରାଜ୍ୟ ସରକାର ବହୁ ପୁରଣା ଓ ବିପଦ ସଙ୍କୁଳରେ ଥିବା ସରକାରୀ କାର୍ଯ୍ୟାଳୟର ଗୃହକୁ ଭାଙ୍ଗି କୋଟି କୋଟି ଟଙ୍କା ମଞ୍ଜୁର କରି ନୂଆ କୋଠାଘର ନିର୍ମାଣ କରୁଛନ୍ତି। ହେଲେ ନୟାଗଡ଼ ଜିଲା ରଣପୁର ତହସିଲ ଅଧୀନରେ…

ବିଜେଡି ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ମନ୍ଦିରରେ ଶପଥ

ନୟାଗଡ଼,୨ା୪ (ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ପ୍ରସିଦ୍ଧ ଶୈବପୀଠ ଯାମୁପାଟଣାସ୍ଥିତ ଦୁତୀକେଶ୍ୱର ମନ୍ଦିରରେ ସୋମବାର ନୟାଗଡ଼ ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଅରୁଣ କୁମାର ସାହୁଙ୍କୁ ଭୋଟ ଦେବା, ବିଜୟ ପାଇଁ ନୟାଗଡ଼ ବ୍ଲକର ସରପଞ୍ଚ ଓ ସମିତିସଭ୍ୟ ଶପଥ…

୩ ଗାଁରେ ପାନୀୟ ଜଳ ଉତ୍କଟ

ନୟାଗଡ଼,୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲ୍ଳକ ବଡବାଣପୁର ପଞ୍ଚାୟତର ଭ୍ରମରବରପ୍ରସାଦର ଶିମଳିସାହି, ସିଦ୍ଧାମୂଳା ପଞ୍ଚାୟତର ଆନନ୍ଦନଗର, ସିଘାଂପଡ଼ା ପଞ୍ଚାୟତର ଖୁଣ୍ଟୁବନ୍ଧ ଗାଁରେ ପାନୀୟ ଜଳ ସଙ୍କଟ ଦେଖା ଦେଇଛି। ଖୁଣ୍ଟୁବନ୍ଧ ଗାଁରେ ୭୪ ପରିବାରର ୨୦୫ରୁ ଊର୍ଦ୍ଧ୍ୱ ଲୋକ ବାସ କରୁଛନ୍ତି।…

ମହାନଦୀରେ ସ୍ନାନ ପାଇଁ ହେବ ବ୍ୟାରିକେଡ୍‌

ନୟାଗଡ଼,୩୧ା୩ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଜିଲାପାଳଙ୍କ ମିନି କନ୍‌ଫରେନ୍ସ ହଲ୍‌ରେ ଖଣ୍ଡପଡ଼ା ବ୍ଲ୍ଳକର କଣ୍ଟିଲୋ ଶ୍ରୀନୀଳମାଧବ ଜୀଉ ବିଜେଙ୍କ ମହାବାରୁଣୀ ସ୍ନାନ ନିମନ୍ତେ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏପ୍ରିଲ ୬ ତାରିଖ ମଧ୍ୟାହ୍ନ ୧୨ଟାରେ ପ୍ରଭୁ ନୀଳମାଧବ…

ଝୁଲୁଛି ଭାଜପା, କଂଗ୍ରେସର ପ୍ରାର୍ଥୀ ତାଲିକା

ନୟାଗଡ଼,୩୧ା୩ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ୪ଟି ବିଧାନସଭା ନିର୍ବାଚନମଣ୍ଡଳୀ ରହିଥିବାବେଳେ ଭାଜପା ଓ କଂଗ୍ରେସ ପକ୍ଷରୁ କୌଣସି ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ଦିଆଯାଇ ପାରିନାହିଁ। ସବୁ ନିର୍ବାଚନମଣ୍ଡଳୀରେ ୨ ଜାତୀୟ ଦଳର ପ୍ରାର୍ଥୀ ତାଲିକା ଝୁଲିରହିଛି। କାହାକୁ ଟିକେଟ ଦେଲେ ଦଳ ଶାସକ…

କଳାପାଟ-ବଡ଼ମୂଳ ରାସ୍ତା କାମ ଅଧାପନ୍ତରିଆ

ଗଣିଆ,୨୯ା୩(ସନ୍ତୋଷ କୁମାର ପ୍ରଧାନ): ନୟାଗଡ଼ ଜିଲା ଗଣିଆ-କୁତୁରୀ ପୂର୍ତ୍ତ ବିଭାଗ ରାସ୍ତାକୁ ଅକ୍ତିଆର କରିଛି ଗ୍ରାମ୍ୟ ଉନ୍ନୟନ ବିଭାଗ। ଏହି ରାସ୍ତାର ଗଣିଆଠାରୁ ବଡ଼ମୂଳ ପର୍ଯ୍ୟନ୍ତ ନବୀକରଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ (ଆରଡି) ହାତକୁ ନେଇଛି। ଗତ ୫ବର୍ଷ ତଳେ…

ବିଜେଡିରେ ଯୋଗଦେଲେ ଇରାନୀ ରାୟ; ଅରୁଣଙ୍କ ରାସ୍ତା ସଫା, ସମ୍ବିତଙ୍କ ପାଇଁ ସମସ୍ୟା

ଭୁବନେଶ୍ୱର,୨୪।୩: ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶତାଧିକ କର୍ମୀଙ୍କ ସହିତ ଆସି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଛନ୍ତି। ଇରାନୀ ବିଜେଡିରେ ଯୋଗ ଦେବା ପରେ ନୟାଗଡ଼ ରାଜନୀତିରେ ବଡ଼…

ନୟାଗଡ ଭାଜପାକୁ  ଝଟ୍‌କା: ବିଜେଡିରେ ଯୋଗଦେଲେ ଇରାନୀ ରାୟ

ନୟାଗଡ଼,୨୪।୩(ଲୋକନାଥ ମିଶ୍ର): ନୟାଗଡ଼ ଭାଜପାକୁ ଝଟ୍‌କା । ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗଦେଇଛନ୍ତି। ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ଯୋଗଦେଛନ୍ତି। ଶତାଧିକ ସମର୍ଥକଙ୍କ ସହିତ ସେ ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି…

ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ଖଣ୍ଡପଡ଼ା ଅଞ୍ଚଳବାସୀ

ଖଣ୍ଡପଡ଼ା,୨୪ା୩ (ଅଜୟ କୁମାର ମହାରଣା):ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ତୃଣମୂଳସ୍ତରରେ ୧୦୮ ଆମ୍ବୁଲାନ୍ସ ସେବା କିପରି ବିପର୍ଯ୍ୟସ୍ତ ହୋଇ ପଡିଛି ତାହା ଖଣ୍ଡପଡ଼ା ଓ କଣ୍ଟିଲୋ ଅଞ୍ଚଳରେ ନିୟୋଜିତ ହୋଇଥିବା ୧୦୮…

ଗୋକୁଳାନନ୍ଦ ପୀଠ ରାସ୍ତା ଅନ୍ଧକାର

ଖଣ୍ଡପଡ଼ା,୨୪ା୩ (ଅଜୟ କୁମାର ମହାରଣା):ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ସିଧାମୂଳାସ୍ଥ ଗୋକୁଳାନନ୍ଦ ପୀଠ ଏବଂ ତତ୍‌ସଂଲଗ୍ନ ମଧୁକର୍ଣ୍ଣିକା ପାହାଡ଼ରେ ଅବସ୍ଥିତ ଇକୋ ଟୁରିଜିମ ପରିବେଶ ପର୍ଯ୍ୟଟନସ୍ଥଳୀ କେନ୍ଦ୍ରକୁ ସଂଯୋଗ କରୁଥିବା ରାସ୍ତାରେ ଉଜ୍ୱଳ ଆଲୋକୀକରଣର ବ୍ୟବସ୍ଥା ନାହିଁ ା ସନ୍ଧ୍ୟା ହେଲେ ରାସ୍ତାଟି…

ପାଇଖାନା ନିର୍ମାଣରେ ଅନିୟମିତତା

ଖଣ୍ଡପଡ଼ା,୨୨ା୩(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ୨୨ ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ଯୋଜନାରେ ୨୨ ହଜାର ପାଇଖାନା ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ୨୬କୋଟି ୪୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଥିଲା। ଖଣ୍ଡପଡ଼ା ଗ୍ରାମ୍ୟ ଜଳ…

ନୟାଗଡରେ ନବ ନିର୍ମିତ ରାମ ମନ୍ଦିରରୁ ଚୋରି

ନୟାଗଡ଼,୨୦।୩: ନୟାଗଡରେ ନବ ନିର୍ମିତ ରାମ ମନ୍ଦିରରୁ ହୋଇଛି ବଡ଼ ଚୋରି। ଦୁର୍ବୁତ୍ତମାନେ ମନ୍ଦିରରୁ ଲକ୍ଷାଧିକ ଟଙ୍କା ଏବଂ ସୁନା ଅଳଙ୍କାର ନେଇ ପଳାଇଥିବା କୁହାଯାଉଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ମନ୍ଦିରରୁ ଚୋରି ସମ୍ପର୍କରେ ସ୍ଥାନୀୟ ଥାନାରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?