ନୟାଗଡ଼

ମାଟିର କଥା କେତେ ବୁଝିଛନ୍ତି ଖଣ୍ଡପଡ଼ାବାସୀଙ୍କୁ ଉତ୍ତର ମାଗନ୍ତୁ:ଅରୁଣ

ନୟାଗଡ,୮।୯(ଲୋକନାଥ ମିଶ୍ର): ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ନିଜ ଖବରକାଗଜରେ ସରକାରଙ୍କୁ ସମାଲୋଚନା କରିବା ପରେ ନୟାଗଡ଼ ବିଧାୟକ ଅରୁଣ ସାହୁ ତାଙ୍କୁ କଡ଼ା ସମାଲୋଚନା କରିଛନ୍ତି। ନୟାଗଡ଼ ଡାକବଙ୍ଗଳାଠାରେ ଗୁରୁବାର ସେ ଏକ ଖବରଦାତା ସମ୍ମିଳନୀ କରି ସୌମ୍ୟଙ୍କୁ ପ୍ରଶ୍ନ…

୫୫ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ

ନୂଆଗାଁ,୮।୯(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ଅଧୀନରେ ଥିବା ଅଙ୍ଗନଓ୍ବାଡି ଶିଶୁ ଓ କେନ୍ଦ୍ର ପ୍ରତି ପ୍ରଶାସନ ଅବହେଳା କରୁଥିବା ଅଭିଯୋଗ ହେଉଛି। କେଉଁଠି ଶିଶୁଙ୍କ ପାଖରେ ସରକାରଙ୍କ ଯୋଜନା ଠିକ୍‌ ଭାବେ ପହଞ୍ଚି…

ଭାଙ୍ଗିବା ଗଢ଼ିବାରେ ଚାଲିଛି ଡିଏଚ୍‌ଏଚ୍‌ର ବିକାଶ

ନୟାଗଡ଼,୮।୯(ଲୋକନାଥ ମିଶ୍ର): କିଛି ବର୍ଷର କାମକୁ ଅନୁଧ୍ୟାନ କଲେ ଭାଙ୍ଗିବା ଗଢ଼ିବାରେ ଚାଲିଛି ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ର ବିକାଶ। ନୂଆ କୋଠା ନିର୍ମାଣ ହେଉଛି, କିଛି ଦିନ ପରେ ତାକୁ ଭାଙ୍ଗି ପୁଣି ନୂଆ କୋଠା କରାଯାଉଛି । ପ୍ରତିବାଦର…

କଲ୍ୟାଣରେ ଲାଗୁନି ଗାଁ କଲ୍ୟାଣ ସମିତି ଅର୍ଥ

ଖଣ୍ଡପଡ଼ା,୮ା୯(ଅଜୟ କୁମାର ମହାରଣା): ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ, ପରିମଳ ସେବା ଯୋଗାଇ ଦେବାର ଲକ୍ଷ୍ୟ ରଖି ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ଜରିଆରେ ପ୍ରତ୍ୟେକ ରାଜସ୍ବ ଗାଁରେ ଗାଁ କଲ୍ୟାଣ ସମିତି ଗଠନ କରାଯାଇଛି। ଏହି ସମିତିରେ ଗାଁର ୱାର୍ଡ ସଭ୍ୟା, ସଭ୍ୟ,…

ବାଲୁଗାଁ ଅବକାରୀ ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନୟାଗଡ଼,୭।୯ (ଲୋକନାଥ ମିଶ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲା ବାଲୁଗାଁ ଅବକାରୀ ଏଏସ୍‌ଆଇଙ୍କ ନୟାଗଡ଼ ପୁରୁଣା ସହର ଶଗଡିଆ ସାହିସ୍ଥ ବାସଭବନ, ବାଲୁଗାଁ ଭଡ଼ା ଘର ସମେତ କାର୍ଯ୍ୟାଳୟରେ ଗୁରୁବାର ଚଢ଼ାଉ…

ଶ୍ରୀନୀଳମାଧବଙ୍କ ଜନ୍ମାଷ୍ଟମୀ ସ୍ବତନ୍ତ୍ର ପୂଜାର୍ଚ୍ଚନା

ଖଣ୍ଡପଡା,୭ା୯ (ଅଜୟ କୁମାର ମହାରଣା)ଖଣ୍ଡପଡା ବ୍ଲକ ଜଗନ୍ନାଥ ସଂସ୍କୃତିର ଆଦିପୀଠ କଣ୍ଟିଲୋ ନୀଳମାଧବ ପୀଠ ଏବଂ ରାଧାମୋହନ ଜୀଉ ମଠରେ ବୁଧବାର ଜନ୍ମାଷ୍ଟମୀ ଉତ୍ସବ ପାରମ୍ପରିକ ରୀତିରେ ପାଳିତ ହୋଇଯାଇଛି। ଏହି ଅବସରରେ ଶ୍ରୀଜୀଉଙ୍କ ସକାଳ ଧୂପଠାରୁ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ…

ନୟାଗଡ଼ ବଜାରର ରୂପରେଖ ବଦଳିପାରୁନି

ନୟାଗଡ, ୭।୯ (ଲୋକନାଥ ମିଶ୍ର)ନୟାଗଡ଼ ମ୍ୟୁନିସିପାଲିଟି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ୍ତ ଶାସନ ଦିବସ ପାଳନ କରାଯାଇ କୁହାଯାଇଥିଲା ନୟାଗଡ଼ ସହରରେ ବିକାଶ ଚାଲିଛି। କୋଟି କୋଟି ଟଙ୍କାର କାମ ଶେଷ ହୋଇଛି। ପୁଣି କୋଟି କୋଟି ଟଙ୍କାର କାମ ହେଉଛି…

ଚାଷୀ, ଚାଷକୁ ଭୁଲିଗଲେ ସରକାର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ସହର ଖଣ୍ଡପଡ଼ା ରୋଡ଼ରେ ଥିବା ବଲାଙ୍ଗୀ ବନ୍ଧ ବଲାଙ୍ଗୀ ପାର୍କରେ ରୂପାନ୍ତରିତ ହେବା ପରେ ଚାଷୀ, ଚାଷ ଓ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଦୁଃଖ ଆଣିଛି । ଆମୋଦ ପ୍ରମୋଦ ନଁାରେ ସରକାର ଚାଷୀ ଓ ଚାଷ…

ମନ୍ଦିରକୁ ବଜ୍ରପାତ ଭୟ

ନୟାଗଡ଼,୩।୯(ଲୋକନାଥ ମିଶ୍ର)ମନ୍ଦିରକୁ ବଜ୍ରପାତ ଭୟ। ନୟାଗଡ଼ ଜିଲାର ଦେବୋତ୍ତର ବିଭାଗ, ଏଣ୍ଡାଓମେଣ୍ଟ କମିଶନଙ୍କ ଅଧୀନରେ ଥିବା ମନ୍ଦିର, ବେସରକାରୀ ମନ୍ଦିର ପରି ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ମନ୍ଦିରରେ ଲାଇଟ ଆରେଷ୍ଟର ଓ ଡବଲ ଆର୍ଥିଂ ବ୍ୟବସ୍ଥା ନ ଥିବାରୁ ବିଭିନ୍ନ…

କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ପାଇଁ ବିଜ୍ଞପ୍ତି

ନୟାଗଡ଼,୨ା୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ କଣ୍ଟିଲୋର କଣ୍ଟେଇମୁଣ୍ଡି ବାଇଗଣ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଆଣିପାରିିଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଜିଓଗ୍ରାଫିକାଲ୍‌ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍‌ ମାନ୍ୟତା ପାଇଁ ଅଗଷ୍ଟ ୩୧ ଗୁରୁବାର ଜର୍ନାଲ ନଂ. ୧୭୮ରେ ପବ୍ଲିକ…

ମୃତ ଘୋଷଣା କରିବାକୁ ଡର

ନୟାଗଡ଼,୩୧।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟ(ଡିଏଚଏଚ)ରେ ଇଟାମାଟିର ରାଜ କିଶୋର ସାହୁ(୬୦) ନାମକ ଜଣେ ବୃଦ୍ଧ ମରିବାର ୨ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କଲେ ନାହିଁ । ତେବେ ଏ ଘଟଣା ପ୍ରଚାରିତ ପରେ ପାଟିତୁଣ୍ଡ…

ପାଳିରେ ଚାଲିଛି ସ୍ବାସ୍ଥ୍ୟସେବା

ରଣପୁର,୨୯ା୮(ସୁକାନ୍ତ କିଶୋର ଡ଼ାକୁଆ ): ରଣପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଅଭାବ ଲାଗି ରହୁଥିଲା ବେଳେ ପାଳି କରି ରୋଗୀସେବା ଚାଲିଛି। ଶଯ୍ୟାଗୁଡିକ ଖାଲି ପଡୁଥିଲା ବେଳେ ସେବା ନ ପାଇ ରୋଗୀ ସ୍ବାସ୍ଥ୍ୟ କେନ୍ଦ୍ରରୁ ମୁହଁ ଫେରାଇ ନେଉଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri