ନୟାଗଡ଼

ଶୁକଳଗାଡ଼ିଆ ଜଳବିଭାଜିକାରେ ଦୁର୍ନୀତି

ନୟାଗଡ଼,୪।୧୦(ଲୋକନାଥ ମିଶ୍ର)ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ନୟାଗଡ଼ ବ୍ଲକ ଶୁକଳଗାଡ଼ିଆ ମଞ୍ଚେଶ୍ୱର ପୋଖରୀ କାମରେ ୧୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ ହୋଇଥିବା ଅଭିଯୋଗ ହୋଇଛି ।ଉକ୍ତ କାମ ଜୟ ଜଗନ୍ନାଥ ଜଳ ବିଭାଜିକା ଚମ୍ପତିପୁର କମିଟି ନାଁରେ କରାଯାଇଥିବା ଦର୍ଶାଯାଇଛି ।…

ଅବହେଳିତ ସ୍ବାଧୀନତା ସଂଗ୍ରାମୀ ଗାଁ କୁଶିବିଡ଼ା

ନୂଆଗାଁ,୩।୧୦ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ସ୍ବାଧୀନତା ସଂଗ୍ରାମୀଙ୍କ ଗାଁ କୁଶିବିଡା ଅବହେଳିତ ହୋଇ ରହିଛି। ସ୍ବାଧୀନତା ସଂଗ୍ରାମୀଙ୍କ ଉତ୍ତରାଧିକାରୀମାନେ ଅବ୍ୟବସ୍ଥା ତଥା ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି। ଏହା ଉପଲବ୍ଧି କରି ରାଜନେତାମାନେ ଅବହେଳିତ…

ବୁଡ଼ିଯାଉଥିବା କଂସା ପିତଳ ପରମ୍ପରାକୁ ଉଜ୍ଜୀବିତ କଲେ ଗବେଷକ

ଖଣ୍ଡପଡ଼ା,୨୯ା୯(ଅଜୟ କୁମାର ମହାରଣା): ପୂର୍ବ ପ୍ରଚଳିତ ଅଙ୍କ(ସୁନିଆ) ପରମ୍ପରା ସମ୍ପ୍ରତି ଲୋପ ପାଇବାକୁ ବସିଲାଣି। ଦିନ ଥିଲା କଂସା ପିତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଥିବା କଣ୍ଟିଲୋ ଅଞ୍ଚଳର କଂସା ପିତଳ କାରିଗରମାନେ ଏହି ପବିତ୍ର ଦିନରେ ନୂତନ…

ଧରାପଡ଼ିଲା ୨୪ ଲକ୍ଷ ଟଙ୍କାର ଜାଲିଆତି

ନୟାଗଡ,୩୦।୯(ଲୋକନାଥ ମିଶ୍ର): ବଳରାମ ପାହାଡ଼ର ନିଷ୍କାସିତ ପାଣିରେ ସୃଷ୍ଟ ନୟାଗଡ଼ ବ୍ଲ୍ଳକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଶିଆଳି ଖୋଲ ବନ୍ଧରେ ଆଡିବନ୍ଧ କରି ୨୪ଲକ୍ଷ ସରକାରୀ ଅନୁଦାନ ହଡପ ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ ଦେବାଶିଷ…

ବିନା ପାଠ୍ୟପୁସ୍ତକରେ ପାଠପଢ଼ା

ନୟାଗଡ଼,୨୯।୯(ଲୋକନାଥ ମିଶ୍ର): ଅନୁସୂଚିତ ଜନଜାତି(ଏସ୍‌ଟି) ଓ ଅନୁସୂଚିତ ଜାତି(ଏସ୍‌ସି) ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଟାକରାଠାରେ ଥିବା ହାଇସ୍କୁଲର ଛାତ୍ରୀଛାତ୍ରଙ୍କ ସହ ସ୍କୁଲ କର୍ତ୍ତୃପକ୍ଷ ଖେଳ ଖେଳୁଥିବା ଅଭିଯୋଗ ହୋଇଛି। ଏଠାରେ ପ୍ରଥମରୁ ଦଶମ ଶ୍ରେଣୀ…

ଦଶପଲ୍ଲା ରେଳଷ୍ଟେଶନ ଉଦ୍‌ଘାଟନ ତାରିଖ ଘୁଞ୍ଚୁଛି

ନୟାଗଡ଼,୨୯ା୯(ଲୋକନାଥ ମିଶ୍ର): ନୟାଗଡ ଜିଲାର ଦଶପଲ୍ଲା ରେଳଷ୍ଟେଶନ ଉଦ୍‌ଘାଟନ ତାରିଖ ବାରମ୍ବାର ଘୁଞ୍ଚତ୍ ଚାଲିଛି। ଦଶପଲ୍ଲାକୁ ଟ୍ରେନ ଚଳାଚଳ ଆରମ୍ଭ ହେଉ ନ ଥିବାରୁ ବଢୁଛି ଅସନ୍ତୋଷ। ଏଣେ ଦାନା ବାନ୍ଧୁଛି ଆନ୍ଦୋଳନ। ରେଳ ଷ୍ଟେଶନର ନିର୍ମାଣ କାର୍ଯ୍ୟ ଶେଷ ହୋଇ…

ଭୁଶୁଡ଼ି ପଡ଼ିଲାଣି ନୂଆଗାଁ ବ୍ଲକ ଶିକ୍ଷା ବ୍ୟବସ୍ଥା

ନୂଆଗାଁ,୨୮।୯ (ଧନେଶ୍ୱର ସାହୁ)ଶିକ୍ଷା ବ୍ୟବସ୍ଥାର ତଦାରଖ, ଦାୟିତ୍ୱ, ପରିଚାଳନା ଆଦିକୁ ତଳସ୍ତରରେ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧିକାରୀ ଓ କର୍ମଚାରୀଙ୍କ ହାତରେ ନ୍ୟସ୍ତ କରାଯାଇଛି। କିନ୍ତୁ କେତେଜଣ ଅଧିକାରୀ ଓ କର୍ମଚାରୀଙ୍କ ଅପାରଗତା ଯୋଗୁ ନୂଆଗାଁ ବ୍ଲକର ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି…

୨୦ ଭେଣ୍ଡରଙ୍କୁ କଳାତାଲିକାଭୁକ୍ତ କରାଗଲାନି

ନୟାଗଡ଼/ଭାପୁର,୨୮।୯(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ଭେଣ୍ଡର ଆକାଉଣ୍ଟ ଖୋଲି ନୟାଗଡ଼ ଜିଲାର ଭାପୁର ବ୍ଲକରେ ୫୧ କୋଟି ୨୭ ଲକ୍ଷ ଠକେଇ ଘଟଣାରେ କାର୍ଯ୍ୟାନୁଷ୍ଠାନ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମଜିଏନ୍‌ଆର୍‌ଇଜିଏସ୍‌)ରେ କଞ୍ଚାମାଲ…

ଆର୍‌ପିଏଫ୍‌ କନ୍‌ଷ୍ଟେବଲ ସୁବ୍ରତଙ୍କୁ ଜୀବନ ରକ୍ଷା ପଦକ

ଖଣ୍ଡପଡ଼ା,୨୪।୯(ଅଜୟ କୁମାର ମହାରଣା): ଭାରତୀୟ ରେଳ ବିଭାଗର ପ୍ରତିଷ୍ଠା ଦିବସ ଅବସରରେ ଶନିବାର ରେଳ ମନ୍ତ୍ରଣାଳୟ ପକ୍ଷରୁ ୪୨ ଜଣଙ୍କୁ ସାହସିକତା ପାଇଁ ଜୀବନ ରକ୍ଷା ପଦକ ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରେ ଓଡ଼ିଶାର ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ୍‌ କଣ୍ଟିଲୋ…

ମୋବାଇଲ ଟାଓ୍ବାର କାମ ଅଧାପନ୍ତରିଆ

ନୟାଗଡ଼,୨୨।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ନୂଆଗାଁ ବ୍ଲକର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀଙ୍କ ପାଇଁ ନିର୍ମାଣ କରାଯାଉଥିବା ମୋବାଇଲ ଟାଓ୍ବାର କାମ ଦୀର୍ଘ ମାସ ହେଲା ଅଧାପନ୍ତରିଆ ଭାବେ ପଡିରହିଛି। ଏ ସଂକ୍ରାନ୍ତରେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଗଲେ ମଧ୍ୟ…

ଠେଙ୍ଗାପାଳିରେ ସୁରକ୍ଷା ଜଙ୍ଗଲକୁ ବିପଦ

ନୟାଗଡ଼,୨୨।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଦୁଡୁକିପାଜୁ ଗାଁର ଆଦିବାସୀମାନେ ଠେଙ୍ଗାପାଳିରେ କରିଥିବା ଜଙ୍ଗଲ ସୁରକ୍ଷାକୁ ବିପଦ ମାଡି ଆସିଛି। ଦୁଡୁକିପାଜୁର ଗ୍ରାମ୍ୟ ଜଙ୍ଗଲ ପାଦଦେଶରେ ହୋଇଥିବା ଫଳଗଛକୁ ଉପାଡି ଦେଇ ଜଣେ ଲୋକ କୋର୍ଟରେ ମାମଲା…

ଆଶ୍ରମ ସ୍କୁଲରେ ଅବ୍ୟବସ୍ଥା

ନୂଆଗାଁ,୨୨।୯(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଥିବା ଆଶ୍ରମ ବିଦ୍ୟାଳୟଗୁଡ଼ିକ ନାନା ଅନିୟମିତତାରେ ଚାଲିଛି। ଏ ନେଇ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବଦଳରେ ସମ୍ପୃକ୍ତ କର୍ମଚାରୀଙ୍କୁ ଅଧିକାରୀ ସୁରକ୍ଷା ଦେଉଥିବା ଅଭିଯୋଗ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?