ପାଣିପାଗ ସୂଚନା ମିଳିବାରେ ବ୍ୟତିକ୍ରମ
ନୂଆଗାଁ,୨୯।୧୦ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକର କାପ୍ତାପଲି ଭଳି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ପାଣିପାଗର ପୂର୍ବାନୁମାନ ସୂଚନା ଓ କୃଷି ସୂଚନା ଦେବା ନିମନ୍ତେ ଗ୍ରାମ ବିକାଶ ସଂସ୍ଥା ତରଫରୁ କାପ୍ତାପଲ୍ଲୀ ଗ୍ରାମରେ ସୂଚନା ଫଳକର ବ୍ୟବସ୍ଥା କରାଯାଇଛି ।…
ନୀଳମାଧବ ବିକାଶ ପ୍ରକଳ୍ପ ୨ୟ ପର୍ଯ୍ୟାୟ କାମ ଆରମ୍ଭ ହେବ
ଖଣ୍ଡପଡ଼ା,୨୨ା୧୦(ଅଜୟ କୁମାର ମହାରଣା)ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ କଣ୍ଟିଲୋ ନୀଳମାଧବ କ୍ଷେତ୍ର ବିକାଶ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ ହୋଇ କାର୍ଯ୍ୟ ଚାଲୁ ରହିଛି। ନିର୍ଦ୍ଧାରିତ ୧୮ ମାସ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ ହେବାର ଘୋଷଣା କରାଯାଇଥିବା…
ରାସ୍ତାରେ ଗୋରୁ ବୁଲିଲେ ମାଲିକ ଦେବେ ଜରିମାନା
ନୟାଗଡ଼,୨୧ା୧୦(ଲୋକନାଥ ମିଶ୍ର): ବିପର୍ଯ୍ୟସ୍ତ ଟ୍ରାଫିକ୍ ସମସ୍ୟାକୁ ସୁଧାରିବାକୁ ନୟାଗଡ଼ ମ୍ୟୁନିସିପାଲିଟି ଉଦ୍ୟମ କରିଛି। ରାସ୍ତାରେ ଗୋରୁ ବୁଲିଲେ ସେମାନଙ୍କୁ ଉଦ୍ଧାର କରି ଗୋଶାଳାରେ ରଖାଯିବ। ଗୋ ମାଲିକ ଜରିମାନା ଦେଲେ ଛଡା ଯିବ। କେହି ଦାବିଦାର ନ ଥିଲେ ବିକ୍ରି ବି…
ଜାକେଡ଼ା ପମ୍ପ୍ ହାଉସ୍ରେ ନିମ୍ନମାନର କାମ ଅଭିଯୋଗ
ନୂଆଗାଁ,୨୦।୧୦(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତ ଜାକେଡାଠାରେ ଥିବା ପମ୍ପ ହାଉସ ମରାମତି ଅତିନିମ୍ନମାନର ହେଉଥିବା ଅଭିଯୋଗ ହେଉଛି । ନୂଆଗାଁ ବ୍ଲକର ବିଭିନ୍ନ ପଞ୍ଚାୟତରେ ପାନୀୟ ଜଳ ଯୋଗାଣରେ ଅବ୍ୟବସ୍ଥା ରହିଥିବା ଅଭିଯୋଗ ହୋଇଆସୁଛି ।…
ଲୁଚାଛପାରେ ବାଣ ତିଆରି ଚାଲିଛି
ନୟାଗଡ଼ ଅଫିସ,୨୦।୧୦: ନୟାଗଡ଼ ଜିଲାର ବିଭିନ୍ନ ଥାନା ଅଧୀନ ଗାଁ ଗହଳିରେ ବେଆଇନ ଭାବେ ବାଣ ତିଆରି ହେଉଛି । ଜନବସତିରେ ବାଣ ତିଆରି ହେଉଥିଲେ ମଧ୍ୟ ପୋଲିସର କାର୍ଯ୍ୟାନୁଷ୍ଠାନ ନାହିଁ । ଗତ ୧୧ ବର୍ଷ ଭିତରେ ବାଣ ବିସ୍ଫୋରଣରେ…
କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଘେରିଲେ ଚାଷୀ
ନୟାଗଡ଼/ରଣପୁର,୧୯।୧୦(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ)ବର୍ଷା ନ ଥିବାରୁ ଧାନ ଜମି ଶୁଖିଲା ପଡିଛି। ପାଖରେ ଜଳସେଚନ ସୁବିଧା ଥାଇ ବି ଜମିରେ ପାଣି ମାଡୁନି । ଏଭଳି ସ୍ଥଳେ ବୁଧବାର ଶତାଧିକ ଚାଷୀ ଉତ୍ତେଜିତ ହୋଇ ନୟାଗଡ଼ ଜିଲା ରଣପୁର…
ନିର୍ବାଚନୀ ସତ୍ୟପାଠରେ ଭୁଲ୍ ତଥ୍ୟ
ନୟାଗଡ଼,୧୯।୧୦(ଲୋକନାଥ ମିଶ୍ର)ଗତ ପଞ୍ଚାୟତ ନିର୍ବାଚନ ସମୟରେ ନିର୍ବାଚନୀ ସତ୍ୟ ପାଠରେ ଭୁଲ ତଥ୍ୟ ଦିଆ ଯିବା ନେଇ ଭାପୁର ବ୍ଳକର ୪ ପରାଜିତ ପ୍ରାର୍ଥୀ ନୟାଗଡ଼ ସବ୍ଡିଜନସ୍ତରୀୟ ରିଟର୍ଣ୍ଣୀ ଅଫିସର ତଥା ଉପଜିଲାପାଳ, ପଞ୍ଚାୟତ ନିର୍ବାଚନର ରିଟର୍ଣ୍ଣୀ ଅଫିସର ତଥା ଜିଲାପାଳ,…
ଶବ୍ଦ ପ୍ରଦୂଷଣ ରୋକିବାକୁ ଗୁରୁତ୍ୱ ଦେଉ ପ୍ରଶାସନ
ଖଣ୍ଡପଡ଼ା,୧୯ା୧୦(ଅଜୟ କୁମାର ମହାରଣା)ଶବ୍ଦ ପ୍ରଦୂଷଣ ରୋକିବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଆଇନ ପ୍ରଣୟନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପର୍ବ ପର୍ବାଣୀରେ ଡ଼ିଜେ ସାଉଣ୍ଡ ଉପରେ କଟକଣା ଜାରି କରାଯାଇଛି। ଡ଼ିଜେ ସାଉଣ୍ଡକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବାକୁ…
ଘରେ ଘରେ ଲୋକଙ୍କୁ ଜ୍ୱର
ଖଣ୍ଡପଡା,୧୭ା୧୦(ଅଜୟ କୁମାର ମହାରଣା): ଖଣ୍ଡପଡା ବ୍ଲକ ଅଞ୍ଚଳରେ ଜ୍ୱରରେ ଶତାଧିକ ବ୍ୟକ୍ତି ଆକ୍ରାନ୍ତ ହୋଇଥିବା ଜଣାପଡିଛି। ପ୍ରତ୍ୟେକ ଘରେ ୨ରୁ ୩ଜଣ ବ୍ୟକ୍ତି ଜ୍ୱରରେ ଆକ୍ରାନ୍ତ ହୋଇଥିବାରୁ ଏହାର ସୁଯୋଗ ନେଇ ଗଁା ଗଣ୍ଡାରେ କ୍ୱାକ୍ଙ୍କ ପ୍ରାର୍ଦୁଭାବ ବେଳକୁ ବେଳ ବୃଦ୍ଧି…
ଗାଁରେ ବିକ୍ରି ହେଉଛି ଜଙ୍ଗଲୀ ପ୍ରାଣୀଙ୍କ ମାଂସ
ନୟାଗଡ଼,୧୭।୧୦(ଲୋକନାଥ ମିଶ୍ର): ସଙ୍କଟରେ ବନ୍ୟପ୍ରାଣୀ। ନୟାଗଡ଼ ବନଖଣ୍ଡର ବିଭିନ୍ନ ଜଙ୍ଗଲ, ଖୋର୍ଦ୍ଧା ବନଖଣ୍ଡର ରଣପୁର ରେଞ୍ଜ ଓ ନୟାଗଡ଼ ବନଖଣ୍ଡ, ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଓ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ଥିବା ବିଭିନ୍ନ ଜଙ୍ଗଲରେ ବନ୍ୟପ୍ରାଣୀ ସୁରକ୍ଷିତ ନୁହନ୍ତି। ଜିଲାର…
ଓଡ଼ଗାଁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ସବ୍ଡିଭିଜନ ମାନ୍ୟତା
ଓଡ଼ଗାଁ,୧୬ା୧୦(ଆଦର୍ଶ କୁମାର ପଟ୍ଟନାୟକ): ସାରା ରାଜ୍ୟରେ ଓଡ଼ଗାଁ ସମେତ ୧୪୪ ବ୍ଲକରେ ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଖୋଲିବା ନିମନ୍ତେ ରାଜ୍ୟପାଳଙ୍କ ଅନୁମୋଦନ ମିଳିସାରିଛି। ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ୧୧ ତାରିଖରେ ଜାରି କରାଯାଇଥିବା ଏକ ବିଜ୍ଞପ୍ତିରେ…
ରାସ୍ତା ସମ୍ପ୍ରସାରଣ ପାଇଁ କଟା ହେବ ୧ ହଜାର ଗଛ
ଖଣ୍ଡପଡ଼ା,୧୫ା୧୦(ଅଜୟ କୁମାର ମହାରଣା)ଖଣ୍ଡପଡ଼ାରୁ -ଭାପୁର- ଫତେଗଡ଼କୁ ସଂଯୋଗ କରୁଥିବା ପ୍ରାୟ ୧୮ କିମି ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ସମ୍ପ୍ରସାରଣ ପାଇଁ ୨୧ କୋଟି ଟଙ୍କା ମଞ୍ଜୁର ହୋଇଛି। ମାତ୍ର ରାସ୍ତା ସମ୍ପ୍ରସାରଣ ପାଇଁ ପ୍ରାୟ ୧ହଜାର ଗଛ କଟାଯିବ ବୋଲି…

