ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର କଥିତ ଦମନମୂଳକ କାର୍ଯ୍ୟ ବନ୍ଦ କରିବା ଏବଂ ପୂର୍ବରୁ ଦାଖଲ ହୋଇଥିବା ମିଥ୍ୟା…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୨ ମଇଁଷି ମୃତ, ଗାଁରେ ଉତ୍ତେଜନା
ନୟାଗଡ଼,୯।୬( ଲୋକନାଥ ମିଶ୍ର):ନୟାଗଡ଼ ବ୍ଲକ ମଙ୍ଗରାଜପୁର ଗାଁ ଗହୀରରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମଇଁଷିଙ୍କର ମୃତ୍ୟୁ ହୋଇଛି। ମଙ୍ଗରାଜପୁର ଗାଁର ରାମ ବେହେରା ନିଜର ମଇଁଷି ପଲ ନେଇ ମଙ୍ଗଳବାର ପୂର୍ବାହ୍ନରେ ସ୍ଥାନୀୟ ଗହୀରକୁ ଯାଇଥିଲେ। ବିଲରେ ମଇଁଷି…
ପଞ୍ଚାୟତ ଅଫିସ ନିକଟରେ ପଡ଼ିଛି ମହିଳାଙ୍କ କ୍ଷତାକ୍ତ ମୃତଦେହ, ହତ୍ୟା ଅଭିଯୋଗ ଆଣି…
ନୟାଗଡ଼,୪ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଘୋଳାହାଣ୍ଡି ପଞ୍ଚାୟତ ଅଫିସ ନିକଟରୁ ଜଣେ ମହିଳାଙ୍କ କ୍ଷତାକ୍ତ ମୃତଦେହ ଜବତ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଘଟଣାସ୍ଥଳରେ ପୋଲିସ, ଡଗ୍ ସ୍କ୍ବାଡ୍ ଓ…
ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…
ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଦଳରୁ କିଶୋର ଇସ୍ତଫା ଦେଇଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ଭାଜପା ଦଳରେ…
କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ
ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ କରୁଛି। ରବିବାର ସକାଳେ…
ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍ ହ୍ୟାଣ୍ଡ୍ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍ କରାଇବା ପାଇଁ କହି…
ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼ ଜିଲାର ଖଣ୍ଡପଡ଼ା ଅଞ୍ଚଳରେ ୨୦୨୧-୨୨ ବର୍ଷ ପାଇଁ MMSY (ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା)…
ଓଡ଼ଗାଁ ହତ୍ୟା: ସିନ୍ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…
ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର ସାହୁ(୩୮)ଙ୍କ ହତ୍ୟାର ସିନ ରିକ୍ରିଏଶନ କରୁଛି ପୋଲିସ। ହତ୍ୟାକାଣ୍ଡସ୍ଥଳ କଦଳୀବନ୍ଧ ଗାଁ ନିକଟସ୍ଥ…
ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…
ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି ଘଟଣାକୁ ନେଇ ଓଡ଼ଗାଁ ଆଦର୍ଶ ଥାନା କଦଳୀବନ୍ଧଠାରେ ଓଡ଼ଗାଁ ଶରଣକୁଳ ରାସ୍ତା ଅବରୋଧ…
ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍, ଅଜଗର ପାଖରେ…
ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ ଉଦ୍ଧାର ହୋଇଛନ୍ତି ଶିବ ପ୍ରଧାନ । ଅଗ୍ନିଶମବାହିନୀର କର୍ମଚାରୀମାନେ ତାଙ୍କୁ ସଫଳତାର ସହିତ…
ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…
ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ ମୁଣ୍ଡ ପଶି ରହିଯାଇଥିବାରୁ ବାହାର କରିବାକୁ ନାକେଦମ୍ ହୋଇପଡ଼ିଛନ୍ତି। ଉଦ୍ଧାର କାର୍ଯ୍ୟରେ ନୟାଗଡ଼…
ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ
ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ । ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଓ ପୋଲିସର ଚଢ଼ାଉ ଦେଖି ବର…
ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…
ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍ ନ ଥିବାବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ସବୁ ଲୁଟିନେଇଛନ୍ତି। ପ୍ରାୟ ୪୦ ଲକ୍ଷ ଟଙ୍କାର…

