ନୟାଗଡ଼

ଗଣିଆ-ବଡ଼ମୂଳ ରାସ୍ତାରେ ବନ୍ୟାଜଳ

ଗଣିଆ,୪ା୮(ସନ୍ତୋଷ କୁମାର ପ୍ରଧାନ): ଲଗାଣ ବର୍ଷା ପ୍ରଭାବରେ ନୟାଗଡ଼ ଜିଲା ଗଣିଆ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗଣିଆ-ବଡ଼ମୂଳ ରାସ୍ତାର କେତେକ ସ୍ଥାନରେ ୨ରୁ ୫ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ଗତ ମଙ୍ଗଳବାର ରାତିରୁ ଳଘୁଚାପଜନିତ ଲଗାଣ ବର୍ଷା…

ଦବିଲା କୁଆଁରିଆ ସେତୁ

ଖଣ୍ଡପଡ଼ା,୪ା୮(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ଖଳିସାହିରୁ କୋସକା, ଆଡକଟା ଦେଇ ଦଶପଲ୍ଲା ଅଞ୍ଚଳକୁ ସଂଯୋଗ କରୁଥିବା ରାସ୍ତାରେ ଥିବା କୁଆଁରିଆ ସେତୁଟି ଗୁରୁବାର ଦବି ଯାଇ ବିପଦଶଙ୍କୁଳ ଅବସ୍ଥାରେ ରହିଛି। ଉକ୍ତ ରାସ୍ତା ଦେଇ ଯାତାୟତ ସମ୍ପୂର୍ଣ୍ଣ ବନ୍ଦ…

ଅସ୍ଥାୟୀ ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ନୟାଗଡ଼,୩।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲାର ଶରଣକୁଳ ଲଡୁବାବାଙ୍କ ଧାମରୁ ଶ୍ରୀକ୍ଷେତ୍ର ପୁରୀକୁ ପଡିଥିବା ନୂଆ ଜଗନ୍ନାଥ ସଡ଼କର ଡିମିଶର ପନ୍ଦାରିଛକସ୍ଥିତ ଦୁଆଣ୍ଟ ପୋଲ ଭାଙ୍ଗିବାର ୨୦ ମାସ ବିତି ଯାଇଛି । ହେଲେ ସରକାର ପୋଲ ନିର୍ମାଣ କରିବାରେ ସକ୍ଷମ ହେଲେ ନାହିଁ…

କଟାହେଉନି ରିଜେକ୍ସନ ନୋଟ୍‌

ନୟାଗଡ଼,୩୦ା୭ (ଲୋକନାଥ ମିଶ୍ର)ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ (ଓଏସ୍‌ଡବ୍ଲ୍ୟୁସି)ର ଚାଉଳ ଗୋଦାମକୁ ନୟାଗଡ଼ ଜିଲାର କେତେଜଣ ମିଲର ଅଧିକାଂଶ ସମୟରେ ଖରାପ ଚାଉଳ ଯୋଗାଣ କରୁଥିଲେ ମଧ୍ୟ ରିଜେକ୍ସନ ନୋଟ୍‌ କଟା ଯାଉ ନାହିଁ । ମିଲରକୁ ଅନୁକମ୍ପା ଦେଖାଯାଇ ବିଭିନ୍ନ…

ଅଧାପନ୍ତରିଆ ଭାବେ ପଡ଼ିଛି ନୂଆଗଁା କଲ୍ୟାଣ ମଣ୍ଡପ

ନୂଆଗାଁ,୩୦ା୭ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନୂଆଗାଁ ଶୈବପୀଠ ନିକଟରେ ଆରମ୍ଭ ହୋଇଥିବା କଲ୍ୟାଣ ମଣ୍ଡପ ନିର୍ମାଣ କାମ ଅଢେଇ ବର୍ଷ ହେଲା ଅଧାପନ୍ତରିଆ ଭାବେ ପଡି ରହିଛି । ନିର୍ମାଣ କାର୍ଯ୍ୟ ପାଇଁ ଅନୁଦାନ ଥିଲେ ମଧ୍ୟ ପଞ୍ଚାୟତ…

ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ନୟାଗଡ଼,୨୮ା୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ତହସିଲରେ କାର୍ଯ୍ୟରତ ଅତିରିକ୍ତ ତହସିଲଦାର ବନମାଳୀ ପରିଡ଼ା ୩ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଗୋଟିଏ ବାଲି ଗାଡ଼ିକୁ ଛାଡ଼ିବା ପାଇଁ ୧୩ ହଜାର ଟଙ୍କା ତୁଟିଥିଲା।…

ନିଷ୍କାସନ ପଥ ବନ୍ଦ, ରାସ୍ତାରେ ଲହଡ଼ି ମାରୁଛି ଆବର୍ଜନା ପାଣି

ଖଣ୍ଡପଡ଼ା,୨୮ା୭(ଅଜୟ କୁମାର ମହାରଣା): ବିପର୍ଯ୍ୟସ୍ତ ଡ୍ରେନେଜ ବ୍ୟବସ୍ଥା ଯୋଗୁ ଖଣ୍ଡପଡ଼ା ବ୍ଳକ ବେଣାଗାଡିଆ ପଞ୍ଚାୟତ ଅଧୀନ ବେଣାଗାଡିଆ ଛକ ପୂର୍ତ୍ତ ବିଭାଗ ରାସ୍ତାଠାରୁ ତେନ୍ତୁଳାପଲ୍ଲୀ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ପରିତ୍ୟକ୍ତ ଅବସ୍ଥାରେ ରହିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନେଜ ବ୍ୟବସ୍ଥା…

ଭାଙ୍ଗିଲା କ୍ରୀଦାଶପୁର କେନାଲ ବନ୍ଧ

ନୟାଗଡ଼,୨୮।୬(ଲୋକନାଥ ମିଶ୍ର): ଜଳସମ୍ପଦ ବିଭାଗର ଖାମଖିଆଲି ନୀତି କାରଣରୁ ନୟାଗଡ଼ ବ୍ଲକ ଡାହୁକାନଦୀର କ୍ରୀଦାଶପୁର କେନାଲର ବନ୍ଧ ଭାଙ୍ଗି ଯାଇଛି । କେନାଲ ବନ୍ଧ ଭାଙ୍ଗିବା କାରଣରୁ ଡାହୁକା ନାଳ ଓ କେନାଲ ଶୁଖିଲା ପଡ଼ିଛି । ବର୍ଷାଋତୁରେ ନାଳ ଓ…

କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା

ଖଣ୍ଡପଡ଼ା,୨୭।୭ (ଅଜୟ କୁମାର ମହାରଣା)ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଅଧୀନ ୭ ପଞ୍ଚାୟତର ଜନସାଧାରଣ କଣ୍ଟିଲୋ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରନ୍ତି ା ଏଠାରେ ୨ଜଣ ଡ଼ାକ୍ତର ଅଛନ୍ତି ା ହେଲେ ଆବଶ୍ୟକ ଷ୍ଟାଫ ନର୍ସ ଅଭାବରୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି…

ଏମ୍‌ଜିଏନ୍‌ଆରଇଜିଏସ୍‌ ଅନୁଦାନ ଖର୍ଚ୍ଚରେ ରହୁନି ସ୍ବଚ୍ଛତା

ନୟାଗଡ଼,୨୭।୭ (ଲୋକନାଥ ମିଶ୍ର)ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମଜିଏନ୍‌ଆରଇଜିଏସ୍‌)ରେ ନୟାଗଡ଼ ଜିଲାରେ ଅନେକ କୋଟି ଟଙ୍କା ଖର୍ଚ୍ଚ ହେଉଛି। ତେବେ ଏଥିରେ ସ୍ବଛତା ନାହିଁ ବୋଲି ଅଭିଯୋଗ ହୋଇ ଆସୁଛି। ଏନେଇ ଅଭିଯୋଗ କଲେ ସୁଫଳ ମିଳୁନି।…

ରକ୍ତ ପ୍ୟାକେଟ୍‌କୁ ୧୫୦୦ ଟଙ୍କାରେ ବିକ୍ରି

ନୟାଗଡ଼,୨୪।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାରରୁ ରକ୍ତ ରୋଗୀ ପାଉ ନ ଥିବାବେଳେ ଦଲାଲ ନେଉଥିବା ଅଭିଯୋଗ ହୋଇଆସୁଛି। କେତେଜଣ ଦଲାଲ ଡୋନର ସଂଗ୍ରହ କରି ରକ୍ତ ପ୍ୟାକେଟକୁ ୧୫ ଶହ ଟଙ୍କାରେ ବିକ୍ରି କରୁଛନ୍ତି।…

ଜୟ ଜଗନ୍ନାଥ ସିଲେଇ ୟୁନିଟ ପ୍ରତି ନିଘା ନାହିଁ

ଓଡ଼ଗାଁ, ୨୪ା୭(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁରେ ସୁରଟ ଓ ଦିଲ୍ଲୀ ଢାଞ୍ଚାରେ ତିଆରି ହୋଇଥିବା ପୋଷାକ ପ୍ରସ୍ତୁତ କାରଖାନା ପ୍ରତି କାହାର ନିଘାନାହିଁ। ୨୫ ଜାନୁୟାରୀ ୨୦୧୮ରେ ୬୦ ଜଣ ମହିଳାଙ୍କୁ ନେଇ ମିଶନ ଶକ୍ତି ଅନ୍ତର୍ଗତ ଜୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri