ନୟାଗଡ଼

୫-ଟି ସଚିବଙ୍କ ଗସ୍ତକୁ ବିରୋଧ କରି ଅଣ୍ଡାମାଡ଼

ନୟାଗଡ଼,୨୧ା୭(ଲୋକନାଥ ମିଶ୍ର): ଶୁକ୍ରବାର ୫-ଟି ସଚିବ ଭି.କେ ପାଣ୍ଡିଆନ ଓଡ଼ଗାଁ ଗସ୍ତରେ ଆକାଶପଥରେ ଆସି ମହୋତ୍ସବ ପଡ଼ିଆରେ ଓହ୍ଲାଇଥିଲେ। ସେଠାରୁ ବ୍ୟାପକ ପୋଲିସ ବନ୍ଦୋବସ୍ତରେ ବ୍ଲକ ଅଫିସ ଆସି ମିଶନ ଶକ୍ତି କାଫେ ଉଦ୍‌ଘାଟନ କରିବା ସହିତ ଜଳପାନ କରିଥିଲେ। ପରେ…

ନୟାଗଡ଼ ଡିଏଚଏଚ୍‌ରେ ନାହିଁ ଅତ୍ୟାଧୁନିକ ଆମ୍ବୁଲାନ୍ସ

ନୟାଗଡ଼,୨୧।୭ (ଲୋକନାଥ ମିଶ୍ର): ନୟାଗଡ଼ ଜିଲାକୁ ଛାଡି ଦେଲେ ଅବଶିଷ୍ଟ ୨୯ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରେ ବେସିକ ଲାଇଫ୍‌ ସପୋର୍ଟ ଆମ୍ବୁଲାନ୍ସ ରହିଛି । ତେବେ ନୟାଗଡ଼ ଜିଲାରେ ଏଭଳି ଆମ୍ବୁଲାନ୍ସ ନାହିଁ। ସାଢ଼େ ୩ ବର୍ଷ ତଳେ ମୋ ସରକାର…

ଦୁଇ କାର୍‌ରେ କନ୍ଧମାଳରୁ ଭୁବନେଶ୍ୱର ଆସୁଥିଲା ଗଞ୍ଜେଇ: ୪ ଗିରଫ

ନୟାଗଡ଼,୧୯ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଅବକାରୀ ଥାନାକୁ ମିଳିଛି ବଡ଼ ସଫଳତା। ଦଶପଲା ଓ ନୂଆଗାଁର ଦୁଇ ସ୍ଥାନରେ ଚଢ଼ାଉ କରି ୬୧ କେଜି ଗଞ୍ଜେଇ ଜବତ କରିବା ସହ ୨ଟି କାର୍‌କୁ ଜବତ କରିଛି। ଦୁଇ ଡ୍ରାଇଭର ବୌଦ୍ଧ ଜିଲା…

ବିଦ୍ୟାଳୟ ପରିସର ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ନୂଆଗାଁ,୧୪।୭ (ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଖଣ୍ଡୁଗାଁ ପଞ୍ଚାୟତରେ ଥିବା ଗୋଳଗୋଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାର ସୁଯୋଗ ନେଇ କେତେଜଣ ଅସାମାଜିକ ବ୍ୟକ୍ତି ସ୍କୁଲ ପରିସରରେ ମଦ, ଗଞ୍ଜେଇ ଓ…

ସ୍ବଚ୍ଛ ଭାରତ ପାଇଖାନା ପାଲଟିଛି ବାସଗୃହ

ନୂଆଗାଁ,୧୩।୭ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଚୟନ ପାଇଁ ହୋଇଥିବା ତଦନ୍ତରେ ପାତର ଅନ୍ତର କରାଯାଇଛି । ଫଳରେ ଅନେକ ଯୋଗ୍ୟ ହିତାଧିକାରୀ ଆବାସ ଯୋଜନାରୁ ବାଦ୍‌ ପଡିଛନ୍ତି ା ଏପରି ଅଭିଯୋଗ ନୂଆଗାଁ…

ରୋଜଗାରିଆ ପୁଅ ଅଜଣା ରୋଗରେ ପୀଡ଼ିତ

ନୂଆଗାଁ,୧୩।୭ (ଧନେଶ୍ୱର ସାହୁ)ସ୍ବାମୀ ଆରପାରିକୁ ଚାଲିଯିବା ପରେ ଘରର ଏକ ମାତ୍ର ପୁଅର ରୋଜଗାରରେ ଚଳୁଥିଲା ପରିବାର । ହେଲେ ସେହି ରୋଜଗାରିଆ ପୁଅ ଆଜି ଅଜଣା ରୋଗରେ ପୀଡ଼ିତ ହୋଇ ଛଟପଟ ହେଉଛନ୍ତି। ରୋଜଗାର ବିନା ଅଭାବ ଅନାଟନ ଭିତରେ…

ଖୁଣ୍ଟୁପଡ଼ାରୁ ମିଳିଲା ଗ୍ରାଫାଇଟ୍‌ ଖଣିର ସନ୍ଧାନ

ଭାପୁର,୧୧।୭(ଭରତ କୁମାର ବେହେରା):ନୟାଗଡ଼ ଜିଲା ଭାପୁର ବ୍ଲକ ବାଇଗୁଣିଆ ପଞ୍ଚାୟତ ଅଧୀନ ଖୁଣ୍ଟୁପଡ଼ା ଗ୍ରାମରୁ ଗ୍ରାଫାଇଟ୍‌ ଖଣିର ସନ୍ଧାନ ମିଳିଛି। ଭାରତୀୟ ଜିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ ପକ୍ଷରୁ ସାଟେଲାଇଟ୍‌ ସର୍ଭେ କରାଯାଇଥିଲା। ଖୁଣ୍ଟୁପଡା ଗ୍ରାମର ଛେଳିଆ ଟୁବୁରି ପାହାଡ଼ ମାଟିତଳେ…

ମିଥ୍ୟା ସୂଚନାର ତଦନ୍ତ କରି ବନ ବିଭାଗ ନାକେଦମ

ନୟାଗଡ଼,୧୦।୭(ଲୋକନାଥ ମିଶ୍ର): ହାତୀ ଦାନ୍ତ, ବାଘ ଛାଲ ଓ ଚନ୍ଦନ କାଠ ବ୍ୟବସାୟର ଗୁମର ଖୋଲି ବ୍ୟବସାୟୀଙ୍କୁ ଗିରଫ କରିବାକୁ ବନ ବିଭାଗ ପକ୍ଷରୁ କରାଯାଇଥିବା ଖୋଳତାଡ଼ ଓ ତଦନ୍ତ ବିଫଳ ହୋଇଛି। ମିଥ୍ୟ ସୂଚନାର ତଦନ୍ତ କରି ବନ ବିଭାଗ…

ଘୁଞ୍ଚୁନି ୨୮୪୦ ଶ୍ରମିକଙ୍କ ଫାଇଲ

ନୟାଗଡ଼,୯।୭ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାର ଅନୁଦାନ ରାଶି ଖର୍ଚ୍ଚ କରିବାରେ ଜିଲା ଶ୍ରମ ଅଧିକାରୀ(ଡିଏଲଓ) ଓ ଜିଲାପାଳଙ୍କ କାର୍ଯ୍ୟାଳୟ ଅସଫଳ ହୋଇଛି। ଶ୍ରମ ଆୟୁକ୍ତ ଓଡ଼ିଶାଙ୍କ ପତ୍ରାଙ୍କ ସଂଖ୍ୟା ୮୪୭/ତା ୨୮।୬।୨୦୨୩କୁ ଅନୁଧ୍ୟାନ କଲେ ଜିଲାପାଳ…

ରାଶନ କାର୍ଡରୁ ରୋଜଗାର କରୁଛନ୍ତି ସରପଞ୍ଚ

ନୟାଗଡ଼ ଅଫିସ,୮।୭: ନୟାଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ କୋଡିନେଶନ ଆଣ୍ଡ ମନିଟରିଂ କମିଟି(ଦିଶା)ର ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କମିଟିର ଅଧ୍ୟକ୍ଷ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଏଥିରେ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖଣ୍ଡପଡ଼ା ବିଧାୟକ…

ପିଲାଙ୍କ ପଢ଼ା ବହି ବିକ୍ରିକୁ ଅଟକାଇଲେ ଲୋକେ

ନୂଆଗଁା, ୮ା୭ (ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗଁା ବ୍ଲକ ସରକାରୀ କାଚପଲ୍ଲୀ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରୁ ଶୁକ୍ରବାର ଶିକ୍ଷୟିତ୍ରୀ ପିଲାଙ୍କ ପଢ଼ା ବହି ବିକ୍ରି କରୁଥିଲେ। ବେପାରୀ ବହି ବସ୍ତା ଗେଟ୍‌ ବାହାରକୁ ଆଣି ଗାଡ଼ିରେ ଲଦିବା ସମୟରେ ସ୍ଥାନୀୟ…

ନୀଳମାଧବ ପୀଠ ବିକାଶ ପ୍ରକଳ୍ପର ସମୀକ୍ଷା କଲେ ସଚିବ

ଖଣ୍ଡପଡ଼ା,୮ା୭(ଅଜୟ କୁମାର ମହାରଣା): ରାଜ୍ୟ ସରକାରଙ୍କ ପକ୍ଷରୁ ନୀଳମାଧବ ପୀଠ ବିକାଶ ପ୍ରକଳ୍ପ ପାଇଁ ୧୦୦ କୋଟି ଟଙ୍କାର ଅନୁଦାନ ମଞ୍ଜର କରାଯାଇ କାର୍ଯ୍ୟ ଚାଲୁ ରହିଛି। ତେବେ ଏହି ପ୍ରକଳ୍ପର କାର୍ଯ୍ୟ ୧୮ ମାସ ମଧ୍ୟରେ ଶେଷ ହେବାର କାର୍ଯ୍ୟକ୍ରମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri