କୃଷି ଅନୁଦାନ ଲୁଟିବାକୁ କସରତ
ନୟାଗଡ଼,୧୬।୯(ଲୋକନାଥ ମିଶ୍ର): ଧାଡିରେ ଧାନବୁଣାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ୧୦ ହଜାର ଟଙ୍କା ସହାୟତା ରାଶି ଯୋଗାଇ ଦେଉଛନ୍ତି ।ତେବେ କୃଷି ବିଭାଗର ଅବହେଳା ଯୋଗୁ ଚାଷୀ ୨୦୨୩-୨୪ ଆର୍ଥିକ ବର୍ଷରେ ନୟାଗଡ଼ ଜିଲାରେ ଏହି ଅନୁଦାନ ପାଇବାରେ ଅସମର୍ଥ…
ଗ୍ୟାସ୍ ଏଜେନ୍ସି ଲୁଟୁଛନ୍ତି ପରିବହନ ଖର୍ଚ୍ଚ
ନୟାଗଡ଼,୧୫।୯(ଲୋକନାଥ ମିଶ୍ର): ଘରେ ରନ୍ଧନ ଗ୍ୟାସ ସିଲିଣ୍ଡର ପହଞ୍ଚାଇବା ପାଇଁ ଗ୍ୟାସ୍ ଏଜେନ୍ସି ଖାଉଟିଙ୍କୁ ଲୁଟୁଥିଲେ ମଧ୍ୟ ଜିଲା ଯୋଗାଣ ବିଭାଗର କାର୍ଯ୍ୟାନୁଷ୍ଠାନ ନାହିଁ। ଏହାକୁ ନେଇ ଯୋଗାଣ ବିଭାଗ ସନ୍ଦେହ ଘେରରେ ରହିଛି। ଘରେ ଗ୍ୟାସ୍ ସିଲିଣ୍ଡର ପହଞ୍ଚିବା ପାଇଁ…
ସର୍ଭେରେ ସୀମିତ ତାଳଚେର-ଗୋପାଳପୁର ରେଳପଥ
ଖଣ୍ଡପଡ଼ା,୧୫ା୯(ଅଜୟ କୁମାର ମହାରଣା): ତାଳଚେରରୁ ଖଣ୍ଡପଡ଼ା, ନୟାଗଡ଼ ଦେଇ ବ୍ରହ୍ମପୁର ଗୋପାଳପୁରକୁ ନୂତନ ବ୍ରଡ଼ଗେଜ ରେଳପଥ ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ରେଳ ମନ୍ତ୍ରଣାଳୟ ପକ୍ଷରୁ ଇତିମଧ୍ୟରେ ୩ଥର ସର୍ଭେ କାର୍ଯ୍ୟ ସମ୍ପନ୍ନ ହୋଇଛି। ୧୯୯୦ରେ ପ୍ରଥମେ ଉକ୍ତ ରେଳପଥ ନିର୍ମାଣ…
ସାମୂହିକ ଛୁଟିରେ ଗଲେ ପ୍ରାଥମିକ ଶିକ୍ଷକ
ନୟାଗଡ଼,୧୪।୯(ଲୋକନାଥ ମିଶ୍ର)ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ଭୁବନେଶ୍ୱର ଡାକରାରେ ସାରା ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ତଥା ଉଚ୍ଚ ବିଦ୍ୟାଳୟର କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ଛୁଟିରେ ଯିବା ପରେ ବୁଧବାରଠାରୁ ପାଠପଢ଼ାରେ ଅଚଳାବସ୍ଥା ଦେଖା ଦେଇଛି। ଜିଲାର ୮ଟି…
ବାରଣ୍ଡା,ଶିଡ଼ି ତଳେ ପାଠପଢ଼ା
ନୟାଗଡ଼,୧୪।୯(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକ ନୟାଗଡ଼ର ଘଡୁଆଳ ସରକାରୀ ଉଚ୍ଚ ବିଦ୍ୟାଳୟ ୫-ଟିରେ ସାମିଲ ହୋଇ ଗୃହ ନିର୍ମାଣ କାମ ଆରମ୍ଭ ପାଇଁ ପିଲର ଗାତ ଖୋଳା ଯାଇଛି। ତେବେ ପିଲର ଗାତ ଖୋଳି ୧ମାସ ହେଲା ପକାଯାଇଛି ା…
ପଠାଣି ସାମନ୍ତ ସଂଗ୍ରହାଳୟ ଛାତରୁ ପାଣି ଗଳୁଛି
ଖଣ୍ଡପଡ଼ା,୧୧ା୯(ଅଜୟ କୁମାର ମହାରଣା): ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଦ୍ୱାରା ୨୦୧୬ ଡ଼ିସେମ୍ବର ୨୫ରେ ଖଣ୍ଡପଡାଠାରେ ପ୍ରତିଷ୍ଠା ହୋଇଥିବା ପଠାଣି ସାମନ୍ତ ସଂଗ୍ରହାଳୟଟି ସଂପ୍ରତି ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ ହେବାରେ ଲାଗିଛି। ଏବେ ବର୍ଷା ଦିନେ…
ନିର୍ବାଚିିତ ପ୍ରତିନିଧି ବାଛି ପାରୁ ନାହାନ୍ତି ଓଡ଼ଗାଁ ବାସିନ୍ଦା
ନୟାଗଡ଼,୧୧।୯ (ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଓଡ଼ଗାଁ ଏନଏସି ଗଠନର ୫ ବର୍ଷ ବିତି ଗଲାଣି । ହେଲେ ଓଡ଼ଗାଁ ସହରାଞ୍ଚଳବାସୀ ଏଯାବତ ଭୋଟ ଦେଇ ସେମାନଙ୍କର ନିର୍ବାଚିତ ପ୍ରତିନିଧି ବାଛି ପାରୁ ନାହାନ୍ତି । ୱାର୍ଡ ପୁର୍ନଗଠନରେ ଭୁଲ ଦର୍ଶାଇ…
ବିଜୁ ସେତୁ କାମ ଅଧାପନ୍ତରିଆ
ନୟାଗଡ଼,୧୦।୯(ଲୋକନାଥ ମିଶ୍ର)ନୟାଗଡ଼ ବ୍ଲକର ଗମ୍ଭାରିଡିହି ଟିପୁରା ରାସ୍ତାର ଦୁଆଣ୍ଟ ନଦୀ ଉପରେ ନିର୍ମାଣ ହେଉଥିବା ପୋଲ ଅଧାପନ୍ତରିଆ ଅବସ୍ଥାରେ ଗତ ୩ ବର୍ଷ ହେଲା ପଡି ରହିଛି । କିନ୍ତୁ ନାମ ଫଳକ ଦେଖିଲେ ୨ବର୍ଷ ହେଲା କାମ ଶେଷ ହୋଇଗଲାଣି…
ସମ୍ପୂର୍ଣ୍ଣ ହେବା ଆଗରୁ ଫାଟିଲାଣି ମିଶନ ଶକ୍ତି ଘର
ନୂଆଗାଁ,୧୦।୯(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକର ଅସମ୍ପୂର୍ଣ୍ଣ ମିଶନ ଶକ୍ତି ଗୃହକୁ ମିଶନ ଶକ୍ତି ବିଭାଗକୁ ହସ୍ତାନ୍ତର କରାଯାଇଛି ା ସେଥିମଧ୍ୟରୁ କୌଣସି ଗୃହ ବ୍ୟବହାର ହେଉନାହିଁ । ଫଳରେ ମହିଳାମାନେ କେଉଁଠି ପଞ୍ଚାୟତ ଘରେ ତ ଆଉ କେଉଁଠି କାହା…
ନୟାଗଡ଼ରୁ ନିଶ୍ଚିହ୍ନ ହେବାକୁ ବସିଛି ଚିନିକଳ
ନୟାଗଡ଼ ଅଫିସ,୧୦।୯ନୟାଗଡ଼ର ପାଣିପୋଇଲାସ୍ଥିତ ଚିନିକଳକୁ ଜାଣିଶୁଣି ଚୋର ହାତକୁ ଟେକି ଦେଲା ପ୍ରଶାସନ। ଚିନିକଳରୁ ବିଭିନ୍ନ ଯନ୍ତ୍ରାଂଶ ବାରମ୍ବାର ଚୋରି ହେଉଥିବାବେଳେ ପ୍ରଶାସନ ଆଖି ବୁଜି ଦେଇଥିଲା । ୪ ବର୍ଷ ଧରି ଏପରି ଚୋରି ଲାଗି ରହିଛି। ଚିନିକଳର ସୁରକ୍ଷା…
ହସ୍ତଶିଳ୍ପ ସାମଗ୍ରୀକୁ ଶିଳ୍ପ ବିଭାଗର ସ୍ବୀକୃତି ମିଳୁନି
ଖଣ୍ଡପଡ଼ା,୧୦ା୯(ଅଜୟ କୁମାର ମହାରଣା)ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିମିଟେଡ୍ ପରିଚାଳନା ନିର୍ଦ୍ଦେଶିକା, ନିର୍ଦ୍ଦେଶକ କଣ୍ଟିଲୋ ଅଞ୍ଚଳକୁ ବିଭିନ୍ନ ସମୟରେ ପରିଦର୍ଶନରେ ଆସି କଂସା ପିତ୍ତଳ କାରିଗରମାନଙ୍କ ଶାଳ ଓ ସେମାନଙ୍କ କାର୍ଯ୍ୟଶୈଳୀ ବୁଲି ଦେଖିଛନ୍ତି। ତମ୍ବା ଓ ପିତ୍ତଳ ଚଦର(ସିଟ୍)ରେ ପ୍ରସ୍ତୁତ…
ଜିତେନ୍ଦ୍ର ରଣସିଂହ ନୟାଗଡ଼ ଜିଲା ବିଜେଡି କମିଟି ସମ୍ପାଦକ
ଭୁବନେଶ୍ୱର,୯ା୯(ଅନିଲ ଦାସ): ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୟାଗଡ଼ ଜିଲାରେ ବିଜେଡି କର୍ମକର୍ତ୍ତା ନିଯୁକ୍ତି କରିଛନ୍ତି। ଜିତେନ୍ଦ୍ର କୁମାର ରଣସିଂହଙ୍କୁ ବିଜେଡି ଜିଲା କମିଟି ସମ୍ପାଦକ ଭାବେ ନିଯୁକ୍ତି କରାଯାଇଥିବା ବେଳେ ଭାପୁର ବ୍ଲକ ବିଜେଡି…
Archives


